ଆମ ଜିଲା ଖବର

ସ୍ବାସ୍ଥ୍ୟ ବିଭାଗକୁ ‘କରୋନା’ ଚିନ୍ତା

ଢେଙ୍କାନାଳ ଅଫିସ, ୨।୨ – ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି ‘କରୋନା’ ଭାଇରସ୍‌। ଚାଇନାରୁ ଆରମ୍ଭ ହୋଇଥିବା ଏହି ସଂକ୍ରାମକ ରୋଗ ଦିନକୁ ଦିନ ନିଜର କାୟା ବିସ୍ତାର କରିଚାଲିଛି। ଭାରତରେ ମଧ୍ୟ ଏହାର ପଦଧ୍ୱନି ଶୁଣିବାକୁ ମିଳିଲାଣି।...

ଲାଗିଲା ସଚେତନତା ପୋଷ୍ଟର, ବୁଲିଲା ପ୍ରଚାର ଗାଡ଼ି

ଫୁଲବାଣୀ ଅଫିସ୍‌,୨ା୨-ଫୁଲବାଣୀରୁ ଜଣେ ସନ୍ଦିଗ୍ଧ କରୋନା ରୋଗୀ ବାହାରିବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ସଜାଗ ହୋଇଉଠିଛି। ରବିବାର ଜିଲାର ବିଭିନ୍ନ ସ୍ଥାନରେ କରୋନା ରୋଗର ଲକ୍ଷଣ, ଏହାର ନିରାକରଣ ଉପରେ ସଚେତନତା ପୋଷ୍ଟର ଲଗାଯାଇଛି। ଏଥିସହ ପ୍ରଚାର ଗାଡି...

ଆଜି କନ୍ଧମାଳ ମହୋତ୍ସବ, ପଲ୍ଲିଶ୍ରୀ ମେଳା

ଫୁଲବାଣୀ ଅଫିସ୍‌,୨ା୨-କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୦ ରବିବାର ଉଦ୍‌ଘାଟନ ହେବ। କୋରନେଶନ ପଡିଆଠାରେ ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। ମୋଟ ୧୩୪ ଷ୍ଟଲ କରାଯାଇଥିବାବେଳେ କନ୍ଧମାଳ ସମେତ ରାଜ୍ୟର ବିଭିନ୍ନ...

କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ

ଭଞ୍ଜନଗର/ସୋରଡ଼ା,୨।୨(ଡି.ଏନ୍‌.ଏ.)-ବଳଦଟଣା ଉନ୍ନତ କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ ସୋରଡ଼ା ବ୍ଲକ ଶୋରିଷବିଲ୍ଲୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ପଶୁ ଶକ୍ତିର ସଦୁପଯୋଗ ସମ୍ବନ୍ଧୀୟ ସର୍ବଭାରତୀୟ ସଂଯୋଜିତ ଗବେଷଣା ପ୍ରକଳ୍ପ ତରଫରୁ ଏହି...

ମା’, ପୁଅଙ୍କୁ ଖଣ୍ଡାରେ ଆକ୍ରମଣ ଘଟଣା: ଜେଜେବିରେ ହାଜର ହେଲେ ନାବାଳକ

ବ୍ରହ୍ମପୁର ଅଫିସ,୨ା୨-ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପଣ୍ଡା କଲୋନୀରେ ରହୁଥିବା ମୀନାକ୍ଷୀ ମିଶ୍ର ଓ ତାଙ୍କ ପୁଅ ରାଜା ଓରଫ କୃତ୍ତିବାସ ମିଶ୍ରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଜଣେ ନାବାଳକଙ୍କୁ ଶନିବାର ଜୁଭେନାଇଲ ଜଷ୍ଟିସ ବୋର୍ଡ (ଜେଜେବି)ରେ ହାଜର କରିଛି। ପରେ...

ସମୟକୁ ଜ୍ଞାନ ଆହରଣରେ ଉପଯୋଗ କର: ମନ୍ତ୍ରୀ

ବ୍ରହ୍ମପୁର ଅଫିସ,୨ା୨-ପଠ୍ୟପୁସ୍ତକ ଅଧ୍ୟୟନ ଜୀବନର ମାପକାଠି ନୁହେଁ । କେବଳ ପାଠ୍ୟଖସଡା ସମ୍ପର୍କିତ ପୁସ୍ତକ ପଢି ପରୀକ୍ଷା ଦେବା ଶିକ୍ଷାର ମୂଳମନ୍ତ୍ର ନୁହେଁ । ପାଠ୍ୟପୁସ୍ତକ ସହ ଗ୍ରନ୍ଥାଗାରରେ ସଂଗୃହୀତ ପୁସ୍ତକ, ଖବରକାଗଜ ଅଧ୍ୟୟନ ମାଧ୍ୟମରେ ବାହ୍ୟଜ୍ଞାନ ଆହରଣ କରି...

୩ ଜରିମାନା ଖିଲାପୀ ଖଣିର ସମ୍ପତ୍ତି ଜବତ ନିର୍ଦ୍ଦେଶ

କେନ୍ଦୁଝର,୨ା୨(ଡ଼ି.ଏନ୍‌.ଏ.)- ଜରିମାନା ଖିଲାପୀ ଖଣି ଲିଜ୍‌ଧାରୀଙ୍କ ବିରୋଧରେ କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଚାଲିଥିବା ଓପିଡିଆର୍‌ ସାର୍ଟିଫିକେଟ କେଶ ମଧ୍ୟରୁ ଶନିବାର ୩ଟି ଖଣିର ଶୁଣାଣି ହୋଇଛି। ଏହି ୩ ଖଣିର ସମ୍ପତ୍ତି ଜବତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନା...

କାର୍ଯ୍ୟକ୍ଷମ ହେଉନି ଆହାର କେନ୍ଦ୍ର

ଚମ୍ପୁଆ,୨।୨(ଡି.ଏନ.ଏ)-କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସି ଅନ୍ତର୍ଗତ ବେସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ନିର୍ମିତ ନୂତନ ଆହାରକେନ୍ଦ୍ର କାର୍ଯ୍ୟକ୍ଷମ ହେଉ ନ ଥିବା ଅଭିଯୋଗ ହୋଇଛି। ଉକ୍ତ ଆହାରକେନ୍ଦ୍ର ସମ୍ମୁଖରେ ଡ୍ରେନ୍‌ ସ୍ଲାବ ପଡି ନ ଥିବା ଓ ପାଚେରି ନ ଥିବାରୁ...

କରୋନା ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ୱାର୍ଡ

ଭଦ୍ରକ ଅଫିସ, ୨।୨- ଦେଶ ଓ ରାଜ୍ୟରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌ଜନିତ ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଶନିବାରଠାରୁ ଭଦ୍ରକ ଜିଲା ଚିକିତ୍ସାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ଏଥିପାଇଁ ଏକ ସ୍ବତନ୍ତ୍ର ଓ୍ବାର୍ଡ ଓ କଣ୍ଟ୍ରୋଲରୁମ୍‌ ଖୋଲାଯାଇଛି।...

ହତ୍ୟାକାରୀ ପୁତୁରା ଗିରଫ

ବାରିପଦା ଅଫିସ/ବାଙ୍ଗିରିପୋଷି,୨ା୨(ଡ଼ି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଉପର ଉଚ୍ଚଡିହା ଗ୍ରାମରେ ଗତ ୨୭ ତାରିଖ ରାତିରେ ବନ୍ଦ କୋଠରିରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଗୁରା ସିଂ (୫୮) ଙ୍କୁ ତାଙ୍କ ପୁତୁରା ଉକ୍ତ...

ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ଉତ୍ତେଜନା

ରାଇରଙ୍ଗପୁର,୨ା୨(ଡି.ଏନ୍‌.ଏ.): ରାଇରଙ୍ଗପୁର କଲେଜ ଛାତ୍ରୀନିବାସ ପଛପଟ ପାଚେରୀ ଏବଂ ଖେଳପଡ଼ିଆ ପାର୍ଶ୍ୱରେ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ବିବାଦ ଦେଖାଦେଇଛି। ରାଇରଙ୍ଗପୁର ବ୍ଲକ ଅଧୀନ ଭାଲୁବସା ପଞ୍ଚାୟତବାସୀ ଏହି ପ୍ରକଳ୍ପ ନିର୍ମାଣ ସପକ୍ଷରେ ଥିବା ବେଳେ ସ୍ଥାନୀୟ ପୁରୁଣାଘାଟୀ...

ବିଦ୍ୟୁତ୍‌କାଟ ପ୍ରତିବାଦରେ ଧାରଣା

ଜଳେଶ୍ୱର, ୨।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳର ଶ୍ୟାମନଗର, କାଳିକ, ଖୁଆଡ, କଳମା ଓ ସର୍ଦ୍ଦାରବନ୍ଧ ପଞ୍ଚାୟତରେ ରାତ୍ରୀ ସମୟରେ ବିଦ୍ୟୁ୍‌ତ୍‌କାଟ ଯୋଗୁ ଅନ୍ଧାର ସୁଯୋଗ ଦେଇ ହାତୀପଲ ବ୍ୟାପକ କ୍ଷତି ଘଟାଇ ଚାଲିଛନ୍ତି। ଲୋକମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri