ଆମ ଜିଲା ଖବର

ତଦନ୍ତକାରୀ ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ୍‌, ୩୧।୧ – ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍‌ ସତ୍ୟଜିତ୍‌ ପ୍ରଧାନ(୩୩)ଙ୍କଠାରୁ ୩ ବନ୍ଧୁକ ଓ ୯ ଜୀବନ୍ତ ଗୁଳି ଜବତ କରାଯିବା ମାମଲାର ଠିକ୍‌ ଭାବେ ତଦନ୍ତ କରି ନ ଥିବାରୁ ତଦନ୍ତକାରୀ ଅଧିକାରୀ ଅନୁଗୋଳ...

ଆରଆଇଙ୍କୁ ଅଟକ ରଖିଲେ ଗ୍ରାମବାସୀ

କଣିହାଁ,୩୧।୧(ଡି.ଏନ.ଏ.) – ଅନୁଗୋଳ ଜିଲା ବଡ଼ଗୁଣ୍ଡୁରୀ ରାଜସ୍ବ ନିରୀକ୍ଷକ ଏକ ଟ୍ରଷ୍ଟ ପାଇଁ ବୁଧବାର ଜଗା ଚିହ୍ନଟ କରିବା ନିମନ୍ତେ ବାରିହାପୁର ଗ୍ରାମକୁ ଯାଇଥିବାବେଳେ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିଲେ। ପରେ ପୋଲିସ ଓ ତହସିଲ ପ୍ରଶାସନ ପହଞ୍ଚି ବୁଝାଶୁଝା...

ଏଫ୍‌ଏସ୍‌ଟିପି ପରିଦର୍ଶନ କଲେ ଅନ୍ତର୍ଜାତୀୟ ଟିମ୍‌

ଅନୁଗୋଳ ଅଫିସ୍‌, ୩୧।୧ – ଅନୁଗୋଳ ପୌରପାଳିକା ପକ୍ଷରୁ ପଞ୍ଚମହଲାରେ ନିର୍ମାଣ ହୋଇଥିବା ଫିକଲ ସ୍ଲଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ (ଏଫ୍‌ଏସ୍‌ଟିପି) ପରିଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ଟିମ୍‌। ଏହି ଟିମ୍‌ରେ ଆସିଥିବା ୫ ଜଣିଆ ସଦସ୍ୟ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା...

ଆବାସ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୩୧ା୧ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ଅପରାହ୍ନରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ ଏକ ଗସ୍ତରେ ଆସି ବିଭିନ୍ନ ଯୋଜନାର...

ଖବରକାଗଜରେ ଲୋକଙ୍କ କଥା ଉପସ୍ଥାପନ କରୁଥିଲେ ଗାନ୍ଧିଜୀ

ଢେଙ୍କାନାଳ ଅଫିସ,୩୧ା୧- ଢେଙ୍କାନାଳ ଭାରତୀୟ ଜନସଞ୍ଚାର ସଂସ୍ଥାନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ଗୁରୁବାର ‘ମହାତ୍ମା ଗାନ୍ଧୀ: ସାମ୍ବାଦିକ ଓ ସମ୍ପାଦକ’ ମନୋଗ୍ରାମ ଉନ୍ମୋଚିତ ହୋଇଛି। ଭାରତୀୟ ସାମ୍ବାଦିକ କ୍ଷେତ୍ରରେ ଗାନ୍ଧୀଙ୍କ ଅବଦାନ ଅତୁଳନୀୟ ଥିଲା। ତାଙ୍କ ଭାଷା...

କାମ ବନ୍ଦ କଲେ ଗ୍ରାମବାସୀ

ଡୁବୁରୀ,୩୧-୧(ଡିଏନଏ):ସୁକିନ୍ଦା ବ୍ଲକ ଗୋବରଘାଟି ପଞ୍ଚାୟତ ବେଲହୁଡ଼ିଠାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରାଯାଉଛି। ସରକାରଙ୍କ ସମସ୍ତ ନୀତିନିୟମକୁ ଖୋଲା ଉଲ୍ଲଂଘନ କରି ବିନା ସୂଚନା ଫଳକରେ ଏହି ରାସ୍ତା କାର୍ଯ୍ୟ କରାଯାଉଥିବାରୁ ଗ୍ରାମବାସୀ ଏହାକୁ ତୀବ୍ର ବିରୋଧ...

ଫୁଲବାଣୀରେ ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

ଫୁଲବାଣୀ ଅଫିସ,୩୧ା୧- ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ୩ ଦିନିଆ କନ୍ଧମାଳ ଗସ୍ତରେ ଆସି ଗୁରୁବାର ଫୁଲବାଣୀରେ ପହଞ୍ଚତ୍ଛନ୍ତି। ଅପରାହ୍ନ ପ୍ରାୟ ୧ଟାବେଳେ ଫୁଲବାଣୀ ସର୍କିଟ୍‌ ହାଉସ୍‌ରେ ପହଞ୍ଚତ୍ବାପରେ ସେଠାରେ ଜିଲାପାଳ ଡା. ବୃନ୍ଦା...

ଟୋକନ ନ ମିଳିବାରୁ ଖୋଲିନି ମଣ୍ଡି

ଯାଜପୁର ଅଫିସ,୩୧-୧:ଯାଜପୁର ଜିଲାରେ ଧାନ ସଂଗ୍ରହରେ ବିଳମ୍ବ କାରଣରୁ ଚାଷୀ ବହୁଳ ଭାବେ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ପୂର୍ବରୁ ଧାନ ଅମଳ କରି ଚାଷୀ ଅଭାବ ଅନାଟନ ଯୋଗୁ ଦଲାଲ ହାତରେ କୁଇଣ୍ଟାଲ ପିଛା ୫୦୦ରୁ ୬୦୦ ଟଙ୍କା...

ଶ୍ରେଣୀଗୃହରେ ଶିକ୍ଷକ ଶୋଇଥିବା ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୩୧।୧(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଛାତ୍ରୀଛାତ୍ର ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଚଳିତ ଶିକ୍ଷା ବର୍ଷରେ ବିବାଦ ବ୍ଲକ ଶିକ୍ଷା ବିଭାଗର ପିଛା ଛାଡୁନି। ବିଦ୍ୟାଳୟରେ ଶିକ୍ଷକ...

ସତ୍‌ସଙ୍ଗ ଦ୍ୱାରା ସାମ୍ପ୍ରଦାୟିକତା ଦୂର ହୋଇଥାଏ : ତଥାଗତ

ଚଣ୍ଡିଖୋଲ,୩୧-୧(ଡି.ଏନ୍‌.ଏ.):ବର୍ତ୍ତମାନ ଧର୍ମନାମରେ ବିଭେଦ ସୃଷ୍ଟି ହେଉଛି। ଜାତି, ଧର୍ମ, ବର୍ଣ୍ଣକୁ ନେଇ ରାଜନୀତି କରାଯାଉଛି। ଏପରିକି ଭେଦଭାବ ସୃଷ୍ଟି କରାଯାଇ ପରସ୍ପର ପ୍ରତି ବିଦ୍ୱେଷ ଭାବ ସୃଷ୍ଟି ହେଉଛି। ସତ୍‌ସଙ୍ଗ ହେଉଛି ଜୀବନଧାରା ପରିବର୍ତ୍ତନର ମାର୍ଗ। ସମସ୍ତେ ଏଠାରେ ପ୍ରେମପ୍ରୀତିରେ...

ଦୁର୍ଘଟଣା ରୋକିବା ପାଇଁ ନୂଆ ପ୍ରୟାସ, ଜାତୀୟ ରାଜପଥ କଡ଼ରେ ଲୋକଙ୍କ ପୂଜାର୍ଚ୍ଚନା

ବ୍ରହ୍ମପୁର ଅଫିସ,୩୧ା୧- ସଡକ ଦୁର୍ଘଟଣା ଜନିତ ମୃତ୍ୟୁହାର କମାଇବା ପାଇଁ ସରକାର ଅନେକ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଏପରିକି ଦ୍ରୁତ ଗାଡି ଚାଳକଙ୍କୁ ସାବାଡ଼ କରିବା ପାଇଁ ଟ୍ରାଫିକ ନିୟମକୁ କଡାକଡି କରାଯାଇଛି। ଏହା ସତ୍ତ୍ବେ ମଧ୍ୟ ସଡକ ଦୁର୍ଘଟଣାରେ...

ପୋଲିସ ପରିଚୟ ଦେଇ ସୁନାଚେନ୍‌, ମୁଦି ଲୁଟ୍‌

ଚିକିଟି,୩୧ା୧(ଡି.ଏନ.ଏ.)- ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଚିକିଟି ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ ଜଣେ ବୃଦ୍ଧ ଲୁଟର ଶିକାର ହୋଇଛନ୍ତିି ା ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ବଇରିବାଡ ଗ୍ରାମର ପି.ଦଣ୍ଡ। ପୋଲିସ ପରିଚୟ ଦେଇ ଦୁର୍ବୃତ୍ତମାନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri