ଆମ ଜିଲା ଖବର

ଉଠିଲା ମୃତହାତୀ, ୫୫ନଂ. ଏନ୍‌ଏଚ୍‌ରେ ସ୍ବାଭାବିକ ହେଲା ଯାନବାହନ ଚଳାଚଳ

ଢେଙ୍କାନାଳ ଅଫିସ,୩୦।୧: ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ପୋଡ଼ପଡ଼ା ଛକ ୫୫ନଂ. ଜାତୀୟ ରାଜପଥରେ ଗୁରୁବାର ଭୋର ସମୟରେ ଟ୍ରକ୍‌ ଧକ୍କାରେ ଗୋଟିଏ ହାତୀର ମୃତ୍ୟୁ ଘଟିଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି କ୍ରେନ୍‌ ସାହାଯ୍ୟରେ ହାତୀର...

କଙ୍କଡ଼ାହାଡ଼ ଥାନା ଆଇଆଇସି ସସ୍‌ପେଣ୍ଡ

ଢେଙ୍କାନାଳ ଅଫିସ,୩୦ା୧: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଆଇଆଇସି ପ୍ରମୋଦ କୁମାର ଲେଙ୍କାଙ୍କୁ ଗୁରୁବାର ସସ୍‌ପେଣ୍ଡ କରାଯାଇଛି। ଜଣେ ଅସହାୟା ମହିଳାଙ୍କ ଅଭିଯୋଗ ନ ରଖିବାରୁ ଏବଂ ମାମଲା ବୁଝିବାକୁ ଯାଇଥିବା ଯୁବକଙ୍କୁ ମାଡ଼ ମାରି ହାଜତରେ ରଖିବା ଅଭିଯୋଗରେ...

ପାଟଣାରେ ଅଦିନିଆ ବର୍ଷା ସାଙ୍ଗକୁ କୁଆପଥର ମାଡ଼: ଜନଜୀବନ ପ୍ରଭାବିତ

ପାଟଣା,୩୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହେବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି। କୁଆପଥର ବର୍ଷା ଯୋଗୁ ଆମ୍ବ ଗଛରୁ ବଉଳସବୁ ଝଡ଼ିପଡ଼ିବା ସହ ଅନ୍ୟାନ୍ୟ ଫସଲ...

ବାଲୁଗୁଡ଼ାର ବିଭିନ୍ନ ଅନୁଷ୍ଠାନରେ ମା’ ସରସ୍ବତୀଙ୍କ ପୂଜା

ବାଲିଗୁଡ଼ା,୩୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ବିଦ୍ୟାଦାତ୍ରୀ ମା’ସରସ୍ବତୀଙ୍କ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଯଥାବିଧି ଅନୁଯାୟୀ, ପୂଜକଙ୍କ ଦ୍ୱାରା ପୂଜା ଆରମ୍ଭ କରାଯାଇ ପୁଷ୍ପାଞ୍ଜଳି ପ୍ରଦାନ କରାଯାଇଥିଲା l ଏନେଇ...

ନାଲ୍‌କୋରେ ଫୁଲ, ଫଳ ପ୍ରଦର୍ଶନୀ

ବଅଁରପାଳ,୩୦।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲକୋ ନଗରରେ ଗୁରୁବାର ସକାଳେ ଫୁଲ,ଫଳ ଓ ପନିପରିବା ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଛି। ଡିଏଫ୍‌ଓ କାର୍ତ୍ତିକ ଭି ଯୋଗ ଦେଇ ଏହି ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ। ନାଲକୋ ଇଡି ମନସା ପ୍ରସାଦ ମିଶ୍ର, ମାନବ ସମ୍ବଳ...

୩୦ ମିନିଟ୍‌ରେ ଜାମିନ ମିଳିବା ଘଟଣା: ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ,୩୦।୧: ତଦନ୍ତ ପ୍ରକ୍ରିୟାରେ ଅବହେଳା ଓ କେସ୍‌ ରେକର୍ଡରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ କୋର୍ଟକୁ ପ୍ରଦାନ କରି ନ ଥିବାରୁ ଅନୁଗୋଳ ଥାନା ଏସ୍‌ଆଇ ଅରକ୍ଷିତ ସେଠୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳଙ୍କ ନିର୍ଦ୍ଦେଶକ୍ରମେ ଅନୁଗୋଳ...

ପରିବା ବୋଝେଇ ପିକ୍‌ଅପ୍‌କୁ ପିଟିଲା ଟ୍ରକ: ଦୁଇ ମୃତ, ଜଣେ ଗୁରୁତର

କେନ୍ଦୁଝର,୩୦।୧(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନେକଡାଘର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପରିବା ବୋଝେଇ ପିକ୍‌ଅପ୍‌ ଗାଡି ଖରାପ ଥିବାରୁ ଛିଡ଼ା ହୋଇ ସଜାଡୁ ଥିବା ସମୟରେ ପଛରୁ ଏକ ଆଇରନ ବୋଝେଇ ଟ୍ରକ ଧକ୍କା ଦେଇଥିଲା।...

ବିନା ଟେଣ୍ଡରରେ କାମ ହାତେଇଛି ଦିଲୀପ କନ୍‌ଷ୍ଟ୍ରକଶନ

ପୁରୀ ଅଫିସ, ୩୦ା୧: ଗତ ୨୪ତାରିଖରେ ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଛାତ ଭୁଶୁଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସମ୍ପୃକ୍ତ ଠିକା ସଂସ୍ଥା ଦିଲୀପ କନ୍‌ଷ୍ଟ୍ରକଶନର ମୁଖ୍ୟ ଦିଲୀପ ଖଟେଇଙ୍କ ସମେତ ୪ଜଣଙ୍କୁ ଗିରଫ...

ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇବା ଦାବି ନେଇ ଫେବୃୟାରୀ ୧ରେ କଂଗ୍ରେସର ଅନଶନ

ବରଗଡ଼ ଅଫିସ,୩୦।୧: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି)କୁ ସ୍ଥାନାନ୍ତର ପ୍ରତିବାଦରେ ଆସନ୍ତା ଫେବୃୟାରୀ ୧ତାରିଖ ସ୍ଥାନୀୟ ଗାନ୍ଧୀଛକରେ କଂଗ୍ରେସ ୨୪ ଘଣ୍ଟିଆ ଅନଶନ କରିବ। ଅନଶନରେ କଂଗ୍ରେସ ନେତା ନିପନ କୁମାର ଦାଶ,...

ପାଉଁଶ ପ୍ରଦୂଷଣ

ଜିଲାରେ କୋଇଲାକୁ ଜାଳେଣି ଭାବେ ବ୍ୟବହାର କରୁଥିବା ଅନେକ ଶିଳ୍ପାନୁଷ୍ଠାନ ରହିଛି। ଏହି ଶିଳ୍ପାନୁଷ୍ଠାନରୁ ପ୍ରତିଦିନ ରାସାୟନିକ ମିଶ୍ରିତ ଶହ ଶହ ଟନ ପାଉଁଶ (ଫ୍ଲାଏଆଶ୍‌) ବାହାରୁଛି। ସେହି ପାଉଁଶ ଏବେ ଶିଳ୍ପାନୁଷ୍ଠାନଗୁଡ଼ିକ ପାଇଁ ବୋଝ ପାଲଟିଥିବା ବେଳେ ଜିଲାବାସୀ...

ଟ୍ରକ୍‌ ଧକ୍କାରେ ହାତୀର ଜୀବନଗଲା

ଢେଙ୍କାନାଳ ଅଫିସ୍‌, ୩୦।୧: ଢେଙ୍କାନାଳ ଜିଲା ଓଡପଡା ବ୍ଲକ ପୋଡାପଡା ଛକ ଏନଏଚ-୫୫ରେ ଗୁରୁବାର ଭୋରୁ ଟ୍ରକ ଧକ୍କାରେ ଏକ ହାତୀର ମୃତ୍ୟୁ ଘଟିଛି। ଟ୍ରକ ତଳେ ମୃତ ହାତୀଟି ଚାପି ହୋଇ ରହିଥିବାବେଳେ ତା’ ଦାନ୍ତଟି ଭାଙ୍ଗି ଅନ୍ୟ...

ସାଲାଇନ ନେବାବେଳେ ଛାତ୍ରଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ, ୩୦।୧: ଢେଙ୍କାନାଳ ସହରସ୍ଥିତ ଗାନ୍ଧୀମନ୍ଦିର ରୋଡ୍‌ ନିକଟରେ ଥିବା ଏକ ଘରୋଇ କ୍ଲିନିକରେ ସାଲାଇନ ନେଉଥିବାବେଳେ ବୁଧବାର ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଅମୀର କୁମାର ଜେନା (୨୬)। ଚିକିତ୍ସାରେ ଅବହେଳା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri