ଆମ ଜିଲା ଖବର

ମଣ୍ଡଳସ୍ତରୀୟ ପରିବର୍ଦ୍ଧିତ ତଥ୍ୟ ସଂଗ୍ରହ ବ୍ୟବସ୍ଥା ସମ୍ପର୍କିତ ତାଲିମ: ଏଣିକି ଅନ୍‌ଲାଇନ୍‌ରେ ପିଲାଙ୍କ ତଥ୍ୟ ପୂରଣ ହେବ

ଜଗତ୍‌ସିଂହପୁର ଅଫିସ୍‌,୬ା୨: ବିଦ୍ୟାଳୟଗୁଡିକରେ ଛାତ୍ରୀଛାତ୍ରଙ୍କ ନାମ ଲେଖାଠାରୁ ଆରମ୍ଭ କରି ବିଦ୍ୟାଳୟ ଛାଡିବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଫାଇଲ୍‌ରେ ରଖାଯାଉଛି। ଯଦ୍ଦ୍ବାରା ଅଯଥା କାଗଜପତ୍ର କାମ ସାଙ୍ଗକୁ ଅନେକ କିଛି ତ୍ରୁଟି ପରିଲକ୍ଷିତ ହେଉଛି। କିନ୍ତୁ ଏଣିକି ସେଭଳି ଆଉ...

ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକ: ‘ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚୁ’

ଜଗତ୍‌ସିଂହପୁର ଅଫିସ୍‌,୬ା୨: ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ଯୋଜନାଗୁଡିକ ଲୋକଙ୍କ ନିକଟରେ ପହଞ୍ଚିବା ଦରକାର। ଏଥିରୁ ଯେପରି କେହି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯିବା ଆବଶ୍ୟକ। ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ବାଲିକୁଦା-ଏରସମା ବିଧାନସଭା...

ପ୍ରସ୍ତାବିତ ଚିଙ୍ଗୁଡ଼ି ପ୍ରକ୍ରିୟାକରଣ ପ୍ରକଳ୍ପ ବିରୋଧରେ ଗଣଧାରଣା ଜାରି: ସମର୍ଥନ ଜଣାଇଲେ ୪ ସଙ୍ଗଠନ

ଏରସମା,୬ା୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଜିରାଇଲୋ ପଞ୍ଚାୟତର ଶରବା ଗ୍ରାମ ନିକଟରେ ହେବାକୁ ଥିବା ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧକରି ଭିଟାମାଟି ସୁରକ୍ଷା ସମିତି ଦେଇଥିବା ଧାରଣା ବୁଧବାର ୧୬ଦିନରେ ପହଞ୍ଚତ୍ଛି। ପ୍ରଶାସନ ଆନ୍ଦୋଳନକାରୀଙ୍କ ଦାବିକୁ ଗୁରୁତ୍ୱ ନ ଦେବା...

ବ୍ରାଉନସୁଗାର କାରବାରକୁ ନାହିଁ ଲଗାମ: ଥାନା, ଫାଣ୍ଡି, ମନ୍ଦିର ସମ୍ମୁଖରେ ଚାଲିଛି ବିକ୍ରି

ନୟାଗଡ଼ ଅଫିସ,୬ା୨: ଖୋର୍ଦ୍ଧା ପରେ ନୟାଗଡ଼ ଜିଲା ଏବେ ବ୍ରାଉନସୁଗାର ବ୍ୟବସାୟୀଙ୍କ କବ୍‌ଜାରେ। ଜିଲାର ବିଭିନ୍ନ ଥାନା, ଫାଣ୍ଡି, ମନ୍ଦିର, ଶିକ୍ଷାନୁଷ୍ଠାନ ସମ୍ମୁଖରେ ବ୍ରାଉନସୁଗାର ବିକ୍ରି ହେଉଛି। କାରବାର ବଢ଼ାଇବା ପାଇଁ ବେକାର ଯୁବକ, ଗରିବ ଲୋକଙ୍କୁ ଏଥିରେ ନିୟୋଜିତ...

ଚାଷ ଛଡାଇ ନେଲା ଚିନିକଳ: ବୁଡିବାକୁ ବସିଛି ଆଖୁଚାଷ

ନୟାଗଡ଼ ଅଫିସ,୬ା୨: ନୟାଗଡ଼ ଜିଲାର ପାରମ୍ପରିକ ଅର୍ଥକରୀ ଫସଲ ଆଖୁଚାଷ ଏବେ ବୁଡିବାକୁ ବସିଛି। କାହିଁ କେଉଁ କାଳରୁ ଏଠାକାର ଚାଷୀ ଆଖୁ ଚାଷ କରି ଘଣା ବୁଲାଇ ଗୁଡ କରିଆସୁଥିଲେ। ଚିନିକଳ ହେବା ପରେ ୧୯୮୦ ପରଠାରୁ ଗୁଡକୁ...

ବ୍ରାଉନ ସୁଗାର ଜବତ: ଜଣେ ଗିରଫ

ରାଇରଙ୍ଗପୁର,୬ା୨(ଡି.ଏନ୍‌.ଏ.)- ରାଇରଙ୍ଗପୁର ପୋଲିସ ବୁଧବାର ଚଢାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସର୍କଲ ଏସ୍‌ଡିପିଓ ସ୍ନେହାଶିଷ ସାହୁଙ୍କ ନେତୃତ୍ୱରେ ଟାଉନ ଥାନା ଅଧିକାରୀ ଇନ୍ସପେକ୍ଟର ରେଣୁବାଳା ସାହୁ ଏବଂ ସବ୍‌ଇନ୍ସପେକ୍ଟର ସଙ୍ଗୀତା...

ବେକାରମୁକ୍ତ ମୟୂରଭଞ୍ଜ ଗଠନ ପାଇଁ ଦାବିପତ୍ର

ବାରିପଦା ଅଫିସ, ୬ା୨- ଅଣରାଜନୈତିକ ଯୁବ ସଂଗଠନ ଭଞ୍ଜ ସେନା ପକ୍ଷରୁ ବୁଧବାର ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଏକାଧିକ କର୍ମୀ...

ପରେଡ୍‌ରେ ଅଣଛାତ୍ର ଟ୍ରଫି ହାତେଇନେବା ଘଟଣା: ଶିକ୍ଷକ ନିଲମ୍ବିତ

ବାଲେଶ୍ୱର ଅଫିସ,୬।୨ – ବାଲେଶ୍ୱର ପୋଲିସ ଲାଇନ୍‌ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ୭୧ତମ ଜନରାଜ୍ୟ ଦିବସରେ ଚଳିତବର୍ଷ ହାଇସ୍କୁଲସ୍ତରରେ ପୋଲିସ ହାଇସ୍କୁଲ ପକ୍ଷରୁ ଏନ୍‌ସିସି ଟିମ୍‌ ପରେଡ୍‌ ପ୍ରତିଯୋଗିତାରେ ପ୍ରଥମ ବିବେଚିତ ହୋଇଥିଲେ। ଉକ୍ତ ଦଳରେ ୭ଜଣ ପିଲା(ପୂର୍ବତନ ଛାତ୍ର...

ବିଦେଶରୁ ମୃତଦେହ ଆଣିବା ପାଇଁ ଅଣ୍ଟା ଭିଡ଼ିଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୬।୨- କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବିଦେଶରେ ମୃତ୍ୟୁବରଣ କରିଥିବା ଦୁଇ ଓଡ଼ିଆ ଯୁବକଙ୍କ ମରଶରୀରକୁ ଆଣିବା ପାଇଁ ଅଣ୍ଟା ଭିଡ଼ିଥିବାର...

ଦୁର୍ଘଟଣାରୁ ବର୍ତ୍ତିଲା ବସ୍‌, ୫୦ ପର୍ଯ୍ୟଟକ ସୁରକ୍ଷିତ

ଦାରିଙ୍ଗବାଡ଼ି/ ସୋରଡା, ୫।୨(ଡି.ଏନ.ଏ.) -କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ୯ ନଂ.ଘାଟି ବୁଲାଣୀ ରାସ୍ତାରେ ବୁଧବାର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଛି ଏକ ଘରୋଇ ବସ୍‌। ୫୦ପର୍ଯ୍ୟଟକଙ୍କୁ ନେଇ ଏହି ବସ୍‌ ଦାରିଙ୍ଗବାଡିରୁ ଭୁବନେଶ୍ୱର ଫେରୁଥିଲା। ସୂଚନାପ୍ରକାରେ, ଭୁବନେଶ୍ୱରରୁ ଏକ ଘରୋଇ...

ଶ୍ୱଶୁରଙ୍କ ଆକ୍ରମଣରେ ଜ୍ୱାଇଁ ଗୁରୁତର

ପରଜଙ୍ଗ, ୫।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗ୍ରାମରେ ମଙ୍ଗଳବାର ରାତିରେ ଶ୍ୱଶୁର ଘର ଲୋକଙ୍କ ମରଣାନ୍ତକ ଆକ୍ରମଣରେ ଜ୍ୱାଇଁ ଗୁରୁତର ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଆକ୍ରମଣର ଶିକାର ହୋଇଛନ୍ତି ଯାଜପୁର...

ବଲାଙ୍ଗୀର ସିଲେଟକାନୀରେ ଶିଶୁବଳି ସନ୍ଦେହ

ବଲାଙ୍ଗୀର ଅଫିସ/ଦେଓଗଁ।, ୫ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗଁ। ଥାନା ଅନ୍ତର୍ଗତ ସିଲେଟକାନୀ ଗଁ। ନିକଟ ସୋନଗଡ ନଦୀ କୂଳରୁ ବୁଧବାର ଜଣେ ନାବାଳକଙ୍କ ମୁଣ୍ଡଗଣ୍ଡି ବିଚ୍ଛିନ୍ନ ଅସ୍ଥିକଙ୍କାଳ, ଶାର୍ଟପ୍ୟାଣ୍ଟକୁ ପୋଲିସ ଉଦ୍ଧାର କରିଛି। ଉକ୍ତ ଅସ୍ଥିକଙ୍କାଳ ଓ ଶାର୍ଟପେଣ୍ଟ ୧୪...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri