ଆମ ଜିଲା ଖବର

ଖାଉଟି ସାମଗ୍ରୀ ଯୋଗାଣରେ ଅନିୟମିତତା: ଡିଲର ପରିବର୍ତ୍ତନ ନେଇ ବିଡିଓଙ୍କୁ ଘେରିଲେ ରିଘାଗଡ଼ ଗ୍ରାମବାସୀ

ରାଜନଗର, ୬।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ରିଘାଗଡ଼ ଗ୍ରାମର ଡିଲର କ୍ଷୀରୋଦ ମହାରଣା ଖାଉଟି ସାମଗ୍ରୀ ଯୋଗାଇବା କ୍ଷେତ୍ରରେ ଅନିୟମିତତା, ଖାଉଟିମାନଙ୍କୁ ଦୁର୍ବବ୍ୟହାର କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ସେମାନେ ଗୁରୁବାର ରାଜନଗର ବିଡିଓଙ୍କ ଅଫିସ...

ଜଙ୍ଗଲ ଭିତରେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ: ପୋଲିସର ଛାନ୍‌ଭିନ

ଭବାନୀପାଟଣା,୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ଅନ୍ତର୍ଗତ କିଡିଙ୍ଗ ଗାଁକୁ ଲାଗିଥିବା ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଥିବାବେଳେ ପୋଲିସ ଗୁରୁବାର ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ ଚଳାଇଛି। ମୃତଦେହର ମୁଣ୍ଡ ଓ ଶରୀର ସମ୍ପୂର୍ଣ୍ଣ ପୋଡ଼ି...

ସମ୍ବଲପୁର ଗସ୍ତରେ ପୋଲିସ ଡିଜି: ଅପରାଧ ନିୟନ୍ତ୍ରଣ, ୫-ଟି କାର୍ଯ୍ୟକାରିତା ନେଇ ସମୀକ୍ଷା

ସମ୍ବଲପୁର,୬।୨(ବ୍ୟୁରୋ)-ପୋଲିସ ଡିଜି ଅଭୟ ଗୁରୁବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ଏହି ଅବସରରେ ଉତ୍ତରାଞ୍ଚଳ ଡିଭିଜନ ଜିଲାର ଏସ୍‌ପିମାନଙ୍କୁ ନେଇ ସେ ସମୀକ୍ଷା ବୈଠକ କରିଥିଲେ। ସାଇବର ଅପରାଧ, ନିଶା ଦ୍ରବ୍ୟ ଚୋରା ଚାଲାଣ ରୋକିବା, ରାଜ୍ୟ ବାହାରକୁ ଆସୁଥିବା...

୧୫ ମେଣ୍ଢା ମାରିଲା ଅଜଣା ଜନ୍ତୁ, ୮ ଗୁରୁତର

କର୍ଲାମୁଣ୍ଡା/ମ.ରାମପୁର/କେସିଙ୍ଗା(ଡି.ଏନ.ଏ) ୬।୨: କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୁଡିଙ୍ଗ ପଞ୍ଚାୟତ ଡଙ୍ଗାପଡା ଗାଁରେ ବୁଧବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ୧୫ ମେଣ୍ଢାଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ମେଣ୍ଢା ଗୁରୁତର ଥିବା ଜଣାପଡିଛି। ସୂଚନାନୁଯାୟୀ, ଡଙ୍ଗାପଡା ଗାଁର କୈଳାସ...

୪୫ ଦିନ ହେଲାଣି ମଣ୍ଡିରୁ ଉଠୁନି ଧାନ: ମାଲକାନଗିରି-ବାଲିମେଳା ରାସ୍ତା ଅବରୋଧ କଲେ ଚାଷୀ

କୋରୁକୋଣ୍ଡା,୬।୨(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ବାରମ୍ବାର ଚାଷୀ ମହଲରେ ଉତ୍ତେଜନା ଦେଖିବାକୁ ମିଳୁଛି। ବୁଧବାର ଜିଲାର ଗୋବିନ୍ଦପାଲିଠାରେ ମଣ୍ଡିରୁ ଧାନ ଉଠୁ ନ ଥିବା ହେତୁ ମାଲକାନଗିରି-ଜୟପୁର ରାସ୍ତା ଅବରୋଧ କରି ଚାଷୀ ଧାରଣାରେ ବସିଥିଲେ। ସେହିଭଳି ଗୁରୁବାର ସକାଳେ ଜିଲାର...

ଏସ୍‌ସିବିରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ରେ ଚଳିତ ବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ ହୋଇଛି। ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ତାଙ୍କର ଚିକିତ୍ସା କରାଯାଉଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା...

ଏସ୍‌ସିବି ପୁନର୍ବିନ୍ୟାସ: ଜୋବ୍ରା ଅଞ୍ଚଳରେ ଉଚ୍ଛେଦ ବେଳେ ପ୍ରତିବାଦ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ର ନବକଳେବର ଲାଗି ଗୁରୁବାର ଜୋବ୍ରା ଅଞ୍ଚଳରେ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଛି। ଇଲେକ୍ଟ୍ରି ଅଫିସଠାରୁ ଚୂନଭାଟି ଗଳି ଏବଂ ନାଳକଡ଼ ରାସ୍ତାରୁ ଉଚ୍ଛେଦ କରାଯାଉଥିବା ବେଳେ ସ୍ଥାନୀୟ...

ବାର୍‌ହା ଫାଶରେ ପଡ଼ି ଯୁବକ ଗୁରୁତର

ଲୋଇସିଂହା,୬।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସିଆଲବାହାଲି ଗାଁରେ ବିଛାଯାଇଥିବା ବାର୍‌ହା ଫାଶରେ ପଡ଼ି ଜଣେ ଯୁବକ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ସେ ହେଲେ ସିଆଲବାହାଲି ଗାଁର ଭିକାରି ଧରୁଆ। ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରାଯାଇ...

ବର୍ଷା ପାଇଁ ଭିତରକନିକା ମହୋତ୍ସବ ୧୪କୁ ଘୁଞ୍ଚିଲା

ରାଜନଗର , ୬ା୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ନଳିତାପାଟିଆ ଠାରେ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଥିଲା। ଏଥିପାଇଁ ଟେଣ୍ଟ ବନ୍ଧା କାମ ଚାଲିଥିଲା। ଜିଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ମଧ୍ୟ...

ବିଶୃଙ୍ଖଳିତ ଛାତ୍ରୀଛାତ୍ରଙ୍କ ବହିଷ୍କାର ଦାବିରେ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ଘେରାଉ

ତିହିଡ଼ି,୬।୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧାସ୍ଥିତ ବିରଞ୍ଚି ନାରାୟଣ ମାଧବ ଅର୍ଜୁନ କଲେଜର ଛାତ୍ରୀଛାତ୍ର ଗୁରୁବାର ମଧ୍ୟାହ୍ନରେ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ବିଶୃଙ୍ଖଳିତ କିଛି ଛାତ୍ରୀଛାତ୍ରଙ୍କୁ କଲେଜରୁ ବହିଷ୍କାର ଦାବିରେ ଏହି ଆନ୍ଦୋଳନ କରାଯାଇଛି। ଅଧ୍ୟକ୍ଷ...

୯ ଦିନରେ ଏନ୍‌ବିଡବ୍ଲ୍ୟୁରେ ବନ୍ଧାହେଲେ ୫୧୨୧

କଟକ ଅଫିସ, ୬ା୨: ପୋଲିସ ଡିଜି ଅଭୟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କ୍ରାଇମବ୍ରାଞ୍ଚ ପକ୍ଷରୁ ଜାମିନବିହୀନ ଗିରଫ ପରଓ୍ବାନା(ଏନ୍‌ବିଡବ୍ଲ୍ୟୁ)ଗୁଡିକୁ କାର୍ଯ୍ୟକାରୀ କରିବା ପାଇଁ ଗତ ୨୭ ତାରିଖରୁ ଚଳିତ ମାସ ୪ ତାରିଖ ପର୍ଯ୍ୟନ୍ତ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଥିଲା। ଏଥିରେ...

ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଗଞ୍ଜାମ ଜିଲା ତାରାତାରିଣୀ ପୀଠର ଉନ୍ନତୀକରଣ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ସେହିପରି ନିର୍ଦ୍ଧାରିତ ସମୟରେ ଏହାର ସୌନ୍ଦର୍ଯ୍ୟକରଣ ଓ ଭିତ୍ତିଭୂମି କାର୍ଯ୍ୟ ସାରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ମନ୍ଦିରର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri