ଆମ ଜିଲା ଖବର

ପଥରମୁଣ୍ଡାରେ ରହିବେ ଜରଡ଼ା ବାସିନ୍ଦା

ଅନୁଗୋଳ ଅଫିସ୍‌, ୧୪।୨ – ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଉତ୍ତରାଞ୍ଚଳ ରାଜସ୍ବ କମିଶନର ତଥା ଆର୍‌ପିଡିଏସି ଅଧ୍ୟକ୍ଷ ନିରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ୧୧ତମ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ପରାମର୍ଶଦାତା କମିଟି(ଆରପିଡିଏସି) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି...

ତାର ସଜାଡ଼ିଲା ବିଦ୍ୟୁତ୍‌ ବିଭାଗ

କଣିହାଁ, ୧୪ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ଝରାବେରଣୀ ଓ ପଟ୍ଟାଖମଣ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ଉପରେ ୩୩ କେଭି ବିଦ୍ୟୁତ୍‌ ତାର ବିପଦସଙ୍କୁଳ ଅବସ୍ଥାରେ ଝୁଲି ରହିବା ଘଟଣାରେ ବିଭାଗ ପକ୍ଷରୁ ତତ୍ପରତା...

୫୦ ଫୁଟ ଉପରୁ ଖସି ଶ୍ରମିକ ମୃତ

ପରଜଙ୍ଗ, ୧୪।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇସ୍ଥିତ ଜିଏମ୍‌ ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀରେ ଗୁରୁବାର ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପୀନାଥ ମଣ୍ଡଳ। ତାଙ୍କ ଘର...

ଅଙ୍ଗନୱାଡିକୁ ଆସୁଥିବା ଚାଉଳ ହେରଫେର ଅଭିଯୋଗ

ବାଲିଗୁଡା,୧୪ା୨(ଡି.ଏନ୍‌.ଏ.)- ବିଭିନ୍ନ ସମୟରେ ସରକାର ଅଙ୍ଗନଓ୍ବାଡି କେନ୍ଦ୍ରକୁ ଦେଉଥିବା ଚାଉଳ ବାଟମାରଣା ହେଉଥିବା ଅଭିଯୋଗ ହେଉଛି। ବର୍ତ୍ତମାନ ଏମିତି ଏକ ଘଟଣା ବାଲିଗୁଡା ଅଞ୍ଚଳରେ ଦେଖିବାକୁ ମିଳିଛି। ଗୋଦାମରୁ ସିଧାସଳଖ କେନ୍ଦ୍ରକୁ ଚାଉଳ ଯିବାକୁ ନିୟମ ଥିବାବେଳେ ଏହା ବେସରକାରୀ...

ଜମାକାରୀଙ୍କ ଟଙ୍କା ଠକେଇ ଘଟଣା: ଜେଲ ଗଲେ ସାଇଲ୍ୟାଣ୍ଡ ଚିଟ୍‌ଫଣ୍ଡ ଏମ୍‌ଡି

ବ୍ରହ୍ମପୁର ଅଫିସ,୧୪ା୨- ସାଇଲ୍ୟାଣ୍ଡ କେଶୁରିଆ ଗ୍ରୁପ ଚିଟଫଣ୍ଡ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଗୋପାଳ ଚନ୍ଦ୍ର ରାଉତ(୪୪)ଙ୍କୁ ଟଙ୍କା ଠକେଇ ଅଭିଯୋଗରେ ଗୋଷାଣୀନୂଆଗଁା ପୋଲିସ ୨ ବର୍ଷ ପରେ ଗିରଫ କରିଛି। ମାମଲା ନଂ. ୮୬/୧୭ରେ ଉକ୍ତ ଚିଟଫଣ୍ଡ ସଂସ୍ଥା...

ବ୍ରହ୍ମପୁରରେ ଜୁଡିସିଆଲ ଏକାଡେମୀର ୨୬ ଜଣିଆ ସଦସ୍ୟ

ବ୍ରହ୍ମପୁର ଅଫିସ,୧୪ା୨- ନ୍ୟାୟ ପରିଷଦ (ଜୁଡିସିଆଲ ଏକାଡେମୀ) ସଦସ୍ୟା ଓ ସଦସ୍ୟମାନେ ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଥିଲେ। ୧୫ ଜିଲାର ୨୬ ଜଣିଆ ଟିମ୍‌ ପ୍ରଥମେ ସୁଧାର ଗୃହରେ ରହୁଥିବା ବାଳ ଅପରାଧୀମାନଙ୍କୁ ଭେଟିଥିଲେ। ସେଠାରେ ସେମାନଙ୍କର ରହଣି, ଖାଦ୍ୟପେୟ, ସ୍ବାସ୍ଥ୍ୟାବସ୍ଥା...

ମୃତକଙ୍କ ପରିବାରକୁ ଭେଟିଲେ କଂଗ୍ରେସ ନେତା

ଗୋପାଳପୁର,୧୪ା୨- ଗତ ରବିବାର ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ନିର୍ବନ୍ଧ ପାଇଁ ଯାଉଥିବା ବସ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯିବାରୁ ୧୦ ଜଣଙ୍କ ଜୀବନ ଯାଇଥିଲା। ଗୁରୁବାର ଅପରାହ୍ନରେ ସାନଖେମୁଣ୍ଡି ବିଧାୟକ ରମେଶ ଜେନା...

ପର୍ଯ୍ୟଟନସ୍ଥଳୀରେ ମିଳୁନି ବିଶୁଦ୍ଧ ପାନୀୟଜଳ

କେନ୍ଦୁଝର, ୧୪ା୨(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ ଅନେକଗୁଡିଏ ପର୍ଯ୍ୟଟନସ୍ଥଳ ରହିଛି। ସେଥିମଧ୍ୟରୁ ୧୭ଟି ପର୍ଯ୍ୟଟନସ୍ଥଳୀ ସରକାରୀ ମାନ୍ୟତା ପାଇ ସାରା ରାଜ୍ୟରେ ପ୍ରସିଦ୍ଧିଲାଭ କରିଛି। ଏଥିମଧ୍ୟରୁ ଜିଲାର କେତୋଟି ପର୍ଯ୍ୟଟନସ୍ଥଳୀ ସାରା ଦେଶରେ ପ୍ରସିଦ୍ଧି ଲାଭ କରିଛି। କିନ୍ତୁ ପର୍ଯ୍ୟଟନସ୍ଥଳୀଗୁଡିକରେ ଅନ୍ୟାନ୍ୟ ସୁବିଧା...

ପୋଷ୍ଟ ଅଫିସ୍‌ରେ ହେଉନି ଆଧାର ସଂଶୋଧନ: ଲୋକେ ହୀନସ୍ତା

ଯୋଡ଼ା, ୧୪।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହରର ମଧ୍ୟଭାଗରେ ଥିବା ଯୋଡା ପୋଷ୍ଟ ଅଫିସ୍‌ରେ ହେଉଥିବା ଆଧାର ସଂଶୋଧନ ପ୍ରକୋଷ୍ଠଟି ବନ୍ଦ ପଡିଥିବା ଯୋଗୁ ଲୋକେ ହୀନସ୍ତା ହେଉଥିବା ଅଭିଯୋଗ କରିଛନ୍ତି। ଯୋଡା ସହରର ବିପ୍ଳବ ଚାଟାର୍ଜୀ, ସମୀର ଦାସ, ମହମ୍ମଦ...

ଜବରଦଖଲ ଉଚ୍ଛେଦ ବେଳେ ଅଧିକାରୀ, ପୋଲିସକୁ ମାଡ଼; ୩ ଗିରଫ

ପଦ୍ମପୁର, ୧୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର ବନ୍ଧସାହି ଠାରେ ସରକାରୀ ଜମି ଜବରଦଖଲ ଉଚ୍ଛେଦ ବେଳେ ଅତିରିକ୍ତ ତହସିଲଦାର ଓ ପୋଲିସକୁ ଦୁର୍ବ୍ୟବହାର ସହ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୩ଜଣଙ୍କୁ...

୨ ହାତୀଦାନ୍ତ ଜବତ: ୫ ଗିରଫ

ବାରିପଦା ଅଫିସ ୧୪ା୨- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ଟିଟିଆ ଛକରୁ ବନ ବିଭାଗ ଗୁରୁବାର ସନ୍ଧ୍ୟାରେ ଦୁଇଟି ହାତୀଦାନ୍ତ ଜବତ କରିବା ସହିତ ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉଦଳା ଥାନା ଅନ୍ତର୍ଗତ...

ଅପମିଶ୍ରିତ ସୋରିଷ ତେଲ ବିକ୍ରି ଅଭିଯୋଗରେ ଚଢାଉ

ବାରିପଦା ଅଫିସ, ୧୪ା୨- ମୟୂରଭଞ୍ଜ ଜିଲା ବାରିପଦା ବଜାରରେ ଅପମିଶ୍ରିତ ସୋରିଷ ତେଳ ବିକ୍ରି ହେଉଥିବା ଅଭିଯୋଗ ପାଇ ଟାଉନ ପୋଲିସ ବୁଧବାର ରାତିରେ ଏକ ଦୋକାନରେ ଚଢାଉ କରିଥିଲା। ଉକ୍ତ ଦୋକାନରୁ ୧୧ଟି ୨୦୦ ମି.ଲି ସୋରିଷ ତେଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri