ଆମ ଜିଲା ଖବର

ନଦୀରେ ବୁଡ଼ି ଶିଶୁ ମୃତ

କୁଆମରା ,୨୨ା୧(ଡ଼ି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଅଧୀନ ବରଡିହି ପଞ୍ଚାୟତର ପରିଛିପୁର ଗ୍ରାମର ଏକ ୪ ବର୍ଷର ଶିଶୁ ପୁତ୍ର ସୋନ ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ସୂଚନା ଅନୁସାରେ ଗ୍ରାମର କନ୍ଦା ସିଂ ଓ ତାଙ୍କର ସ୍ତ୍ରୀ ମମତା...

ନିଲମ୍ବିତ ହେଲେ ହଳଦୀପାଳ ସରପଞ୍ଚ

ଚିତ୍ରଡା,୨୨ା୧(ଡ଼ି.ଏନ୍‌.ଏ)- କାର୍ଯ୍ୟରେ ଅବହେଳା ଏବଂ କ୍ଷମତାର ଦୁରୂପଯୋଗ ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ହଲଦୀପାଳ ପଞ୍ଚାୟତର ସରପଞ୍ଚ ମଙ୍ଗଲ ହାଁସଦାଙ୍କୁ ଜିଲାପାଳ ବିନୀତ ଭରଦ୍ୱାଜ ନିଲମ୍ବନ କରିଛନ୍ତି। ପତ୍ର ସଂଖ୍ୟା ୧୩୦/୨୦ା୧ା୨୦୨୦ରେ ଜିଲାପାଳ ଏହି ଆଦେଶନାମା ଦେଇଛନ୍ତି।...

ମିଳୁନି ବସ୍ତା, ଲୋଡିଂ ବାବଦ ଟଙ୍କା

ତିର୍ତ୍ତୋଲ, ୨୨।୧ (ଡି.ଏନ୍‌.ଏ.):ମଣ୍ଡିରେ ଧାନ ବିକ୍ରି କରୁଥିବା ଚାଷୀଙ୍କୁ ବସ୍ତା ଯୋଗାଇ ଦିଆଯିବ ବୋଲି ଚଳିତବର୍ଷ ରାଜ୍ୟ ସରକାର ଘୋଷଣା କରିଥିଲେ। ମିଲରମାନେ ଏ ନେଇ ଖାଉଟି ଯୋଗାଣ ବିଭାଗ ସହ ଚୁକ୍ତି କରି ସମସ୍ତ ସେବା ସମବାୟ ମଣ୍ଡିକୁ...

ଦନ୍ତା ଉତ୍ପାତରେ ବ୍ୟାପକ କ୍ଷତି

ବଡ଼ସାହି,୨୨ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଦେଉଳିଆ ପଞ୍ଚାୟତ ଅଗାଶୋଳ ଗ୍ରାମର ୪ ଜଣ ଚାଷୀଙ୍କ ଧାନ କଳେଇକୁ ଦନ୍ତାହାତୀ ଖାଇବା ସହ ନଷ୍ଟ କରିଛି ା ହାତୀର ଗତିପଥ ଉପରେ ବନ ବିଭାଗ ଦୃଷ୍ଟି ଦେଉଥିଲେ ହେଁ...

ସମନ୍ବୟ ଅଭାବ:ମଣ୍ଡିରେ ପଡ଼ିଛି ଧାନ, ଆସୁନାହାନ୍ତି ମିଲର

ବାଲିକୁଦା,୨୨ା୧(ସ୍ବ.ପ୍ର.):ଇ-ଟୋକୋନ ମାଧ୍ୟମରେ ଚାଷୀ ମଣ୍ଡିରେ ଧାନ ବିକ୍ରି କରିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଏହିକ୍ରମରେ ବାଲିକୁଦାର ସମସ୍ତ ସମବାୟ ସମିତିରେ ଏହି ବ୍ୟବସ୍ଥା ଲାଗୁ କରାଯାଇଛି। ମାତ୍ର ଧାନ ସଂଗ୍ରହରେ ୩ଟି ସଂସ୍ଥାର ଦାୟିତ୍ୱ ଥିବାବେଳେ...

ଗୋରୁ ବୋଝେଇ ଗାଡି ଜବତ: ୧ ମୃତ, ୨ ଗୁରୁତର

ବାହାନଗା, ୨୨ା୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କୋଚିଆକୋଇଲି ପଞ୍ଚାୟତର ୭ ନମ୍ବର ୱାର୍ଡ କରଞ୍ଜେଇ ଗ୍ରାମ ରାସ୍ତାରୁ ଚୋରା ଚାଲାଣ ହେଉଥିବା ଗୋରୁ ବୋଝେଇ ୪୦୭ ଗାଡିକୁ ଗ୍ରାମର ଯୁବକ ଓ ଅନନ୍ତପୁର ଫାଣ୍ଡି ପୋଲିସ୍‌ ଜବତ କରିଥିଲେ। ଗାଡିରେ...

୫ବର୍ଷର ଶିଶୁକୁ ଛାଡି ମହିଳା ଫେରାର: ୨ ମାସ ପରେ ଉଦ୍ଧାର କଲା ଚାଇଲ୍ଡଲାଇନ

ଜଳେଶ୍ୱର, ୨୨।୧(ସ୍ବ.ପ୍ର.)-ଜଳେଶ୍ୱର ଥାନା ଅନ୍ତର୍ଗତ ମହିଷାମୁଣ୍ଡା ଗ୍ରାମରୁ ଏକ ୫ବର୍ଷର ଶିଶୁକୁ ଜିଲା ଚାଇଲ୍ଡ ଲାଇନ୍‌ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଥିଲା। ସୋମବାର ସନ୍ଧ୍ୟାରେ ତାଙ୍କୁ ସୋରସ୍ଥିତ ପୁରୁବାଇ କନ୍ୟାଶ୍ରମକୁ ପଠାଇ ଦିଆଯାଇଛି। ଚମାରଗାଁ...

ତହସିଲ ଆଗରେ ଆଦିବାସୀଙ୍କ ମେଳି

ଜଳେଶ୍ୱର, ୨୨।୧(ସ୍ବ.ପ୍ର.)-ଜଳେଶ୍ୱର ତହସିଲ ଅନ୍ତର୍ଗତ ଆରୁହା ପଞ୍ଚାୟତର ନିମପୁରଠାରେ ସରକାରୀ ସ୍ଥାନକୁ ଜବରଦଖଲ କରି ରହିଥିବା ଆଦିବାସୀମାନେ ସେମାନଙ୍କ ନାମରେ ନାମିତ କରିବା ଲାଗି ଦାବି କରି ଆସୁଥିବା ବେଳେ କର୍ତ୍ତୃପକ୍ଷ ଏଥିପ୍ରତି ଧ୍ୟାନ ଦେଉନାହାନ୍ତି। ବରଂ ୩ ଦିନ...

୫୩ ଲକ୍ଷର ବକେୟା ବିଲ୍‌ ଆଦାୟ,୩୪୯ ଜଣ ଖିଲାପିଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ

ବଇଣ୍ଡା,୨୧ା୧(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ବିଦ୍ୟୁତ୍‌ ଉପଭୋକ୍ତାଙ୍କଠାରୁ ବକେୟା ସହ ଚଳିତ ମାସର ବିଲ୍‌ ବାବଦକୁ ମୋଟ୍‌ ୫୩ ଲକ୍ଷ ୨୦ ହଜାର ୨୬୮ ଟଙ୍କା ସେସୁ ଓ ଏନଜେନ ପକ୍ଷରୁ ଆଦାୟ କରାଯାଇଥିବା...

କଣିହାଁ କୋଇଲା ଖଣିରେ ଗଣ୍ଡଗୋଳ, ମାମଲା ରୁଜୁ

କଣିହାଁ,୨୧ା୧(ଡି.ଏନ.ଏ.)- ଏମ୍‌ସିଏଲ୍‌ର ଅନୁଗୋଳ ଜିଲା କଣିହାଁ କୋଇଲା ଖଣିରେ ପରିବହନ ବ୍ୟବସ୍ଥାକୁ ନେଇ ସୋମବାର ଉତ୍ତେଜନା ସୃଷ୍ଟି ଦେଖାଦେଇଥିଲା। ବାରମ୍ବାର ପ୍ରତିଶ୍ରୁତି ସତ୍ତ୍ୱେ ଖଣି କର୍ତ୍ତୃପକ୍ଷ ସମାଧାନ ବ୍ୟବସ୍ଥା କରୁ ନ ଥିବାରୁ ଉଚ୍ଚବାଚ ସହ ହାତାହାତି ହୋଇଥିଲା। ଏ...

ମୋବାଇଲ ଚୋରଙ୍କୁ ପୋଲିସ ଜିମା

ବନ୍ତ, ୨୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ସାପ୍ତାହିକ ହାଟଠାରେ ଜଣେ ମୋବାଇଲ ଚୋରଙ୍କୁ ଧରି ସ୍ଥାନୀୟ ଲୋକେ ପୋଲିସ ଜିମା ଦେଇଛନ୍ତି। ରବିବାର ସାନବର୍ଚ୍ଚିକୟାଁ ଗ୍ରାମର ଯୁଧିଷ୍ଠିର ଦାସ ବନ୍ତ ସାପ୍ତାହିକ ହାଟରେ ପରିବା କିଣୁଥିବା ବେଳେ ଜଣେ ଯୁବକ ତାଙ୍କ...

ଗଜଡିହୀ ଗ୍ରାମରେ ନିଆଁ ଲାଗି ଜଳିଗଲା ୩ ବଖରା

ବଡ଼ସାହି,୨୧ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ସୁହାଗପୁର ପଞ୍ଚାୟତ ଗଜଡିହୀ ଗ୍ରାମର ଖଗେଶ୍ୱର ବିନ୍ଧାଣୀଙ୍କ ଘରେ ନିଆଁ ଲାଗି ୩ ବଖରା ପୋଡି ପାଉଁଶ ହୋଇଯାଇଛି । ମଙ୍ଗଳବାର ପୂର୍ବାହ୍ନରେ ଘରେ ନିଆଁ ଲାଗିବା ଦେଖି ଅଗ୍ନିଶମ ବିଭାଗକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri