ଆମ ଜିଲା ଖବର

୪ ଅଭିଯୁକ୍ତ ଗିରଫ: ମାରଣାସ୍ତ୍ର ଜବତ

ଯୋଡ଼ା,୧୧।୨(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ୍‌ ଏକ ବଡ ଧରଣର ଡକାୟତି ଯୋଜନାକୁ ପଣ୍ଡ କରି ଏଥିରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କଠାରୁ ଗୋଟିଏ ଟାଟା ସଫାରି ଗାଡି ଓ ବିଭିନ୍ନ ମାରଣାସ୍ତ୍ର...

କଲ୍ୟାଣ ମଣ୍ଡପ ସ୍ଥାନ ନିରୂପଣ ନେଇ ବିବାଦ

ଧାମନଗର,୧୧।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତରେ କଲ୍ୟାଣ ମଣ୍ଡପ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ସ୍ଥାନ ନିରୂପଣ ନେଇ ବିବାଦ ସୃଷ୍ଟି ହୋଇଛି। ଏ ନେଇ ପୂର୍ବତନ ସରପଞ୍ଚ ସୁରଜିତ ପାତ୍ର ଶତାଧିକ ଦସ୍ତଖତ ସମ୍ବଳିତ ଦାବିପତ୍ର...

ଅଟୋ ଓଲଟି ଜଣେ ମୃତ: ୨ ଗୁରୁତର

ଚାନ୍ଦବାଲି,୧୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ମତୋ-ନାନ୍ଦପୁର ପ୍ରଧାନମନ୍ତ୍ରୀ ଗ୍ରାମସଡ଼କର କରାଣ୍ଡିମାଳ ଛକ ନିକଟରେ ସୋମବାର ରାତିରେ ଏକ ଯାତ୍ରିବାହୀ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଅଟୋ ଓଲଟି ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ମାଧପୁର କଣ୍ଡିଆସାହି...

ଜମି ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ବାରିପଦା ଅଫିସ, ୧୧ା୨- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ। ଫଳରେ କିଛି ଲୋକ ଅନ୍ୟାୟ ଭାବେ ସେମାନଙ୍କ ଜମିକୁ ମାଡ଼ି ବସିଛନ୍ତି। ଏହାର...

ଗଳାପୋଲ ନିର୍ମାଣ ଦାବିରେ ଜାତୀୟ ରାଜପଥ ଅବରୋଧ

ବାରିପଦା ଅଫିସ, ୧୧ା୨- ବାରିପଦା ସହର ମୁର୍ଗାବାଡ଼ି ଛକ ନିକଟସ୍ଥ ନିଗମାନନ୍ଦ ଆଶ୍ରମଠାରେ ନିର୍ମାଣଧିନ ପ୍ଲାଏଓଭରରେ ଏକ ଗଳା ପୋଲ ନିର୍ମାଣ ଦାବିରେ ଅଞ୍ଚଳବାସୀ ସୋମବାର ରାସ୍ତା ଅବରୋଧ କରିଥିଲେ। ପୂର୍ବାହ୍ନ ୧୦ଟାରେ ବାଲେଶ୍ୱର ଝାରପୋଖରୀଆ ୧୮ ନମ୍ବର ଜାତୀୟ...

ଡକାୟତି ଯୋଜନା ବେଳେ ୪ ଗିରଫ, ରିଭଲଭର ଜବତ

ସୋର, ୧୧ା୨(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଷ୍ଟେଶନ ନିକଟ ରାସ୍ତାରେ ରବିବାର ରାତିରେ ଡକାୟତି ଯୋଜନା କରୁଥିବା ବେଳେ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପୋଲିସ କାବୁ କରିବାରେ ସକ୍ଷମ ହୋଇଛି। ଜଣେ ଫେରାର ହୋଇଯାଇଛନ୍ତି। ସୋର ପୋଲିସ ରାତି ପାଟ୍ରୋଲିଂ ବେଳେ...

ଧାନ ବିକ୍ରି କରିପାରୁନି ଚାଷୀ: ସମବାୟ ସମିତି ସମ୍ମୁଖରେ ଧାରଣା

ଓପଦା, ୧୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ତଳକିଆ ପଞ୍ଚାୟତର ତଳକିଆ ସେବା ସମବାୟ ସମିତି ସରକାରୀ ମଣ୍ଡିରେ ଧାନ ବିକ୍ରୟ ପାଇଁ ପଞ୍ଜୀକରଣ କରିଥିବା ଚାଷୀମାନେ ସୋମବାର ସରକାରୀ ବ୍ୟବସ୍ଥାକୁ ଦାୟୀ କରି ଟୋକନ ଦାବି କରି ସମୂହ...

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳକୁ ସ୍ବଚ୍ଛ ପାଣି

ଢେଙ୍କାନାଳ ଅଫିସ,୧୧ା୨ ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନ ୫ଟାରେ ୧୮ତମ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପ୍ଲାନିଂ କମିଟି ଅଧ୍ୟକ୍ଷ ତଥା ଶକ୍ତି ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର...

ଆବାସ ପାଇଁ ଧାରଣା

ପରଜଙ୍ଗ, ୧୧।୨(ଡି.ଏନ.ଏ.) ଆବାସ ଯୋଜନା କେଳେଙ୍କାରୀକୁ ନେଇ ଚର୍ଚ୍ଚାରେ ରହିଛି ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ। ସରକାରୀ ଅଧିକାରୀଙ୍କୁ ହାତ କରି ସ୍ବଚ୍ଛଳ ପରିବାର ହାତେଇ ନେଇଛନ୍ତି ଗୃହ ନିର୍ମାଣ କାର୍ଯ୍ୟାଦେଶ। ବ୍ଲକର ଅନେକ ପଞ୍ଚାୟତରେ ଏପରି ଅଭିଯୋଗ ପ୍ରଶାସନକୁ...

ଯୋରନ୍ଦା, କପିଳାସ, ସପ୍ତଶଯ୍ୟାର ହେବ ବିକାଶ

ଢେଙ୍କାନାଳ ଅଫିସ, ୧୧।୨ ବିଶ୍ୱ ପ୍ରସିଦ୍ଧ ମାଘମେଳା ଅବସରରେ ଯୋରନ୍ଦାସ୍ଥିତ ମହିମା ଗାଦି ଧୁନି ମନ୍ଦିର ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ୩ୟ ମହିମା ମହୋତ୍ସବ। ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟଅତିଥି ଭାବେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି...

ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେଭି ତାର

କଣିହାଁ, ୧୧ା୨(ଡି.ଏନ.ଏ.) – ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ନିରୀହ ଜୀବନ ଯାଉଥିଲେ ହେଁ ଚେତୁନାହାନ୍ତି ଅଧିକାରୀ। ବିଭିନ୍ନ ସ୍ଥାନରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟ, ପୁରୁଣା ତାର ଓହଳିଥିଲେ ମଧ୍ୟ ଏହାର ମରାମତି ଦିଗରେ ଆଦୌ ଧ୍ୟାନ...

ଚାଷୀଙ୍କ ଋଣ ଟଙ୍କା ଆତ୍ମସାତ୍‌ ଅଭିଯୋଗ

ଅନୁଗୋଳ ସହର, ୧୧।୨ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ସେବା ସମବାୟ ସମିତି ବ୍ୟାଙ୍କରେ ଚାଷୀମାନଙ୍କ ଋଣ ଟଙ୍କା ହଡ଼ପ କରାଯାଇଥିବା ନେଇ ସୋମବାର ଚାଙ୍ଗୁଡ଼ିଆ ପଞ୍ଚାୟତର ଚାଷୀମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri