ଆମ ଜିଲା ଖବର

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୨୫।୧ ଢେଙ୍କାନାଳ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତରେ ଶୁକ୍ରବାର ୨୦୧୬ରେ ସଂଘଟିତ ଏକ ନାବାଳିକା ବଳାତ୍କାର ଏବଂ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରାଜକିଶୋର ମହାପାତ୍ର ମାମଲାର ଅଭିଯୁକ୍ତ ଶିବାନନ୍ଦ ପ୍ରଧାନଙ୍କୁ...

ଦନ୍ତାକୁ ନେଇ କମୁନି ଚିନ୍ତା

ଢେଙ୍କାନାଳ ଅଫିସ, ୨୫।୧ ତାଳଚେରରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ କପିଳାସ ଚିଡ଼ିଆଖାନାକୁ ଅଣାଯିବା ପରେ ଅଡୁଆରେ ପଡ଼ିଛି ବନ ବିଭାଗ। ହାତୀ ଆୟତ୍ତ ବାହାରକୁ ଚାଲିଯାଉଛି। କାଳେ ଦନ୍ତା ଲୁହା ଚେନ୍‌ ଛିଣ୍ଡାଇ ଦର୍ଶକଙ୍କ ପାଇଁ ବିପଦ...

ମିଳୁନି ମାଗଣା ଔଷଧ, ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ବଇଣ୍ଡା,୨୫ା୧ (ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀମାନଙ୍କୁ ମାଗଣା ଔଷଧ ସହ ଠିକ୍‌ ଭାବେ ସେବା ମିଳୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା ଗ୍ରାମବାସୀ ବାରମ୍ବାର...

ମାସିକ ୨ ଶହ ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ଦିଆଯାଉ

ଅନୁଗୋଳ ଅଫିସ୍‌/ଅନୁଗୋଳ ସହର, ୨୫ା୧ ଶିଳ୍ପ ଓ କୋଇଲା ଖଣି ଦ୍ୱାରା ପ୍ରଦୂଷିତ ଅନୁଗୋଳ ଜିଲାବାସୀଙ୍କୁ ସର୍ବନିମ୍ନ ମାସକୁ ୨ ଶହ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍‌ ଯୋଗାଇଦେବା, ବିଦ୍ୟୁତ୍‌ ସେବାର ଘରୋଇକରଣ ବନ୍ଦ କରିବା, ବିଲ୍‌ ଆଦାୟ ନଁାରେ...

ଦସ୍ତଖତ ନେଇ ଅଢ଼େଇ କୋଟି ଟଙ୍କା ଋଣ ଉଠାଣ

ବଇଣ୍ଡା,୨୫ା୧(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଅମାସମା, ବାସୁଦେବପୁର, ଧଣ୍ଡାତୋପା, ଆରମପୁର ଆଦି ଗ୍ରାମର ୨୫୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ ଦସ୍ତଖତ ନେଇ ଠାକୁରଗଡ଼ସ୍ଥିତ ଓଡ଼ିଶା ଗ୍ରାମ ବ୍ୟାଙ୍କ ଶାଖାରୁ ଅଢେଇ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଋଣ କରାଯାଇଥିବା...

ସମସିଆ ଘେରରେ ଆଖିଦାଦର ପିୟୁପିଏସ୍‌: ସ୍କୁଲରେ ଶିକ୍ଷକ ମର୍‌ଡ଼ିକେ ପଢ଼ାକୁଠି ଅଭାବ୍‌

ବିନିକା, ୨୪।୧ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଆଖିଦାଦର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ଆଏଜ୍‌କେ ୮ ବଛର ହେଲା ଅବେବସ୍‌ତା ଘେରରେ ରହିଛେ। ସ୍କୁଲ ସମସିଆର ସମାଧାନ ଲାଗି ପ୍ରଧାନଶିକ୍ଷକ ବ୍ରଜ ବିହାରୀ ପଣ୍ଡା ବିଇଓକଁରନୁ ଡିଇଓ...

ଆବାସ ଯୋଜନା ବାଟ୍‌ବନା: ପଲିଥିନ ତଲେ ମୁଡ଼ ଗୁଁଜିଛନ୍‌ ୫ ପରାନୀ କୁଟୁମ

ପଲମ, ୨୫।୧ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖିକର ଲାଗି ଯୋଜନା ଉପରେ ଯୋଜନା ତିଆର କରି ଫିବଛର କୋଟି କୋଟି ଟଁକା ସାରୁଛନ୍‌। ହେଲେ ଅନେକ ଜାଗାରେ ଇ ସରକାରୀ ଯୋଜନାମାନକର ସୁଫଲ ଗରିବ୍‌...

ଭତାରୁ ବଁଚିତ୍‌ ବୁରୁଧ୍‌ ଦମ୍ପତି

ଲୋଇସିଂହା, ୨୫ା୧ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗଁା(ଖ) ସଦର ଗଁାର ବୁରୁଧ୍‌ ଦମ୍ପତି ଯଦୁମଣି ହରପାଲ(୬୩) ଆର ଉଷା ହରପାଲ(୬୦) ବୁଢ଼ାବୁଢ଼ୀ ଭତା ପାଏବାରୁ ବଁଚିତ୍‌ ହେଇ ରହିଛନ୍‌। ଇ ଦମ୍ପତି ଭତାର ଲାଗି ଅନେକ ଥର...

ତୁଷୁରାରେ ଆମ୍ବୁଲେନ୍ସ ସେବା: ରୁଗୀକୁ ନାଇଁ, ଭିଆଇପିକୁ ହଁ

  ଗୁଡ଼ଭେଲା, ୨୫।୧ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ଏନ୍‌ଏସିରେ ଥିବାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୁଗୀ ଆମ୍ବୁଲାନ୍ସ ସେବାରୁ ବଁଚିତ୍‌ ହେଉଥିଲାବେଲେ ଭିଆଇପିମାନକର ସେବାରେ ଲାଗୁଥିବାର ଅଭିଯୋଗ ହେଉଛେ। ଇ କେନ୍ଦ୍ରରେ ଗୁଟେ ୧୦୮ ଆମ୍ବୁଲାନ୍ସ ଆର ମହିଳା ଶିଶୁ...

ସାତ୍‌ସପନ ହେଇଛେ ଆବାସ ଘର: ଦଦ୍‌ରା ଘରେ ମୁଡ଼ ଗୁଁଜିଛନ୍‌ ଗରିବ୍‌ ପରିବାର

ଲାଠୋର, ୨୫।୧ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ସରକାର ଉଭଏ ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ଆବାସ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ସର୍ଭେରେ ଭୁଲଭଟକା, ପରଶାସନିକ ଅଧ୍‌କାରୀକଁର ଉଦାସିନ୍‌ତା ଲାଗି ଅନେକ୍‌ ଜାଗାରେ ହକ୍‌ଦାର ହିତାଧିକାରୀ ଯୋଜନାରୁ...

ବାଟ ହୁଡୁଛି ଆଇଟିଡିଏ ଉନ୍ନୟନ କାର୍ଯ୍ୟ

ଦାରିଙ୍ଗବାଡ଼ି,୨୫।୧(ଡି.ଏନ୍‌.ଏ.) – ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ଅଞ୍ଚଳ କାଟିଙ୍ଗିଆ ପଞ୍ଚାୟତର ତିଆରିଗାଁ ଛାତ୍ରାବାସ ଏବଂ ସରାମୁଳି ପଞ୍ଚାୟତର ପାକଲମାହା ଛାତ୍ରାବାସରେ ବହୁ ଅବ୍ୟବସ୍ଥା ଦେଖାଯାଇଛି । ହଷ୍ଟେଲରେ ରହୁଥିବା ଛାତ୍ରଙ୍କ ପାଇଁ ଲକ୍ଷାଧିକ ଟଙ୍କା ବିନିମୟରେ ପାଇଖାନା ନିର୍ମାଣ କରାଯାଇଥିଲେ...

ଦୁଇ ଗାଁକୁ ଯୋଡ଼ିଛି କାଠପୋଲ

ଫୁଲବାଣୀ ଅଫିସ, ୨୫ା୧ – କନ୍ଧମାଳ ଜିଲା କୋଟଗଡ ବ୍ଲକ ପାରିଗଡ ପଞ୍ଚାୟତର ଦୁଇ ଗ୍ରାମ ହଦଗାଁ ଓ ପିଲିମାହା ଦୁର୍ଗମ ଅଞ୍ଚଳ ଭାବେ ପରିିଚିତ। ଏହି ଗ୍ରାମକୁ ପ୍ରଶାସନିକ ଅଧିକାରୀଙ୍କ ପାଦ ପଡ଼େ ନାହିଁ। କେବଳ ଭୋଟ ବେଳେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri