ଆମ ଜିଲା ଖବର

୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପରଜଙ୍ଗ, ୬।୨(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆଖୁଆପାଳ ପଞ୍ଚାୟତ ଅଧୀନ ୩ନଂ. କଲୋନୀ ଦଳିତ ବସ୍ତି ନିକଟରେ ଥିବା ଏକ କରଡ଼ା ଗଛରୁ ମଙ୍ଗଳବାର ରାତିରେ ଜଣେ ୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।...

ଅନୁଗୋଳ ବନମଣ୍ଡଳରେ ୧୩୧ କୁମ୍ଭୀର

ଅନୁଗୋଳ ସହର, ୬।୨ – ସାତକୋଶିଆ ବନଖଣ୍ଡ, ମହାନଦୀ ବନଖଣ୍ଡ, ଆଠମଲ୍ଲିକ ବନଖଣ୍ଡ, ଆଠଗଡ଼, କଟକ, ଢେଙ୍କାନାଳ, ଅନୁଗୋଳ ବନଖଣ୍ଡ ଓ ଯାଜପୁର ବନଖଣ୍ଡକୁ ନେଇ ଗଠିତ ଅନୁଗୋଳ ବନମଣ୍ଡଳରେ ମୋଟ୍‌ ୧୩୧ଟି କୁମ୍ଭୀର ଅଛନ୍ତି। ଗତ ଜାନୁୟାରୀ ୯ରୁ...

ଡାକ୍ତରଖାନାରେ ପର୍ଯ୍ୟାପ୍ତ ଔଷଧ ରଖିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ୍‌, ୬।୨ – ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ମଙ୍ଗଳବାରଠାରୁ ଅନୁଗୋଳ ଜିଲା ଗସ୍ତରେ ଆସି ବିଭାଗୀୟ କାର୍ଯ୍ୟକ୍ରମ ସମେତ ସରକାରଙ୍କର ଅଗ୍ରାଧିକାର ଯୋଜନା ସମ୍ପର୍କରେ ସମୀକ୍ଷା କରିଛନ୍ତି।...

ନିଯୁକ୍ତି ବ୍ୟବସ୍ଥାରେ ସ୍ବଚ୍ଛତା ପ୍ରୟାସ: ଓପିଏସ୍‌ସି ଆରମ୍ଭ କଲା ୱେବ୍‌ପୋର୍ଟାଲ

କଟକ ଅଫିସ୍‌, ୬ା୨: ସରକାରୀ ପଦ ପଦବୀ ଲାଗି ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଦିଗରେ ପଦକ୍ଷେପ ନେଇଛି ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)। ବୁଧବାର ଓପିଏସ୍‌ସି ପକ୍ଷରୁ ଅତ୍ୟାଧୁନିକ ୱେବ୍‌ପୋର୍ଟାଲ ବା କମ୍ପ୍ରେହେନ୍‌ସିଭ୍‌ ସିଲେକ୍ସନ୍‌ ମ୍ୟାନେଜମେଣ୍ଟ ସିଷ୍ଟମ୍‌ (ସିଏସ୍‌ଏମ୍‌ଏସ୍‌)...

ଦଲାଲମୁକ୍ତ ହୋଇନି ସରକାରୀ କାର୍ଯ୍ୟାଳୟ

ଅନୁଗୋଳ ଅଫିସ୍‌, ୬।୨ – ମେଡିକାଲ ହେଉ କି ଆର୍‌ଟିଓ କିମ୍ବା ଅନ୍ୟାନ୍ୟ ଅଫିସ, ଅନୁଗୋଳ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଚାଲିଛି ଦଲାଲ ରାଜ। ଏଥିଯୋଗୁ ସାଧାରଣ ଲୋକମାନେ ଠକାମିର ଶିକାର ହେଉଥିବାବେଳେ ପ୍ରଶାସନ ନୀରବଦ୍ରଷ୍ଟା ସାଜୁଥିବା ବାରମ୍ବାର...

୮୦ ବଛ୍‌ରିଆ ଅଜାର ହାତେ ନାତେନ୍‌ର ଭବିଷତ୍‌: ଜୀବନ୍‌ ମରନ୍‌ ସଂଗେ ଯୁଝୁଛନ୍‌ ମଞ୍ଜୁଲା

କଣ୍ଟାବାଞ୍ଜି, ୬।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଘୁନେଶ ପଁଚେତ୍‌ ଖୁଜେନ ଗଁାର ମଞ୍ଜୁଲା ନାଗ(୧୮)। ଅନେକ ବଛର ହେଲା ମା’ବାପ୍‌ ଆରପାରକେ ଚାଲିଯାଇଛନ୍‌। ଏନ୍‌ତାଥି ଅଜା ବୁଢ଼ା ନ ତାକର ସାହାଭରସା। ହେଲେ ବଛର କେତେ ହେଲା...

ଏବେ ଯିବନି ‘ସୁନ୍ଦରୀ’

ଭୁବନେଶ୍ୱର,୬ା୨(ବ୍ୟୁରୋ)/ ବନ୍ତଳା(ଡି.ଏନ୍‌.ଏ)  – ଓଡ଼ିଶାରୁ ଏବେ ଯିବ ନାହିଁ ବାଘୁଣୀ ‘ସୁନ୍ଦରୀ’। ସାତକୋଶିଆରେ ଥିବା ସୁନ୍ଦରୀ ବର୍ତ୍ତମାନ ମଧ୍ୟପ୍ରଦେଶର ‘କାହ୍ନା’ ଅଭୟାରଣ୍ୟକୁ ଯିବନି। କାହ୍ନା ଅଭୟାରଣ୍ୟ ଘୋରେଲାରେ ଏବେ ୨ ବାଘ ଅଛନ୍ତି। ସେଠାରେ ସୁନ୍ଦରୀକୁ ଛାଡ଼ିବାର ଥିଲା। କିନ୍ତୁ...

ସର୍ଭେ ଓ ଅନୁସନ୍ଧାନ ବିଭାଗ କରୁଛି ଅବହେଳା

ଅନୁଗୋଳ ସହର, ୬।୨ – ଅନୁଗୋଳ ଜିଲା ବନ୍ତଳା ଥାନା ନନ୍ଦପୁର ପଞ୍ଚାୟତ କରଡ଼ାସିଙ୍ଗ ଗ୍ରାମରେ ପ୍ରସ୍ତାବିତ ହିଡ଼ିସିଙ୍ଗ ମଧ୍ୟମ ଜଳସେଚନ ପ୍ରକଳ୍ପର ମନ୍ଥର କାର୍ଯ୍ୟ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ବେଳେ ବୁଧବାର ଅନୁଗୋଳ ବନଖଣ୍ଡ କାର୍ଯ୍ୟାଳୟରେ...

ବିଦ୍ୟୁତ ବିଲ୍‌ ବକେୟା ୧୬୭ କୋଟି

ଜୟପୁର,୬ା୨(ନି.ପ୍ର.) କୋରାପୁଟ ଜିଲା ଅଧୀନ ଜୟପୁର ଉପଖଣ୍ଡରେ ୯୬ କୋଟି ଓ କୋରାପୁଟ ଉପଖଣ୍ଡରେ ୭୦ କୋଟି ଟଙ୍କାର ବିଦ୍ୟୁତ ବକେୟା ପଡ଼ିଛି। ୧୫ ତାରିଖ ସୁଦ୍ଧା ବକେୟା ବିଲ୍‌ ଜମା କରିବା ପାଇଁ ସମୟ ଦେଇଛି ସାଉଥ୍‌କୋ। ପ୍ରଚାର ଗାଡ଼ି...

ଘର କରୁନାହାନ୍ତି ହିତାଧିକାରୀ, ପ୍ରତିବାଦରେ ପ୍ରଶାସନର ଧାରଣା

ପାଲଲହଡ଼ା, ୬ା୨(ଡି.ଏନ.ଏ.)- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ସହ ଟଙ୍କା ପାଇଥିବା ହିତାଧିକାରୀମାନେ ଗୃହ ନିର୍ମାଣ କରୁ ନ ଥିବାରୁ ସେମାନଙ୍କ ଘର ଆଗରେ ପାଲଲହଡ଼ା ବିଡିଓ ରବି ନାରାୟଣ ମାଝି କର୍ମଚାରୀଙ୍କ ସହ ବୁଧବାର ଧାରଣା ଦେଇଛନ୍ତି। ପ୍ରଥମେ...

ବୁଡ଼ାପାଲି ହାଇସ୍କୁଲ: ପଢ଼ାକୁଠି ଅଭାବ, ବାରନ୍‌ଡାରେ ପଢ଼ୁଛନ୍‌ ଛାତ୍ରୀଛାତ୍ର

ବିଜେପୁର, ୬।୨ (ଡି.ଏନ୍‌.ଏ.)-  ଗାଁଗଁଲିନୁ ସହରତକ୍‌ ଛୁଆକୁ ସରକାରୀ ସ୍କୁଲ ମୁହାଁ କରବାକେ ରାଏଜ୍‌ ସରକାର ଭିନ୍‌ ଭିନ୍‌ ଯୋଜନା କାଯକାରୀ କରୁଛନ୍‌। ମାହାଲିଆ ପେଁଟ୍‌ସାଟ୍‌, ଜୁତା, ବହିପତର, ବେଲାକେ ପୁଷ୍ଟିକର ଖାଏଦ୍‌ ସଂଗେ ସୁଁଦର ପଢ଼ାକୁଠି ତିଆରି ଲାଗି...

ଅଧିକାରୀଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ

ବଇଣ୍ଡା, ୬ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଭାଗୃହଠାରେ ବୁଧବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଅତିଥିଭାବେ ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି ପରେଶ ଦେଓ, ବିଡିଓ ଅମୃତା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri