ଆମ ଜିଲା ଖବର

‘ସାମ୍ବାଦିକତାରେ ବିଘଟନ ସୃଷ୍ଟି ହୋଇଛି’

ବ୍ରହ୍ମପୁର ଅଫିସ,୩୦ା୧: ସାମ୍ବାଦିକତାରେ ବର୍ତ୍ତମାନ ବିଘଟନ ସୃଷ୍ଟି ହୋଇଛି। ଏହା ୨୦୨୦ ପରଠାରୁ ଅତ୍ୟନ୍ତ ଗୁରୁତର ରୂପ ନେବାକୁ ଯାଉଛି। ଏହି ପରିବର୍ତ୍ତିତ ପରିବେଶ ଓ ବିଘଟନ ସାମ୍ବାଦିକତାର ଗୁଣାମତ୍କ ବିକାଶରେ ଏକ ବଡ଼ ସମସ୍ୟା ସୃଷ୍ଟି କରିଛି। ତେଣୁ...

ବହୁଜନ କ୍ରାନ୍ତି ମୋର୍ଚ୍ଚା ରାଷ୍ଟ୍ରୀୟ ସଂଯୋଜକଙ୍କ ନାଁରେ ଏତଲା

ବାରିପଦା ଅଫିସ,୩୦ା୧- ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ସଚେତନ କରିବା ପାଇଁ ପ୍ରଚାରପତ୍ର ବଣ୍ଟା ଯାଇଥିଲା। ତେବେ ଏହି ପ୍ରଚାରପତ୍ରରେ ବ୍ରାହ୍ମଣମାନଙ୍କୁ ଅପମାନିତ କରାଯାଇଥିବା ବାରିପଦା ବ୍ରାହ୍ମଣ ସମାଜ...

ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ତତ୍ପର ଆନନ୍ଦପୁର

ଆନନ୍ଦପୁର, ୩୦।୧(ସ୍ବ.ପ୍ର.)- ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ପାଇଁ ଆନନ୍ଦପୁର ସହର ବେଶ୍‌ ତତ୍ପର ହୋଇଉଠିଛି। ଆନନ୍ଦପୁରର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ବଳଭଦ୍ର ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ଚଳିତ...

ପରେଡ୍‌ରେ ଅଣଛାତ୍ର ଟ୍ରଫି ହାତେଇବା ଘଟଣା: ତଦନ୍ତ ଆଦେଶ ଦେଲେ ଜିଲାପାଳ

ବାଲେଶ୍ୱର ଅଫିସ,୩୦।୧- ବାଲେଶ୍ୱରରେ ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମ୍‌ରେ ପାଳିତ ହୋଇଥିବାବେଳେ ପରେଡ଼ରେ କେତେକ ଅଣଛାତ୍ର ଟ୍ରଫି ନେବା ଘଟଣା ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଦୃଷ୍ଟିକୁ ଆସିବା ପରେ ଏହି...

ଭିତ୍ତିଭୂମି ଅବ୍ୟବସ୍ଥା, ଖୋଲାରେ ପଡ଼ିରହିଛି ଧାନ

ବାସୁଦେବପୁର, ୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର କୃଷିପ୍ରଧାନ ବ୍ଲକ। ବ୍ଲକରେ ମୋଟ ୩୪ ଶହ ହେକ୍ଟର ଚାଷଜମିରୁ ୩୨ ଶହ ହେକ୍ଟର ଜମିରେ ଧାନ ଚାଷ ଚଳିତ ଖରିଫ ଋତୁରେ ହୋଇଥିଲା। ଚାଷୀମାନଙ୍କର ବଳକା ଧାନକୁ ସମବାୟ ସମିତି ମାଧ୍ୟମରେ ବିକ୍ରି...

ଭାଜପାର ସଭାସ୍ଥଳ ସଫେଇ କଲେ ବିଜେଡି ନେତା

ବାରିପଦା ଅଫିସ,୩୦ା୧- ମୟୂରଭଞ୍ଜ ଜିଲା ବାରିପଦା ସହରର ଐତିହାସିକ ଛଉ ପଡ଼ିଆରେ ମଙ୍ଗଳବାର ଜିଲା ଭାଜପା ପକ୍ଷରୁ ଏକ ସାଧାରଣ ସଭା ଆୟୋଜନ କରାଯାଇଥିଲା। ଏଥିରେ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ଯୋଗ ଦେଇଥିଲେ। ରାଜ୍ୟ ତଥା ଜିଲାର...

ଠିକାଦାରଙ୍କ କବ୍‌ଜାରେ ମହାବିଦ୍ୟାଳୟ ଖେଳପଡ଼ିଆ

ବାଲେଶ୍ୱର ଅଫିସ,୩୦।୧- ବାଲେଶ୍ୱର ସହର ଏଡ଼ିଏମ୍‌ ଛକ ସ୍ଥିତ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପରିସରରେ ଥିବା ଖେଳ ପଡ଼ିଆରେ ଜନୈକ ଠିକାଦାର ଅନ୍ୟତ୍ର କାର୍ଯ୍ୟ ପାଇଁ ବାଲି, ଇଟା, ଚିପ୍ସ, ସିମେଣ୍ଟ ଏପରିକି ଜେସିବି ମେଶିନ ରଖି ଖେଳ ପଡ଼ିଆକୁ...

ଦୋଷୀଙ୍କୁ ଦଣ୍ଡ ମିଳିବା ଉପରେ ଗୁରୁତ୍ୱ ଦିଅ

ଅନୁଗୋଳ ଅଫିସ୍‌, ୩୦।୧: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ବୁଧବାର ଦିନିକିଆ ଅନୁଗୋଳ ଗସ୍ତରେ ଆସି ଜିଲା ପୋଲିସ ମୁଖ୍ୟାଳୟରେ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜ ଅଧିକାରୀଙ୍କ ସହ ଅପରାଧ ଓ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ଡିଜିପିଙ୍କ ସହ...

ବଳକା ମଧ୍ୟାହ୍ନଭୋଜନରେ ଜୀବେଦୟା

ଓଡ଼ଗଁ।,୩୦ା୬(ସ୍ବ.ପ୍ର.): ସମ୍ପ୍ରତି ସମସ୍ତ ସ୍କୁଲରେ ମଧ୍ୟାହ୍ନ ଭୋଜନ ପ୍ରଚଳନ ଥିବା ବେଳେ ପିଲାମାନେ ବଳକା ଖାଦ୍ୟକୁ ନେଇ ଏଣେତେଣେ ଫିଙ୍ଗିବା ନିତିଦିନିଆ ଘଟଣା ହୋଇଛି। ଏହି ବଳକା ମଧ୍ୟାହ୍ନ ଭୋଜନ ଜରିଆରେ ଜୀବେଦୟା କାର୍ଯ୍ୟକ୍ରମ ଗଛସାର୍‌ଙ୍କ ଏକ ନିଆରା ଉଦ୍ୟମ।...

ଘରେ ପଶି ସଶସ୍ତ୍ର ଡକାୟତି: ୭ ଲକ୍ଷର ସମ୍ପତ୍ତି, ନଗଦ ୨.୮୫ ଲକ୍ଷ ଲୁଟ୍‌

ରଣପୁର,୩୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାର ପାଇକସାହି ମଣିନାଗ ବାଇପାସ୍‌ ରାସ୍ତାରେ ଥିବା ସତ୍ୟନାରାୟଣ ସାହୁଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡକାୟତି ହୋଇଛି। ଦୁର୍ବୃତ୍ତମାନେ ୧୨୦ଗ୍ରାମ ସୁନା ଓ ୭୦୦ଗ୍ରାମ ରୁପା ଅଳଙ୍କାର ସହିତ ନଗଦ ୨ଲକ୍ଷ ୮୫...

ଜଗତ୍‌ସିଂହପୁର ପୌର ପରିଷଦ: ୧୮୭ ଉଠା ଦୋକାନୀଙ୍କୁ ମିଳିଲା ଫନୀ ସହାୟତା

ଜଗତ୍‌ସିଂହପୁର ଅଫିସ,୩୦ା୧: ଜଗତ୍‌ସିଂହପୁର ପୌର ପରିଷଦ ଅଞ୍ଚଳର ବିଭିନ୍ନସ୍ଥାନରେ ଉଠାଦୋକାନ କରି ଗୁଜରାଣ ମେଣ୍ଟାଉଥିବା ଦୋକାନୀଙ୍କ ମଧ୍ୟରୁ ୧୮୭ ଜଣଙ୍କୁ ଫନୀ ସହାୟତା ରାଶି ପ୍ରଦାନ କରାଯାଇଛି। ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ଉଠା ଦୋକାନୀ ପିଛା ୧୦ ହଜାର ଟଙ୍କା...

ଜିଲା ଆଇନସେବା ପ୍ରାଧିକରଣ କର୍ମଶାଳା

ଫୁଲବାଣୀ ଅଫିସ, ୩୦ା୧-ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବିଭିନ୍ନ ଦିନରେ ଭିନ୍ନ ବିଷୟରେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ସୋମବାର ଜିଲା ଆଇନ ସେବା ପ୍ରାଧିକରଣ ପରିସରରେ କିନ୍ନରମାନଙ୍କ ଅଧିକାର ନେଇ ଆଲୋଚନା ହୋଇଥିଲା। ସଦର ଏସ୍‌ଡିପିଓ ମହେନ୍ଦ୍ରନାଥ ମୁର୍ମୁ, ଆଇନଜୀବୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri