ଆମ ଜିଲା ଖବର

ପଦଚ୍ୟୁତ ହେଲେ ବାଲସି ସରପଞ୍ଚ: ନାଏବ ସରପଞ୍ଚ ତୁଲାଇବେ ସରପଞ୍ଚଙ୍କ ଦାୟିତ୍ୱ

କେସିଙ୍ଗା,୨୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୃହୀତ ପାଇଁ ଗତ ୨୮ ତାରିଖରେ ଗୁପ୍ତ ଭୋଟିଂ ହୋଇଥିଲା। ଏହି ଭୋଟିଂରେ ଦୁଇ ତୃତୀୟାଂଶରୁ ଅଧିକ ଓ୍ବାର୍ଡ...

ଚିଲିକାରେ ୬ଲକ୍ଷ ବିଦେଶାଗତ ପକ୍ଷୀ:ଜାନୁଆରୀ ୧୭ରେ ପକ୍ଷୀ, ୨୧ରେ ଡଲ୍‌ଫିନ ଗଣନା

ବାଲୁଗଁା,୨୦ା୧୨(ସଂଗ୍ରାମ ପାଇକରାୟ):ଶୀତର ପ୍ରକୋପ ବଢ଼ିଥିବା ବେଳେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ମଧ୍ୟ ଆଗମନ ବଢ଼ିଛି। ଗତ ୧୮ତାରିଖ ତଥା ବୁଧବାର ସୁଦ୍ଧା ଚିଲିକାରେ ୧୦୨ ପ୍ରଜାତିର ୬ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀଙ୍କ ସମାଗମ ହୋଇଛି। ସେଥିମଧ୍ୟରୁ ପକ୍ଷୀ ଅଭୟାରଣ୍ୟ ନଳବଣରେ...

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖତ ଖାଉଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୦ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ଦୁଇଗୋଟି ପୁରୁଣା ସରକାରୀ ଆମ୍ବୁଲାନ୍ସ ଦୀର୍ଘବର୍ଷ ହେଲା ମେଡିକାଲ ପରିସରରେ ପଡ଼ି ଖତ ଖାଉଛି। ଭଲ ଚିକିତ୍ସାସେବା ପାଇବା ପାଇଁ ଅଞ୍ଚଳର ଲୋକେ ଏହି...

ଚାକିରିରୁ ବଞ୍ଚିତ ପ୍ରାର୍ଥୀଙ୍କୁ ଓପିଏସ୍‌ସି ଦେବ ୧ ଲକ୍ଷ କ୍ଷତିପୂରଣ

କଟକ,୨୦ା୧୨ (କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ତ୍ରୁଟି ଯୋଗୁ ୫ ବର୍ଷ ଧରି ଓଏଏସ୍‌ ଚାକିରିରୁ ବଞ୍ଚତ୍ତ ଜଣେ ଯୋଗ୍ୟ ପ୍ରାର୍ଥୀଙ୍କୁ ତାଙ୍କର ପ୍ରାପ୍ୟ ଦେବା ନିମନ୍ତେ ସାଧାରଣ ପ୍ରଶାସନ ବିଭାଗ ତତ୍ପରତା ପ୍ରକାଶ କରିଛି। ନିଯୁକ୍ତି, ବରିଷ୍ଠତା...

୪ରେ ପାଟଣା ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ପାଟଣା,୨୦ା୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ବିରୋଧରେ ଜାନୁୟାରୀ ୪ ତାରିଖ ଅପରାହ୍ନ ୧୧ ଟା ୩୦ରେ ଅନାସ୍ଥା ଭୋଟ ହେବ। ଏ ନେଇ କେନ୍ଦୁଝର ଉପ ଜିଲାପାଳ ଉମାଶଙ୍କର ଦଳେଇଙ୍କ କାର୍ଯ୍ୟାଳୟ ପକ୍ଷରୁ...

ଅନ୍‌ଲାଇନ ଠକେଇ: ଝାଡ଼ଖଣ୍ଡରୁ ଅଭିଯୁକ୍ତ ଗିରଫ

ନୂଆପଡ଼ା,୧୯ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡ଼େନ ଥାନା ଅଞ୍ଚଳରେ ଏକ ସାଇବର ଠକେଇ ଘଟଣାରେ ନୂଆପଡ଼ା ପୋଲିସ ଝାଡଖଣ୍ଡରୁ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଏ ନେଇ ଜିଲା ପୋଲିସ କାର୍ଯ୍ୟାଳୟଠାରେ ଏକ...

ଦେଓମାଳି ପର୍ଯ୍ୟଟନସ୍ଥଳୀ ପରିଦର୍ଶନରେ ଯାଇ କୁହୁଡ଼ିରେ ଫସିଲେ ଉପ ମୁଖ୍ୟମନ୍ତ୍ରୀ ପରିଡ଼ା,ପରେ…  

ପଟ୍ଟାଙ୍ଗି,୧୯।୧୨(ଶରତ ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପଟ୍ଟାଙ୍ଗି ବ୍ଲକ ତଥା କୋଟିଆ ପଞ୍ଚାୟତ ଅଧୀନରେ ରହିଥିବା ଦେଓମାଳି ପର୍ଯ୍ୟଟନସ୍ଥଳୀ ପରିଦର୍ଶନ କରିବାକୁ ଯାଇ ଘନ କୁହୁଡ଼ିରେ ଫସି ଯାଇଛନ୍ତି। ଏ ନେଇ ତାଙ୍କୁ...

କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ କାରାଦଣ୍ଡ: ଲାଞ୍ଚ ମାମଲାରେ ରାୟ ପ୍ରକାଶ

ସୋନପୁର,୧୯।୧୨(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ମାମଲାର ବିଚାରକରି ବଲାଙ୍ଗୀର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ମଳୟ ରଞ୍ଜନ ଦାଶ ସୁବର୍ଣ୍ଣପୁର ଜିଲା ତରଭାର ତତ୍କାଳୀନ ତହସିଲଦାର ଓ ସବ୍‌ରେଜିଷ୍ଟ୍ରାର ତଥା ବର୍ତ୍ତମାନ ନବରଙ୍ଗପୁର ଜିଲା କୋଡ଼ିଙ୍ଗା ତହସିଲଦାରଭାବେ କାର୍ଯ୍ୟରତ ସୁବ୍ରତ କୁମାର ବେହେରାଙ୍କୁ...

୨ ବାଇକ ସହ ଗଞ୍ଜେଇ ଜବତ, ୪ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଗୁରୁବାର ସକାଳେ ପୋଡ଼ା ମାରି ଗ୍ରାମ ନିକଟ ରାସ୍ତାରୁ ୨ ବାଇକ ସହ ୯୦ କେଜି ୫୬୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ୪...

ଭାଇରାଲ ପରେ ଥାନା ଅଧିକାରୀଙ୍କ ଉପରେ ଆକ୍ସନ: ବଦଳିଲେ…

କଟକ,୧୯।୧୨: ଦଳିତ ଯୁବକଙ୍କୁ ରାସ୍ତା ଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଯିବା ଘଟଣାର ଫଟୋ ଭାଇରାଲ ପରେ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି। କାର୍ଯ୍ୟାନୁଷ୍ଠାନ ସ୍ବରୂପ ବୈଦେଶ୍ୱର ଥାନା ଅଧିକାରୀ ପ୍ରିୟଦର୍ଶନ ସେଠୀଙ୍କୁ ଏସ୍‌ପିଙ୍କ ଅଫିସକୁ ବଦଳି...

ଟାଙ୍ଗୀ, ଚିଲିକା ଅଞ୍ଚଳରେ ଭୂମିକମ୍ପ, ଘରେ ସୃଷ୍ଟି ହେଲା ଫାଟ

ନିରାକାରପୁର, ୧୯।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଓ ଚିଲିକା ଅଞ୍ଚଳରେ ଭୂମିକମ୍ପ ଝଟକା। ଗୁରୁବାର ଅପରାହ୍ନ ୪.୫୧ରେ ୧ରୁ ଦୁଇ ସେକେଣ୍ଡ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ କିଛ ଘରେ ଫାଟ ସୃଷ୍ଟି ହେବା ସହିତ...

ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା: ମାଟ୍ରିକ୍‌ ଛାତ୍ରଙ୍କ ୨ ହାତ କଟିଲା, ଥାନାରେ ଏତଲା

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ଦିଗପହଣ୍ଡି ବ୍ଳକ କରପଡ଼ା ଗ୍ରାମ ବଡ଼ ସାହିର ରବି ବେହେରା (୧୫) ନାମକ ଜଣେ ମାଟ୍ରିକ୍‌ ଛାତ୍ରଙ୍କ ୨ ହାତ କଟିଯାଇଥିବା ଖବର ସାମ୍ନାକୁ ଆସିଛି। ଏନେଇ ଛାତ୍ରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri