ଆମ ଜିଲା ଖବର

ଜାତୀୟ କନ୍ୟାସନ୍ତାନ ଦିବସ କନ୍ୟା ଏକ ଉଜ୍ଜ୍ୱଳ ତାରକା

ଗଣିଆ,୨୬ା୧(ଡି.ଏନ୍‌.ଏ.): ପୁଅଟିଏ ଜନ୍ମହେଲେ ରୋଜଗାର କରି ପୋଷିବ ଓ ବଂଶ ରକ୍ଷା କରିବ ା କନ୍ୟା ସନ୍ତାନ ଜନ୍ମ ହେଲେ ପରଘରକୁ ଚାଲିଯିବ ଏବଂ ବିବାହ ବେଳେ ଯୌତୁକ ପାଇଁ ମା’ବାପାଙ୍କ ଲାଗି ବୋଝ ସାଜିବ। ଏଭଳି ହୀନ ମାନସିକତା...

ପର୍ଯ୍ୟଟନ କ୍ଷେତ୍ର ଶ୍ରୀନୀଳମାଧବ ପୀଠ: ରୋପୱେ ଯୋଜନା ଫାଇଲ ତଳେ

ଖଣ୍ଡପଡ଼ା,୨୬ା୧(ସ୍ବ.ପ୍ର.): ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ କଣ୍ଟିଲୋ ଶ୍ରୀ ନୀଳମାଧବ ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରତ୍ୟହ ଶତାଧିକ ପର୍ଯ୍ୟଟକ ଆସୁଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ବୟସାଧିକ ଓ ଭିନ୍ନକ୍ଷମ କାରଣରୁ ପାହାଡ ଚଢି ମନ୍ଦିରକୁ ଯିବା କଷ୍ଟସାଧ୍ୟ...

ବିଶ୍ୱାବସୁ ଶବର ରାଜା ବଂଶଧର ଜାତିଆଣ ବୈଠକ ଶବର ଜାତିର ସମସ୍ୟା ଉପରେ ଗୁରୁତ୍ୱ

ଖଣ୍ଡପଡ଼ା,୨୬ା୧(ସ୍ବ.ପ୍ର.): ଭାପୁର ବ୍ଲକ ଧାନଚେଙ୍ଗଡା ପଞ୍ଚାୟତ କାଳିଆପଲ୍ଲୀରେ ଶନିବାର ବିଶ୍ୱାବସୁ ଶବର ରାଜା ବଂଶଧର ଜାତିଆଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁରଲୀ ନାୟକ ସଭାପତିତ୍ୱ କରିଥିବା ବେଳେ ବଲାଙ୍ଗୀର ଜିଲାର ଆଦିବାସୀ ନେତା ସତ୍ୟ ନାରାୟଣ ଭୋଇ ମୁଖ୍ୟଅତିଥି...

ପାଟଣା ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ

ପାଟଣା,୨୬।୧(ସ୍ବ.ପ୍ର.): ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ କେନ୍ଦୁଝର ଜିଲା ମୁଖ୍ୟାଳୟ ଷ୍ଟାଡିୟମରେ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ଥାନାକୁ ଶେଷ୍ଠ ଥାନା ଭାବରେ ପୁରସ୍କୃତ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ...

କର୍ଲାମୁଣ୍ଡାରେ ୭୧ ତମ ସାଧାରଣତନ୍ତ୍ର ଦିବସ

କର୍ଲାମୁଣ୍ଡା,୨୬।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ହସ୍ପିଟାଲ ପଡ଼ିଆଠାରେ କର୍ଲାମୁଣ୍ଡା ସଦର ପଞ୍ଚାୟତ ପକ୍ଷରୁ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ କୃଷ୍ଣଚନ୍ଦ୍ର ବାଗ ଯୋଗଦେଇ...

ବଡ଼ବିଲରେ ଜାତୀୟ ପତାକା ଉତ୍ତୋଳନ କଲେ ତହସିଲଦାର

ବଡ଼ବିଲ,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲଠାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଛି। ଜାତୀୟ ଦିବସ ପାଳନ ସମିତି ଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବଡ଼ବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ...

ପୁରୁଷୋତ୍ତମପୁରରେ ସାଧାରଣତନ୍ତ୍ର ଦିବସ

ପୁରୁଷୋତ୍ତମପୁର,୨୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଅନ୍ନପୂଣ୍ଣା ଷଡ଼ଙ୍ଗୀ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଓକିଲ ସଂଘ କାର୍ଯ୍ୟାଳୟରେ ସଭାପତି ଜଗନ ମୋହନ...

‘ସମ୍ବିଧାନର ମୌଳିକ ନୀତିର ସୁରକ୍ଷା ପାଇଁ ପ୍ରତ୍ୟେକ ନାଗରିକ ବଦ୍ଧପରିକର ହୁଅନ୍ତୁ’

ବ୍ରହ୍ମପୁର ଅଫିସ,୨୬।୧: ଗଞ୍ଜାମ ଜିଲା ଖଲିକୋଟ କଲେଜ ଖେଳ ପଡ଼ିଆ ପରିସରରେ ଉପଖଣ୍ଡସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏଥିରେ ଦକ୍ଷିଣାଞ୍ଚଳ ଆରଡିସି ଟି. ଆଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା...

ସ୍ବାଧୀନତା ସଂଗ୍ରାମରେ ଭଦ୍ରକର ରହିଛି ଅତୁଳନୀୟ ଅବଦାନ: ଜିଲାପାଳ

ଭଦ୍ରକ ଅଫିସ,୨୬।୧: ଭଦ୍ରକଠାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳନ କରାଯାଇଛି। ଭଦ୍ରକ ନେହେରୁ ଷ୍ଟାଡିୟମଠାରେ ଅନୁଷ୍ଠିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟଅତିଥି ଭାବେ ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଯୋଗଦେଇ ସ୍ବାଧୀନତା ସଂଗ୍ରାମରେ ସଂଗ୍ରାମୀ ମାଟି...

ରେଭେନ୍‌ଶାରେ ସାଧାରଣତନ୍ତ୍ର ଦିବସ,୧୫୨ ମିଟର ତ୍ରିରଙ୍ଗା ଧରି ବିଶ୍ୱବିଦ୍ୟାଳୟ ପରିକ୍ରମା କଲେ ଛାତ୍ରୀଛାତ୍ର

କଟକ ଅଫିସ, ୨୬।୧- ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଖେଳପଡ଼ିଆରେ ୭୧ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏଥିରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଛାତ୍ରୀଛାତ୍ରଙ୍କୁ ସବୁବେଳେ...

ବୌଦ୍ଧରେ ୭୧ତମ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ଜିଲାପାଳ

ବୌଦ୍ଧ,୨୬।୧(ସ୍ବ.ପ୍ର.): ବୌଦ୍ଧ ସହରର କଚେରୀ ପଡ଼ିଆଠାରେ ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ମହାନ ଦେଶ ଭାରତ...

ପୁରୀର ବିଭିନ୍ନ ସ୍ଥାନରେ ୭୧ତମ ସାଧାରଣତନ୍ତ୍ର ଦିବସ: ନିଜକୁ ଭାରତୀୟ ଭାବେ ଗର୍ବ କରିବା ଉଚିତ

ପୁରୀ ଅଫିସ,୨୬।୧: ରାଜ୍ୟବ୍ୟାପୀ ୭୧ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହେଉଥିବା ବେଳେ ରବିବାର ପୁରୀ ଜିଲାର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲା କଂଗ୍ରେସ ପକ୍ଷରୁ ସିଂହଦ୍ବାର ନିକଟରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜିଲା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri