ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ ଯୋଗାଣ ନିରୀକ୍ଷକ

ଜଟଣୀ,୭।୨(ଡି.ଏନ.ଏ.): ଖୋର୍ଦ୍ଧା ବ୍ଲକର ମହିଳା ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିଆରୀ ୨୦ ହଜାର ଟଙ୍କା ଲାଞ୍ଚ ଡିଲରମାନଙ୍କଠାରୁ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଗୁରୁବାର ଧରା ପଡ଼ିଛନ୍ତି। ପ୍ରତିମାସରେ କିରୋସିନ ଉଠାଣ ଅନୁମତି ଦେବା ପାଇଁ ଡିଲରମାନଙ୍କଠାରୁ ଲିଟର ପିଛା...

ନିର୍ଦ୍ଧାରଣ ହୋଇପାରୁନି ଅବଢ଼ା ଦର

ପୁରୀ ଅଫିସ,୭।୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ସେଥିଲାଗି ସବୁପ୍ରକାର ବ୍ୟବସ୍ଥା କରିବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଶ୍ରୀମନ୍ଦିର ପ୍ରଶାସନ ମଧ୍ୟ ଏହାକୁ ଗୁରୁତ୍ୱର ସହ ନେଇଛି। ପରିଚାଳନା କମିଟି ବୈଠକ ବସି ଏ...

ଠିକାଦାର ଦିଲୀପ, ଇସ୍କନ ବିରୋଧରେ ପୃଥକ୍‌ ମାମଲା

ପୁରୀ ଅଫିସ,୭।୨: ଭୁବନେଶ୍ୱର ବିମାନବନ୍ଦରରେ ନିର୍ମାଣାଧୀନ କୋଠାର ଛାତ ଭୁଶୁଡ଼ିବା ଘଟଣାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଠିକାଦାର ଦିଲୀପ ଖଟେଇଙ୍କ ବିରୋଧରେ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ ଗୁରୁବାର ଏସ୍‌ଡିିଜିଏମଙ୍କ କୋର୍ଟରେ ଅଭିଯୋଗ କରିଛନ୍ତି। ଏନେଇ ୱାନସିସି କେସ୍‌...

ଚିକିତ୍ସାରେ ଅବହେଳା ଅଭିଯୋଗ

ବାଲେଶ୍ୱର ଅଫିସ,୭।୨: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ପଦ୍ମପୁର ଗ୍ରାମର ଜଣେ ରୋଗୀଙ୍କୁ ଅପରେଶନ ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ରୋଗୀଙ୍କୁ ନିଶ୍ଚେତକ ଦେଇ ଦୀର୍ଘ ସମୟ ଯାଏ ଡାକ୍ତର କିମ୍ବା ନର୍ସ କେହି ଦେଖାଦେଲେ ନାହିଁ। ଫଳରେ...

ମୁନିଗୁଡ଼ାରେ ମାଓବାଦୀ ବିରୋଧୀ ପୋଷ୍ଟର

ମୁନିଗଡ଼ା,୭।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ବୁର୍ଷିଖମ୍ବା ଗ୍ରାମ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଡଙ୍ଗରିଆ କନ୍ଧ ବିକାଶ ମଞ୍ଚ ନାମରେ ହାତଲେଖା ହୋଇଥିବା ବେଳେ ଏହି ପୋଷ୍ଟରରେ ନିୟମଗିରି...

ମାଟ୍ରିକ ପରୀକ୍ଷା: ମିଳିଲା ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୭।୨: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥିନିମନ୍ତେ ଆଡ୍‌ମିଟ କାର୍ଡ ଗୁରୁବାରଠାରୁ ମିଳିଛି। ବୋର୍ଡ କର୍ତ୍ତୃପକ୍ଷ...

ବରିଷ୍ଠ ସାମ୍ବାଦିକଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ଧରିତ୍ରୀର ବରିଷ୍ଠ ସାମ୍ବାଦିକ ତଥା ବାଲେଶ୍ୱର ସଂସ୍କରଣ ମୁଖ୍ୟ ଉପେନ୍ଦ୍ର ପ୍ରସାଦ ମହାଲାଙ୍କ ଧର୍ମପତ୍ନୀ ପ୍ରଭାତୀ ମହାଲା(୫୧)ଙ୍କ ଗୁରୁବାର ରାତି ସାଢ଼େ ୧୦ଟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ ୨୦୧୮ ନଭେମ୍ବରରୁ କର୍କଟ ରୋଗରେ...

ଏସ୍‌ସିବି ମେଡିକାଲରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ

କଟକ ଅଫିସ,୭।୨: କଟକ ଏସ୍‌ସିବି ମେଡିକାଲରେ ଚଳିତବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଭର୍ତ୍ତି ହୋଇଛନ୍ତି। ୩୦ ବର୍ଷୀୟ ଏହି ଯୁବକଙ୍କ ଘର ଢେଙ୍କାନାଳ ଜିଲାରେ ବୋଲି ଜଣାପଡ଼ିଛି। ପଲ୍ୟୁମନାରୀ ବିଭାଗ ଅଧୀନ ସ୍ବତନ୍ତ୍ର ୱାର୍ଡରେ ସେ ଚିକିତ୍ସିତ ହେଉଥିବାବେଳେ...

ମିଳୁନି ଟୋକନ

ପଞ୍ଜୀକୃତ ଚାଷୀଙ୍କୁ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଅନୁଗୋଳ ଜିଲାରେ ଧିମେଇଛି ଧାନକିଣା। ମଣ୍ଡି ଖୋଲିବାର ଦେଢ଼ମାସ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଧାର୍ଯ୍ୟଲକ୍ଷ୍ୟର ଅଧା ବି ଧାନ କିଣା ହୋଇନି। କେତେଜଣ ଚାଷୀଙ୍କୁ ନିୟମିତ ବ୍ୟବଧାନରେ ତଥା...

ସରକାରୀ ସୁବିଧାରୁ ବଁଚିତ୍‌ ସଂଯୁକ୍ତା

ବିନିକା, ୭।୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡ଼ି ଗଁାର ଗୋବିନ୍ଦ ଚାଉଁରକଁର ଝି’ ସଂଯୁକ୍ତା ଜାଲ(୪୦)। ଆଏଜ୍‌କେ ୨୨ ବଛର ତଲେ ସେ ଡୁଙ୍ଗୁରିପାଲି ବ୍ଲକ ରାମପୁରରେ ବିହା ହେଇଥିଲେ। ବଛର କେତେଟା ଉତାରୁ ପୁଓ ସିକନ୍ଦର...

ସୁପାଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ: ଦୁଇଟା କୁଠି, ୮ଟା ଶ୍ରେଣୀର ୧୧୯ ଛାତ୍ରୀଛାତ୍ର

କୋକସରା, ୭।୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡ଼ୁଗଁା ପଁଚେତ୍‌ ସୁପାଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ଏହେଦେ ନାନା ସମସିଆ ଘରରେ ରହିଛେ। ପୁରନା କୁଠି ଯାକ ଭଂଗା ଦଦ୍‌ରା ହେଇ ବିପଦ୍‌ ଅବସ୍‌ତାରେ ରହିଛେ। ଇଆଡ଼େ...

ଭତାର ଲାଗି ପଁଚେତ୍‌ରୁ ବ୍ଲକ ନରଦି ନିହାଲ

ତଳଗାଁ,୭।୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଅନେକ ବୁଢ଼ାବୁଢ଼ି ମଧୁବାବୁ ପେନ୍‌ସନ ଯୋଜନାରୁ ବଁଚିତ୍‌ ଥିବାର ଅଭିଯୋଗ ହେଉଛେ। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ହରଭଙ୍ଗା ବ୍ଲକ ରାଧାନଗର ପଁଚେତ୍‌ ଅଧୀନ କେଳାକଟା ଗଁାରେ। ସୂଚନା ଅନ୍‌ସାରେ କେଳାକଟା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri