ଆମ ଜିଲା ଖବର

ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ଖପ୍ରାଖୋଲ,୧୭ା୨(ଡି.ଏନ୍‌.ଏ.)-  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘୁନସର ପଁଚେତ୍‌ ଅଧୀନ ପିଙ୍ଗଲମୁଣ୍ଡା ଗଁାରେ ନିଜର ଆଈବୁଢ଼ୀର ସଂଗେ ରହୁଥିବାର ୩ ଅସାହା ଛୁଆକୁ ପରଶାସନ ରଇବାର ଉଧାର କରିଛେ। ସୂଚନା ଅନ୍‌ସାରେ ଗଁାର ବୁରୁଧ୍‌ ଚମ୍ପା ମାଝିକଁର ସଂଗେ ତାକର...

୨ ବହିଷ୍କୃତ ହେଲେଣି, ୧୪ ଜଣଙ୍କ ନାମରେ ମାମଲା

କବିସୂର୍ଯ୍ୟନଗର,୧୭ା୨: ଗଞ୍ଜାମ ଜିଲାରେ ନକଲି ଶିକ୍ଷକ ଧରପଗଡ଼ ଜୋରଦାର ଚାଲିଛି। କବିସୂର୍ଯ୍ୟନଗର ଏନ୍‌ଏସି ଓ ବ୍ଲକରେ ମଧ୍ୟ ଜାଲ ସାର୍ଟିଫିକେଟ ଦେଇ ଶତାଧିକ ଶିକ୍ଷକ ଶିକ୍ଷକତା କରୁଥିବା ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ଅଭିଯୋଗ ହୋଇଥିଲା। ଜିଲା ଶିକ୍ଷା ଅଧିକାରୀଙ୍କ...

ବ୍ରହ୍ମପୁର-ସମ୍ବଲପୁର ନୂତନ ରେଳ ପ୍ରକଳ୍ପ ଶୀଘ୍ର କରିବାକୁ ଦାବି

ଫୁଲବାଣୀ ଅଫିସ, ୧୭ା୨: ବହୁ ବର୍ଷର ଦାବିକୁ କେନ୍ଦ୍ର ସରକାର ପୂରଣ କରିଛନ୍ତି। ପ୍ରସ୍ତାବିତ ବ୍ରହ୍ମପୁର-ସମ୍ବଲପୁର ଭାୟା ଫୁଲବାଣୀ ରେଳପଥକୁ ଚଳିତ ବଜେଟରେ ମଞ୍ଜୁର କରାଯାଇଛି। ରାଜ୍ୟ ସରକାର ତୁରନ୍ତ ଜମି ଅଧିଗ୍ରହଣ କରି କାମ ଆରମ୍ଭ କଲେ ଜିଲାରେ କାର୍ଯ୍ୟ...

ସମାଜରୁ ହଜି ଯାଉଛେ ଘୁବୁକୁଡୁ ନାଚ୍‌ଗାନା

ଜାମଟିକ୍ରା, ୧୭।୨ (ଡି.ଏନ୍‌.ଏ.)- କଳା, ସଂସ୍କୃତି, ପରମ୍ପରାକେ ନେଇ ପଶ୍ଚିମ ଓଡ଼ିଶା ଦେଶ୍‌, ବିଦେଶରେ ନିଜର ଗୁଟେ ଖାସ୍‌ ପରିଚଏ ସୁରୁଷ୍‌ଟି କରିପାରିଛେ। ହେଲେ ଇ ଆଧୁନିକ୍‌ ଯୁଗ୍‌ର ବିକାଶ ଧାରାରେ ପଶ୍ଚିମ ଓଡ଼ିଶାର ଅନେକ ପୁରାତନ କଳା, ସଂସ୍କୃତି...

ଏସ୍‌ୟୁସିଆଇର ପ୍ରତିବାଦ ସଭା

ଯଶିପୁର,୧୭ା୨(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଦ୍ୱାରା ଏଲ୍‌ପିଜି ଗ୍ୟାସ୍‌ର ସିଲିଣ୍ଡର ପିଛା ୧୪୪.୫୦ ଟଙ୍କା ବୃଦ୍ଧି ଘଟଣା ପ୍ରତିବାଦରେ ଯଶିପୁର ବଜାରଛକଠାରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ)ର କର୍ମୀମାନେ ଏକ ପ୍ରତିବାଦ ସଭା କରିଥିଲେ। ପ୍ଲାକାର୍ଡ, ଫ୍ଲାଗ୍‌ ଧରି କର୍ମୀମାନେ ଗ୍ୟାସ୍‌ର ମୂଲ୍ୟବୃଦ୍ଧି ପ୍ରତ୍ୟାହାର ଦାବିରେ...

ପ୍ରତି ପଞ୍ଚାୟତରେ ସ୍ମାର୍ଟ ଅଙ୍ଗନଓ୍ବାଡି : ମନ୍ତ୍ରୀ

କାମାକ୍ଷାନଗର, ୧୭।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ପଞ୍ଚାୟତ ସମିତିର ୭ମ ବୈଠକ ରବିବାର ଔଷଧୀୟ ଅରଣ୍ୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ସୁଫଳା ପଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ...

ରାସ୍ତା ସୂଚନା ଫଳକ ଭାଙ୍ଗିଦେଲେ ଦୁର୍ବୃତ୍ତ

ଅନୁଗୋଳ ଅଫିସ୍‌, ୧୭।୨:  ଅନୁଗୋଳ ବାଳ ସୁଧାର ଗୃହ ନିକଟରେ ପିଡବ୍ଲ୍ୟୁଡି ପକ୍ଷରୁ ମେଡିକାଲ ଯିବାକୁ ରାସ୍ତା ସୂଚନା ଲେଖାଯାଇଥିବା ଫଳକକୁ କେହି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଦୁଇ ଦିନ ତଳେ କେହି ଏହାକୁ ଅଧା ଭାଙ୍ଗି ଦେଇଥିବାବେଳେ ରବିବାର ପୂରା...

ଦଣ୍ଡ ଭୟ

ଆମ ସମାଜରେ ଦେଖାଯାଏ, ଅନେକେ ଅଭ୍ୟାସଗତ ଆଇନ ଭଙ୍ଗକାରୀ। ଛେପ ପକାଇବାକୁ ଯେଉଁଠି ବାରଣଥିବ, ସେଠାରେ ହିଁ ସେମାନେ ଛେପ ପକାଇବେ। କିନ୍ତୁ ତା’ ପାଖରେ ଦେବଦେବୀଙ୍କ ଫଟୋଟିଏ ଲାଗିଗଲେ ଛେପ ପକାଇବା ବନ୍ଦ ହୋଇଯାଏ। କାରଣ ପାପ ଲାଗିବ,...

ଦୋକାନ ଘର ପାଇଁ ଆରମ୍ଭ ହେବ ଟେଣ୍ଡର

ବ୍ରହ୍ମପୁର ଅଫିସ,୧୭ା୨: ବ୍ରହ୍ମପୁରରେ ଅନେକ ବିଲ୍ଡିଂ ଅନୁମତି ଆବେଦନ ପତ୍ର ଉପଯୁକ୍ତ ତଥ୍ୟ ପ୍ରଦାନ ଅଭାବ ଯୋଗୁ ପେଣ୍ଡିଂ ହୋଇ ରହିଛି ା ଏନେଇ ଦୁଇଦୁଇ ଥର କ୍ୟାମ୍ପ ଜରିଆରେ ବିଲ୍ଡିଂ ଅନୁମତି ପାଇଁ ଆବେଦନ କରିଥିବା ମାଲିକଙ୍କୁ ଉପଯୁକ୍ତ ତଥ୍ୟ...

ଖାଏଦ୍‌ ସୁରକ୍ଷା ଯୋଜନା ବାଟ୍‌ବନା: ୫ ପରାନୀ କୁଟୁମକେ ୧୦ କେ.ଜି ଚାଉଲ

ଲାଠୋର, ୧୭।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର, ଖାଏଦ୍‌ ସୁରକ୍ଷା ଯୋଜନାରେ ଚାଉଲ ଯୁଗେଇ ଦେଉଛନ୍‌। ହେଲେ ସରକାରୀ ଅଧ୍‌କାରୀ, କରମ୍‌ଚାରୀକଁର ଖାମ୍‌ଖିଆଲି କାଯ୍‌ ଲାଗି ଅନେକ୍‌ ଜାଗାରେ ହକ୍‌ଦାର...

ନିର୍ମାଣ ସ୍ଥଳ ଦେଖିଲେ ବିଧାୟକ

କଣିହାଁ,୧୭ା୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ କରଡେଇ-ବୁରୁବାହାଳ ଗ୍ରାମ ଏରିଆରେ ଟିକିରା ନଦୀରେ ପୋଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେଉଥିବା ନେଇ ଅଭିଯୋଗ ହୋଇଛି। ଧାର୍ଯ୍ୟ ସମୟ ମଧ୍ୟରେ କାମ ସମ୍ପୂର୍ଣ୍ଣ ନ ହେବାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିଯୋଗୁ...

ବଢ଼ିଲା ଖରା: ୩୦ ଡିଗ୍ରୀ ଉପରେ ୧୭ ସହର; ମାଲକାନଗିରିରେ ସର୍ବାଧିକ ୩୫.୨ ଡିଗ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜ୍ୟରେ ଆଉ ଶୀତ ଅନୁଭବ ହେବ ନାହିଁ। ଚଳିତମାସର ବାକି ଦିନଗୁଡ଼ିକରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଦିନବେଳା ୩୫ଡିଗ୍ରୀ ଏବଂ ରାତିରେ ୧୭ଡିଗ୍ରୀ ଉପରେ ରହିବ। ବିଶେଷ କରି ୨ରୁ ୩ ଦିନ ମଧ୍ୟରେ ଦିନ ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri