ଆମ ଜିଲା ଖବର

ପରକୀୟା ପ୍ରୀତିରୁ ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୨୩ା୧- ସଦର ଥାନା ସୁକୁଣ୍ଡା ମଶାଣିପଦର ସାହିରେ ବୁଧବାର ପରକୀୟା ପ୍ରୀତିରୁ ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ପ୍ରଫୁଲ୍ଲ ସାହୁ (୩୨)। ପୋଲିସ ମୃତ ପ୍ରଫୁଲ୍ଲଙ୍କ ଦାଦା ପୁଅ ଭାଇ ମହେନ୍ଦ୍ରଙ୍କ ଅଭିଯୋଗ କ୍ରମେ ଏକ ହତ୍ୟା...

ଅପରିଚିତ ଶିଶୁପୁତ୍ରଙ୍କୁ ରଖିବା ନେଇ ଥାନାରେ ଅଭିଯୋଗ

ଗୋପାଳପୁର,୨୩ା୧- ଆୟୁର୍ବେଦିକ କ୍ଲିନିକ୍‌ କରିଥିବା ଜଣେ ଡାକ୍ତର ଏକ ଅପରିଚିତ ଶିଶୁକୁ ସନ୍ଦେହଜନକ ଭାବେ ରଖିଥିବା ନେଇ ଗୋଳନ୍ଥରା ଥାନାରେ ବୁଧବାର ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ସମ୍ପୃକ୍ତ ଡାକ୍ତରଙ୍କ ସହ ୨ ମହିଳାଙ୍କୁ ଅଟକ ରଖି ପଚରାଉଚରା...

ସିଂହଳା ଗ୍ରାମରେ ହାତୀପଲଙ୍କ ଉପଦ୍ରବ

ଗୋପାଳପୁର,୨୩ା୧- ଗୋଳନ୍ଥରା ଥାନା ଅଞ୍ଚଳର ଗୋବିନ୍ଦ ନଗର, କୃଷ୍ଣନଗର, ଏରେଣ୍ଡା, ଭାଲିଆଗଡ଼, ଗୋବିନ୍ଦନଗର, ରାଧାମୋହନପୁର, ଝିଙ୍କିପଦର ଆଦି ଗ୍ରାମରେ ଗତ ୧୫ ଦିନ ହେଲା ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ବନ ବିଭାଗ ହାତୀ ଘଉଡ଼ାଇବାକୁ ଉଦ୍ୟମ କରି ନାକେଦମ...

ନୀଳକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ସଇଁତଲା, ୨୩।୧ (ଡି.ଏନ୍‌.ଏ.)-  ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ସଦର ପଁଚେତ୍‌ ଅଧୀନ କର୍ଲାବାହାଲି ଗଁାର ନୀଳ ନାଏକ(୬୦)। ସେ ଆଏଜ୍‌କେ ୨୫ ବଛର ହେଲା ଗଁାନୁ ଖଁଡ଼େ ଦୂରେ ଥିବାର ଜଂଗଲ ତରେ ରହୁଥିବାର ବାବ୍‌ଦେ ଗଲା ୧୬...

ଭିନ୍ନକ୍ଷମ ଦୁବରାଜ ପାଖରେ ପହଞ୍ଚିଲା ପ୍ରଶାସନ

ଚମ୍ପୁଆ, ୨୩ା୧(ଡି.ଏନ.ଏ)-ଚମ୍ପୁଆ ଏନଏସି ଅନ୍ତର୍ଗତ ୧୩ନଂ ୱାର୍ଡର ଚନ୍ଦ୍ରଶେଖରପୁର ନୁଆଗାଁଠାରେ ଦୀର୍ଘ ଦିନ ହେବ ଫାଇଲେରିଆ ରୋଗରେ ପିଡିତ ହୋଇ ଭିନ୍ନକ୍ଷମ ହୋଇଥିବା ଦୁବରାଜ ମୁଣ୍ଡାଙ୍କ ପାଖରେ ବୁଧବାର ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରିତିମୟ ପହଞ୍ଚିଥିବା ଜଣାଯାଇଛି। ଦୀର୍ଘ ଦିନରୁ...

ହାତୀ ଉପଦ୍ରବରୁ ବଢୁଛି କ୍ଷୟକ୍ଷତି

ଚମ୍ପୁଆ,୨୩ା୧(ଡି.ଏନ.ଏ)- ଚମ୍ପୁଆ ରେଞ୍ଜ ଅଧୀନରେ ରହିଥିବା ବାଲିବନ୍ଧ, ବାମେବାରି, ଚମ୍ପୁଆ, ଉଖୁଣ୍ଡା ଓ ଯୋଡା ଅଞ୍ଚଳରେ ବର୍ଷ ସାରା ହାତୀ ଉପଦ୍ରବ ଲାଗି ରହିଥିବା ବେଳେ ବନ ବିଭାଗ କେବଳ ସରକାରୀ ସହାୟତା ପ୍ରଦାନ କରି ନିଜ କର୍ତ୍ତବ୍ୟ ସମ୍ପାଦନ...

ବନ୍ଧୁକ ଲଗାଇ ୪. ୭୦ ଲକ୍ଷ ଟଙ୍କା ଲୁଟ୍‌

ଗୋପ,୨୩ା୧(ଡିଏନ୍‌ଏ): ଗୋପ-ଚାରିଛକ ରାସ୍ତାର ଚମ୍ପାଳ କାଦୁଆ ନଦୀ ପୋଲ ପାଖରେ ବୁଧବାର ରାତି ପ୍ରାୟ ୯ଟାବେଳେ ଏକ ଟ୍ରକ୍‌ରୁ ୫ଜଣ ଦୁର୍ବୃତ୍ତ ୪ଲକ୍ଷ ୭୦ହଜାର ଟଙ୍କା ଲୁଟିନେଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, କୋଣାର୍କର ବଡ଼ ବ୍ୟବସାୟୀ କୈଳାସ ସାହୁଙ୍କ...

ମଠରୁ ପୁଅବେଶଧାରୀ ନାବାଳିକା ଉଦ୍ଧାର

ପୁରୀ ଅଫିସ, ୨୩ା୧: ଘରୁ ବିମୁଖ ହୋଇ ଭୁବନେଶ୍ୱରର ଉଚ୍ଚଶିକ୍ଷିତ ଯୁବକ ଗିରିଜା ଶଙ୍କର ମିଶ୍ର ଗତ କିଛି ବର୍ଷ ଧରି ଶ୍ରୀକ୍ଷେତ୍ରକୁ ଚାଲିଆସି ଭିକ୍ଷାବୃତ୍ତି କରିବା ଘଟଣାର ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଏଭଳି ଏକ...

ବାଲିଯାତ୍ରା ପଡ଼ିଆରେ ସମାଜର ସାଂସ୍କୃତିକ ସମାରୋହ

କଟକ ଅଫିସ, ୨୩ା୧: ‘ସମାଜ’ର ସାଂସ୍କୃତିକ ସମାରୋହ ଦ୍ୱିତୀୟ ସନ୍ଧ୍ୟା ବୁଧବାର ଉପର ବାଲିଯାତ୍ରା ପଡ଼ିିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ କହିଥିଲେ, ସମାଜ ବିଗତ ଶହେ ବର୍ଷ...

ନେସ୍କୋ ଡେପୁଟି ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ

ରାଇରଙ୍ଗପୁର,୨୩ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ନେସ୍କୋ ବିଦ୍ୟୁତ୍‌ ଡିଭିଜନର ଡେପୁଟି ମ୍ୟାନେଜର ଇଂ.ସୁର କୁମାର ଟୁଡୁଙ୍କ ବୁଧବାର ପୂର୍ବାହ୍ନରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାଇରଙ୍ଗପୁର ସ୍ଥିତ ଭଡ଼ା ଘରେ ସେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ବିଭାଗୀୟ କର୍ମଚାରୀମାନେ...

ସରିଲା କୁନ୍ଦୁଳିଆ ମହୋତ୍ସବ

ବିଶୋଇ,୨୩ା୧(ଡ଼ି.ଏନ୍‌.ଏ.)- ବିଶୋଇ ଅଞ୍ଚଳର କୁନ୍ଦୁଳିଆଠାରେ ଦିଗବିଜୟ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୩୧ ତମ ବାର୍ଷିକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ‘କୁନ୍ଦୁଳିଆ ମହୋତ୍ସବ- ୨୦୨୦’ ଉଦ୍‌ଯାପିତ ହୋଇଯାଇଛି। ୩ ଦିନିଆ ଏହି ମହୋତ୍ସବର ଉଦ୍‌ଯାପନୀ ଦିବସରେ ପରିବେଷଣ ହୋଇଥିବା...

୫ ଶ୍ରେଣୀକୁ ୮୦ ଛାତ୍ରୀଛାତ୍ର, ୨ ଶିକ୍ଷକ

ଜଳେଶ୍ୱର,୨୩।୧(ସ୍ବ.ପ୍ର.)-ସରକାର ଶିକ୍ଷାର ମାନ ବଢ଼ାଇବା ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ ବାସ୍ତବ କ୍ଷେତ୍ରରେ ତାହା ଦେଖିବାକୁ ମିଳୁନାହିଁ। ବାଲେଶ୍ୱର ଜିଲାର ଜଳେଶ୍ୱର ଗୋଷ୍ଠୀ ଶିକ୍ଷା ଅଧୀନ ଖୁଆଡ଼ ପଞ୍ଚାୟତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁ ଗ୍ରାମବାସୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri