ଆମ ଜିଲା ଖବର

‘ପରୀକ୍ଷା ପାଇଁ ଚାପଗ୍ରସ୍ତ ହେବା ଉଚିତ ନୁହେଁ’

ଢେଙ୍କାନାଳ ଅଫିସ,୨୨ା୧ – କୌଣସି ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରମାନେ ଚାପଗ୍ରସ୍ତ ହେବା ଉଚିତ ନୁହେଁ। ଢେଙ୍କାନାଳ ଜିଲାକୁ ପରୀକ୍ଷାପର୍ବ ନାମରେ ଏକ ସଚେତନତା କାର୍ଯ୍ୟକ୍ରମ ପାଇଁ ଆସିଥିବା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ, ସଭ୍ୟ...

ଅନୁଗୋଳ ବନମଣ୍ଡଳରେ ୭୫,୬୦୭ ପକ୍ଷୀ: ୨୦୧୯ ତୁଳନାରେ ୧୩ ହଜାର ୩୦୭ ବୃଦ୍ଧି

ବନ୍ତଳା,୨୨ା୧(ଡି.ଏନ.ଏ.) – ଅନୁଗୋଳ ବନମଣ୍ଡଳ ସର୍କଲରେ ଗତ ୧ ତାରିଖରେ କରାଯାଇଥିବା ପକ୍ଷୀ ଗଣନା ରିପୋର୍ଟ ମଙ୍ଗଳବାର ବନ ବିଭାଗ ପ୍ରକାଶ କରିଛି। ଏଥିରେ ଅନୁଗୋଳ, ଆଠମଲ୍ଲିକ, ଆଠଗଡ଼, କଟକ, ଢେଙ୍କାନାଳ, ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଓ ସାତକୋଶିଆ ବନ୍ୟପ୍ରାଣୀ...

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା:୨ ଜଣଙ୍କୁ ୨୦ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୨ା୧:ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ତଥା ଅତିରିକ୍ତ ଜିଲା ଦୌରାଜଜ୍‌ ସମର ବିଳାସ ବେହେରା ମଙ୍ଗଳବାର ୨ ଦୋଷୀଙ୍କୁ ୨୦ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡରେ...

ହେଭି ଭେହିକିଲ୍‌ରେ ସ୍ଥାନାନ୍ତର ହେବ ନରହନ୍ତା ଦନ୍ତା

ତାଳଚେର,୨୨ା୧(ନି.ପ୍ର.) – ଅନୁଗୋଳ ଜିଲା ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ ଚଳାଇଥିବା ନରହନ୍ତା ଦନ୍ତା ହାତୀକୁ ସୋମବାର ବନ ବିଭାଗ ଟ୍ରାଙ୍କୁଲାଇଜ କରିବାରେ ସଫଳ ହୋଇଥିଲେ ବି ରାତିରେ ସ୍ଥାନାନ୍ତର କରିବାରେ ବିଫଳ ହୋଇଛି। ଢେଙ୍କାନାଳ କପିଳାସସ୍ଥିତି...

ସମନ୍ବୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ

ଅନୁଗୋଳ ଅଫିସ, ୨୨।୧ – ସମସ୍ତଙ୍କ ସହିତ ସମନ୍ବୟ ରକ୍ଷା କରି କାର୍ଯ୍ୟ କର। ଜନପ୍ରତିନିଧିଙ୍କ ସହ ପ୍ରଶାସନିକ ଅଧିକାରୀ ଉତ୍ତମ ସମ୍ପର୍କ ରଖିଲେ ଜିଲାର ତଳସ୍ତରରେ ସରକାରଙ୍କ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପହଞ୍ଚତ୍ପାରିବ। ନିଜ ନିର୍ବାଚନମଣ୍ଡଳୀ ସହ ଜିଲାରେ...

‘ଭିଏସ୍‌ଏସ୍‌କୁ ଅଧିକ ସ୍ବାବଲମ୍ବୀ କରିବା ଲକ୍ଷ୍ୟ ହେଉ’

ଢେଙ୍କାନାଳ ଅଫିସ,୨୨ା୧- ଢେଙ୍କାନାଳ ଜିଲା ବନବିଭାଗ ପକ୍ଷରୁ ଜିଲାସ୍ତରୀୟ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ, ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ-୨ ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ କାର୍ଯ୍ୟକାରୀ...

ନିୟମ ମାନୁନାହାନ୍ତି କର୍ମଚାରୀ: ପୌର କାର୍ଯ୍ୟାଳୟକୁ ନେଇ ବଢ଼ୁଛି ଅଭିଯୋଗ

ଅନୁଗୋଳ ଅଫିସ, ୨୨।୧ – ଅନୁଗୋଳ ପୌରପାଳିକାର କେତେଜଣ କର୍ମଚାରୀ ଅନେକ ସମୟରେ ନିଜ ସିଟ୍‌ରେ ରହୁ ନ ଥିବା ବାରମ୍ବାର ଅଭିଯୋଗ ହୋଇଆସୁଛି। ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ଜନସାଧାରଣ ବିଭାଗୀୟ କର୍ମଚାରୀଙ୍କୁ ନ ପାଇ ହଇରାଣ ହେଉଥିବା...

ସମଲେଇ ମନ୍ଦିର, ହୀରାକୁଦର ବିକାଶ ହେବ

ସମ୍ବଲପୁର,୨୨ା୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମା’ସମଲେଇଙ୍କ ଦର୍ଶନ କରିଛନ୍ତି। ନବବର୍ଷ ଉପଲକ୍ଷେ ସେ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସମଲେଇ ମନ୍ଦିରର ଆବଶ୍ୟକ ଅନୁସାରେ ବିକାଶ କରାଯିବ।...

କନ୍ଧମାଳ ଜିଲା: ପ୍ରଥମ ପର୍ଯ୍ୟାୟରେ ୬୦୦ ଆଦର୍ଶ ଅଙ୍ଗନୱାଡ଼ି ଲକ୍ଷ୍ୟ

ଫୁଲବାଣୀ ଅଫିସ, ୨୨ା୧-ଆଜିକାଲିର ପ୍ରତିଯୋଗୀଭାବ ସମ୍ପନ୍ନ ସମାଜରେ ପିଲାକୁ ପଢ଼ାଇବା ପାଇଁ ଅଭିଭାବକମାନେ ପ୍ରଥମେ ପ୍ଲେ ସ୍କୁଲ ପରଖୁଛନ୍ତି। ଯେଉଁଠି ପିଲା ପ୍ରିନର୍ସରୀ ସାରି ନର୍ସରୀ ପଢ଼ିବା ପାଇଁ ପ୍ରସ୍ତୁତ ହୋଇପାରିବ। ସାଧାରଣତଃ ସହରାଞ୍ଚଳରେ ଏହି ସୁବିଧା ଥାଏ। ଗ୍ରାମାଞ୍ଚଳର...

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା: ୨ ଜଣଙ୍କୁ ୨୦ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୨ା୧-ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ତଥା ଅତିରିକ୍ତ ଜିଲା ଦୌରାଜଜ୍‌ ସମର ବିଳାସ ବେହେରା ମଙ୍ଗଳବାର ୨ ଦୋଷୀଙ୍କୁ ୨୦ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡରେ...

ଗଞ୍ଜାମ ଉପେନ୍ଦ୍ର ଭଞ୍ଜ, କବିସୂର୍ଯ୍ୟଙ୍କ ପୁଣ୍ୟମାଟି: ବାଚସ୍ପତି

ଦିଗପହଣ୍ଡି,୨୨ା୧(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ଖେଳପଡିଆରେ ମଙ୍ଗଳବାର ସନ୍ଧ୍ୟାରେ ଖେମୁଣ୍ଡି ମହୋତ୍ସବ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଦକ୍ଷିଣାଞ୍ଚଳ ପୋଲିସ...

ଟିକସ ଆଦାୟ ଲକ୍ଷ୍ୟ ପୂରଣ ନ ହେଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୨୨୧(ଡି.ଏନ.ଏ)-ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ମଙ୍ଗଳବାର ଗଞ୍ଜାମ, କନ୍ଧମାଳ ଓ ନୟାଗଡ ଜିଲାର ସହରାଞ୍ଚଳ ଉନ୍ନୟନ ସମୀକ୍ଷା ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri