ଆମ ଜିଲା ଖବର

୧୦ ଦିନ ହେଲା ଧାନ ଜଗିଛନ୍ତି କର୍ଲାମୁଣ୍ଡା ଚାଷୀ

କର୍ଲାମୁଣ୍ଡା,୪।୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ଜରିଆରେ ଖୋଲିଥିବା ମଣ୍ଡିରେ ଚାଷୀମାନେ ଧାନବସ୍ତା ରଖିବାର ୧୦ ଦିନ ବିତିଛି। ହେଲେ ଧାନ ଉଠାଇବା ଲାଗି ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା ଗ୍ରହଣ କରାଯାଉନାହିଁ। ଫଳରେ...

ବାଲିଗୁଡ଼ା କୋର୍ଟରେ ନୂତନ ବିଚାରପତିଙ୍କ ଯୋଗଦାନ: ସ୍ବାଗତ କଲା ଓକିଲ ସଂଘ

ବାଲିଗୁଡା,୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା କୋର୍ଟରେ ନୂତନ ଉପଖଣ୍ଡ ବିଚାରପତି (ଏସ୍‌ଡିଜେଏମ୍‌) ଭାବେ ଚିନ୍ମୟୀ ଜେନା ଯୋଗ ଦେଇଛନ୍ତି। ଏହି ଅବସରରେ ମଙ୍ଗଳବାର ତାଙ୍କୁ ବାଲିଗୁଡା ଓକିଲ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ପ୍ରକାଶ ଯେ, ଏସ୍‌ଡିଜେଏମ୍‌ ସୌମ୍ୟରୂପ...

ମାଲକାନଗିରି ବସ୍‌ଷ୍ଟାଣ୍ଡରୁ ୮ ଶିଶୁ ଶ୍ରମିକ ଉଦ୍ଧାର

ମାଲକାନଗିରି,୪।୨(ଡି.ଏନ୍‌.ଏ)- ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ବସଷ୍ଟାଣ୍ଡଠାରେ ମଙ୍ଗଳବାର ଚାଇଲ୍ଡ ଲାଇନ ମଙ୍ଗଳବାର ଚଢ଼ାଉ କରି ୮ ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି। ଘଟଣାରେ ଜଣେ ଦଲାଲଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ...

ଏସ୍‌ସିବି ପୁନର୍ବିନ୍ୟାସ: ଉଚ୍ଛେଦ ପରେ ୫୫ଜଣଙ୍କୁ କ୍ଷତିପୂରଣ ପ୍ରଦାନ

କଟକ ଅଫିସ, ୪।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ନବକଳେବର ଲାଗି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମଙ୍ଗଳବାର ଏସ୍‌ସିବି ଚାରିପଟରୁ ଉଚ୍ଛେଦ କରାଯିବା ପରେ କ୍ଷତିପୂରଣ ପ୍ରଦାନ କରାଯାଇଛି। ପ୍ରଶାସନ ପକ୍ଷରୁ ମୋଟ ୫୫ଜଣଙ୍କୁ...

ନେଗେଟିଭ୍‌ ଆସିଲା ଫୁଲବାଣୀ ଛାତ୍ରଙ୍କ ରକ୍ତ ନମୂନା

କଟକ ଅଫିସ, ୪।୨: ଚାଇନାର ସିଚୁଆନସ୍ଥିତ ସାଉଥ୍‌ ଓ୍ବେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ୍‌ ପଢ଼ୁଥିବା ଫୁଲବାଣୀର ଜଣେ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଥିଲା। ହେଲେ ମଙ୍ଗଳବାର ତାଙ୍କ ରକ୍ତ ନମୂନା ରିପୋର୍ଟ ନେଗେଟିଭ୍‌ ଆସିଛି। ଫଳରେ...

ଓପିଟିସିଏଲ୍‌ ଗ୍ରୀଡ୍‌ ମରାମତି ପାଇଁ ବିଦ୍ୟୁତ୍‌ କାଟ୍‌

ଭବାନୀପାଟଣା,୪।୨(ଡିଏନଏ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଭଙ୍ଗାବାବରୀରେ ଥିବା ଓପିଟିସିଏଲ ଗ୍ରୀଡ୍‌ ମରାମତି ପାଇଁ ବିଦ୍ୟୁତ କାଟ ହେବ । ଏ ନେଇ ମଙ୍ଗଳବାର ୱେସ୍କୋର ପୂର୍ବଖଣ୍ଡ ଡିଭିଜନ ନିର୍ବାହୀଯନ୍ତ୍ରୀ ଇଂ ଆଲୋକ ପଟ୍ଟନାୟକ ଏକ ପ୍ରେସ ବିଜ୍ଞପ୍ତିରେ...

ଅନ୍ୟମାନଙ୍କ ପାଇଁ ସାଜିଲେ ପ୍ରେରଣା: ସଡ଼କ ଦୁର୍ଘଟଣାରେ ମୃତ ପ୍ରିୟଙ୍କାଙ୍କ କିଡ୍‌ନୀ, ଚକ୍ଷୁ ଦାନ କଲେ ପରିବାର

ଦିଗପହଣ୍ଡି,୪।୨(ଡି.ଏନ୍‌.ଏ.): ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ରାଣୀ ସାହିର ପ୍ରିୟଙ୍କାରାଣୀ ରାଜୁ(୨୬)ଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଥିଲା। ପରେ ପରିବାର ଲୋକଙ୍କ ସହମତି ଭିତ୍ତିରେ ପ୍ରିୟଙ୍କାଙ୍କ ଦୁଇଟି କିଡ୍‌ନୀ ଓ...

ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ବିଜେଡି ପ୍ରତିନିଧି ଦଳ

ବରଗଡ଼ ଅଫିସ, ୪।୩- ବରଗଡ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ତଥା ଏହାକୁ ସିଟି ହସପିଟାଲ ଘୋଷଣା ଦାବିରେ ଅସନ୍ତୋଷ ଲାଗି ରହିଛି। ଏହାକୁ ନେଇ ସୋମବାର ଜନଆନ୍ଦୋଳନ ହେବା ପରେ ପୁରୁଣା...

ବରଗଡ଼ ସହର ବନ୍ଦ: ସରକାରୀ, ବେସରକାରୀ ଅଫିସ ଅଚଳ

ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ମଙ୍ଗଳବାର ବନ୍ଦ ପାଳନ କରାଯାଇଛି। ଏଥିପାଇଁ ସହରର ସମସ୍ତ ସରକାରୀ, ବେସରକାରୀ ଅଫିସ, ସ୍କୁଲ, କଲେଜ,...

ବିପୁଳ ପରିମାଣର ଶାଗୁଆନ, ଶାଳ କାଠ ଜବତ: ୨ ଅଟକ

ଛେଣ୍ଡିପଦା,୪।୧(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କୋରଡ଼ା ଗାଁରେ ମଙ୍ଗଳବାର ଛେଣ୍ଡିପଦା ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ଶାଗୁଆନ ଓ ଶାଳ କାଠ ଜବତ କରାଯାଇଛି। ଏହା ସହ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ...

ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ ବାଲେଶ୍ୱର ଗସ୍ତ: ‘ମୋ ସରକାରକୁ’ କ୍ରିୟାଶୀଳ ଲାଗି ସମୀକ୍ଷା

ବାଲେଶ୍ୱର ଅଫିସ,୪।୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ମଙ୍ଗଳବାର ବାଲେଶ୍ୱର ଗସ୍ତ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ଅପରାଧ ହ୍ରାସକରିବା ବିଶେଷ କରି ‘ମୋ ସରକାରକୁ’ ଅଧିକ କ୍ରିୟାଶୀଳ କରିବା ସହ ଜନସାଧାରଣଙ୍କୁ ସେବା ଯୋଗାଇଦେବା ଉପରେ...

ବରଗଡ଼ ବନ୍ଦ : ବହୁ ସମୟ ପରେ ନୂତନ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ସ୍ବାସ୍ଥ୍ୟ କର୍ମଚାରୀ

ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସପିଟାଲ ଘୋଷଣା ଦାବିରେ ମଙ୍ଗଳବାର ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ବରଗଡ଼ ସହରରେ ବନ୍ଦ ପାଳନ କରାଯାଉଛି । ଏହାର ପ୍ରଭାବରେ ଅତ୍ୟାବଶ୍ୟକ ସେବା ବ୍ୟତୀତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri