ଆମ ଜିଲା ଖବର

ସନୋଜ ଫିଲିଙ୍ଗ ଷ୍ଟେସନ ଉଦଘାଟିତ

ଦାରିଙ୍ଗବାଡି,୧୯।୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡିର ୫୯ ନଂ ଜାତୀୟ ରାଜପଥ କଡରେ ବୁଧବାର ଏକ ନୂତନ ପେଟ୍ରୋଲ ପମ୍ପ ଉଦଘାଟନ ହୋଇଯାଇଛି। ଏହାକୁ ସନୋଜ ଫିଲିଙ୍ଗ ଷ୍ଟେସନର ମାଲିକ ସନୋଜ କୁମାର ସାହୁଙ୍କ ବଡଭାଇ ତଥା ବରିଷ୍ଠ ଶିକ୍ଷକ ପ୍ରଶାନ୍ତ...

ସୁନନ୍ଦାଙ୍କ ବାସଭବନ ହେବ ସ୍ମୃତି ସଦନ: ପୁରୀ ଘର ଦେଖିଲେ ସଂସ୍କୃତି ବିଭାଗ ଅଧିକାରୀ

ପୁରୀ ଅଫିସ,୧୯ା୨:ଓଡ଼ିଶାର ପ୍ରଥିତଯଶା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ତଥା ଭାରତୀୟ ସଙ୍ଗୀତ ଦୁନିଆର ମହାନ୍‌ ପ୍ରତିଭା ଡ. ସୁନନ୍ଦା ପଟ୍ଟନାୟକଙ୍କ ବଳିଆପଣ୍ଡା ଦାମୋଦର ରୋଡ଼ସ୍ଥିତ ବାସଭବନକୁ ସ୍ମୃତି ସଦନ ଭାବେ ବିକଶିତ କରାଯିବ। ତାଙ୍କ ଦ୍ୱାରା ବ୍ୟବହୃତ ବାଦ୍ୟଯନ୍ତ୍ର ଏବଂ ଅନ୍ୟାନ୍ୟ...

ପାନ ତାତି: ଶ୍ରୀମନ୍ଦିରରେ ସହାୟକଙ୍କୁ ଧକ୍କା ମାରିଲେ ସେବାୟତ

ପୁରୀ ଅଫିସ, ୧୮ା୨: ଶ୍ରୀମନ୍ଦିର ଭିତରକୁ କେହି ପାନ, ଗୁଟ୍‌ଖା ଖାଇ ଯାଇପାରିବେ ନାହିଁ। ଏହା ଉପରେ କଟକଣା ଲଗାଇଛି ମନ୍ଦିର ପ୍ରଶାସନ। ଅବମାନନା କଲେ ଜରିମାନା ଆଦାୟର ବ୍ୟବସ୍ଥା ହୋଇଛି। ଏହାସତ୍ତ୍ବେ କେତେଜଣ ସେବାୟତ, କର୍ମଚାରୀ ଏବଂ ଯାତ୍ରୀ...

ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଛନ୍‌ ଆଈନାତି: ୫ଶହ ଭାତା, ୧୦ କେ.ଜି. ଚାଉଲ ସାହାଭରସା

ଲାଠୋର, ୧୯।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ଅଧୀନ ଚାଉଲଡ଼ିଆ ଗଁାର ବୁରୁଧ୍‌ ବିଧବା ପ୍ରେମ କୁମ୍ଭାର(୭୦) ଆର ନାତି ମହେଶ କୁମ୍ଭାର(୬)। ଜାଗାବାଡ଼ି, ଘରଦୁଆର ଅଭାବୁ ଦୁଇ ଆଈନାତି ବଡ଼ା ଗୁଲ୍‌ଗୁଲା ହେଇ ଜୀବନ୍‌...

ତିର୍ତ୍ତୋଲ ବ୍ଲକରେ ହରିଶ୍ଚନ୍ଦ୍ର ଯୋଜନା କେଳେଙ୍କାରୀ: ଜୀବିତଙ୍କୁ ମୃତ ଦର୍ଶାଇ ସହାୟତା ରାଶି ଚଳୁ

ଜଗତ୍‌ସିଂହପୁର ଅଫିସ୍‌,୧୯ା୨: ଗରିବ ତଥା ନିରାଶ୍ରୟ ଲୋକଙ୍କ ମୃତ୍ୟୁ ପରେ ସେମାନଙ୍କ ମୃତଦେହ ଦାହ କରିବା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ରାଶି ଯୋଗାଇ ଦେଉଛନ୍ତି। ମାତ୍ର ଏହି ରାଶି ଆତ୍ମସାତ କରିବାକୁ ଅନେକ ସରକାରୀ...

ଦୁର୍ବୃତ୍ତ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ଜଗତ୍‌ସିଂହପୁର ଅଫିସ୍‌, ୧୯ା୨: ଜଗତ୍‌ସିଂହପୁର ସହରରୁ ମଙ୍ଗଳବାର ପୂର୍ବାହ୍ନରେ ଲୁଟ୍‌ ହୋଇଛି। ବିରିଡ଼ି ଥାନା ଅନ୍ତର୍ଗତ ଅଣଖିଆର ସତ୍ୟବ୍ରତ ବିଶ୍ୱାଳ ନାମକ ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ଟଙ୍କା ଦୁର୍ବୃତ୍ତ ଲୁଟ୍‌ କରିଛନ୍ତି। ବିଶ୍ୱାଳ ସ୍ଥାନୀୟ ଏକ ବ୍ୟାଙ୍କରୁ ୨ ଲକ୍ଷ...

ନାନା ସମସ୍ୟାରେ ପାରାଦୀପ ମାଛଧରା ବନ୍ଦର: ୧୦ ବର୍ଷରେ ୧୭ଥର ବସିଛି ପରିଚାଳନା ସମିତି ବୈଠକ

ପାରାଦୀପ,୧୯ା୨(ସ୍ବ.ପ୍ର.): ରାଜ୍ୟର ଅନ୍ୟତମ ବୃହତ୍‌ ପାରାଦୀପ ମାଛଧରା ବନ୍ଦର ସମ୍ପ୍ରତି ବହୁବିଧ ସମସ୍ୟା ମଧ୍ୟରେ ଗତିକରୁଛି। ଏହି ମତ୍ସ୍ୟଶିଳ୍ପ ଉପରେ ନିର୍ଭରଶୀଳ ପ୍ରାୟ ୫୦ ହଜାର ମତ୍ସ୍ୟଜୀବୀଙ୍କ ଭବିଷ୍ୟତ ଏବେ ଅନ୍ଧାର ବୋଲି ସେମାନେ ଆକଳନ କଲେଣି। କାରଣ ପରିବର୍ତ୍ତିତ...

ରାସ୍ତା ଦୁର୍ଘଟଣାରେ ମା’ ପୁଅଙ୍କ ମୃତ୍ୟୁ

ଲେଫ୍ରିପଡ଼ା,୧୯।୨(ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ବର୍ତ୍ତନକେଲା ଛକଠାରେ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌୍‌ ଭ୍ୟାନ ଗାଡ଼ି ଗୋଟିଏ ବାଇକ୍‌କୁ ଧକ୍କା ଦେବାରୁ ବାଇକ୍‌ରେ ଥିବା ମା’ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରାଖାଇ ଗ୍ରାମର...

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଅଙ୍ଗନଓ୍ବାଡି କର୍ମୀ ଗିରଫ

ସୋନପୁର/ତରଭା,୧୯।୨(ନି.ପ୍ର./ଡି.ଏନ.ଏ) – ସୁବର୍ଣ୍ଣପୁର ଜିଲାପାଳ ମୋନିଷା ବାନାର୍ଜୀ ମଙ୍ଗଳବାର ତରଭା ବ୍ଲକର ୪ ପଞ୍ଚାୟତ ଗସ୍ତ କରିଥିଲେ। ମଧ୍ୟାହ୍ନ ସାଢେ ୧୨ଟାରେ ହଠାତ୍‌ ଜରାଜରିଙ୍ଗ ପଞ୍ଚାୟତର ତିଲେସରା ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଥିଲେ। କେନ୍ଦ୍ରର ଶିଶୁମାନେ ଏହି ସମୟରେ ଏସଏନପି...

ଆଦିବାସୀ ଚିତ୍ରକଳାର ସ୍ବାତନ୍ତ୍ର୍ୟ ରହିଛି

ସୋନପୁର,୧୯।୨(ନି.ପ୍ର.) – ସୁବର୍ଣ୍ଣପୁରରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ଆଦିବାସୀ ଚିତ୍ରଶିଳ୍ପୀ ଶିବିର ଓ କଳାକୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ସ୍ଥାନୀୟ ଟାଉନ ହଲରେ ତିନିଦିନ ଏହି କାର୍ଯ୍ୟକ୍ରମ ଆୟୋଜିତ...

ଦୈନିକ ପରିବା ବଜାର ପିଣ୍ଡି ତିଆର କରିବା ଘଟଣା : ଉଚ୍ଛେଦ ବେଳେ ଉତ୍ତେଜନା

ଦେବଗଡ଼, ୧୯।୨(ଡ଼ି.ଏନ୍‌.ଏ.) – ଦେବଗଡ଼ ସହରର ଦୈନିକ ପରିବା ବଜାରରେ ପିଣ୍ଡି ତିଆରି କରିବା ଘଟଣା କ୍ରମଶଃ ଜଟିଳ ହେଉଛି। ପରିବା ବ୍ୟବସାୟୀଙ୍କ ଦାବି ପୂରଣ ନ ହେଲେ ସେମାନେ ଉଠିବେ ନାହିଁ ବୋଲି ଜିଦରେ ଅଟଳ ଥିବାରୁ ଜିଲା...

ଆବାସ ଯୋଜନାରେ ଗଫଲତି: ବିଡିଓକୁଁ ଗୁହାରି କଲେ ହକ୍‌ଦାର ହିତାଧିକାରୀ

ଜାମଟିକ୍ରା, ୧୯।୨ (ଡି.ଏନ୍‌.ଏ.)- ସରକାରୀ ଯୋଜନାର ଲାଭ୍‌ କେନ୍‌ଥେଇ ହକ୍‌ଦାର ହିତାଧିକାରୀ ପାଇପାରବେ ସେଥିରଲାଗି ରାଏଜ୍‌ ସରକାର ଅନେକ ବିଭାଗ, ଯୋଜନାକେ ୫ଟି, ମୋ ସରକାରରେ ସାମିଲ କରିଛନ୍‌। ହେଲେ କେତେ ଲଁାଚୁଆ ଅଧ୍‌କାରୀ, କରମ୍‌ଚାରୀକର ଲାଗି ଅନେକ ହକ୍‌ଦାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri