ଆମ ଜିଲା ଖବର

ବିକେଏମ୍‌ର ଭାରତବନ୍ଦ ଡାକରା: ତୁମୁଡ଼ିବନ୍ଧରେ ପ୍ରଭାବ

ତୁମୁଡ଼ିବନ୍ଧ,୨୯।୧(ଡି.ଏନ୍‌.ଏ.): ସିଏଏ, ଏନ୍‌ଆର୍‌ସି, ଇଭିଏମ୍‌ ଓ ଏନ୍‌ଆର୍‌ପିକୁ ବିରୋଧକରି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍‌) ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ତୁମୁଡ଼ିବନ୍ଧର ଭିମ୍‌...

ଦୁର୍ଘଟଣାଗ୍ରସ୍ତ ଆହତ ବସ୍‌ଯାତ୍ରୀଙ୍କୁ ହସ୍ପିଟାଲରେ ଭେଟିଲେ ଜିଲାପାଳ

ଦିଗପହଣ୍ଡି,(ଡିଏନ୍‌ଏ)/ପାଟପୁର,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମାରୁତି ଶ୍ରୀ ସାଇ ନାମକ ଯାତ୍ରୀବାହୀ ବସ୍‌ (ଓଆର୍‌ ୦୫- ଏ ବି ୩୫୩୦) ଓଲଟି ପଡିବାରୁ ଘଟଣାସ୍ଥଳରେ ୬ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ା ଜେ.କେ.ପୁରର ବିଦ୍ୟୁତ୍‌ ନାୟକ(...

ବସ୍‌ ଦୁର୍ଘଟଣା: ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ଦିଗପହଣ୍ଡି/ପାଟପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପ୍ରବଳ କୁହୁଡ଼ି ଯୋଗୁ ମାରୁତି ଶ୍ରୀ ସାଇ ନାମକ ଏକ ଯାତ୍ରୀବାହୀ ବସ୍‌ ନଂ. ଓ ଆର୍‌ ୦୫-ଏ ବି ୩୫୩୦ ବୁଧବାର ଭୋର୍‌ ସମୟରେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ମୃତକଙ୍କ...

ଭାରତବନ୍ଦ ଆନ୍ଦୋଳନକାରୀଙ୍କ ପାକିସ୍ତାନ ଜିନ୍ଦାବାଦ୍‌ ସ୍ଲୋଗାନ୍‌

କେନ୍ଦୁଝର,୨୯।୧(ସ୍ବ.ପ୍ର.): ଏନ୍‌ଆରସି ଓ ସିଏଏ ବିରୋଧରେ ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ କେନ୍ଦୁଝର ଜିଲାରେ ସେଭଳି ପ୍ରଭାବ ଦେଖିବାକୁ ମିଳିନାହିଁ। କେନ୍ଦୁଝର ସହର ଗାନ୍ଧିଛକରେ ମୋର୍ଚ୍ଚାର ସଦସ୍ୟ ଓ ନେତାମାନେ ଏନ୍‌ଏଚ୍‌ ନଂ.୪୯କୁ...

ପୁରୀ ବେଳାଭୂମିରେ ନିଶାସକ୍ତ ଯୁବତୀଙ୍କୁ ବଳାତ୍କାର

ପୁରୀ ଅଫିସ,୨୯।୧: ପୁରୀ ବେଳାଭୂମିରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ନିଶାସକ୍ତ ଯୁବତୀଙ୍କୁ ଦୁଇ ଜଣ ସ୍ଥାନୀୟ ଯୁବକ ବଳାତ୍କାର ଉଦ୍ୟମ କରିଛନ୍ତି। କିଛି ଯୁବକ ତାଙ୍କୁ ଧରି ସମୁଦ୍ରକୂଳ ଥାନାରେ ଜିମା ଦେଇଛନ୍ତି। ପ୍ରକାଶ ଯେ, କଂଗ୍ରେସ ଯୁବନେତା...

ବାଲେଶ୍ବରରେ ଭାରତ ବନ୍ଦ ଡାକରା ପ୍ରଭାବଶୂନ୍ୟ

ବାଲେଶ୍ୱର ଅଫିସ, ୨୯।୧: ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ବାଲେଶ୍ବରରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ବୁଧବାର ପୂର୍ବାହ୍ନ ୯ଟା ସମୟରେ ଗଗନ ସେଠୀଙ୍କ ନେତୃତ୍ୱରେ ମାତ୍ର ୧୫ରୁ ୧୬ ଜଣ ଲୋକ ଷ୍ଟେଶନ ଛକରେ...

ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଲା, ୩୮ ଗୁରୁତର

ବ୍ରହ୍ମପୁର ଅଫିସ,୨୯।୧: ତପ୍ତପାଣି ଘାଟିରେ ବୁଧବାର ବଡି ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଥିବାବେଳେ ୩୮ଜଣ ଗୁରୁତର ଆହତ ହୋଇଛନ୍ତି। ରାୟଗଡା ଜିଲ୍ଲା ଟିକିରି ରୁ ୪୮ ଜଣ ଯାତ୍ରୀଙ୍କୁ ନେଇ...

ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡିବାରୁ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକମାନଙ୍କ ମଧ୍ୟରେ...

ମୁଖ୍ୟରାସ୍ତା ହେଲା ନୋ ପାର୍କିଂ ଜୋନ୍‌

ଜୟପୁର,୨୯।୧(ନି.ପ୍ର./ଡି.ଏନ୍‌.ଏ.) – ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛି ଟାଉନଥାନା ପୋଲିସ। ରଜାନହର ଛକରୁ ତହସିଲ ଅଫିସ ଯାଏ ନୋ ପାର୍କିଂ ଜୋନ୍‌...

ଯତରାର ଦ୍ୱିତୀୟ ସନ୍ଧ୍ୟା :ରାଜସ୍ଥାନର ଭବାଇ ନୃତ୍ୟ, ପିପିଲିର ପଲ୍ଲୀନୃତ୍ୟ ମନମୋହିଲା

ସୁନ୍ଦରଗଡ଼,୨୯।୧ (ଡି.ଏନ୍‌.ଏ) -ସ୍ଥାନୀୟ ଭବାନୀ ଭବନ ପଡିଆରେ ଚାଲିଥିବା ଜିଲା ସାଂସ୍କୃତିକ ମହୋତ୍ସବ ଯତରା -୨୦୨୦ର ଦ୍ୱିତୀୟ ସନ୍ଧ୍ୟାରେ ମୁକ୍ତାକାଶ ରଙ୍ଗମଞ୍ଚରେ ରାଜ୍ୟ ତଥା ରାଜ୍ୟ ବାହାରର କଳାକାର ଓ ସାଂସ୍କୃତିକ ଦଳ ଦ୍ୱାରା ପାରମ୍ପରିକ ବିଭିନ୍ନ ଲୋକନୃତ୍ୟ ଓ...

ସିଏଏ, ଏନ୍‌ଆରସିକେ ନେଇ ଉଠୁଛେ ପଡ଼ୁଛେ ଦେଶ୍‌: ନିଜର ମାଟିରେ ଠିକାନା ଖୁଜୁଛନ୍‌ ଲୋକ୍‌

ପର୍ଲା, ୨୯।୧ (ଡି.ଏନ୍‌.ଏ.)-ସିଏଏ ଆର ଏନ୍‌ଆରସିକେ ନେଇ ଏହେଦେ ଦେଶ୍‌ ଉଠୁଛେ ପଡ଼ୁଛେ। ଇଆଡ଼େ ଦେଶ୍‌ ସୁଆଧୀନ ହେବାର ୭୦ ବଛର ବିତିଯାଇଥିଲେ ବି ଲୋକ୍‌ ଜାଗାବାଡ଼ି ଅଭାବୁ ବାରବୁଲା ଜୀବନ୍‌ ବିତଉଛନ୍‌। ଆଏଜ୍‌ ବି ସେମାନେ କେନ୍ଦ୍ର ଆର...

ରୋଗ୍‌ ଛଡ଼େଇ ନେଲା କୁଲ୍‌ବୁର୍‌ତି: ସରକାରୀ ସାହାଯ୍‌ ଆଶ୍‌ରେ ରଙ୍କମଣି

ଗଣ୍ଡତୁରୁମ, ୨୯।୧ (ଡି.ଏନ୍‌.ଏ.)- କ୍ୟାନ୍‌ସର ଗୁଟେ ଅମାନ୍‌ତିଆ ରୋଗ୍‌। ଇ ରୋଗ୍‌ ଏହେଦେ ସାରା ଦେଶ୍‌ରେ ଚିନ୍‌ତାର କାରନ୍‌ ପାଲଟିଥିଲାବେଲେ ବରଗଡ଼ ଜିଲା ଇ ତାଲିକାଥି ୨ ନମ୍ବରରେ ରହିଛେ। ଅନେକ୍‌ ରୁଗୀ ଇ ଅମାନ୍‌ତିଆ ରୋଗ୍‌ରେ ଯୁଝି ଯୁଝି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri