ଆମ ଜିଲା ଖବର

କୁଳିଅଣା ବ୍ଲକ ଆଗରେ ଧାରଣା

କୁଳିଅଣା,୨୮ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ମୁଖ୍ୟ ଦପ୍ତର ଚାନ୍ଦୁଆ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ୧୭ଟି ପଞ୍ଚାୟତର ନିର୍ବାଚିତ ପ୍ରତିନିଧିମାନେ ସହକାରୀ ଯନ୍ତ୍ରୀଙ୍କ ବଦଳି ଦାବିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବ୍ଲକ ଘେରାଉ କରି ଧାରଣାରେ ବସିଥିଲେ। ଗତ ୨ମାସ...

ପରେଡରେ ଅଣଛାତ୍ର ହାତେଇ ନେଲେ ଟ୍ରଫି

ବାଲେଶ୍ୱର ଅଫିସ, ୨୮।୧-ବାଲେଶ୍ୱର ପୋଲିସ ଲାଇନ୍‌ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ୭୧ତମ ଜନରାଜ୍ୟ ଦିବସରେ ସରକାରୀ, ବେସରକାରୀ ଏମ୍‌ଇ ସ୍କୁଲ, ହାଇସ୍କୁଲ, ମହାବିଦ୍ୟାଳୟ, ବୈଷୟିକ ବିଦ୍ୟାଳୟରୁ ୫୫ଟି ଦଳ ପରେଡ୍‌ରେ ଭାଗ ନେଇଥିଲେ। ବିଭିନ୍ନ ସରକାରୀ ଅନୁଷ୍ଠାନ ଏବଂ ଡିଆର୍‌ଡିଓ...

ଦୁର୍ଦ୍ଦିନରେ ୩୭ ଆବାସ ମିତ୍ର

ଖଇରା, ୨୮।୧(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ୨୦୧୭ ମସିହାରେ ଗ୍ରାମୀଣ ଗୃହ ଯୋଜନାର ସଫଳ ରୂପାୟନ ତଥା ଗୃହ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ନିଯୁକ୍ତି ପାଇଥିବା ଜିଓ ଟ୍ୟାଗ କର୍ମଚାରୀ ବା ଆବାସ ମିତ୍ରମାନେ ୨ବର୍ଷ...

ଚାନ୍ଦିପୁରରେ ଗାନ୍ଧୀଙ୍କୁ ନେଇ ସ୍ବତନ୍ତ୍ର କବିତା ପାଠୋତ୍ସବ

ବାଲେଶ୍ୱର ଅଫିସ, ୨୮।୧-ଚାନ୍ଦିପୁରଠାରେ ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ମହାମତ୍ା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଦିବସ ବ୍ୟାପୀ ରାଜ୍ୟସ୍ତରୀୟ କବି ସମ୍ମିଳନୀ ଓ କାବ୍ୟ ଚର୍ଚ୍ଚା ଅନୁଷ୍ଠିତ ହୋଇଯାଇଛି। ପାନ୍ଥନିବାସ ସଭାକକ୍ଷରେ ଆୟୋଜିତ ଏହି ଉତ୍ସବରେ କବି...

କପିଳାସ ଆଣିବାକୁ ମସୁଧା

ଢେଙ୍କାନାଳ ଅଫିସ,୨୮ା୧ କିଛି ଦିନ ତଳେ ତାଳଚେରରେ ଉପଦ୍ରବ କରୁଥିବା ନରହନ୍ତା ଦନ୍ତାକୁ କପିଳାସ କପିଳାସ ଚିଡିଆଖାନା ପରିସରରେ ଥିବା ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରକୁ ଅଣାଯାଇଥିବାବେଳେ ଏବେ ଆଉ ଏକ ଦନ୍ତାକୁ ସେଠାକୁ ଅଣାଯିବାକୁ ମସୁଧା କରାଯାଉଥିବା ସୂଚନା ମିଳିଛି।...

କପିଳାସରେ ହେବ ରୋପ୍‌ୱେ

ଢେଙ୍କାନାଳ ଅଫିସ,୨୮ା୧ ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସରେ କାର୍ଯ୍ୟକାରୀ ହେବ ରୋପ୍‌ଓ୍ବେ। ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା। କପିଳାସ ସମେତ ରାଜ୍ୟର ୪ଟି...

ଅସ୍ବାସ୍ଥ୍ୟକର ପରିବେଶରେ ଦୈନିକ ବଜାର

କାଶୀନଗର,୨୮ା୧(ଡି.ଏନ.ଏ.) – ଗଜପତି ଜିଲା କାଶୀନଗର ବସଷ୍ଟାଣ୍ଡ ନିକଟ ବଜାର ଆବର୍ଜନାପୂର୍ଣ୍ଣ ଓ ଅସ୍ବାସ୍ଥ୍ୟକର ପରିବେଶରେ ରହିଛି। ବଜାରରେ ପ୍ରତ୍ୟେକ ଦିନ ପନିପରିବା ଏବଂ ଆମିଷ ବିକ୍ରି ହେଉଛି। ହେଲେ ସଫେଇ ପ୍ରତି ଏନ୍‌ଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେଉ ନ...

ବୁରୁଧ୍‌ ଦମ୍ପତିର ହାତେ ନାତିର ଭବିଷତ୍‌

  ପର୍ଲା, ୨୮।୧ (ଡି.ଏନ୍‌.ଏ.)- ଦୁଇ ବଛର ଭିତରେ ମା’ବାପ୍‌କୁ ହେରେଇଛନ୍‌। ସାହାଭରସା କହେଲେ ବୁରୁଧ୍‌ ଅଜାଆଈ। ହେଲେ ଅଜାଆଈର ବଏସ୍‌ ବି ଅଧ୍‌କା ହେଲାନ। ଏନ୍‌ତାଥି ସେମାନେ ନାତିର ଭବିଷତ୍‌କେ ନେଇ ଚିନ୍‌ତାରେ ପଡ଼ିଯାଇଛନ୍‌। ଏନ୍‌ତା ଗୁଟେ ଘଟନା...

୨୦ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ୯୦ ବଛରିଆ ବୁରୁଧ୍‌

  ଦେଓଗାଁ,୨୮ା୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଦେଓଗଁା ବ୍ଲକ ରାମଚନ୍ଦ୍ରପୁର ପଁଚେତ୍‌ ଲୁହାଖାନା ଗଁାର ୯୦ ବଛ୍‌ରିଆ ବୁରୁଧ୍‌ ମଧୁ ପଟେଲ। ବଏସର ଶେଷ ମୁଡ଼ସାକେ ପୁହୁଁଚି ସାରିଥିଲେ ବି ସେ ଭତାରୁ ବଁଚିତ୍‌ ହେଇ ରହିଛନ୍‌। ଭୋଟ ପରିଚଏପତର ଆର...

ବହିରେ ସ୍ଥାନ ପାଇଲା ଝୁଲିମାଙ୍କ କାହାଣୀ

ଫୁଲବାଣୀ ଅଫିସ, ୨୮ା୧- କନ୍ଧମାଳ ଜିଲା ବାନ୍ଦୁଡ଼ି ଗାଁର ଭି-ଆୱାଡ୍‌ ବିଜେତା ଝୁଲିମା ମଲ୍ଲିକଙ୍କୁ ନେଇ ପୁଣି ସାରା ଦେଶରେ ଚର୍ଚ୍ଚା ା ରାଜସ୍ଥାନ ଜୟପୁରରେ ଚାଲିଥିବା ଜୟପୁର ଲିଟେରାସି ଫେଷ୍ଟିଭାଲ୍‌ରେ ଉନ୍ମୋଚିତ ପୁସ୍ତକ ‘ଉଇ ଆର ଦି ଚାମ୍ପିୟନ୍‌ସ୍‌’ରେ...

ରଣବା ପଞ୍ଚାୟତରେ ଉଡ଼ିଲାନି ଜାତୀୟ ପତାକା : ମାଓବାଦୀ ନାଁରେ ବିଦ୍ୟାଳୟରୁ ମିଳିଥିଲା ଧମକପୂର୍ଣ୍ଣ ଚିଠି

ରାଇକିଆ,୨୮ା୧(ଡ଼ି.ଏନ.ଏ.)-କନ୍ଧମାଳ ଜିଲା ରାଇକିଆ ବ୍ଲକ ରଣବା ପଞ୍ଚାୟତ କାର୍ଯ୍ୟାଳୟ ସମେତ ଅନେକ ବିଦ୍ୟାଳୟରେ ରବିବାର ସାଧାରଣତନ୍ତ୍ର ଦିବସରେ ଜାତୀୟ ପତାକା ଉତ୍ତୋଳନ କରାଯାଇପାରିନି। ଶନିବାର ରଣବା ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଓବାଦୀଙ୍କ ନାଁରେ ଏକ ଧମକପୂର୍ଣ୍ଣ ଚିଠି ମରାଯାଇଥିଲା...

ଛାତ୍ରୀଙ୍କୁ ଅସଦାଚରଣ ଘଟଣା, ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୮ା୧-ଜଣେ ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ ଓ ଏହାର ପ୍ରତିବାଦ କରିବାରୁ ପୀଡିତାଙ୍କ ମା’ଙ୍କୁ ଧମକଚମକ ଅଭିଯୋଗରେ ଟାଉନ ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଟାଉନ ଥାନା ଅନ୍ତର୍ଗତ ଲୋଚାପଡା ଲକ୍ଷ୍ମୀନଗରର ଚିଣ୍ଟୁ ସେଠୀ (୨୨)।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri