ଆମ ଜିଲା ଖବର

ଗୁରୁପ୍ରିୟା ସେତୁ ଉଦ୍‌ଘାଟନର ଦେଢ଼ବର୍ଷ ନ ପୂରୁଣୁ ଚାଲିଲା ମରାମତି କାର୍ଯ୍ୟ

ଚିତ୍ରକୋଣ୍ଡା, ୧୮।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ତଥା ବିଚ୍ଛିନ୍ନାଞ୍ଚଳର ୯ଟି ପଞ୍ଚାୟତର ୧୫୧ ଖଣ୍ଡ ଗ୍ରାମର ଧିବାସୀ ଜଳବନ୍ଦୀ ଭିତରେ ରହିଥିଲେ। ସରକାର ଗୁରୁପ୍ରିୟା ସେତୁ ନିର୍ମାଣ କରିଥିଲେ। ତେବେ ଏହା ଉଦ୍‌ଘାଟନ ହେବାର ଦେଢ଼ ବର୍ଷ ନ...

ଡି. ଲିଲିଙ୍କୁ ମିଳିଲା ଆଡ୍‌ମିଟ୍‌ କାର୍ଡ: ଧରିତ୍ରୀ, ଜିଲା ପ୍ରଶାସନକୁ ଜଣାଇଲେ ଧନ୍ୟବାଦ

ଗଞ୍ଜାମ,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମା ବୀରଭଦ୍ର ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀ ଡି. ଲିଲି ରେଡ୍ଡୀ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ପାଇଁ ଫର୍ମ ଫିଲଅପ କରିଥିଲେ ମଧ୍ୟ ଆଡ୍‌ମିଟ୍‌ କାର୍ଡ ପାଇ ନ ଥିଲେ । ଉକ୍ତ ସ୍କୁଲ...

ଇଟା ଭାଟିରୁ ନିଆଁ ଛିଟିକି ଅଗ୍ନିକାଣ୍ଡ: ଭାଇ-ଭଉଣୀ ଗୁରୁତର

ମାଲକାନଗିରି,୧୮।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଗୌଡ଼ଗୁଡ଼ା ଗାଁରେ ମଙ୍ଗଳବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁ ଲାଗି ୮ ବର୍ଷର ଭାଇ  ଓ ୨ ବର୍ଷର ଭଉଣୀ ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପରିନାହିଁ। ପ୍ରକାଶ ଯେ, ସକାଳେ ଭାଇ-ଭଉଣୀ...

ପୁରୀ ଇନ୍ଦିରା ଭବନରେ ରକ୍ତାକ୍ତ ସଂଘର୍ଷ

ପୁରୀ ଅଫିସ, ୧୮।୨: ପଦାରେ ପଡ଼ିଲା ପୁରୀ ଜିଲା କଂଗ୍ରେସର ଗୋଷ୍ଠୀ କନ୍ଦଳ। ଜିଲା ଦଳୀୟ କାର୍ଯ୍ୟାଳୟ ଇନ୍ଦିରା ଭବନ ପାଲଟିଲା ରଣକ୍ଷେତ୍ର। ପ୍ରଦେଶ କଂଗ୍ରେସ କମିଟି ନେତାଙ୍କ ଆଗରେ ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଲା ରକ୍ତାକ୍ତ ସଂଘର୍ଷ। ଏଥିରେ...

ନୂଆ ପ୍ରତିଭା ଶୁଭଶ୍ରୀ ବଡ଼ମାଳୀ

ବଇଣ୍ଡା,୧୮।୨ – ଆଗ୍ରହ ଥିଲେ ସୁଯୋଗ ଆପଣାଛାଏ ଆସେ। ଆଉ ଉକ୍ତ ସୁଯୋଗର ସଦୁପୋଯୋଗ କିପରି ସଫଳତାର ମାର୍ଗ ପ୍ରଶସ୍ତ କରିଥାଏ ତାହାର ଉଦାହରଣ ହେଲେ ଓଡ଼ିଶା ବଲ୍‌ ବ୍ୟାଡ୍‌ମିଣ୍ଟନ ଦଳରେ ସ୍ଥାନ ପାଇଥିବା ନୂଆ ପ୍ରତିଭା ଶୁଭଶ୍ରୀ ବଡ଼ମାଳୀ।...

ଅଧିକାରୀ, କର୍ମଚାରୀଙ୍କ ଅନୁପସ୍ଥିତିରେ ଅସନ୍ତୋଷ

ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) – ପ୍ରତି ସୋମବାର ବ୍ଲକ କାର୍ଯ୍ୟାଳୟରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବାକୁ ସରକାରୀ ନିର୍ଦ୍ଦେଶ ଥିଲେ ମଧ୍ୟ ତାହାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଠିକ୍‌ ଭାବେ ପାଳନ କରାଯାଉ...

ରବି ପାଣି ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ

ତାଳଚେର,୧୮ା୨(ନି.ପ୍ର.)- ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ତାଳଚେରର ରବି ନାରାୟଣ ପାଣିଙ୍କୁ ମନୋନୀତ କରାଯାଇଛି। ତାଳଚେରରୁ ଓକିଲାତି ଜୀବନ ଆରମ୍ଭ କରିଥିବା ପାଣି ଥରେ ଏମ୍‌ପି ଓ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ନିର୍ବାଚନ ପୂର୍ବରୁ ବିଜୁଜନତା...

ବେତନ ବୃଦ୍ଧି ଦାବି କଲା ରାଜସ୍ବ ଅମଲା ସଂଘ

ଢେଙ୍କାନାଳ ଅଫିସ, ୧୮।୨ – ବେତନ ବୃଦ୍ଧି ଦାବି କରିଛି ଢେଙ୍କାନାଳ ଜିଲା ରାଜସ୍ବ ଅମଲା ସଂଘ। ଏ ନେଇ ସୋମବାର ଅପରାହ୍ନ ସାଢ଼େ ୪ଟାରେ ୫ଦଫା ଦାବିନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ସ୍ମାରକପତ୍ର ପ୍ରଦାନ...

କପିଳାସ ଜାଗରଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ

ଢେଙ୍କାନାଳ ଅଫିସ, ୧୮।୨ – ପ୍ରସିଦ୍ଧ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଯାତ୍ରାକୁ ଶୃଙ୍ଖଳିତ କରିବାକୁ ପ୍ରସ୍ତୁତି ପର୍ବ ଯୋଜନା ଅନୁଯାୟୀ ଆଗେଇ ଚାଲିଛି। ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ପୀଠର ଉନ୍ନତୀକରଣ କାର୍ଯ୍ୟ...

ଅସାଧୁ ଛାତ୍ରୀଛାତ୍ରଙ୍କୁ ଜଗିବେ ୨୧ ଜଣିଆ ସ୍କ୍ବାଡ୍‌

ଅନୁଗୋଳ ଅଫିସ, ୧୮।୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ଏ ନେଇ ବୋର୍ଡଠାରୁ ଆରମ୍ଭ କରି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସବୁଠି ତପତ୍ରତା ପ୍ରକାଶ ପାଇଛି।...

ନୂଆଗାଁ ବ୍ଲକରେ ଧାନର ଅଭାବୀ ବିକ୍ରି

ନୂଆଗାଁ,୧୮।୨(ଡି.ଏନ.ଏ.)- ନୟାଗଡ ଜିଲା ନୂଆଗାଁ ବ୍ଲକରେ ଧାନର ଅଭାବୀ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ଯୋଗାଣ ବିଭାଗର ମନମୁଖି କାର୍ଯ୍ୟ, ମିଲ ମାଲିକଙ୍କ କାଟଛାଣ୍ଟ ନୀତି ଓ ମଣ୍ଡିର ଅବ୍ୟବସ୍ଥା ଯୋଗୁ ଧାନର ଅଭାବୀ ବିକ୍ରି ହେଉଥିବା ଚାଷୀମାନେ କହିଛନ୍ତି।...

ପ୍ରହସନ ପାଲଟିଛି ସୁନେତ୍ର କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି,୧୮।୨(ଡି.ଏନ.ଏ) – ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରହସନ ପାଲଟିଛି ସୁନେତ୍ର କାର୍ଯ୍ୟକ୍ରମ। ସୋମବାର ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ୨୫ ପଞ୍ଚାୟତ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୧୭ ଏବଂ ମଙ୍ଗଳବାର ବ୍ରାହ୍ମଣୀଗଁ। ଅଞ୍ଚଳରେ ଏହି ଶିବିର କରାଯାଇ ୮ ପଞ୍ଚାୟତରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri