କେନ୍ଦୁଝର, ୧୨ା୨(ସ୍ବ.ପ୍ର.): ବାଂଶପାଳ ବ୍ଲକ ଅଞ୍ଚଳରେ ଜଣେ ପ୍ରସୂତି ମହିଳା ଖୋଲା ପଡିଆରେ ଶିଶୁ ଜନ୍ମ ଭଳି ଅଭାବନୀୟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଉକ୍ତ ମହିଳାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ମେଡିକାଲକୁ ଯାଇଥିଲେ ହେଁ ସେଠାରେ ଥିବା...
ନବରଙ୍ଗପୁର,୧୨ା୨(ବି.ପ୍ର.): କାମଳ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଦେଶୀ ଚିକିତ୍ସା ପାଇଁ ଅଟୋରେ ନେଉଥିବା ସମୟରେ ରାସ୍ତାରେ ମୃତ୍ୟୁ ଘଟିଥିଲା ା ଅଟୋ ଚାଳକ ମୃତଦେହ ନେଇ ପାରିବେ ନାହିଁ ବୋଲି କହିଥିଲେ। ଅଟୋ ଚାଳକ ମାନବିକତା ଭୁଲିଯାଇ ମୃତଦେହକୁ ରାସ୍ତାରେ...
ଚନ୍ଦାହାଣ୍ଡି,୧୨।୨(ଡି.ଏନ.ଏ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଦଣ୍ଡାମୁଣ୍ଡା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପିଠା ଖାଇ ଗୋଟିଏ ପରିବାର ୨ ଶିଶୁ ପୁତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଓ ବାପା ଗୁରୁତର ହୋଇଛନ୍ତି। ତେବେ ପରିବାରର...
Page 4,666 of 6,016« First«...102030...4,6644,6654,6664,6674,668...4,6804,6904,700...»Last »
Archives
Model This Week
ପିଲାଙ୍କ ଧରିତ୍ରୀ