ଆମ ଜିଲା ଖବର

ଅଡବା ପୋଲିସ କର୍ମଚାରୀଙ୍କ ଦ୍ୱାରା ରକ୍ତଦାନ ଶିବିର

ମୋହନା,୨୪।୧(ଡି.ଏନ୍‌.ଏ.): ଗଜପତି ଜିଲାର ମୋହନା ବ୍ଲକ ଅନ୍ତର୍ଗତ ଅଡବା ପୋଲିସ କର୍ମଚାରୀଙ୍କ ଦ୍ୱାରା ଶୁକ୍ରବାର ରକ୍ତଦାନ ଶିବିରର ଆୟୋଜନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆର. ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି ଯୋଗ ଦେଇ ରକ୍ତଦାନ ମହାପୁଣ୍ୟର ମହତ୍ୱକୁ ଜନସାଧାରଣଙ୍କୁ...

କୁଡ଼ାସାହି ଗ୍ରାମରେ ଡକାୟତି: ମାଡ଼ମାରି ଲୁଟିନେଲେ ଗହଣା, ଟଙ୍କା

ବଲାଙ୍ଗୀର ଅଫିସ,୨୪।୧: ବଲାଙ୍ଗୀର ଜିଲା କୁଡ଼ାସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ରାତିରେ ଗ୍ରାମର ଉଜ୍ଜ୍ୱଳ ସାହୁଙ୍କ ଘର ଆଗରେ ଏକ ବୋଲେରୋ ରହିଥିଲା। ବୋଲେରୋରୁ ୧୦/୧୨ ଜଣ ଡକାୟତ ଆସି ଉଜ୍ଜ୍ୱଳଙ୍କ ଘରେ ପଶିଥିଲେ। ତାଙ୍କ...

୬୨ଲିଟର ଦେଶୀ ମଦ ଜବତ: ୫ ଗିରଫ

ମାଧପୁର,୨୪।୧(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଠାକୁରଗଡ଼ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ୬୨ଲିଟର ଦେଶୀମଦ ଜବତ କରିବାସହ ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ପୋଲିସ ଗିରଫ କରିଛି l ଗୋପପୁର...

ବିଧାୟକଙ୍କ ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ଗସ୍ତ: ବିଭିନ୍ନ କାର୍ଯ୍ୟ କଲେ ଅନୁଧ୍ୟାନ

ମାଲକାନଗିରି,୨୪।୧(ଡି.ଏନ୍‌.ଏ.): ମାଲକାନଗିରି ବିଧାୟକ ଆଦିତ୍ୟ ମାଡ଼ି ଶୁକ୍ରବାର ଅଚାନକ ଜିଲା ସଦର ମହକୁମା ଚିକିତ୍ସାଳୟ ଗସ୍ତ କରି ବିଭିନ୍ନ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ତାଙ୍କ ଗସ୍ତବେଳେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ.ଅଜୟ କୁମାର ବୈଠାରୁ ଉପସ୍ଥିତ ଥିବାରୁ ସନ୍ତୋଷ ପ୍ରକାଶ...

ଜଙ୍ଗଲରେ ଯୁବତୀଙ୍କ ମୃତଦେହ ପଡ଼ିବା ଘଟଣା: ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଉଦ୍ଧାର

ମାଧପୁର,୨୪।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ମାନଯୋର ଜଳସେଚନ ଉପରମୁଣ୍ଡ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ପଡ଼ିଥିବା ଖବର ବୁଧବାର ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଶୁକ୍ରବାର ମାଜିଷ୍ଟ୍ରେଟ କ୍ଷମତାରେ ଥିବା ଆଠମଲ୍ଲିକ ଆସିଷ୍ଟାଣ୍ଟ କଲେକ୍ଟର ନାରାୟଣ ସାହୁଙ୍କ ଉପସ୍ଥିତିରେ...

ସୂର୍ଯ୍ୟମନ୍ଦିର ବୁଲି ଦେଖିଲେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ: କହିଲେ ‘ଆଇକନିକ୍‌ ସିଟି ତାଲିକାରେ ସାମିଲ ହେବ ପୁରୀ-କୋଣାର୍କ’

କୋଣାର୍କ,୨୪।୧(ଡି.ଏନ୍‌.ଏ.): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ଶୁକ୍ରବାର କୋଣାର୍କ ମନ୍ଦିର ପରିଦର୍ଶନ କରିଛନ୍ତି। ଭୁବନେଶ୍ୱରରୁ ସିଧା କୋଣାର୍କ ଯାଇ ମନ୍ତ୍ରୀ ସୂର୍ଯ୍ୟମନ୍ଦିର ଦର୍ଶନ କରିଛନ୍ତି। କୋଣାର୍କରେ ଚାଲିଥିବା ଇକୋ ରିଟ୍ରିଟ୍‌ ବୈଠକରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏହା...

ମଉଲିକ୍‌ ସୁବିଧାରୁ ବଁଚିତ୍‌ ଆମଠାପଦର ଗାଁବାସୀ

ଭବାନୀପାଟଣା,୨୪।୧(ଡି.ଏନ୍‌.ଏ.): ଝାର ଜଂଗଲ, ପାହାଡ଼ ପରବତ ଘେରା କଳାହାଣ୍ଡି ଜିଲାରେ ସୁଆଧୀନତାର ୭୦ ବଛର ଉତାରୁ ବି ଅନେକ ଗାଁଗଁଡ଼ାର ଲୋକ୍‌ ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ହେଇ ରହିଛନ୍‌। ସମିଆ ଅସମିଆରେ ଇମାନକର ଲାଗି ଭଗବାନ ହିଁ ସାହାଭରସା।...

ଅଜନା ରୋଗ୍‌ରେ ପୀଡ଼ିତ ଗାୟତ୍ରୀ: ସରକାରୀ ସାହାଯ୍‌ ଆଶ୍‌ରେ ବାପ୍‌, ଭାଇ

ଭବାନୀପାଟଣା, ୨୪।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ସଦର ବ୍ଲକ ଦାଦପୁର ଗଁାର ଗୁରୁ ରଣାକଁର ଝି’ ଗାୟତ୍ରୀ ରଣା(୩୬)। ସେ ଆଏଜ୍‌କେ ପାଖାପାଖି ୩ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ୍‌ ଅଛନ୍‌। ହେଲେ ପରିବାରଟା ନିହାତି...

ସୁଲୋଚନାକୁଁ ସାହାଯ୍‌ର ହାତ୍‌ ବଢ଼ାଲେ ଭିନେ ଭିନେ ସଂଗଠନ: ଫିରି ପାଏଲେ ବଁଧା ପଡ଼ିଥିବାର ରାଶନକାର୍ଡ

ପର୍ଲା, ୨୪।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ାର କୁଷ୍ଠ ରୋଗ୍‌ରେ ପୀଡ଼ିତ ସୁବାସ ଦୋରୁଆନ(୫୦)କଁର ଦିନାକେତେ ତଲେ ମୁର୍‌ତୁ ହେଇଥିଲା। ଏନ୍‌ତାଥି ବିଧବା ବୁଢ଼ୀ ମା’ଟଁକା ପଏସା ଅଭାବୁ ପୁଓର ଶୁଧିକାଯ୍‌...

ଉଦ୍ଧାର ବାଳକଙ୍କୁ ପରିବାରକୁ ହସ୍ତାନ୍ତର

ଭବାନୀପାଟଣା,୨୪।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଚାଇଲ୍ଡ ଲାଇନ ଗତ ୧୬ ତାରିଖରେ ଜଣେ ୧୫ ବର୍ଷର ବାଳକଙ୍କୁ ଉକ୍ତ ସହରରୁ ଉଦ୍ଧାର କରିଥିଲା। ଶୁକ୍ରବାର ଉକ୍ତ ବାଳକଙ୍କୁ ଛତିଶଗଡ଼ର ମହାସମୁନ୍ଦ ରେଲୱେ ଷ୍ଟେଶନ ପାଖ ଗୁଜାପରାରାରେ ରହୁଥିବା ତାଙ୍କ ପରିବାର...

ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ପରଲୋକ

ଧାମନଗର,୨୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ୭୮ ବର୍ଷ ବୟସରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଜଗନ୍ନାଥ ଧାମନଗର ନିର୍ବାଚନ ମଣ୍ଡଳୀରୁ...

ପଞ୍ଚାୟତ ନୂତନ କୋଠା ଉଦ୍‌ଘାଟନ କଲେ ବିଧାୟକ

ମୋହନା,୨୪।୧(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ମଧ୍ୟସ୍ଥ ଲୁହାଗୁଡି ପଞ୍ଚାୟତର ନୂତନ କୋଠାକୁ ସ୍ଥାନୀୟ ବିଧାୟକ ଦାଶରଥି ଗମାଙ୍ଗ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବଂଶୀଧର ଖୋସଲା, ସହକାରୀ ଯନ୍ତ୍ରୀ ଜଗବନ୍ଧୁ ଆଚାର୍ଯ୍ୟ, ସରପଞ୍ଚ ଲକ୍ଷ୍ମୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri