ଆମ ଜିଲା ଖବର

ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ

ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍‌ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ତାଙ୍କ...

ପରୀକ୍ଷା ଫି’ ବୃଦ୍ଧିକୁ ନେଇ ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି: ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା

ବୈସିଙ୍ଗା, ୧୮।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଯୁକ୍ତ ୩ କଳା ଓ ବିଜ୍ଞାନ ପାଠ୍ୟକ୍ରମ ଶେଷ ବର୍ଷ ବା ଷଷ୍ଠ ସେମିଷ୍ଟର ପରୀକ୍ଷା ନିମନ୍ତେ ୨୧ ତାରିଖ ଫର୍ମପୂରଣର ଶେଷଦିନ ରହିଛି। ହେଲେ ପରୀକ୍ଷା ଫି’...

ଡିଇଓଙ୍କ କସ୍ତୁରବା ଆବାସିକ ବିଦ୍ୟାଳୟ ପରିଦର୍ଶନ

ଭବାନୀପାଟଣା,୧୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ନୂତନ ଭାବେ ଯୋଗ ଦେଇଥିବା ଡିଇଓ ସୁଶାନ୍ତ ଚୋପଦାର ଅଚାନକ ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଦାଦପୁର ଦଧିବାମନ ନୋଡାଲ ସ୍କୁଲ, କର୍ଲାପଡା ବିମ୍ବାଧର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତ। ସେ ବିଦ୍ୟାଳୟରେ ସଂଯୁକ୍ତ...

କଳାହାଣ୍ଡି : ୧୦୩ କେନ୍ଦ୍ରରେ ପରୀକ୍ଷା ଦେବେ ୨୧,୧୬୫ ଛାତ୍ରୀଛାତ୍ର

ଭବାନୀପାଟଣା,୧୮।୨(ଡି.ଏନ୍‌.ଏ.): ଚଳିତ ବର୍ଷ କଳାହାଣ୍ଡି ଜିଲାର ୩୩୬ଟି ହାଇସ୍କୁଲର ୨୧ ହଜାର ୧୬୫ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ଏଥି ନିମନ୍ତେ ଜିଲାରେ ୧୦୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଏହି ପରୀକ୍ଷାରେ ଜିଲାର ୧୯ ହଜାର ୭୩୯ ରେଗୁଲାର ଛାତ୍ରୀଛାତ୍ର,...

ବିଧାନସଭାରେ ଉଠିଲା ବେସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଦରମା ପ୍ରସଙ୍ଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଆଧାରରେ ଦରମା ମିଳୁଛି। ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକଙ୍କୁ ଏ ପର୍ଯ୍ୟନ୍ତ ସପ୍ତମ ବେତନ କମିଶନ ଦରମା ମିଳିଲା ନାହିଁ। ଜଣେ ସରକାରୀ କଲେଜ ଅଧ୍ୟାପକ ଅବସର ବେଳକୁ ୧୫ ଲକ୍ଷ...

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ପ୍ରସଙ୍ଗ: ବିଧାନସଭାରେ ଗୀତ ଗାଇଲେ ବିଷ୍ଣୁ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆମକୁ କେବେ ଘର ମିଳିବ? ଆବେଦନ କରିବାର ୭ ମାସ ହୋଇଗଲା। ଆଉ ୩ ମାସ ହେଲେ ପିଲା ଜନ୍ମ ନେବ। ଅତ୍ୟନ୍ତ ଅସ୍ବାସ୍ଥ୍ୟକର ପରିବେଶରେ ଆମକୁ ରହିବାକୁ ପଡ଼ୁଛି। ଆମେ ବିପିଏଲ୍‌ କାଟାଗୋରି ବିଧାୟକ। ଆପଣ ଏପିଏଲ୍‌...

ଓଡ଼ିଆ ଭାଷା ଓ ସଂସ୍କୃତି ସୁରକ୍ଷାକୁ ନେଇ ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଓଡ଼ିଆ ଭାଷା ଓ ସଂସ୍କୃତିକୁ ନେଇ ବିଧାନସଭାରେ କଂଗ୍ରେସ ଦଳର ସଭ୍ୟମାନେ ମଙ୍ଗଳବାର ହଙ୍ଗାମା କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଭାଷା ଓ ସଂସ୍କୃତି ପାଇଁ ରାଜ୍ୟ ସରକାରଙ୍କର ତିଳେ ମାତ୍ର ଦରଦ ନାହିଁ। ଓଡ଼ିଆ ଭାଷାର...

ହାଇୱାକୁ ଧକ୍କା ଦେଲା ବାଇକ: ୨ ମୃତ, ଜଣେ ଗୁରୁତର

ଗୋପାଳପୁର/କନିଷି,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ଗୋଳନ୍ଥରା ଚଟି ଛକରେ ସୋମବାର ମଧ୍ୟରାତ୍ରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକମାନେ ହେଲେ...

କର୍ଲାମୁଣ୍ଡା ବ୍ଲକ: ୬ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷା ଦେବେ ୧୨୪୧ ଛାତ୍ରୀଛାତ୍ର

କର୍ଲାମୁଣ୍ଡା,୧୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୩ଟି ହାଇସ୍କୁଲରୁ ୧୨୪୧ ଛାତ୍ରୀଛାତ୍ର ୬ ପରୀକ୍ଷା କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷା ଦେବେ। ତେବେ ରିଷିଡା ସରକାରୀ ବାପୁଜୀ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ପରୀକ୍ଷାକେନ୍ଦ୍ରରେ ସର୍ବାଧିକ ୨୭୧ ଜଣ ପରିକ୍ଷାର୍ଥୀ ପରୀକ୍ଷା ଦେବାକୁ...

ମୁମୂର୍ଷୁ ଯୁବକଙ୍କୁ ଉଦ୍ଧାର କଲେ ବିଡିଓ

ବିଜେପୁର,୧୮।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପରିସରେ ମୁମୂର୍ଷୁ ଅବସ୍ଥାରେ ପଡିଥିବା ଯୁବକଙ୍କୁ ବ୍ଲକ ପ୍ରଶାସନ ମଙ୍ଗଳବାର ଉଦ୍ଧାର କରଛି। ଉକ୍ତ ଯୁବକ ଜଣକ ହେଲେ ବଡବାଉଁଶେନ ଗ୍ରାମର ବିଶ୍ବନାଥ କାଣ୍ଡ (୪୫)। ପରେ ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ...

ପାଟ୍ରୋଲିଂ ବେଳେ ମଦ ଜବତ: ଜଣେ ଗିରଫ

ଧାମନଗର,୧୮।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ସୋମବାର ରାତିରେ ଭଗବାନପୁର ଛକ ନିକଟରୁ ଜଣଙ୍କୁ ଗିରଫ କରିଛି। ତାଙ୍କଠାରୁ ୩୧ ବୋତଲ (୬ ଲିଟର ୨ ଶହ ଗ୍ରାମ) ଦେଶୀ ମଦ ଜବତ କରିଛି। ଅଭିଯୁକ୍ତ ଜଣକ ହେଲେ...

ଜୁଆ ଆଡ୍ଡାରେ ଚଢ଼ାଉ: ୩ ଗିରଫ

ଧାମନଗର,୧୮।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ସରିଫ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ଧାମନଗର ପୋଲିସ ସୋମବାର ରାତିରେ ଚଢ଼ାଉ କରି ୩ ଜୁଆଡ଼ୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଲଣାସାହି ଗ୍ରାମର ସିତାର ଖାଁ, ଦକ୍ଷିଣ ବାଡ ଗ୍ରାମର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri