ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଶିକ୍ଷୟିତ୍ରୀ ଅନସୂୟା ନାୟକଙ୍କ ପ୍ରୋସିଡିଂ ଫାଇଲ କ୍ଲିଅର...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ ତାରିଖ ଥିବାରୁ ପୋଲିସ ଅଧିକାରୀ ଅମିତାଭ ମହାପାତ୍ର ହାଜର ହୋଇଛନ୍ତି। ସେହିପରି ଭର୍ତ୍ତୃହରି...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା ଜବତ କରିଛି। ସମ୍ପୃକ୍ତ ଯୁବକଦ୍ୱୟ ହେଲେ ବରଗଡ଼ ଜିଲା ଝାରବନ୍ଧ ଥାନା ବଲାଙ୍ଗୀର...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ ନ ମିଳିବା ଆଶଙ୍କାରେ ଦଳ ଡିଆଁ ମାରୁଛନ୍ତି। ଏବେ ଚର୍ଚ୍ଚା ହେଉଛି ଯେ...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ ଟଙ୍କା ବ୍ୟୟ ବରାଦରେ ହୋଇଥିବା ଏହି କାର୍ଯ୍ୟାଦେଶ ପାଇଁ ଫେବୃଆରୀରେ ଏଗ୍ରିମେଣ୍ଟ ହୋଇଥିବା...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’ କ୍ଷେପଣାସ୍ତ୍ର (ଆଇଟିସିଏମ୍‌)ର ଗୁରୁବାର ସଫଳ ପରୀକ୍ଷଣ କରାଯାଇଛି। ପରୀକ୍ଷା ସମୟରେ ସମସ୍ତ ସବ୍‌...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। କେନ୍ଦ୍ର ଓ ଛତିଶଗଡ଼ ସରକାର ପ୍ରଥମ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ। ଏକାଧିକ ସହର, ଗଁା ଲୋକଙ୍କ ପାନୀୟ ଜଳ ସମସ୍ୟା ସବୁଦିନ ପାଇଁ ଦୂର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ ମଧ୍ୟ ପୌର କର୍ତ୍ତୃପକ୍ଷ ଦୃଷ୍ଟି ଦେଇନାହାନ୍ତି। ଫଳରେ ପ୍ରତ୍ୟେକ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି। ଏହା ପରେ ଅଖିଳଙ୍କ ସମର୍ଥକଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି। ତେବେ ଅନ୍ୟ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି କ୍ଷେତ୍ର ଅଧୀନ ଅନୁଗୋଳ ଜିଲାର ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଗୁରୁବାର ତାଙ୍କ ପ୍ରଚାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri