ଆମ ଜିଲା ଖବର

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ

ବରଗଡ଼ ଅଫିସ, ୨୬।୧- ବରଗଡ଼ରେ ରବିବାର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଜଜ୍‌ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ଜିଲାସ୍ତରୀୟ ସାଧାରଣ ଦିବସରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ ସହିତ ସମ୍ମିଳିତ ପରେଡରେ ଅଭିବାଦନ...

ପୁରୀ ଜିଲା ବିଜେଡି-ଭାଜପା ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ପୁରୀ ଅଫିସ,୨୬।୧: ପୁରୀ ଜିଲା ବିଜୁ ଜନତା ଦଳ ପକ୍ଷରୁ ସିଂହଦ୍ବାର ଏମାର ଚକଡା ମଙ୍ଗୁ ମଠ ସମ୍ମୁଖରେ ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପୂର୍ବତନ ନଗରପାଳ ସୁରେନ୍ଦ୍ର ନାଥ ଦାଶ ଜାତୀୟ ପତାକା ଉତ୍ତୋଳନ କରିଥିଲେ।...

ଖଇରାରେ ସାଧାରଣତନ୍ତ୍ର ଦିବସ

ଖଇରା,୨୬।୧(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ସ୍ଥାନରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟଗୁଡିକରେ ପ୍ରଭାତ ଫେରି ସାଙ୍ଗକୁ ସାଂସ୍କୃତିକ କାର୍ଯ୍ୟକ୍ରମ ତଥା ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଖଇରା ଜଳସେଚନ ବିଭାଗ କାର୍ଯ୍ୟାଳୟରେ ସହକାରୀ ନିର୍ବାହୀ...

ଦାରିଙ୍ଗବାଡ଼ିରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ : ପତାକା ଉତ୍ତୋଳନ କଲେ ବିଡିଓ

ଦାରିଙ୍ଗବାଡ଼ି,୨୬।୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ବ୍ଲକସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଏଥିରେ ଜାତୀୟ ଦିବସ ପାଳନ କମିଟି ଅଧ୍ୟକ୍ଷ ତଥା ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି।...

ବାଲେଶ୍ୱର ଜିଲା ପାଲିସ ଲାଇନ୍‌ ପଡ଼ିଆରେ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ବାଲେଶ୍ୱର ଅଫିସ, ୨୬।୧: ବାଲେଶ୍ୱର ଜିଲାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଜିଲା ପୋଲିସ ଲାଇନ୍‌ ପଡ଼ିଆରେ ଆୟୋଜିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା...

ଗଞ୍ଜାମରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ: ମନ୍ତ୍ରୀ କହିଲେ ‘ଗଞ୍ଜାମର ସାଲିସ ବିହୀନ ସଂଗ୍ରାମ ଅବିସ୍ମରଣୀୟ

ଛତ୍ରପୁର, ୨୬।୧(ଡି.ଏନ୍‌.ଏ.)-ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ରବିବାର ଗଞ୍ଜାମ ଜ଼ିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କୃଷି ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ।...

ଚୌଦ୍ୱାର ଜେଲରେ ରହି ଦାଦାବଟି ଆଦାୟ: ୪ ଗିରଫ

କଟକ ଅଫିସ, ୨୬।୧: ଚୌଦ୍ୱାର ଜେଲରେ ଥାଇ ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣାରେ ଚାଉଳିଆଗଞ୍ଜ ଥାନା ପୋଲିସ ଶନିବାର ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବିଡାନାସୀ ଗୋପାଳ ସାହିର ପ୍ରତାପ ବେହେରା(୫୪), ତାଙ୍କ ସ୍ତ୍ରୀ ପୁଷ୍ପଲତା ବେହେରା(୪୯),...

ମୟୂରଭଞ୍ଜ ଜିଲା ଚିଠି: ପର୍ଯ୍ୟଟନ ଶିଳ୍ପ

ମୟୂରଭଞ୍ଜ ଜିଲାରେ ରହିଛି ବହୁ ପର୍ଯ୍ୟଟନ ସ୍ଥଳ। ପ୍ରସ୍ତାବିତ ଜାତୀୟ ଉଦ୍ୟାନ ଶିମିଳିପାଳ ସହିତ ବହୁ ଜଳପ୍ରପାତ, ମନ୍ଦିର, ଐତିହାସିକ ସ୍ଥାନ ରହିଛି। ହେଲେ ଏହି ସବୁର ରକ୍ଷଣାବେକ୍ଷଣ ତଥା ପ୍ରଚାରପ୍ରସାର ଦିଗରେ ରାଜ୍ୟ ସରକାର କୌଣସି ଆଖିଦୃଶିଆ ପଦକ୍ଷେପ...

୨୦୧୯-୨୦ ଶିକ୍ଷାବର୍ଷ ସରିବାକୁ ୨ମାସ ରହିଲା: ଛାତ୍ରୀଛାତ୍ରଙ୍କୁ ମିଳିଲାନି ମାଗଣା ୟୁନିଫର୍ମ, ଜୋତା

ରସୁଲପୁର, ୨୬।୧ (ଡି.ଏନ୍‌.ଏ.): ଯାଜପୁର ଜିଲାରେ ରସୁଲପୁର ବ୍ଲକ ଏକ ଅଗ୍ରଣୀ ବ୍ଲକ ଭାବରେ ଖ୍ୟାତି ରହିଛି। ହେଲେ ଏହି ବ୍ଲକର ଶିକ୍ଷା ବ୍ୟବସ୍ଥା ଓ ତା’ର ଅବସ୍ଥା ସେତେଟା ସନ୍ତୋଷଜନକ ମନେ ହେଉନାହିଁ। ତେବେ ଛାତ୍ରୀଛାତ୍ରଙ୍କୁ ମଗଣା ୟୁନିଫର୍ମ...

ଗ୍ରାମବାସୀଙ୍କ ବାରଣ୍ଡାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ରାୟଗଡ଼ା ଅଫିସ, ୨୬।୧ – ପିଲାମାନଙ୍କୁ ପ୍ରାକ୍‌ ସ୍କୁଲ ଶୈକ୍ଷିକ ବାତାବରଣ ଦେବାକୁ କେନ୍ଦ୍ର ସରକାର ଅଙ୍ଗନଓ୍ବାଡି କେନ୍ଦ୍ରର ପରିକଳ୍ପନା କରିଥିଲେ। ଏଥିପାଇଁ କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। କିନ୍ତୁ କେତେକ ସ୍ଥାନରେ ଏଥିରେ ବ୍ୟତିକ୍ରମ ଦେଖାଦେଉଛି।...

ଏସ୍‌ସିଏସ୍‌ଟି ଯୁଗ୍ମ ସଚିବଙ୍କ ପାଲଲହଡ଼ା ଗସ୍ତ

ପାଲଲହଡ଼ା,୨୬ା୧(ଡି.ଏନ.ଏ.) – ଏସ୍‌ସିଏସଟି ବିଭାଗ ଯୁଗ୍ମ ସଚିବ ଶରତ ଚନ୍ଦ୍ର ମିଶ୍ର ଶନିବାର ପାଲଲହଡା ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି। ପ୍ରଥମେ ସଚିବ ମାଲ୍ୟଗିରି ସରକାରୀ ଉଚ୍ଚ ବିଦ୍ୟାଳୟକୁ...

ବ୍ରାଉନସୁଗାର ପରେ ଟାର୍ଗେଟରେ କୋଲ୍‌ ମାଫିଆ

ଅନୁଗୋଳ ଅଫିସ୍‌, ୨୬ା୧ – ଅନୁଗୋଳ ଜିଲାକୁ ଅପରାଧ ମୁକ୍ତ କରିବାକୁ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ। ଉପାନ୍ତରୁ ସହର, ଗ୍ରାମାଞ୍ଚଳରୁ ନଗର ଯାଏ ଆପରାଧିକ କାର୍ଯ୍ୟକଳାପର ଡାଟା ବେସ୍‌ ପ୍ରସ୍ତୁତ କରୁଛି ପୋଲିସ। ବିଶେଷ କରି ଖାକି ଟାର୍ଗେଟରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri