ଆମ ଜିଲା ଖବର

ଏସ୍‌ସିବି ମେଡିକାଲରେ ପ୍ରଥମ କରୋନା ସନ୍ଦିଗ୍ଧ

କଟକ ଅଫିସ,୨।୨: ଚାଇନାର ସିଚୁଆନ ସ୍ଥିତ ସାଉଥ ୱେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ ପଢୁଥିବା ଫୁଲବାଣୀର ଜଣେ ଡାକ୍ତରୀ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ଚିକିତ୍ସାଲାଗି ତାଙ୍କୁ ଏସ୍‌ସିବି ମେଡିକାଲର ସ୍ବତନ୍ତ୍ର ଆଇସୋଲେଶନ୍‌ ୱାର୍ଡରେ ଭର୍ତ୍ତି...

ବାଲେଶ୍ୱର ଜିଲା ଚିଠି: ଶିଶୁ ସୁରକ୍ଷା ଯୋଜନା

ପଞ୍ଚାୟତସ୍ତରରେ ପିଲାମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଉନ୍ନୟନମୂଳକ ଯୋଜନା ପ୍ରଣୟନ କରିଛନ୍ତି। ସେଥିମଧ୍ୟରୁ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷା ଯୋଜନା ଅନ୍ୟତମ। ଅସୁରକ୍ଷିତ ପିଲାଙ୍କୁ ଉଦ୍ଧାର କରି ଜିଲା ଶିଶୁ କମିଟି ମାଧ୍ୟମରେ ଥଇଥାନ କରାଯିବା...

ହଜିଗଲାଣି ମଣିଷପଣିଆ: କାର୍‌ ଡିକିରେ ବାପାଙ୍କ ମୃତଦେହ ସ୍ବର୍ଗଦ୍ୱାର ଆଣିଲେ ପୁଅ

ପୁରୀ ଅଫିସ, ୨।୨: ମୃତଦେହକୁ ମଶାଣି ପର୍ଯ୍ୟନ୍ତ ନେବା ପାଇଁ ଲୋଡ଼ା ହେଉଥିଲା ଛ’ ଖଣ୍ଡ କାଠ। କାନ୍ଦ ବୋବାଳିରେ ଫାଟି ପଡୁଥିଲା ଘରଦ୍ୱାର। ସାହିଭାଇ କୋକେଇ କାନ୍ଧେଇ ମଶାଣି ଅଭିମୁଖେ ଚାଲୁଥିଲେ। ଏବେ ସେ ଦୃଶ୍ୟ ଆଗଭଳି ଆଉ...

ମାଟ୍ରିକ ପରୀକ୍ଷା: ୬ରୁ ମିଳିବ ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୨।୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥି ନିମନ୍ତେ ଆଡ୍‌ମିଟ କାର୍ଡ ଆସନ୍ତା ୬ ତାରିଖରୁ ମିଳିବ...

‘ଯାଜପୁରକୁ ରାଜ୍ୟର ସର୍ବଶ୍ରେଷ୍ଠ ପୌରାଞ୍ଚଳରେ ପରିଣତ କରାଯିବ’

ଯାଜପୁର ଟାଉନ,୨।୨(ଡିଏନଏ): ଯାଜପୁର ପୌରାଞ୍ଚଳ ରାଜ୍ୟର ଏକ ଆଦର୍ଶ ଓ ଅତ୍ୟାଧୁନିକ ପୌରାଞ୍ଚଳରେ ପରିଣତ କରାଯିବ ବୋଲି ଜିଲାପାଳ ରଞ୍ଜନ କୁମାର ଦାସ ମତବ୍ୟକ୍ତ କରିଛନ୍ତି। ଯାଜପୁର ପୌରାଞ୍ଚଳକୁ ରାଜ୍ୟର ସର୍ବଶ୍ରେଷ୍ଠ ପୌରାଞ୍ଚଳ କରିବା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ...

ନିଯୁକ୍ତି ପ୍ରଦାନରେ କେନ୍ଦ୍ର, ରାଜ୍ୟ ସରକାର ବିଫଳ

ରାହାମା,୨ା୨(ଡି.ଏନ.ଏ.): ଆଜିର ଦିନରେ ଜାତୀୟ ନାଗରିକତା ଅଭିଲେଖ ନୁହେଁ ବରଂ ଜାତୀୟ ବେରୋଜଗାର ଅଭିଲେଖର ଆବଶ୍ୟକତା ରହିଛି। ଜଗତ୍‌ସିଂହପୁର ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଅଶ୍ୱିନୀ ସ୍ବାଇଁ କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏକଥା...

ପ୍ରଧାନଶିକ୍ଷକଙ୍କ ନାମରେ ଅନିୟମିତତା ଅଭିଯୋଗ

ରାହାମା,୨ା୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ବଡ଼ବାଲିକଣି ପଞ୍ଚାୟତରେ ଥିବା ସାନବାଲିକଣି ପ୍ରାଥମିକ ବିଦ୍ୟାଳୟରେ ନାନା ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ ବିଭୁପ୍ରସାଦ ଦାଶ ଏସବୁ ଅନିୟମିତତା କରିଥିବା ନେଇ ଛାତ୍ରାଭିଭାବକ ଓ ବିଦ୍ୟାଳୟ କମିଟି ସଭ୍ୟମାନେ କୁଜଙ୍ଗ...

ପଞ୍ଚଦଶତମ ପାତାଳି ମହୋତ୍ସବ ଉଦ୍‌ଯାପିତ

ଉଲୁଣ୍ଡା, ୨ା୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୋଟସମଲାଇସ୍ଥିତ ଅନ୍ୟତମ ପର୍ଯ୍ୟଟନସ୍ଥଳୀ ପାତାଳି ଶ୍ରୀକ୍ଷେତ୍ରଠାରେ ଚାଲିଥିବା ପଞ୍ଚଦଶତମ ପାତାଳି ମହୋତ୍ସବ ଶନିବାର ପୂର୍ଣ୍ଣାହୂତି ସହ ସମ୍ପନ୍ନ ହୋଇଛି। ପ୍ରଥମେ କଳସ ଯାତ୍ରା କରାଯାଇ ସ୍ଥାପନ କଲାପରେ ୫୬ ପ୍ରହର ନାମଯଜ୍ଞ...

ମ୍ୟୁନିସିପାଲିଟି ପକ୍ଷରୁ ଜବରଦଖଲ ଉଚ୍ଛେଦ

ବଲାଙ୍ଗୀର ଅଫିସ, ୨ା୨: ବଲାଙ୍ଗୀର ମ୍ୟୁନିସସିପାଲିଟି ପକ୍ଷରୁ ଚାଲିଥିତ୍ବା ଜବରଦଖଲ ଉଚ୍ଛେଦ ଅଭିଯାନକ୍ରମରେ ଶନିବାର ସହରର ପାଟଣା ହୋଟେଲ ଛକ ଠାରୁ ବାଳିକା ଉଚ୍ଚ ବିଦ୍ୟାଳୟ ପାଖ ପର୍ଯ୍ୟନ୍ତ ରାସ୍ତାର ଗୋଟିଏ ପଟେ ଜବରଦଖଲ ଉଚ୍ଛେଦ କରାଯାଇଥିଲା ା ସରକାରୀ...

ପଥର ମାରି ୪ ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ : କାର୍‌ ଡ୍ରାଇଭରଙ୍କ ସମେତ ୬ ଗିରଫ

ବଲାଙ୍ଗୀର ଅଫିସ, ୨ା୨: ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବଲାଙ୍ଗୀର-ଦେଓଗଁା ୨୬ ନମ୍ବର ଜାତୀୟ ରାଜପଥର ସିନ୍‌ଖମନ ଢ଼ାବା ନିକଟରେ ଗତ ୨୨ତାରିଖ ଦିନ ଏକ କାର ଉପରକୁ ପଥର ମାରି ୪ ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ...

ଦୀପ୍ତିଜ୍ୟୋତି ସୁପର ମଡେଲ

ଭୁବନ, ୨ା୨(ଡି.ଏନ.ଏ.) – ସର୍ବଭାରତୀୟସ୍ତରରେ ଆୟୋଜିତ ଏଆଇଡବ୍ଲ୍ୟଏ ସୁପର ମଡେଲ ପ୍ରତିଯୋଗିତାରେ ବାଜିମାତ୍‌ କରିଛନ୍ତି ଢେଙ୍କାନାଳ ଜିଲା ଭୁବନର ଦୀପ୍ତିଜ୍ୟୋତି ପଟ୍ଟନାୟକ (୨୪)। ବମ୍ବେରେ ଆୟୋଜିତ ଏହି ପ୍ରତିଯୋଗିତାରେ ୬ଜଣ ପୁଅ ଏବଂ ୬ଜଣ ଝିଅଙ୍କୁ ପଛରେ ପକାଇ ଶ୍ରେଷ୍ଠ...

ଦୁର୍ନୀତିରେ ପରଜଙ୍ଗ ବ୍ଲକ ଜିଲାରେ ପ୍ରଥମ

ପରଜଙ୍ଗ,୨।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ ଦୁର୍ନୀତିର ଗନ୍ତାଘର ପାଲଟିଥିବା ଅଭିଯୋଗ ଆଣିଛି ଭାଜପା। ଏହାର ପ୍ରତିବାଦରେ ଆଗାମୀ ଦିନରେ ବ୍ଲକ ଘେରାଉ କରାଯିବ ବୋଲି ଦଳ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶନିବାର ସ୍ଥାନୀୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri