ଆମ ଜିଲା ଖବର

ବଢ଼ିଲା ଖରା: ୩୦ ଡିଗ୍ରୀ ଉପରେ ୧୭ ସହର; ମାଲକାନଗିରିରେ ସର୍ବାଧିକ ୩୫.୨ ଡିଗ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜ୍ୟରେ ଆଉ ଶୀତ ଅନୁଭବ ହେବ ନାହିଁ। ଚଳିତମାସର ବାକି ଦିନଗୁଡ଼ିକରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଦିନବେଳା ୩୫ଡିଗ୍ରୀ ଏବଂ ରାତିରେ ୧୭ଡିଗ୍ରୀ ଉପରେ ରହିବ। ବିଶେଷ କରି ୨ରୁ ୩ ଦିନ ମଧ୍ୟରେ ଦିନ ଓ...

ଚିକିଛା ଲାଗି ଟଁକା ଅଭାବ୍‌: କର୍କଟ ରୋଗ୍‌ରେ ପୀଡ଼ିତ ସମୀର

ଗୁଡ଼ଭେଲା, ୧୭।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ଡାକ୍‌ତରଖାନା ପାସେ ଗୁଟେ ଘର ଭଡ଼ା ନେଇ ରହୁଛନ୍‌ ସମୀର ଖାନ୍‌(୪୫)। ପାଖାପାଖି ବଛ୍‌ରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା...

ମାତାପିତାଙ୍କୁ ପୂଜା ମାଧ୍ୟମରେ ଭକ୍ତିର ବାର୍ତ୍ତା

ଖଇରା, ୧୭।୨(ଡି.ଏନ.ଏ.)-ପିଲାମାନଙ୍କ ମଧ୍ୟରେ ମା’ବାପାଙ୍କ ପ୍ରତି ଭକ୍ତି ଓ ସମ୍ମାନ ସୃଷ୍ଟି କରିବା ଲକ୍ଷ୍ୟରେ ଖଇରା ବ୍ଲକର ନହଙ୍ଗ ଗ୍ରାମରେ ସୃଷ୍ଟି ହୋଇଥିବା ଶ୍ରବଣ କୁମାର ସଙ୍ଗଠନ ଅଭିନବ ପ୍ରୟାସ କରିଛନ୍ତି। ଶୁକ୍ରବାର ଖଇରା ଦୁର୍ଗାମଣ୍ଡପଠାରେ ମାତା ପିତା ପୂଜନ...

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ:ରାସ୍ତା ଅବରୋଧ

ଠାକୁରମୁଣ୍ଡା,୧୭ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର କେନ୍ଦୁମୁଣ୍ଡି ଘାଟି ବାଙ୍କରେ ରବିବାର ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଏଦେଲବେଡ଼ା ଗ୍ରାମର ତୁରାମ ହୋ। ଦୁର୍ଘଟଣା ପରେ ପରିବାର...

ବସଷ୍ଟାଣ୍ଡ ପାଖରେ ବିପଦସଙ୍କୁଳ ବିଦ୍ୟୁତ ଖୁଣ୍ଟ; ଅଭିଯୋଗ ପରେ ମଧ୍ୟ ନିଆଯାଉନି ପଦକ୍ଷେପ

ଝୁମ୍ପୁରା, ୧୭।୨(ଡି.ଏନ.ଏ.)-ଝୁମ୍ପୁରା ବସଷ୍ଟାଣ୍ଡ ପ୍ରବେଶ ଦ୍ୱାର ପାଖରେ ହିଁ ରହିଛି ବିପଦସଙ୍କୁଳ ବିଦ୍ୟୁତ ଖୁଣ୍ଟ। ଖୁଣ୍ଟ ଉପରେ ଝୁଲି ରହିଛି ୧୧କେଭି ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ତାର। ବସଷ୍ଟାଣ୍ଡ ପ୍ରବେଶ ପଥରେ ଥିବା ଏହି ଲୁହା ଖୁଣ୍ଟଟି ଗାଡି...

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ଉଦଳା,୧୭ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଚନ୍ଦ୍ରପୁର ଗ୍ରାମରେ ଶୌଚ ହେବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର ହୋଇଛନ୍ତି ା ଆହତ ଯୁବକ ଜଣକ ହେଲେ କୁନା ବେଶ୍ରା। ଶନିବାର ରାତିରେ କୁନା ନିଜ...

୩ କର୍ମଚାରୀରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଭୋଗରାଇ, ୧୭।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଆବଶ୍ୟକ କର୍ମଚାରୀ ନ ଥିବାରୁ ରୋଗୀସେବା ବ୍ୟାହତ ହୋଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ଓ ସ୍ବାସ୍ଥ୍ୟକେନ୍ଦ୍ରକୁ ପାରିପାର୍ଶ୍ୱିକ ସବୁଜ ସୁନ୍ଦର ଗଢ଼ି ତୋଳିବା ନିମନ୍ତେ ସ୍ଥାନୀୟ ଜନସାଧାରଣଙ୍କ...

ଶ୍ରୀକ୍ଷେତ୍ରରେ ରହିଛି ଲାହୋର ସାଧୁଙ୍କ ମଠ

ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରରେ ରହିଛି ଲାହୋର(ପାକିସ୍ତାନ) ସାଧୁଙ୍କ ମଠ। ଏକଦା ମହାପ୍ରଭୁଙ୍କ ସାନ୍ନିଧ୍ୟ ପାଇବା ପାଇଁ ଜଗନ୍ନାଥ ଧାମକୁ ଚାଲି ଆସିଥିବା ବାଳକ ରାମ ଦାସ ଆଉ ଲାହୋର ଫେରି ନ ଥିଲେ। ସେ ତିଆରି କରିଥିଲେ ଏକ ମଠ,...

ପୁରୀରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର

ପୁରୀ ଅଫିସ,୧୭ା୨: ପୁରୀ ଜିଲାର ୨ ସ୍ଥାନରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି। ଏନେଇ ପୃଥକ୍‌ ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଚନ୍ଦନପୁର ଥାନା ଅଞ୍ଚଳରେ ଜଣେ ଯୁବକ ଶନିବାର ମଧ୍ୟାହ୍ନରେ ୪ବର୍ଷୀୟ ଶିଶୁକନ୍ୟାଙ୍କୁ କାର୍ଟୁନ ଭିଡିଓ...

‘ସମାଜ ସଂସ୍କାରରେ ଯୁବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

କୁଜଙ୍ଗ,୧୭ା୨(ଡି.ଏନ.ଏ.): ଯୁବକଙ୍କ ଅଦମ୍ୟ ଇଚ୍ଛାଶକ୍ତି ଆମକୁ ଆଜି ପ୍ରଗତିର ଶିଖରରେ ପହଞ୍ଚାଇଛି। ରାଜନୀତି ଆଜି ସମାଜକୁ ଭାଗଭାଗ କରୁଥିବାବେଳେ, କ୍ରୀଡ଼ା ଓ ସଂସ୍କୃତି ଆମକୁ ଗୋଟିଏ ସୂତ୍ରରେ ବାନ୍ଧି ପାରୁଛି। କ୍ରୀଡ଼ାବିନା ଆମର ଶାରିରୀକ ଓ ମାନସିକ ବିକାଶ ଅସମ୍ଭବ।...

୧୯ରେ ମାଟ୍ରିକ ପରୀକ୍ଷା: ଚାପ ଯୋଗୁ ୩ ଛାତ୍ରୀଙ୍କ ଆତ୍ମହତ୍ୟା ସନ୍ଦେହ

ଜଗତ୍‌ସିଂହପୁର ଅଫିସ, ୧୭ା୨: ମାଟ୍ରିକ ପରୀକ୍ଷା ପୂର୍ବରୁ ଛାତ୍ରୀଛାତ୍ର ଚାପଗ୍ରସ୍ତ ହେଉଛନ୍ତି। ଏପରି କି କେତେଜଣ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ପଦକ୍ଷେପ ନେବାକୁ ପଛାଉ ନାହାନ୍ତି। ଯାହାର ଜ୍ୱଳନ୍ତ ପ୍ରମାଣ ଦେଖିବାକୁ ମିଳିଛି ଜଗତ୍‌ସିଂହପୁର ଜିଲାରେ। ଜିଲାରେ...

ଜବରଦଖଲ ମୁକ୍ତ ହେଲା ଜଗନ୍ନାଥଙ୍କ ଜମି

ଅତାବିରା, ୧୬।୨ (ଡି.ଏନ.ଏ):ବରଗଡ଼ ଜିଲା ଭେଡେନ ବ୍ଲକ ଉଦେପୁର ଗ୍ରାମରେ ଥିବା ଜଗନ୍ନାଥ ମନ୍ଦିରର ଜମିକୁ କେତେକ ପ୍ରଭାବଶାଳୀ ବ୍ୟକ୍ତି ଦୀର୍ଘବର୍ଷ ହେଲା ଜବରଦଖଲ କରି ରଖିଥିଲେ। ତେବେ ଗ୍ରାମବାସୀ ଏକାଠି ହୋଇ ରବିବାର ଉକ୍ତ ଜମିକୁ ଜବରଦଖଲ ମୁକ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri