ଆମ ଜିଲା ଖବର

ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଗଞ୍ଜାମ ଜିଲା ତାରାତାରିଣୀ ପୀଠର ଉନ୍ନତୀକରଣ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ସେହିପରି ନିର୍ଦ୍ଧାରିତ ସମୟରେ ଏହାର ସୌନ୍ଦର୍ଯ୍ୟକରଣ ଓ ଭିତ୍ତିଭୂମି କାର୍ଯ୍ୟ ସାରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ମନ୍ଦିରର...

୮ ମାସର ଶିଶୁପୁତ୍ରକୁ ଚେଙ୍କ

ଉମରକୋଟ,୬ା୨(ଡି.ଏନ.ଏ): ରୋଗରେ ଆକ୍ରାନ୍ତ ଶିଶୁଙ୍କୁ ଚେଙ୍କ ନ ଦେଇ ଆବଶ୍ୟକ ଚିକିତ୍ସା କରିବାକୁ ଲୋକମାନଙ୍କୁ ସଚେତନ କରାଯାଉଛି। ତଥାପି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ପରିବାର ଲୋକ ଶିଶୁଙ୍କୁ ଡାକ୍ତରଖାନା ନେବା ପରିବର୍ତ୍ତେ ଦିଶାରୀ ଓ ଗୁଣିଆ ପାଖକୁ ନେଇ ଚେଙ୍କ...

ଜାଲ୍‌ ସାର୍ଟିଫିକେଟ ନେଇ ଏତଲା, ଶିକ୍ଷୟିତ୍ରୀ ନିଲମ୍ବିତ

ଚିକିଟି,୬ା୨(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଯାଞ୍ଚ ଚାଲିଛି। ଚିକିଟି ବ୍ଲକରେ ଏପରି ଜଣେ ନକଲି ଶିକ୍ଷୟିତ୍ରୀ ଧରାପଡ଼ିଛନ୍ତି। ତାଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବା ସହ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ନକଲି...

ଜାତୀୟକରଣ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା

ପୁରୀ ଅଫିସ, ୬ା୨: ଏଣିକି କୌଣସି ଘରୋଇ ବ୍ୟାଙ୍କରେ ଆଉ ରହିବନି ଶ୍ରୀମନ୍ଦିର ପାଣ୍ଠି। ଜାତୀୟକରଣ ବ୍ୟାଙ୍କରେ ରଖାଯିବ ମହାପ୍ରଭୁଙ୍କ ଟଙ୍କା। ଏଥିଲାଗି ଟେଣ୍ଡର ଆହ୍ବାନ କରାଯିବ। ଯେଉଁ ବ୍ୟାଙ୍କ ଅଧିକ ସୁଧ ଦେବ ସେହି ବ୍ୟାଙ୍କରେ ୫୦ ପ୍ରତିଶତ...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ଜଳିଗଲା ସମସ୍ତ ଆସବାବପତ୍ର

ପାପଡ଼ାହାଣ୍ଡି/ମଇଦଳପୁର,୬।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାଝୀଗୁଡ଼ା ପଞ୍ଚାୟତ ନୂଆଗୁଡ଼ା ଗ୍ରାମର ହେମନ୍ତ ବିଶୋଇଙ୍କ ଘରେ ଗୁରୁବାର ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, ଆଜି ସକାଳେ ରୋଷେଇ କରିବା ସମୟରେ...

ଘରୋଇକରଣ ପ୍ରୀତି

ଦକ୍ଷିଣ ଓଡ଼ିଶାର ବୃହତ୍ତମ ସହର ବ୍ରହ୍ମପୁର ପୌରସଂସ୍ଥାକୁ ୧୫୨ ବର୍ଷ ପୂରିଛି। ୧୦ ବର୍ଷ ତଳୁ ସରକାରଙ୍କ ପକ୍ଷରୁ ମହାନଗର ନିଗମ ମାନ୍ୟତା ମିଳିଛି। ତେଣୁ ବିଭିନ୍ନ ଉନ୍ନୟନ ଯୋଜନା ପାଇଁ ବିପୁଳ ପରିମାଣର ଅନୁଦାନ ଆସୁଛି। ଅନେକ ଜାତୀୟକରଣ...

ସୁଇସାଇଡ୍‌ ନୋଟ୍‌ ଲେଖି ଦୁଇ ଛାତ୍ରୀ ନିଖୋଜ

ରାୟଗଡ଼ା ଅଫିସ,୬।୨: ରାୟଗଡ଼ା ସହରର ନିଉ କଲୋନୀସ୍ଥିତ ଏକ ସ୍କୁଲରେ ପଢୁଥିବା ଦୁଇ ଛାତ୍ରୀ ଗୁରୁବାର ଭୋର୍‌ରୁ କେଉଁଆଡ଼େ ନିଖୋଜ ହୋଇଯାଇଛନ୍ତି। ଅଭିଭାବକଙ୍କୁ ରୁମ୍‌ରେ ତାଲା ପକାଇ ଉଭୟ ଛାତ୍ରୀ ଏକ ସଙ୍ଗେ ନିଜ ନିଜ ଘରୁ ନିଖୋଜ ହୋଇଯାଇଛନ୍ତି।...

ମହାପ୍ରଭୁଙ୍କ ଜମି ପାଇଁ ଗଢ଼ା ହେବ ନୂଆ କମିଟି

ପୁରୀ ଅଫିସ, ୬ା୨: କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରେ ମଧ୍ୟ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି। ଅନେକ ଜମିର ହିସାବ ଏପର୍ଯ୍ୟନ୍ତ ଶ୍ରୀମନ୍ଦିର ପ୍ରଶାସନ ପାଖରେ ନାହିଁ। ତେଣୁ ଏହିସବୁ ଜମି ଚିହ୍ନଟ କରି ଏହାର ସମ୍ପୂର୍ଣ୍ଣ ହିସାବ...

ଇସ୍କନ ମୁଖ୍ୟଙ୍କୁ ଚିଠି ଲେଖିବେ ଗଜପତି

ପୁରୀ ଅଫିସ, ୬ା୨: ବିଧି ପରମ୍ପରାକୁ ବେଖାତିର କରି ବିଭିନ୍ନ ସ୍ଥାନରେ ଅଦିନରେ ହେଉଛି ରଥଯାତ୍ରା। ଗତ ଗୁରୁବାର ମୁମ୍ବାଇରେ ଇସ୍କନ ପକ୍ଷରୁ ଅସମୟରେ ରଥଯାତ୍ରା କରାଯାଇଥିବାରୁ ଏହାକୁ ନେଇ ପ୍ରତିକ୍ରିୟା ତୀବ୍ର ହେବାରେ ଲାଗିଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି...

ନରହନ୍ତା ଦନ୍ତା ଏବେ ‘ରାକେଶ’

ଢେଙ୍କାନାଳ ଅଫିସ, ୬।୨ – କପିଳାସ ଚିଡ଼ିଆଖାନାକୁ ଅଣାଯାଇଥିବା ନରହନ୍ତା ଦନ୍ତାର ବୁଧବାର ନାମକରଣ କରାଯାଇଛି। ଚିଡ଼ିଆଖାନା କର୍ତ୍ତୃପକ୍ଷ ଏହାର ନୂତନ ନଁ। ‘ରାକେଶ’ ରଖିଛନ୍ତି। ରେଜିଷ୍ଟ୍ରରରେ ଉକ୍ତ ନାମକୁ ପଞ୍ଜୀକୃତ କରାଯାଇଥିବା କପିଳାସ ରେଞ୍ଜର ଦର୍ଶନିଆ ଭୋଇ ସୂଚନା...

ଦର୍ଶକ ଦେଖିବେ ମଥୁରାର ମୟୂରୀ ନୃତ୍ୟ

ଅନୁଗୋଳ ଅଫିସ୍‌, ୬।୨ – ଆସନ୍ତା ୭ ତାରିଖରେ ଅନୁଗୋଳ ଷ୍ଟାଡିୟମରେ ଆରମ୍ଭ ହେବ ଅଷ୍ଟମ ଅନୁଗୋଳ ଜିଲା ମହୋତ୍ସବ। ତିନି ଦିନ ଧରି ହେବାକୁ ଥିବା ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଜିଲା ସଂସ୍କୃତି ପରିଷଦ ପକ୍ଷରୁ ପ୍ରସ୍ତୁତି...

ମେସ୍‌ରେ ତାଲା, ପ୍ରଶାସନର ଦ୍ୱାରସ୍ଥ ହେଲେ ଛାତ୍ର

ଅନୁଗୋଳ ଅଫିସ୍‌, ୬।୨ – ବିନା ନୋଟିସରେ ମେସ୍‌ରେ ତାଲା ପକାଇ ହଷ୍ଟେଲ ମ୍ୟାନେଜର କେଉଁଆଡ଼େ ଚାଲିଯାଇଥିବାରୁ ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ୨ ନମ୍ବର ହଷ୍ଟେଲ ଅନ୍ତେବାସୀଙ୍କ ମଧ୍ୟରେ ବୁଧବାର ଅସନ୍ତୋଷ ଦେଖାଦେଇଥିଲା। ଦୁଇଦିନ ଧରି ଖାଦ୍ୟ ମିଳି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri