ଆମ ଜିଲା ଖବର

ଚିକିଛା ଲାଗି ଟଁକା ଅଭାବ୍‌: ଭଗବାନ ଭରସାରେ କର୍କଟ ରୁଗୀ ରତନୀ

ପର୍ଲା, ୧୨ା୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଂଚଲ ପୋଡ଼ାଗୁଡ଼ା ପଁଚେତ୍‌ ମଙ୍ଗଳପୁର ଗଁାର ହୀରାଧର ନାଏକକଁର ମାଏକିନା ରତନୀ ନାଏକ(୫୫)। ସେ ଅନେକ ଦିନ୍‌ ହେଲା କର୍କଟ ରୋଗ୍‌ରେ ପିଡ଼ିତ୍‌ ଅଛନ୍‌। ପରିବାର ଲୋକ୍‌ ଧାରଉଧାର କରି...

ସାତ୍‌ସପନ ହେଇଛେ ପକା ରାସ୍‌ତା

ଜାମଟିକ୍ରା, ୧୨।୨ (ଡି.ଏନ୍‌.ଏ.)- ଦେଶ ସୁଆଧୀନ ହେବାର ୭୦ ବଛରନୁ ଅଧ୍‌କା ବିତିଗଲାନ। ହେଲେ ଆଏଜ୍‌ ବି ଆମର ରାଏଜେ ଏନ୍‌ତା ଗଁାଗଁଡ଼ା ଅଛେ ଯେନ୍‌କେ ଫିଦିନିଅଁା ରାସ୍‌ତା ଖଁଡ଼େ ନଁାଇଁନ। ଗଁାବାସୀ ବାରବାର ପଁଚେତ୍‌ନୁ ବ୍ଲକ ତକ୍‌ ଗୁହାରି...

ପ୍ରାର୍ଥନାବେଳେ ଶ୍ରେଣୀଗୃହ ସଫା କରୁଛନ୍ତି ପିଲା

ନାଉଗଁା,୧୨ା୨(ସ୍ବ.ପ୍ର.): ବିଦ୍ୟାଳୟରେ ଶୈକ୍ଷିକ ବାତାବରଣକୁ ସରସ, ସୁନ୍ଦର କରିବା ସହିତ ପିଲାଙ୍କ ମସ୍ତିଷ୍କକୁ ଶୃଙ୍ଖଳିତ ରଖିବା ପାଇଁ ଦୈନିକ ପ୍ରାର୍ଥନା କରାଯାଇଥାଏ। ଏହି ପ୍ରାର୍ଥନାରେ କେବଳ ପିଲାମାନେ ନୁହନ୍ତି ଶିକ୍ଷୟିତ୍ରୀଶିକ୍ଷକ ମଧ୍ୟ ଭାଗ ନେଇଥାନ୍ତି। କିନ୍ତୁ ପ୍ରାର୍ଥନା ସମୟରେ କିଛି...

ବିଧାନସଭା ଷ୍ଟାଣ୍ଡିଂ କମିଟି କର୍ମକର୍ତ୍ତାଙ୍କ ଜଗତ୍‌ସିଂହପୁର ଗସ୍ତ: ଯୋଗାଣ ବିଭାଗ ଉପରେ ସମୀକ୍ଷା

ଜଗତ୍‌ସିଂହପୁର ଅଫିସ,୧୨ା୨: ବିଧାନସଭା ଷ୍ଟାଣ୍ଡିଂ କମିଟି-୬, ସବ୍‌କମିଟି-୪ର ଅଧ୍ୟକ୍ଷ ବିଧାୟକ ଅରବିନ୍ଦ ଢାଲିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ଜଗତ୍‌ସିଂହପୁର ଜିଲା ଗସ୍ତ କରିଥିଲେ। ପ୍ରଥମେ ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ଅଧିକାରୀଙ୍କ ସହିତ...

ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନଭୋଜନ କଲେ ଗଣଶିକ୍ଷା ମନ୍ତ୍ରୀ

ବଲାଙ୍ଗୀର ଅଫିସ, ୧୨ା୨ – ବଲାଙ୍ଗୀର ଜିଲା ଗସ୍ତରେ ଆସିଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସ୍ଥାନୀୟ ଡିଇଓ ଅଫିସରେ ଅନୁଷ୍ଠିତ ପ୍ରଧାନଶିକ୍ଷକ ସମ୍ମିଳନୀରେ ଯୋଗଦେବା ପରେ ହଠାତ୍‌ ନିକଟସ୍ଥ ସରକାରୀ ପ୍ରାକ୍ଟିସିଂ ପ୍ରାଥମିକ...

ବିକାଶନୁ ବହୁତ୍‌ ଦୂରେ ଡେବ୍ରିଆମୁଣ୍ଡାବାସୀ

ଲାଠୋର, ୧୨।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗଁଗଁଲିର ବିକାଶ କଥା କହୁଛନ୍‌। ଇଥିରଲଗି ଅନେକ ଯୋଜନା ବି କାଯ୍‌କାରୀ କରି ଫିବଛର କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଆଏଜ୍‌ ବି ଅନେକ ଗଁାଗଁାଡ଼ାର...

ବ୍ୟବସ୍ଥା ଉପରୁ ବିଶ୍ୱାସ ତୁଟାଅ ନାହିଁ

ବଲାଙ୍ଗୀର ଅଫିସ, ୧୨ା୨ – ବଲାଙ୍ଗୀର ଜିଲା ଶିକ୍ଷା ଅଧିକାରୀ ଅଫିସ ସମ୍ମିଳନୀ କକ୍ଷରେ ମଙ୍ଗଳବାର ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ା ଏହି ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗଦାନ...

ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ୩୫୦ ସିସିଟିଭି

ଅନୁଗୋଳ ଅଫିସ, ୧୨।୨ – ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଚଳିତ ବର୍ଷ ଅନୁଗୋଳ ଜିଲାରେ ମୋଟ୍‌ ୧୭ ହଜାର ୪୯୨...

ବ୍ରାହ୍ମଣୀ ଛାତିରେ ମାଫିଆ ରାଜ

ପରଜଙ୍ଗ, ୧୨।୨(ଡି.ଏନ.ଏ.) – ବ୍ରାହ୍ମଣୀ ଛାତିରେ ରାଜ୍‌ କରୁଛନ୍ତି ବାଲି ମାଫିଆ। ଏଥିପାଇଁ ନଦୀରେ ବନ୍ଧାଯାଇଛି ବାଲିବନ୍ଧ। ବଦଳାଯାଇଛି ଜଳସ୍ରୋତର ଦିଗ। ଦିନତମାମ ନଜର ଆଢୁଆଳରେ ରହି ଯୋଜନା ପ୍ରସ୍ତୁତ କରୁଛନ୍ତି ସେମାନେ। ଅପରାହ୍ନ ହେବା ମାତ୍ରକେ ଆରମ୍ଭ କରୁଛନ୍ତି...

ବାୟୁ ପ୍ରଦୂଷଣ ସଚେତନତା କର୍ମଶାଳା: ସଚେତନତା ହିଁ ନିୟନ୍ତ୍ରଣରେ ସହାୟକ ହେବ

ଅନୁଗୋଳ ଅଫିସ୍‌, ୧୨।୨ – ଦେଶର ୧୦୨ଟି ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରୁ ଅନୁଗୋଳ ଅନ୍ୟତମ। ଓଡ଼ିଶାରେ ଅନୁଗୋଳ ସମେତ ୭ଟି ସହର ଏହି ସର୍ବାଧିକ ପ୍ରଦୂଷିତ ବା ନନ-ଆଟେନ୍‌ମେଣ୍ଟ ତାଲିକାରେ ଅନ୍ତର୍ଭୁକ୍ତ। କଳକାରଖାନାରୁ ନିର୍ଗତ ଧୂଆଁ, କୋଇଲା ଖଣି,...

୮ମ ଜିଲା ମହୋତ୍ସବ ଉଦ୍‌ଘାଟିତ, ସୁପ୍ତ ପ୍ରତିଭା ଜାଗ୍ରତ କରିବା ମହୋତ୍ସବର ଲକ୍ଷ୍ୟ

ଅନୁଗୋଳ ଅଫିସ୍‌, ୧୨।୨ – ଅନୁଗୋଳ ଷ୍ଟାଡିୟମଠାରେ ମଙ୍ଗଳବାର ୮ମ ଜିଲା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲାପାଳ ତଥା ସଂସ୍କୃତି ପରିଷଦ ଅଧ୍ୟକ୍ଷ ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥିଭାବେ ବିଧାନସଭାର ଉପବାଚସ୍ପତି ତଥା...

ଦୁର୍ଗମ ଇଲାକାରେ ନେତା, ପ୍ରଶାସକ

କାମାକ୍ଷାନଗର, ୧୨।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ଏକୁଲ, ସେକୁଲ, କୋଟ, ପୁଟିପାଳ ଗ୍ରାମରେ ମଙ୍ଗଳବାର ନେତା ଏବଂ ପ୍ରଶାସକ ପହଞ୍ଚତ୍ ଲୋକଙ୍କ ସମସ୍ୟା ବୁଝିଛନ୍ତି। ଅଧିକାରୀ ଏବଂ ଜନପ୍ରତିନିଧିମାନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri