ଆମ ଜିଲା ଖବର

ପକ୍ଷାଘାତରେ ପୀଡ଼ିତ ଜଟାଧାରୀ: କଳାକାର ଭତାରୁ ବଁଚିତ୍‌ ଅଭିଯୋଗ

ଅତାବିରା, ୭।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର କଳା, ସଂସ୍କୃତିକେ ବଁଚେଇ ରଖବାର ଲାଗି ପୋରଛାହନ୍‌ ଯୁଗେଇ ଦେଉଛନ୍‌। ସେନ୍‌ତା ୫୦ ବଛର୍‌ରୁ ଅଧ୍‌କା ହେଉଥିବାର କଳାକାରମାନକୁ ଭତା ଦେଉଛନ୍‌। ହେଲେ ଅନେକ ଜାଗାରେ ହକ୍‌ଦାର କଳାକାର...

ଆବାସ ଯୋଜନାରୁ ଉପେକ୍ଷିତ ଅଭିଯୋଗ: ଦଦ୍‌ରା କୁରିଆରେ ବୁରୁଧ୍‌ ଦମ୍ପତି

ଲୋଇସିଂହା, ୭।୨ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ଯୋଗୀସର୍ଡ଼ା ଗଁାର ବୁରୁଧ୍‌ କୃଷ୍ଣଚନ୍ଦ୍ର ପଧାନକୁଁ ଆବାସ ଯୋଜନାରେ ସାମିଲ କରାଯଇଛେ। ହେଲେ ପଁଚେତ୍‌ କତୁରପକ୍ଷକଁର ଖାମ୍‌ଖିଆଲି ମନ୍‌ଭାବ ଲାଗି କୃଷ୍ଣଚନ୍ଦ୍ର କାର୍ଯ୍ୟାଦେଶ ନାଇଁ ପାଇପାରୁଥିବାର ଅଭିଯୋଗ କରିଛନ୍‌। ଏନ୍‌ତାଥି...

ଘରୋଇ ଚିକିତ୍ସାଳୟ, ନିଦାନ କେନ୍ଦ୍ରରେ ଲାଗିବ ଲଗାମ: କାର୍ଯ୍ୟକାରୀ ହେବ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା

ନୟାଗଡ ଅଫିସ,୭ା୨: ନୟାଗଡ଼ ଜିଲାର ସମସ୍ତ ଘରୋଇ ଚିକିତ୍ସାଳୟ ଓ ନିଦାନ କେନ୍ଦ୍ର ଉପରେ ଲଗାମ ଲାଗିବ। ଜିଲାରେ ଥିବା ଏସବୁ କେନ୍ଦ୍ରଗୁଡ଼ିକରେ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ ହେବ। ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଜିଲାପାଳ ଡା....

ପାଟଖଣ୍ଡା ମହୋତ୍ସବ ଉଦ୍‌ଘାଟିତ

ଦେଓଗାଁ, ୭ା୨(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଜରାସିଂହା ମିନି ଷ୍ଟାଡିୟମରେ ଗୁରୁବାର ୧୦ମ ପାଟଖଣ୍ଡା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ମହୋତ୍ସବ କମିଟି ଆୟୋଜନରେ ୪ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ମହୋତ୍ସବର ଉଦ୍‌ଘାଟନ ସନ୍ଧ୍ୟାରେ କେନ୍ଦ୍ର ସମବାୟ...

ଦୁର୍ନୀତିର ଚେର ବଡ଼ ଗହୀର

ପରଜଙ୍ଗ, ୭।୨(ଡି.ଏନ.ଏ.) – ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ଠାରୁ ଆରମ୍ଭ କରି ଗ୍ରାମୀଣ ଆବାସ ଯୋଜନା। ଭତ୍ତାଠୁ ଆରମ୍ଭ କରି ରାଶନକାର୍ଡ। ଯେଉଁ ଆଡ଼େ ଚାହିଁଲେ ପୁଳାପୁଳା ଦୁର୍ନୀତି। ବିଭିନ୍ନ ଉପାୟରେ ସରକାରୀ ତହବିଲରୁ ଲୁଟ୍‌ ହୋଇଛି କୋଟି କୋଟି ଟଙ୍କା। ଯେତେ ଉଦ୍ୟମ...

ଥାନାରେ ଅଭିଯୋଗ କଲେ ତାମଡା ସେକ୍ରେଟାରି

ଅନୁଗୋଳ ସହର, ୭।୨ – ଅନୁଗୋଳ ସହର ହୁଲୁରିସିଂହାଠାରେ ନିର୍ମାଣ ହେଉଥିବା ଏକ ଆପାର୍ଟମେଣ୍ଟକୁ ନେଇ ଅଭିଯୋଗ ଆସିବା ପରେ ତାଳଚେର-ଅନୁଗୋଳ-ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ତାମଡା)ଙ୍କ ପକ୍ଷରୁ ପ୍ରଥମେ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯାଇଥିଲା। ଗୁରୁବାର ଏ ନେଇ ଅନୁଗୋଳ...

ବିଜୟ ଓଝା ହତ୍ୟାକାଣ୍ଡର ପର୍ଦ୍ଦାଫାଶ

ଭୁବନ, ୭।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଥାନା ମହୁଲପାଳ ଗ୍ରାମର ବହୁଚର୍ଚ୍ଚିତ ବିଜୟ ଓଝା (୪୩) ହତ୍ୟାକାଣ୍ଡ ମାମଲାର ପର୍ଦ୍ଦାଫାଶ ହୋଇଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୋଗରେ ଉକ୍ତ ଗ୍ରାମର ରଞ୍ଜନ ସାହୁ (୪୫)ଙ୍କୁ ପୋଲିସ ଗିରଫ କରିଛି। ବ୍ୟବସାୟିକ...

ସ୍ତ୍ରୀଙ୍କୁ ଦଳିମାରିଲା ହାତୀ, ସ୍ବାମୀ ଗୁରୁତର

ରାସୋଳ, ୭।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳ ଅଧୀନ ବାବନ୍ଧ ଫରେଷ୍ଟ ସେକ୍ସନରେ ହାତୀ ଉପଦ୍ରବକୁ ନେଇ ଭୟ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ବୁଧବାର ବିଳମ୍ବିତ ରାତିରେ ମାଟିଆ ସାହିରେ ଏକ ହାତୀ ପଶି ଜଣେ ମହିଳାଙ୍କୁ...

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା

ଢେଙ୍କାନାଳ ଅଫିସ, ୭।୨ – ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ୩ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ମେଳା ପାଇଁ ଉତ୍ସବମୁଖର ହୋଇଉଠିଛି ମହିମାଗାଦି। ମେଳା ଅବ୍ୟବହିତ ପୂର୍ବରୁ ଯୋରନ୍ଦାକୁ...

ଜାତୀୟସ୍ତରରେ ବଣ୍ଟିଙ୍କ କୃତିତ୍ୱ

ଜଗତ୍‌ସିଂହପୁର ଅଫିସ୍‌,୭।୨: ନିଷ୍ଠା, ଆତ୍ମବିଶ୍ୱାସ ଓ କଠୋର ପରିଶ୍ରମ ଆଗରେ ଦାରିଦ୍ର୍ୟତା ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ସ୍ଥାନୀୟ ଶିଶୁ ଆଶ୍ରମରେ। ଆଶ୍ରମର ଅନ୍ତେବାସୀ ତଥା ଜଗତ୍‌ସିଂହପୁର ଥାନା ପାଇକରାବାଟୀ ଅଧୀନ ଗଡ଼ମାର ନୟନା ମଲ୍ଲିକଙ୍କ ପୁଅ...

ଏପିଓ ଦାୟିତ୍ୱ ସମ୍ଭାଳୁଛନ୍ତି ଜିଆର୍‌ଏସ୍‌

ନାଉଗାଁ , ୬।୨ (ସ୍ବ.ପ୍ର.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ମାଧ୍ୟମରେ କରାଯାଉଥିବା ବିଭିନ୍ନ କାର୍ଯ୍ୟର ସୂଚନା ଓ ତଦାରଖ ବ୍ଲକ ଏପିଓ (ଆଡିସନାଲ୍‌ ପ୍ରୋଗ୍ରାମ୍‌ ଅଫିସର୍‌) କରିଥାନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଏପିଓ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀ ହୋଇଥିବା ବେଳେ ନାଉଗାଁ  ବ୍ଲକରେ ଜଣେ ଜିଆର୍‌ଏସ୍‌...

ସର୍ଭେରେ ଅଟକିଛି ନୂଆ ରେଳପଥ ନିର୍ମାଣ

ବ୍ରହ୍ମପୁର ଅଫିସ,୭ା୨-ଗଞ୍ଜାମ ଜିଲା ବେଳାଭୂମି ସହର ଗୋପାଳପୁରରୁ ଶିଳ୍ପ ସହର ରାୟଗଡ଼ା ପର୍ଯ୍ୟନ୍ତ ନୂଆ ରେଳପଥ ନିର୍ମାଣ ପାଇଁ ହୋଇଥିବା ସର୍ଭେର ୧୦ ବର୍ଷ ପୂରିଛି। କେନ୍ଦ୍ର ଦ୍ୱିତୀୟ ଉପା ସରକାର ଏବଂ ଏନ୍‌ଡିଏ ସରକାରଙ୍କ ପ୍ରଥମ ପାଳିରେ ଅଣଦେଖା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri