ଆମ ଜିଲା ଖବର

ଅଗ୍ନିକାଣ୍ଡରେ ଜଳିଗଲା ୧୦ ବଖରା ଘର: ୧୦ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ

ବାସୁଦେବପୁର, ୨୨।୧(ଡି.ଏନ.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବଳିବିନ୍ଧା ଗ୍ରାମର ଚାରିଘରିଆ ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୭ଟି ପରିବାରର ୧୦ ବଖରା ଘର ସମ୍ପୂର୍ଣ୍ଣ ପୋଡିଯାଇଥିବା ଜଣାପଡିଛି। ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି...

ଶେଷରେ କପିଳାସ ଗଲା ନରହନ୍ତା ହାତୀ

ବନ୍ତଳା/ତାଳଚେର,୨୨।୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ ଚଳାଇଥିବା ନରହନ୍ତା ଦନ୍ତା ହାତୀକୁ ଶେଷରେ କପିଳାସ ପଠାଯାଇଛି। ସୋମବାର ବନ ବିଭାଗ ଟ୍ରାଙ୍କୁଲାଇଜ କରିବାରେ ସଫଳ ହୋଇଥିଲେ ବି ରାତିରେ ସ୍ଥାନାନ୍ତର କରିବାରେ ବିଫଳ ହୋଇଛି।...

କଟକରେ ୫ଟି ସଚିବ: ବିଭିନ୍ନ ପ୍ରକଳ୍ପର କଲେ ଅନୁଧ୍ୟାନ

କଟକ ଅଫିସ,୨୨।୧: କଟକରେ ପହଞ୍ଚିଛନ୍ତି ୫ଟି ସଚିବ ଭି.ପାଣ୍ଡିଆନ। ବୁଧବାର ସକାଳ ୫ଟାରେ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ମୁଖ୍ୟତଃ ହାଡ଼ିଆପଡାଠାରେ ପ୍ରସ୍ତାବିତ ବରଫି ପ୍ରକଳ୍ପ କାର୍ଯ୍ୟ ଉପରେ ପାଣ୍ଡିଆନ ସମୀକ୍ଷା କରିବା ସହିତ...

ଇଙ୍କ୍‌ଫେଷ୍ଟ ପଞ୍ଚମ ସନ୍ଧ୍ୟାର ଚତୁର୍ଥ କଥାଚକ୍ର: ବୟନ ଶିଳ୍ପ ଦେଇଛି ପରିଚୟ, ରୋଜଗାର

ସୋନପୁର,୨୧।୧(ନି.ପ୍ର.) – ବୟନ ଶିଳ୍ପ ହିଁ ସୁବର୍ଣ୍ଣପୁର ଜିଲାକୁ ଦେଶ ବିଦେଶରେ ପରିଚିତ କରିଛି। ଏଠାକାର କୁଶଳୀ ବୁଣାକାର ହସ୍ତତନ୍ତ ଓ ବୟନ କଳାକୁ ବିଶ୍ୱସ୍ତରରେ ପହଞ୍ଚାଇବାରେ ଅଗ୍ରଣୀ ଭୂମିକା ନେଇଛନ୍ତି। ଶତାଧିକ ବର୍ଷ ଧରି ବୟନ, ବାନ୍ଧକଳାରେ ସମର୍ପିତ...

ମୁଢ଼ି ମିକ୍ସଚର ଦେଇଛେ ଜୀବନ୍‌ଜିବ୍‌କା

କର୍ଲାମୁଣ୍ଡା, ୨୨।୧ (ଡି.ଏନ୍‌.ଏ.)-କଥାରେ ଅଛେ କାମ୍‌କେ ଛୋଟ୍‌ ବଡ଼ ନାଇଁ ଭାବି କରି କରମ୍‌ କରୁଥିବାର ଲୋକ୍‌ର ପେଟ୍‌ କେଭେ ଖାଲି ନାଇଁ ରହେ। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଂଚଲରେ। ସୂଚନା...

ବଲାଙ୍ଗୀରରେ ହେବ ଫ୍ଲାଏଓଭର, ମିନି ସଚିବାଳୟ

ବଲାଙ୍ଗୀର ଅଫିସ, ୨୨|୧ – ବଲାଙ୍ଗୀର ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ମଙ୍ଗଳବାର ପୂର୍ତ୍ତ ଓ ଗୃହ ନିର୍ମାଣ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ା ଏହି ବୈଠକରେ ମହିଳା...

ନାଟକ ମାଧ୍ୟମରେ ଭାଇଚାରା ପ୍ରତିଷ୍ଠା ହେଉଛି

ବଲାଙ୍ଗୀର ଅଫିସ, ୨୨ା୧ – ସର୍ବଭାରତୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବର ତୃତୀୟ ସନ୍ଧ୍ୟା ସଭାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟ ପୂର୍ତ୍ତ, ଖଣି ଓ ଇସ୍ପାତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ନାଟକ ମାଧ୍ୟମରେ ଭାଇଚାରା ପ୍ରତିଷ୍ଠା...

ସ୍ବାର୍ଥ ପାଇଁ ଗାନ୍ଧିଜୀଙ୍କୁ ବ୍ୟବହାର କରନାହିଁ

ବଲାଙ୍ଗୀର ଅଫିସ, ୨୨ା୧ – ସର୍ବଭାରତୀୟ ବହୁଭାଷୀ ମଞ୍ଚ ନାଟକ ସମାରୋହ ମଠଖାଇ ମହୋତ୍ସବର ତୃତୀୟ ସନ୍ଧ୍ୟାରେ ଛତିଶଗଡ ପ୍ରଦେଶ ରାୟଗଡର ଇଣ୍ଡିଆନ୍‌ ପିପୁଲ ଥିଏଟର ଆସୋସିଏଶନ୍‌ର ବହୁଚର୍ଚ୍ଚିତ ହିନ୍ଦୀ ନାଟକ ଗାନ୍ଧୀଚୌକ ମଞ୍ଚସ୍ଥ ହୋଇଥିଲା ା ଅଶୋକ ମିଶ୍ରଙ୍କ...

ପିଲା ଆସିଲେନି, ବସି ବସି ଫେରିଲେ ଶିକ୍ଷୟିତ୍ରୀ

ପବିତ୍ରନଗର,୨୨ା୧(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ପରାବିଲ ଗ୍ରାମର ନିମ୍ନ ପ୍ରାଥମିକ ବିଦ୍ୟାଳୟକୁ ପବିତ୍ରନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ନେଇ ବିବାଦ ଲାଗିରହିଛି। ଫଳରେ ବିଦ୍ୟାଳୟ ପରିଚାଳନା କମିଟି ଓ ଗ୍ରାମ ପରିଚାଳନା କମିଟି ନିଷ୍ପତ୍ତି କ୍ରମେ...

୧୨ ବର୍ଷ ହେବ ଜବରଦଖଲ ଦୋକାନ ଘର ମୁକୁଳିଲା

ଅନୁଗୋଳ ଅଫିସ, ୨୨।୧ – ଦୀର୍ଘ ୧୨ ବର୍ଷ ହେଲା ଜବରଦଖଲରେ ଥିବା ଦୋକାନ ଘରକୁ ମଙ୍ଗଳବାର ଅନୁଗୋଳ ପୌରପାଳିକା ନିଜ କବ୍‌ଜାକୁ ନେଇଛି। ମାଜିଷ୍ଟ୍ରେଟ ଭାବେ ଅନୁଗୋଳ ଅତିରିକ୍ତ ତହସିଲଦାର, ପୋଲିସ, ପୌର ନିର୍ବାହୀ ଅଧିକାରୀ ଓ ପୌର...

ପ୍ରସୂତିଙ୍କୁ ମିଳିଲା ବିରଳ ବମ୍ବେ ଗ୍ରୁପ୍‌ ରକ୍ତ

ଅନୁଗୋଳ ଅଫିସ, ୨୨।୧- ଅନୁଗୋଳ ବଇଣ୍ଡା ଅଞ୍ଚଳର ଜଣେ ପ୍ରସୂତି ମହିଳାଙ୍କୁ ମିଳିଛି ବିରଳ ବମ୍ବେ ଗ୍ରୁପ୍‌ ବା ‘ଓଏଚ୍‌ ପଜେଟିଭ’ (ବମ୍ବେ ଫେନୋଟାଇପ) ରକ୍ତ। ତେବେ ଏହି ରକ୍ତଦାନ ପାଇଁ ଜଣେ ବ୍ୟକ୍ତିଙ୍କୁ ରାଉରକେଲାରୁ ଟ୍ରେନ୍‌ରେ ଅନୁଗୋଳ ଆସିବାକୁ...

ସୁନ୍ଦରୀ ବିବରଣୀ ମାଗିଲେ କାହ୍ନା କର୍ତ୍ତୃପକ୍ଷ: ବନ୍ୟପ୍ରାଣୀ ମୁଖ୍ୟ ବନସଂରକ୍ଷକଙ୍କ ନିକଟକୁ ଚିଠି

ବନ୍ତଳା,୨୨ା୧(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ରାଇଗୁଡ଼ା ଏନ୍‌କ୍ଲୋଜରରୁ ବାଘୁଣୀ ସୁନ୍ଦରୀକୁ ନେବା ପାଇଁ ମଧ୍ୟପ୍ରଦେଶ କାହ୍ନା ବ୍ୟାଘ୍ର ପ୍ରକଳ୍ପ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏଥିପାଇଁ ମଙ୍ଗଳବାର ମଧ୍ୟପ୍ରଦେଶ କାହ୍ନା ଜାତୀୟ ବ୍ୟାଘ୍ର ପ୍ରକଳ୍ପର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri