ଆମ ଜିଲା ଖବର

ନାଚକରି ପାଠ ପଢ଼ାଇ ଚର୍ଚ୍ଚାରେ ଶିକ୍ଷକ

ଦିଗପହଣ୍ଡି,(ଡି.ଏନ.ଏ.)/ ପାଟପୁର,୭ା୨- ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପ୍ରାଥମିକ ବିଦ୍ୟାଳୟର ଜଣେ ସହକାରୀ ଶିକ୍ଷକ ନାଚଗୀତ ମାଧ୍ୟମରେ ପିଲାଙ୍କୁ ପାଠ ପଢ଼ାଇ ଚର୍ଚ୍ଚାରେ ରହିଛନ୍ତି। ଶିକ୍ଷକ ଜଣକ ହେଲେ ସଦାଶିବ ପାଢ଼ୀ। କେବଳ ପାଠପଢ଼ା ନୁହେଁ ନାଚ ଗୀତରେ ପିଲାଙ୍କୁ ନୀତିବାଣୀ...

ଗଞ୍ଜାମରେ ସମୁଦ୍ର ପଥ ମୁକୁଳା, ସୁରକ୍ଷା ଚିନ୍ତା

ଛତ୍ରପୁର,୭ା୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଦେଇଯାଇଥିବା ସମୁଦ୍ର ପଥ ମୁକୁଳା ରହିଛି। ଏନେଇ ସୁରକ୍ଷା ଚିନ୍ତା ଆହୁରି ବଢିଯାଇଛି। ସାମୁଦ୍ରିକ ଥାନା ବୋଟ୍‌ରେ ସମୁଦ୍ରରେ ପାଟ୍ରୋଲିଂ ହୋଇପାରୁନି। ଅଧିକାଂଶ ମତ୍ସ୍ୟଜୀବୀଙ୍କ ନିକଟରେ ମତ୍ସ୍ୟ ବିଭାଗ ପ୍ରଦତ୍ତ ପରିଚୟ ପତ୍ର ନାହିଁ। ଅନେକ...

ବିଦ୍ୟୁତ୍‌ ସଂଯୋଗ ନ ଥାଇ ମିଳିଛି ୪ ମାସର ବିଲ୍‌

ପାରାଦୀପ,୭।୨(ସ୍ବ.ପ୍ର.):କେନ୍ଦ୍ର ସରକାରଙ୍କ ସୌଭାଗ୍ୟ ଯୋଜନାରେ ସମସ୍ତଙ୍କୁ ମାଗଣା ବିଦ୍ୟୁତ୍‌ ସଂଯୋଗ ପାଇଁ ନିୟମ କରାଯାଇଛି। ତା’ପରେ ମାସିକ ବିଦ୍ୟୁତ୍‌ ଦେୟ ଉପଭୋକ୍ତାମାନେ ସେସୁ (ସେଣ୍ଟ୍ରାଲ ଇଲେକ୍‌ଟ୍ରିସିଟି ସପ୍ଲାଇ ୟୁଟିଲିଟି) ପାଖରେ ଜମା କରିବା କଥା। କିନ୍ତୁ ଏଭଳି ଯୋଜନାର ଭିନ୍ନ...

ପୁତୁରା ହତ୍ୟାକାରୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୭।୨(ସ୍ବ.ପ୍ର.)-ଜଣେ ଯୁବକ ନିଜର ୭ ବର୍ଷର ପୁତୁରାକୁ ହତ୍ୟା କରିବା ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଛନ୍ତି ା କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଦୋଷୀ କୈଳାସ ମୁଣ୍ଡାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ତାଙ୍କୁ ୧୦ ହଜାର...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର, ୭ା୨ (ସ୍ବ.ପ୍ର.)- ମଣିଷ ସଭ୍ୟତା ସହିତ ଜଙ୍ଗଲ ବହୁ ଆଗରୁ ଜଡିତ। ଏଣୁ ବନବାସୀମାନେ ବଣଜଙ୍ଗଲକୁ ଦେବଦେବୀ ଭାବେ ପୂଜା କରିଆସୁଛନ୍ତି। ବର୍ତ୍ତମାନ ସମୟରେ ବିଭିନ୍ନ କାରଣରୁ ଜଙ୍ଗଲ ଓ ପରିବେଶର ଅବକ୍ଷୟ ହେବାକୁ ଲାଗିଥିବାରୁ ଜଳବାୟୁରେ ପରିବର୍ତ୍ତନ...

ଟ୍ରକ ବନ୍ଦୀରେ କେନ୍ଦୁଝର ସହର

କେନ୍ଦୁଝର, ୭ା୨ (ସ୍ବ.ପ୍ର.)-ବହୁ ସଂଖ୍ୟାରେ ଏବଂ ଅନିୟନ୍ତ୍ରିତ ଲୁହାପଥର ବୋଝେଇ ଟ୍ରକ ଚଳାଚଳ ଯୋଗୁ କେନ୍ଦୁଝର ସହରରେ ଟ୍ରାଫିକ ସମସ୍ୟା ଗୁରୁତର ହୋଇପଡିଛି। କଟକଣା ଅଭାବରୁ କେନ୍ଦୁଝର ସହର ଦେଇ ହଜାର ହଜାର ସଂଖ୍ୟାରେ ଲୁହାପଥର ବୋଝେଇ ଟ୍ରକ ଦିନ...

ଜବରଦଖଲ ଉଚ୍ଛେଦ ଦାବିରେ ଅନଶନ

ବନ୍ତ,୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ତହସିଲ ଷେଣ୍ଢତୀରା ପଞ୍ଚାୟତ ଅଧୀନ ବରପଦା ରାଜସ୍ବ ଗ୍ରାମର ସରକାରୀ ବସ୍ତି ଯୋଗ୍ୟ ଜମି ଜବରଦଖଲ ଉଚ୍ଛେଦ ଦାବିରେ ବୁଧବାର ଗ୍ରାମର ମହିଳା ଓ ପୁରୁଷମାନେ ତହସିଲ ଅଫିସ୍‌ ସମ୍ମୁଖରେ ଅନଶନରେ ବସିଥିଲେ। ସେମାନେ ଅଭିଯୋଗ...

ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଏସ୍‌ପି

ପଦ୍ମପୁର,୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଅଞ୍ଚଳର ଜଣେ କଲେଜ ଛାତ୍ରୀ ଗତ ୨୧ ତାରିଖରେ ଭଦ୍ରକ ଷ୍ଟେଶନରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏ ନେଇ ରେଲଓ୍ବେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ଛାତ୍ରୀଙ୍କ...

ପୋଲ ତଳକୁ ଖସିଲା ଧାନ ବୋଝେଇ ଟ୍ରକ

ଠାକୁରମୁଣ୍ଡା/ଯଶିପୁର,୭ା୨(ଡ଼ି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଯଶୀପୁର-ରରୁଆଁ ରାସ୍ତାର ମଉଦି ଗ୍ରାମ ନିକଟରେ ଗୁରବାର ସାରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ପୋଲ ଉପରୁ ପ୍ରାୟ ୩୦ ଫୁଟ ତଳକୁ ଖସି ପଡ଼ିଛି। ଦୁର୍ଘଟଣାଗ୍ରସ୍ତ ଟ୍ରକ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର...

ରେଳ ବଜେଟରେ ମୟୂରଭଞ୍ଜକୁ ଅବହେଳା ନେଇ ବିକ୍ଷୋଭ

ବାରିପଦା ଅଫିସ, ୭ା୨- ରେଳବଜେଟରେ ଓଡ଼ିଶାର ବିଭିନ୍ନ ରେଳପ୍ରକଳ୍ପ ଲାଗି ୪୩୭୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଓଡ଼ିଶାର ଅନ୍ୟାନ୍ୟ ରେଳ ପ୍ରକଳ୍ପ ଲାଗି ଟଙ୍କା ମଞ୍ଜୁର ହୋଇଥିବା ବେଳେ ମୟୂରଭଞ୍ଜ ଜିଲାରେ ରେଳପଥର ଉନ୍ନତିକରଣ ପାଇଁ ସେଭଳି...

ଗୁଣ୍ଡୁରିଆ ଶହୀଦ ଦିବସ ସମାବେଶ

ରାଇରଙ୍ଗପୁର,୭ା୨(ଡି.ଏନ୍‌.ଏ.): ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା(ଜେଏମ୍‌ଏମ୍‌) ପକ୍ଷରୁ ଗୁରୁବାର ଗୁଣ୍ଡୁରିଆ ଶହୀଦ ଦିବସ ସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଇରଙ୍ଗପୁର କଚେରୀ ପଡ଼ିଆ ପରିସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ପଡ଼ୋଶୀ ଝାଡ଼ଖଣ୍ଡର ପରିବହନ ଓ ଆଦିବାସୀ ବିଭାଗ ମନ୍ତ୍ରୀ ଚମ୍ପାଇ ସୋରେନ...

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି

ଖୁଣ୍ଟା,୭ା୨(ଡ଼ି.ଏନ୍‌.ଏ.): ଖୁଣ୍ଟା ବ୍ଲକ ଅଧୀନ ଧାନଘେରା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଗୁରୁବାର କେତେକ ସମସ୍ୟାକୁ ନେଇ ଛାତ୍ର ଅଶାନ୍ତି ଦେଖା ଦେଇଥିଲା। ଉଦଳା ଆଇଟିଡିଏ ପ୍ରକଳ୍ପ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ଛାତ୍ରୀଛାତ୍ରମାନେ ଶାନ୍ତ ପଡିଥିବା ଜଣାପଡ଼ିଛି । ଉକ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri