ଆମ ଜିଲା ଖବର

ଅଦିନିଆ ବର୍ଷାରେ ଫସଲ ପ୍ରଭାବିତ

ରସୁଲପୁର,୯ା୨(ଡି.ଏନ୍‌.ଏ.): ପାଣିପାଗରେ ଅସ୍ବାଭାବିକ ପରିବର୍ତ୍ତନ ମାନବ ସମାଜ ପାଇଁ କାଳ ସାଜୁଛି। ଏଥିଯୋଗୁଁ ଲୋକମାନେ ବହୁ ଦୁଃସାଦ୍ଧ ରୋଗର ଶିକାର ମଧ୍ୟ ହେଉଛନ୍ତି। ଅନେକ ଗରୀବ ଦିନମଜୁରିଆ, ଖଟିଖିଆଙ୍କ ଭାତହାଣ୍ଡି ପ୍ରଭାବିତ ହେଉଛି। ବିଶେଷକରି ଚାଷୀକୂଳ ଋଣଯନ୍ତା ଭିତରକୁ ଠେଲି...

ପ୍ରକଳ୍ପ ପିଛା ଲକ୍ଷାଧିକ ଆତ୍ମସାତ

ଯାଜପୁର ଅଫିସ,୯ା୨: ସାଧାରଣ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଯୋଜନା କରିଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ ପାନୀୟ ଜଳ ସୁବିଧାକୁ ଅଧିକ ଗୁରୁତ୍ୱ ଦେଇ ବିଭିନ୍ନସ୍ତରରେ ନଳକୂପ, ସୌରଚାଳିତ ପାନୀୟ ଜଳ...

ଏଡିଏମ୍‌ଙ୍କ ହସ୍ତକ୍ଷେପ ଲୋଡ଼ିଲେ ପ୍ରଭାବିତ ପରିବାର

ସୁକିନ୍ଦା, ୯ା୨(ଡି.ଏନ୍‌.ଏ.): ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌)ରେ ଖଣି ଖାଦାନ ସଂଲଗ୍ନ ଅଞ୍ଚଳର ପରୋକ୍ଷ ବା ପ୍ରତ୍ୟେକ୍ଷ ଭାବରେ ପ୍ରଭାବିତ ହେଉଥିବା ଲୋକମାନଙ୍କ ଜୀବନ ଧାରଣ ମାନର ପରିବର୍ତ୍ତନ ସହ ସେମାନଙ୍କ ଜୀବନଜିବିକାକୁ ସୁଦୃଢ ଓ ସୁନିଶ୍ଚିତ କରିବାର ପ୍ରାବଧାନ ରହିଛି।...

ଆଜି ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ ଅଫିସ, ୯ା୨: ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ପୁଷ୍ପାଳକ ସେବକମାନେ ଦାରୁବିଗ୍ରହଙ୍କୁ ଏହି ବେଶ କରିବେ। ଏହି ବେଶ ଥାଇ ମହାପ୍ରଭୁଙ୍କ...

ବିନାନୁମତିରେ କାଟିଦେଲେ ଶତାଧିକ ଗଛ

କାଳିଆପାଣି,୯ା୨(ଡିଏନଏ): ଦିନକୁ ଦିନ ଜଙ୍ଗଲ କ୍ଷୟ ହୋଇ ପୃଥିବୀ ଧ୍ୱଂସ ହେବାକୁ ବସିଥିବାବେଳେ ସୁକିନ୍ଦା ବ୍ଲକ କାଙ୍କଡ଼ପାଳ ପଞ୍ଚାୟତ ସଂରକ୍ଷିତ ଜଙ୍ଗଲରୁ ବେଆଇନଭାବେ ଶହଶହ ଗଛ କଟାଯାଉଥିବା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ସୁକିନ୍ଦା ବନଖଣ୍ଡ ଅଧୀନରେ ରହିଥିବା କାଙ୍କଡ଼ପାଳ...

ଚିଲିକା ମଝିରେ ଅଟକିଲା ଭସାପୋଲ : ୨ଘଣ୍ଟା ଧରି ୧୦୦ ଯାତ୍ରୀ ଜଳବନ୍ଦୀ

କୃଷ୍ଣପ୍ରସାଦ,୯ା୨ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦା-ସାତପଡା ଚିଲିକା ମଝିରେ ଶନିବାର ଏକ ଯାତ୍ରୀବାହୀ ଭେସେଲ (ଭସାପୋଲ) ୨ ଘଣ୍ଟା ଧରି ଅଟକି ରହିଥିଲା। ଫଳରେ ଭେସେଲରେ ଥିବା ୧୦୦ ଯାତ୍ରୀ ଜଳବନ୍ଦୀ ହୋଇ ଆତଙ୍କିତ ଅବସ୍ଥାରେ ସମୟ...

୭୩ ବର୍ଷ ପରେ ଗଁ।କୁ ବିଜୁଳି ଆଲୁଅ

ଆଠମଲ୍ଲିକ, ୯ା୨(ଡି.ଏନ.ଏ.) – ସ୍ବାଧୀନତାର ୭୩ ବର୍ଷ ପରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମଇମୁରା ପଞ୍ଚାୟତର ବିପ୍ରଡିହ ଗ୍ରାମରେ ଜଳିଛି ବିଜୁଳି ଆଲୁଅ। ଏହାକୁ ନେଇ ଖୁସିବ୍ୟକ୍ତ କରିଛନ୍ତି ଗଁ। ଲୋକେ। ବହୁ ବିଳମ୍ବ ହେଲେ ବି ଶେଷରେ...

୬ ବର୍ଷ ହେଲା ହେଉନି ବ୍ଲକ ମହୋତ୍ସବ

ବଅଁରପାଳ,୯ା୨(ଡି.ଏନ.ଏ.) – ସ୍ଥାନୀୟ ଲୋକକଳା ତଥା ପ୍ରତିଭାର ବିକାଶ ପାଇଁ ପ୍ରତି ବ୍ଲକସ୍ତରରେ ଆୟୋଜନ ହେଉଛି ବ୍ଲକ ମହୋତ୍ସବ। କିନ୍ତୁ ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ଏଥିରେ ବ୍ୟତିକ୍ରମ ଦେଖାଯାଇଛି। ବର୍ଷେ କି ଦୁଇ ବର୍ଷ ନୁହେଁ, ଦୀର୍ଘ ୬...

କାମ ସାରିବାକୁ ୫୨ଦିନ

ରାସୋଳ, ୯।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗଣ୍ଡାନାଳୀ ପଞ୍ଚାୟତ ଅନ୍ତର୍ଗତ କଦଳୀପାଳ ଗ୍ରାମର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଉଥିବା ହିତାଧିକାରୀ ଅନୁଦାନ ଟଙ୍କା ପାଇଥିଲେ ସୁଦ୍ଧା ଘର କାମ ସାରୁନାହାନ୍ତି। ପ୍ରଶାସନର ବାରମ୍ବାର ତାଗିଦ୍‌ ସତ୍ତ୍ୱେ...

ମାଘମେଳାରେ ବର୍ଷା ଦାଉ

ଢେଙ୍କାନାଳ ଅଫିସ, ୯ା୨ – ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳାର ସରସ ଲୁଟି ନେଇଛି ଅଦିନିଆ ବର୍ଷା। କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ଲଗାଣ ବର୍ଷା ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁଙ୍କ ପାଇଁ ଦାଉ ସାଧିଛି। ଫିକା ପଡ଼ିଛି ବ୍ୟବସାୟ। ହାତବାନ୍ଧି...

ଥମୁନି ବାଲ୍ୟ ବିବାହ ଧାରା ପ୍ରଥା ଦାୟରେ ଏବେ ବି ବଳି ପଡୁଛନ୍ତି ବାଳିକା

ଜୟପୁର,୯ା୨(ନି.ପ୍ର.) ଆଦିବାସୀ ଅଧ୍ୟୁଷିତ ଅବିଭକ୍ତ କୋରାପୁଟ ଜିଲାରେ ଏବେ ବି ବାଲ୍ୟ ବିବାହ ପ୍ରଥା ପ୍ରଚଳିତ ରହିଛି। ପ୍ରଶାସନ ପକ୍ଷରୁ ବାରମ୍ବାର ବାଲ୍ୟ ବିବାହ ରୋକାଯିବା ଘଟଣା ଦର୍ଶାଉଛି ଯେ ଏଯାବତ୍‌ ଏହି ପ୍ରଥା ଲୋପ ପାଇନାହିଁ। ନିରକ୍ଷରତା ଓ...

ତିନିଦିନ ହେଲା ଟେନ୍‌ସା କଲେଇପୋଷ ରାସ୍ତା ଜାମ : ଦୁର୍ଦ୍ଦଶାରେ ୫୦ହଜାର ଜନସାଧାରଣ

ଟେନ୍‌ସା, ୯।୨ (ଡି.ଏନ.ଏ)- ତିନି ଦିନ ହେଲା ଲଗାଣ ବର୍ଷା ଯୋଗୁ ପୂର୍ତ୍ତବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବା ସୁନ୍ଦରଗଡ଼ ଜିଲା କୋଇଡ଼ାର ବରସୁଆଁ ନୂଆପୋଲର ଉଭୟ ପାର୍ଶ୍ୱ ଶୋଚନୀୟ ହୋଇଛି। ଫଳରେ ଗାଡ଼ିମୋଟର ଦୁଇଦିନ ଧରି ଜାମ ରହିଛି। ଅଞ୍ଚଳର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri