ଆମ ଜିଲା ଖବର

ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତ ଇମା ଉଦ୍ଦିନ କୋର୍ଟଚାଲାଣ

ପାରାଦୀପ, ୨୪।୧ (ସ୍ବ.ପ୍ର.):ତ୍ରିକୋଣୀୟ ପ୍ରେମ ସମ୍ପର୍କ ଯୋଗୁ ପାରାଦୀପ ମଡେଲ ଥାନା ଅଧୀନ ନୂଆବଜାର ମଣିମନ୍ଦିର ପାଖ ବସ୍ତିର ଶରତ ଜେନାଙ୍କୁ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ଇମା ଉଦ୍ଦିନଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ...

ଭାଇଚାରା ସୃଷ୍ଟି କରେ ଝୋଡ଼ିଆ ପରଜାଙ୍କ ପୁଷ୍‌ ପରବ

ଟିକିରି,୨୪ ।୧(ଡି.ଏନ୍‌.ଏ.) ରାୟଗଡା ଜିଲା କାଶୀପୁର ବ୍ଲକ ଝୋଡ଼ିଆ ପରଜାଙ୍କ ନିଆରା ପରବ ପୁଷ୍‌ ପରବ ଶେଷ ହୋଇଛି। ଏହା ସେମାନେ ପରମ୍ପରା ଅନୁଯାୟୀ ବିଶ୍ୱାସର ସହ ପାଳନ କରିଥାନ୍ତି। ଏହି କାଶୀପୁର ବ୍ଲକର ସମସ୍ତ ଝୋଡ଼ିଆ ପରଜା ଗ୍ରାମ...

ପଠନ ଅଭ୍ୟାସ ମଣିଷକୁ ସାକାରାତ୍ମକ କରେ

ସୋନପୁର,୨୪।୧(ନି.ପ୍ର.) ସୋନପୁର ରୟାଲ ପଡିଆଠାରେ ଗତ ୧୭ ତାରିଖରୁ ଆରମ୍ଭ ହୋଇଥିବା ଚତୁର୍ଥ ସୁବର୍ଣ୍ଣପୁର ଜିଲା ପୁସ୍ତକ ଓ ସାହିତ୍ୟ ଉତ୍ସବ ଇଙ୍କ୍‌ଫେଷ୍ଟ-୨୦୨୦ ଗୁରୁବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସନ୍ଧ୍ୟାରେ ଅନୁଷ୍ଠିତ ସାରସ୍ବତ ସଭାରେ ଜିଲାପାଳ ମୋନିଷା ବାନାର୍ଜୀ ମୁଖ୍ୟ...

ରୋଗୀ ନେଇ ଯାଉଥିବା ଗାଡ଼ିି ଦୁର୍ଘଟଣାଗ୍ରସ୍ତ

ଠାକୁରମୁଣ୍ଡା,୨୪ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ଝରାଡ଼ିର ବଡ଼କଦମ ଗ୍ରାମରୁ ଜଣେ ରୋଗୀଙ୍କୁ ଚିକିତ୍ସା ପାଇଁ କଟକ ନେବା ବାଟରେ କରଞ୍ଜିଆଠାରୁ ୪ କିମି ଦୂର ମାଣ୍ଡୁଆ ନିକଟରେ ବୁଧବାର ବିଳମ୍ବିତ ରାତିିରେ ଗାଡ଼ି ଦୁର୍ଘଟଣା ହୋଇଛି। ଫଳରେ...

ଶିକ୍ଷକଙ୍କୁ ଛାତ୍ର ମସାଜ୍‌ କରୁଥିବା ଭିଡିଓ ଭାଇରାଲ୍‌

ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇଛି। ଭିଡିଓଟି କେବେକାର ଜଣାପଡି ନାହିଁ। ତେବେ ବିଦ୍ୟାଳୟ ଛାତ୍ରାବାସରେ ଶିକ୍ଷକ...

ବାଘ ଆକ୍ରମଣରେ ବଳଦ ମୃତ, ଲୋକେ ଆତଙ୍କିତ

ରାଇରଙ୍ଗପୁର,୨୪ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ଡିଭିଜନ ବିଶୋଇ ରେଞ୍ଜ ସରଗଡ଼ା ରିଜର୍ଭ ଜଙ୍ଗଲରେ ବାଘ ଆକ୍ରମଣରେ ଏକ ବଳଦର ମୃତ୍ୟୁ ଘଟିଛି। ଗ୍ରାମପାର୍ଶ୍ୱ ଜଙ୍ଗଲରେ ବାଘର ଉପସ୍ଥିତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଖବରପାଇ ସରଗଡ଼ା ବନ ବିଭାଗ...

କାର୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକୋ

ଚିତ୍ରଡା,୨୪ା୧(ଡି.ଏନ୍‌.ଏ.)- କାର୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ପ୍ରତିବାଦରେ ମୟୂରଭଞ୍ଜ ଜିଲା ସଦର ଥାନା ଅନ୍ତର୍ଗତ ବାଘୁଆଶୋଳ ଛକରେ ଗୁରୁବାର ରାସ୍ତାରୋକୋ କରାଯାଇଥିଲା। ବାଘୁଆଶୋଳ ଏବଂ ନିଚୁଆପଦା ଗ୍ରାମବାସୀ ପୂର୍ବାହ୍ନ ୧୦ଟାରୁ କ୍ଷତିପୂରଣ ଦାବିରେ ରାସ୍ତାରେ ମୃତଦେହ ରଖି ବସି...

ଭଞ୍ଜସେନାର ପ୍ରତିଷ୍ଠା ଦିବସ

ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲାର ଅଣରାଜନୈତିକ ଯୁବଛାତ୍ର ସଂଗଠନ ଭଞ୍ଜସେନାର ୨୨ତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ସକାଳେ ମଧୁବନ ସ୍ଥିତ ମା ଭୈରବୀ ମନ୍ଦିରରେ ସମସ୍ତ କର୍ମକର୍ତ୍ତା ପୂଜାର୍ଚ୍ଚନା କରିଥିଲେ।...

ନେତାଜୀ ଜୟନ୍ତୀରେ ଗଣଦୌଡ଼

ଖଇରା, ୨୪।୧(ଡି.ଏନ.ଏ.)-ନେତାଜୀ ଜୟନ୍ତୀ ଉପଲକ୍ଷେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଜାରରେ ଗୁରୁବାର ଗଣଦୌଡ ଆୟୋଜନ କରାଯାଇଥିଲା। ଏଥିରେ ଖଇରା ବ୍ଲକର ୩୭ ପଞ୍ଚାୟତର ସହସ୍ରାଧିକ ଯୁବକ ସାମିଲ ହୋଇଥିଲେ। ଖଇରା ରନ ଲେଖାଥିବା ପୋଷାକ ପିନ୍ଧି...

ପ୍ରତିଶ୍ରୁତିରେ ଅଟକିଛି ରାସ୍ତା ନିର୍ମାଣ

ଝୁମ୍ପୁରା, ୨୪।୧ (ଡି.ଏନ.ଏ.) – କେନ୍ଦୁଝର ଜିଲାର ପଳାଶପଙ୍ଗା (ସ୍ପଞ୍ଜ ଆଇରନ ଛକ) ଠାରୁ ବାମେବାରୀ ପର୍ଯ୍ୟନ୍ତ କିଡ୍‌କୋ ରାସ୍ତା ପାଲଟିଛି ମରଣଯନ୍ତା। ଦୁର୍ଘଟଣାପ୍ରବଣ ରାସ୍ତା ଭାବେ ମଧ୍ୟ କିଡ୍‌କୋ ରାସ୍ତାର ଜିଲାରେ ନାଁ ରହିଛି। ୨୦ ନଂ ଜାତୀୟ...

କ୍ଷତିପୂରଣ ପ୍ରତିଶ୍ରୁତି ପରେ ହେଲା ଶବ ଦାହ

ରୂପ୍‌ସା/ବସ୍ତା/ଲଙ୍ଗଳେଶ୍ୱର, ୨୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅନ୍ତର୍ଗତ ଆଳୁମେଦା ଗ୍ରାମର ଯୁବକ ନୀଳକଣ୍ଠ ବେହେରା (୩୫) ବୁଧବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଥିଲା। ସେ ବିଲରେ ଧାନ ତଳି ପକାଇବା ପାଇଁ କାଦୁଅ...

ଧାନ ବୋଝେଇ ଟ୍ରକ୍‌କୁ ୫୮,୦୪୦ ଟଙ୍କା ଜରିମାନା

ତିହିଡ଼ି,୨୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ସୟା ପଞ୍ଚାୟତ ନିଶ୍ଚିନ୍ତପୁର ସମବାୟ ସମିତିରୁ ଧାନ ବୋଝେଇ କରି ଯାଉଥିବା ଏକ ଟ୍ରକ୍‌କୁ ଆଂଚଳିକ ପରିବହନ କାର୍ୟାଳୟ(ଆରଟିଓ) ପକ୍ଷରୁ ୫୮, ୦୪୦ ଟଙ୍କା ଜରିମାନା କରାଯାଇଛି। ଟ୍ରକ୍‌ର କାଗଜପତ୍ର ଠିକ୍‌ ନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri