କଳିଙ୍ଗନଗର,୪ା୨(ଡି.ଏନ.ଏ): କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା କାରଖାନା ପାଇଁ ଚାନ୍ଦିଆ, ବାଲିଗୋଠ, ଗୋବର ଘାଟି, କଳାମାଟିଆ, ବାଇଡୁବୁରୀ, ଗାଢପୁର, ଚମ୍ପାକୋଇଲି, ବାନ୍ଦରଗାଡିଆ, ବାମିୟାଗୋଠ, ମାନିଆପାତଳ, ଅମ୍ବଗଡିଆ ଗ୍ରାମବାସୀ ବିସ୍ଥାପିତ ହୋଇଥିଲେ। ମାତ୍ର ଏଯାବତ୍ ସେମାନଙ୍କ ନାମ ବିସ୍ଥାପିତ ତାଲିକାରେ ଅର୍ନ୍ତଭୁକ୍ତ ହୋଇନାହିଁ।...
ଝାରବନ୍ଧ, ୪।୨ (ଡି.ଏନ.ଏ) ଝାରବନ୍ଧ ବ୍ଲକ ଡଭା କୃଷି ସମବାୟ ସମିତିର ଚାଷୀମାନେ ସେମାନଙ୍କ ଧାନ ବିକ୍ରି କରିପାରୁନାହାନ୍ତି। ଏକ ସପ୍ତାହ ମଧ୍ୟରେ ଏହି ସମସ୍ୟାର ସମାଧାନ କରା ନ ଗଲେ ସେମାନେ ରାସ୍ତା ଅବରୋଧ କରିବାକୁ ଧମକ ଦେଇଛନ୍ତି।...
ନୟାଗଡ ଅଫିସ, ୪ା୨(ଲୋକନାଥ ମିଶ୍ର): ପରିଚୟ ପାଇଁ ସଂଘର୍ଷ ଜାରି ରହିଥିଲେ ମଧ୍ୟ ଓଡିଆ କନ୍ଧଜାତି ପାଉନାହାନ୍ତି ମାନ୍ୟତା। ପରିଚୟ ପାଇଁ ସେମାନେ ବିଭିନ୍ନ ସମୟରେ ଆନ୍ଦୋଳନ, ଧାରଣା, ଅଭିଯୋଗ, ପ୍ରତିବାଦ କରୁଥିଲେ ବି ସୁଫଳ ମିଳୁନି। ଏହି ପରିପ୍ରେକ୍ଷୀରେ...
Page 4,706 of 6,016« First«...102030...4,7044,7054,7064,7074,708...4,7204,7304,740...»Last »
Archives
Model This Week
ପିଲାଙ୍କ ଧରିତ୍ରୀ