ଆମ ଜିଲା ଖବର

ରୋଗ୍‌ ଛଡ଼େଇ ନେଲା କୁଲ୍‌ବୁର୍‌ତି: ସରକାରୀ ସାହାଯ୍‌ ଆଶ୍‌ରେ ରଙ୍କମଣି

ଗଣ୍ଡତୁରୁମ, ୨୯।୧ (ଡି.ଏନ୍‌.ଏ.)- କ୍ୟାନ୍‌ସର ଗୁଟେ ଅମାନ୍‌ତିଆ ରୋଗ୍‌। ଇ ରୋଗ୍‌ ଏହେଦେ ସାରା ଦେଶ୍‌ରେ ଚିନ୍‌ତାର କାରନ୍‌ ପାଲଟିଥିଲାବେଲେ ବରଗଡ଼ ଜିଲା ଇ ତାଲିକାଥି ୨ ନମ୍ବରରେ ରହିଛେ। ଅନେକ୍‌ ରୁଗୀ ଇ ଅମାନ୍‌ତିଆ ରୋଗ୍‌ରେ ଯୁଝି ଯୁଝି...

ଆଜି ଅନୁଗୋଳ ବ୍ଲକସ୍ତରୀୟ ମହୋତ୍ସବ

ଅନୁଗୋଳ ଅଫିସ୍‌, ୨୯।୧ – ଆସନ୍ତା ଫେବୃୟାରୀରେ ଜିଲା ମହୋତ୍ସବ ଆୟୋଜନ କରାଯିବ। ଏନେଇ ପ୍ରତି ବ୍ଲକ ସ୍ତରରେ ସଜବାଜ ଆରମ୍ଭ ହୋଇଛି। ଅନୁଗୋଳ ବ୍ଲକରେ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ବୁଧବାର ପୂର୍ବାହ୍ନରେ ଅନୁଗୋଳ ବ୍ଲକ ବନ୍ତଳା...

୭ରୁ ଅଙ୍ଗାରବନ୍ଧ ମହିମା ଆଶ୍ରମରେ ମାଘମେଳା

ଅନୁଗୋଳ ଅଫିସ୍‌, ୨୯।୧ – ଅନୁଗୋଳର ଅଙ୍ଗାରବନ୍ଧ ମହିମା ଆଶ୍ରମରେ ମାଘ ମେଳା ଆସନ୍ତା ୭ ତାରିଖରୁ ଆରମ୍ଭ ହେବ। ଏହାର ସୁପରିଚାଳନା ପାଇଁ ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନିକସ୍ତରରେ ଏକ ପ୍ରସ୍ତୁତି ବୈଠକ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କ ଅଧ୍ୟକ୍ଷତାରେ...

ପୂର୍ବତନ ଶାଖା ପରିଚାଳକଙ୍କ ନାମରେ ମାମଲା

ବଇଣ୍ଡା,୨୯।୧(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଅମାସମା, ବାସୁଦେବପୁର, ଅଲେଖପୁର ଆଦି ଗ୍ରାମର ଚାଷୀଙ୍କ ଦସ୍ତଖତ ନେଇ ଠାକୁରଗଡ଼ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ଅଢେଇ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଋଣ କରାଯାଇଥିବା ଘଟଣାରେ ମଙ୍ଗଳବାର...

ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଆଠମଲ୍ଲିକ, ୨୯ା୧(ଡି.ଏନ.ଏ.) – ଆଠମଲ୍ଲିକ ଆଡିଶନାଲ ସେସନ୍ସ ଜଜ୍‌ ଏସ୍‌. ଆର୍‌. ସାମନ୍ତ ମଙ୍ଗଳବାର ଏକ ହତ୍ୟା ମାମଲାର ଶୁଣାଣି କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ମାମଲାର ବିବରଣୀରୁ ପ୍ରକାଶ, ୨୦୧୬...

ଅସମ୍ପୂର୍ଣ୍ଣ ଘର ଆଗରେ ପ୍ରଶାସକଙ୍କ ଧାରଣା

କାମାକ୍ଷାନଗର, ୨୯।୧(ଡି.ଏନ.ଏ.) – ଆବାସ ଯୋଜନାରେ ପୁଳାପୁଳା ଦୁର୍ନୀତିକୁ ନେଇ ନିନ୍ଦିତ ହେଉଛି ଢେଙ୍କାନାଳ ଜିଲା ପ୍ରଶାସନ। ବିଶେଷ କରି ପରଜଙ୍ଗ, କଙ୍କଡ଼ାହାଡ଼ ବ୍ଲକରେ ଏହା ସୀମା ଟପିଛି। ହେଲେ କାମାକ୍ଷାନଗର ବ୍ଲକରୁ ଏହାର ଓଲଟା ଚିତ୍ର ପଦାକୁ ଆସିଛି।...

ଅଧ୍ୟକ୍ଷଙ୍କୁ ଚାପୁଡ଼ା ମାରିଲେ ପୂର୍ବତନ ଅଧ୍ୟକ୍ଷା

ଫୁଲବାଣୀ ଅଫିସ/ଖଜୁରିପଡ଼ା, ୨୯ା୧-ଖଜୁରିପଡା ବ୍ଲକ ଦୂତିମେଣ୍ଡିସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷା ବର୍ତ୍ତମାନର ଅଧ୍ୟକ୍ଷଙ୍କୁ ମଙ୍ଗଳବାର ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ଅଧ୍ୟକ୍ଷ ତଥା ଓଡିଆ ଶିକ୍ଷକ ଲକ୍ଷ୍ମୀଧର ସାହୁ ଏ ନେଇ ଖଜୁରିପଡା ଥାନାରେ ଅଭିଯୋଗ କରିଛନ୍ତି।...

ଡକାୟତ ଧରୁନି ପୋଲିସ, ଏସ୍‌ପିଙ୍କୁ ଭେଟିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ, ୨୯ା୧-ରାଇକିଆ ଥାନା ଅନ୍ତର୍ଗତ କରଡା ଗ୍ରାମର ହନୁମାନ ମନ୍ଦିର ପୂଜକଙ୍କୁ ବନ୍ଧୁକ ଦେଖାଇ ୩୬ ହଜାର ଟଙ୍କା ଲୁଟ୍‌ ଘଟଣାରେ ପୋଲିସ ଜାଣିଶୁଣି ଡକାୟତଙ୍କୁ ଧରୁନି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରି...

ନରହନ୍ତା ହାତୀକୁ ନେଇ ହଟହଟା

ଚଣ୍ଡିଖୋଲ/ ଚୌଦ୍ୱାର, ୨୯।୧ (ଡି.ଏନ୍‌.ଏ.) :ଯାଜପୁର ଜିଲାର କୋରେଇ, ସୁକିନ୍ଦା ଓ ଦାନଗଦୀ ଅଞ୍ଚଳରେ ପ୍ରାୟ ୨ସପ୍ତାହ ଧରି ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ହାତୀକୁ ନେଇ ବନ ବିଭାଗର ଚିନ୍ତା ବଢ଼ିବାରେ ଲାଗିଛି। ଉକ୍ତ ହାତୀକୁ ସୋମବାର ସନ୍ଧ୍ୟାରେ ଦାନଗଦୀ...

ଏନ୍‌ଆର୍‌ୟୁ ଲାଗୁ କରିବାକୁ ଯୁବ କଂଗ୍ରେସର ଦାବି

ଫୁଲବାଣୀ ଅଫିସ, ୨୯ା୧-ଦେଶରେ ବେକାରି ସମସ୍ୟା ଉତ୍କଟ ହୋଇଛି ା ଜାତି ସଂଘର ରିପୋର୍ଟ ଅନୁଯାୟୀ ପ୍ରତି ୫ ଯୁବତୀ ଯୁବତୀଙ୍କ ମଧ୍ୟରେ ୨ ଜଣ ବେକାର ଅଛନ୍ତି। ଦେଶର ୨୦ରୁ ୩୪ ବର୍ଷର ଯୁବତୀ ଯୁବକ ଶିକ୍ଷା ଓ...

ମାସକରେ ସମ୍ପୂର୍ଣ୍ଣ ହେବ ରେଲୱେ ଓଭରବ୍ରିଜ୍‌

ବ୍ରହ୍ମପୁର ଅଫିସ,୨୯ା୧-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଏବଂ ଆଙ୍କୁଲି ଶିଳ୍ପାଞ୍ଚଳ ଛକ ପର୍ଯ୍ୟନ୍ତ ନିର୍ମାଣାଧୀନ ରେଲୱେ ଓଭରବ୍ରିଜ ମାସକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମ୍ପୃକ୍ତ ପୂର୍ତ୍ତ ବିଭାଗ ଇଞ୍ଜିନିୟରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ମାଣ କାର୍ଯ୍ୟରେ...

ଏମ୍‌କେସିଜିରେ କରୋନା ଭାଇରସ ପାଇଁ ଖୋଲିଲା ସ୍ବତନ୍ତ୍ର ୱାର୍ଡ

ବ୍ରହ୍ମପୁର ଅଫିସ,୨୯ା୧: ଚାଇନାରୁ ଚିହ୍ନଟ କରୋନା ଭାଇରସକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ବ୍ରହ୍ମପୁର ଏମ୍‌କେସିଜିରେ ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ମିଳିଛି ା ଏନେଇ ଏମ୍‌କେସିଜିର କାଜୁଆଲିଟି ଉପରମହଲାରେ କରୋନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri