ଆମ ଜିଲା ଖବର

ଚାନ୍ଦପଶି ନିକଟରେ ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଦୁଇ ଚାଳକ ମୃତ

କେନ୍ଦୁଝର,୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଗୋପାଳପୁର ଚାନ୍ଦପଶି ନିକଟ ୨୦ନଂ ଏନ୍‌ଏଚ୍‌ରେ ଶନିବାର ବିଳମ୍ବିତ ରାତିରେ ଦୁଇଟି ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଯୋଗୁ ଦୁଇଜଣ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବରପାଇ ପୋଲିସ ଘଟଣାସ୍ଥଳରେ...

କାନ୍ଥ ନିର୍ମାଣ ନେଇ ପଡ଼ୋଶୀଙ୍କ ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ୩ ଗୁରୁତର: ୫ ଗିରଫ

ଆସିକା,୨।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ସୁମନ୍ତପଲ୍ଲୀ ଗ୍ରାମରେ ଶନିବାର ବିଳମ୍ବତ ରାତିରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ଉକ୍ତ ଗ୍ରାମର ଗୋଟିଏ ପରିବାରର ୩ଜଣ ସଦସ୍ୟ ଗୁରୁତର ହୋଇଛନ୍ତି । ସେମାନେ ହେଲେ ପୂର୍ଣ୍ଣଚନ୍ଦ୍ର ଗୌଡ, ତାଙ୍କ...

ମାଓବାଦୀ ପୋଷ୍ଟର: ଠିକାଦାର, ସୁପରଭାଇଜରଙ୍କୁ ହତ୍ୟା ଧମକ

ଭବାନୀପାଟଣା,୨।୨(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲାରେ ମାଓବାଦୀ ପୁଣି ପୋଷ୍ଟର ଲଗାଇଥିବା ଦେଖିବାକୁ ମିଳିଛି। ରାସ୍ତାକାମ ବନ୍ଦ କରିବାକୁ ଏଥିରେ ଚେତାବନୀ ଦିଆଯାଇଥିବା ବେଳେ କାମ ବନ୍ଦ ନ ହେଲେ ଠିକାଦାର ଓ ସୁପରଭାଇଜରଙ୍କୁ ମୃତ୍ୟୁଦଣ୍ଡର ଧମକ ମଧ୍ୟ ଦିଆଯାଇଛି। ସୂଚନାନୁଯାୟୀ,...

ସିଟି ହସ୍‌ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବରଗଡ଼ ବିଧାୟକ

ବରଗଡ଼ ଅଫିସ, ୨।୨- ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍‌ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଚିଠି ଲେଖିଛନ୍ତି। ବରଗଡ଼...

୧୮ ଫୁଟ ଖାଲରେ ଖସିପଡ଼ିଲା ହାତୀ: ୫ ଘଣ୍ଟାର ଅପରେଶନ ପରେ ଉଦ୍ଧାର କଲା ବନବିଭାଗ

ଶେରଗଡ଼/ଦିଗପହଣ୍ଡି,୨।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଳକ ଅଧୀନ ଅଲାରିଗଡ଼ ଗ୍ରାମ ଲଣ୍ଡା ଶିଖ ଜେନାଖୋଲ ପାହାଡ଼ ନିକଟରେ ପ୍ରାୟ ୧୮ ଫୁଟ ଖାଲରେ ଏକ ମାଈହାତୀ ଖସି ପଡ଼ିଥିଲା। ବନକର୍ମଚାରୀ, ଦମକଳବାହିନୀ ଏବଂ ଗ୍ରାମବାସୀଙ୍କ ପ୍ରଚେଷ୍ଟାରେ ଦୀର୍ଘ ୫ ଘଣ୍ଟା...

ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ଧୀବରଙ୍କ ଜାଲରେ ପଡ଼ିଲା କୁମ୍ଭୀର

ବାହାନଗା,୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ରୂପଖଣ୍ଡ ସମୁଦ୍ର ମଧ୍ୟରେ ରବିବାର ଧୀବରମାନଙ୍କ ଜାଲରେ ଏକ ବଉଳା କୁମ୍ଭୀର ପଡ଼ିଛି। ଭୋର ସମୟରେ ସମୁଦ୍ର ମଧ୍ୟକୁ ମାଛ ମାରିବାକୁ ଯାଇଥିବା ଧୀବରମାନଙ୍କ ଜାଲରେ ପଡ଼ିଥିବା ଉକ୍ତ କୁମ୍ଭୀରକୁ ସକାଳେ କୂଳକୁ...

ତିନିକୋଶିଆ ଜଙ୍ଗଲରୁ ପୁଣି ମୃତଦେହ ଉଦ୍ଧାର: ଲୋକେ ଭୟଭୀତ, ପୋଲିସର ତଦନ୍ତ ଆରମ୍ଭ

ସଜନାଗଡ଼,୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ଼ ପଞ୍ଚାୟତ ପିଡବ୍ଲ୍ୟୁ ୧୯ନଂ. ରାଜ୍ୟ ରାଜପଥ ପାର୍ଶ୍ୱ ତିନିକୋଶିଆ ଜଙ୍ଗଲରୁ ରବିବାର ପୂର୍ବାହ୍ନରେ ପୁଣି ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ହେଲେ ମୟୂରଭଞ୍ଜ ଜିଲା...

ଗାଜଲବାଡ଼ି ଘାଟିରେ ସରୁନି ଗାର୍ଡଓ୍ବାଲ କାର୍ଯ୍ୟ, ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ଟଳିଲା ବଡ଼ଧରଣର ଦୁର୍ଘଟଣା

ଦାରିଙ୍ଗବାଡ଼ି,୨।୨(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ଘାଟିରେ ରବିବାର ସକାଳେ ଏକ ବଡ଼ ଧରଣର ଦୁର୍ଘଟଣା ଟଳି ଯାଇଛି। ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରକ୍‌ଟିକୁ ରୋକିବାରେ ସଫଳ ହୋଇଛନ୍ତି। ସୂଚନାଯୋଗ୍ୟ, ଟ୍ରକ ନଂ.(ଓଆର-୧୫ ଆର୍‌-୦୩୬୩) ଦାରିଙ୍ଗବାଡ଼ିରୁ ୫୯ନଂ ଜାତୀୟ ରାଜପଥରେ...

ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର, ପୋଷ୍ଟର: ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଉଲ୍ଲେଖ

ମାଲକାନଗିରି,୨।୨(ସ୍ବ.ପ୍ର.): ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର ଓ ପୋଷ୍ଟର ରବିବାର ଦେଖିବାକୁ ମିଳିଛି। ପୋଲିସ ଓ ସରକାରଙ୍କୁ ବିରୋଧ କରି ଏହି ପୋଷ୍ଟର ଲଗାଯାଇଛି। ଯୋଡ଼ାମ୍ବରୁ ପଣସପୁଟ ପର୍ଯ୍ୟନ୍ତ ଦୀର୍ଘ ୧୦ କିଲୋମିଟର ଯାଏ ଏହି ପୋଷ୍ଟର ଲାଗିଥିବା...

ପରଲୋକରେ ବିପ୍ଳବୀ କବି ରବି ସିଂ

କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ...

ଗୁରୁତର ଅବସ୍ଥାରେ ଭାଲୁଛୁଆ ଉଦ୍ଧାର

ପାଟଣା,୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଫୁଲପାହାଡ଼ି ଗ୍ରାମ୍ୟ ଜଙ୍ଗଲରୁ ଶନିବାର ପୂର୍ବାହ୍ନରେ ଏକ ଆହତ ଭାଲୁ ଛୁଆକୁ ବନବିଭାଗ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା କରି ଜଙ୍ଗଲର ଛାଡିଦେଇଥିଲା। ହେଲେ ରବିବାର ସକାଳୁ ଭାଲୁ ଛୁଆଟିକୁ...

ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀଙ୍କ ତୀବ୍ର ବିରୋଧ: ଘଟଣାସ୍ଥଳ ଛାଡିଲେ କମ୍ପାନୀ କର୍ତ୍ତୃପକ୍ଷ

କୁଆଁରମୁଣ୍ଡା,୨।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ସରକାରୀ ଡାଏରି ଫାର୍ମର ୨୦ ଏକରରୁ ଊର୍ଦ୍ଧ୍ୱ ଜାଗାରେ ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରୁ ଏକ ଘରୋଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri