ଆମ ଜିଲା ଖବର

ଦୁର୍ଘଟଣାରେ ମୃତକ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଜି. ଉଦୟଗିରି, ୨୧ା୧( ଡି.ଏନ୍‌.ଏ.): ବୋଲେରୋ ଓ ଅଟୋ ଧକ୍କାରେ ସୋମବାର କନ୍ଧମାଳ ଜିଲା ଜି. ଉଦୟଗିରିର ନିଳିମା ମଲ୍ଲିକଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ମଙ୍ଗଳବାର ଜି. ଉଦୟଗିରି ନିକଟସ୍ଥ ନନ୍ଦଗିରିଠାରେ ରାଜ୍ୟ ରାଜପଥକୁ ଅଞ୍ଚଳବାସୀ...

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ: ଅଧ୍ୟାପକଙ୍କୁ କୋର୍ଟଚାଲାଣ

କଣ୍ଟାପଡା,୨୧।୧(ଡି.ଏନ୍‌.ଏ.): ଟ୍ୟୁଶନ ଲାଗି କୋଚିଂ ସେଣ୍ଟରକୁ ଯାଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଜଣେ ଅଧ୍ୟାପକଙ୍କୁ ଗିରଫକରି ମଙ୍ଗଳବାର କୋର୍ଟଚାଲାଣ କରିଛି। ଗିରଫ ଅଧ୍ୟାପକ ହେଲେ କଟକ ଜିଲ୍ଲା ଅଡଶପୁର ଉଦୟନାଥ ମହାବିଦ୍ୟାଳୟ ବାଣିଜ୍ୟ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବରଗଡ଼ରେ ହେବ କ୍ୟାନ୍‌ସର ହସ୍ପିଟାଲ

ବରଗଡ ଅଫିସ,୨୧।୧- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ ଗସ୍ତରେ ଆସି ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା(ଖେଦାପାଲି) ନିକଟରେ ନିର୍ମିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା, ବିଜ୍ଞାନ କେନ୍ଦ୍ର ଉଦଘାଟନ କରିଛନ୍ତି। ଏହାସହିତ ଜିଲାର ଅନ୍ୟ କେତେକ ପ୍ରକଳ୍ପର ଉଦଘାଟନ...

ବିଦ୍ୟୁତ୍‌ ବିଲ୍‌ ଦେଇଥିବା ଭିକ୍ଷୁକଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ୍‌,୨୧।୧: ବକେୟା ବିଦ୍ୟୁତ୍‌ ବିଲ୍‌ ପଇଠ କରି ନ ଥିବା ଉପଭୋକ୍ତା ଉପରେ ସେସୁ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ବିଦ୍ୟୁତ ବିଲ୍‌ ପଇଠ ଲାଗି ସେସୁ କାର୍ଯ୍ୟାଳୟରେ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ବିଲ୍‌ ପଇଠ କରି...

୩ ଜିଲାର ସହରାଞ୍ଚଳ ଉନ୍ନୟନ ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଛତ୍ରପୁର, ୨୧।୧(ଡି.ଏନ୍‌.ଏ.): ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଜିଲାରେ ଥିବା ସହରାଞ୍ଚଳଗୁଡ଼ିକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁର ସ୍ଥିତ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ଗୃହ ନିର୍ମାଣ...

୧୦ କେଜି ହରିଣ ମାଂସ ଜବତ: ଜଣେ ଗିରଫ

ମହାକାଳପଡ଼ା,୨୧।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତଘର ପଞ୍ଚାୟତର ସ୍ଥାନୀୟ କଂସାରିଡ଼ିହ ପ୍ରସ୍ଥାବିତ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ମଙ୍ଗଳବାର ୧୦ କେଜି ହରିଣ ମାଂସ ଜବତ ହୋଇଛି। ଏହି ଘଟଣାରେ ବନ ବିଭାଗ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ...

ଦକ୍ଷିଣ ପାର୍ଶ୍ୱ ମଠ, କୋଠା ଉଚ୍ଛେଦ ଅଭିଯାନ ଜାରି

ପୁରୀ ଅଫିସ୍‌, ୨୧।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ପ୍ରଶାସନ ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ମଙ୍ଗଳବାର ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପାର୍ଶ୍ୱରେ ଥିବା ଦକ୍ଷିଣ ପାର୍ଶ୍ୱ ମଠର...

ବରାଳପୋଖରୀରେ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା

ଭଦ୍ରକ ଅଫିସ,୨୧।୧: ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଗାଁ ୨ ନମ୍ବର ୱାର୍ଡରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବନ୍ଦନା ବାରିକଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ରାତିରେ ଗୁହାଳରେ ଅଗ୍ନିକାଣ୍ଡ ଘଟି ଘରକୁ...

ଚେନ୍‌ ଛିଣ୍ଡାଇ ଟ୍ରକ୍‌ ଭାଙ୍ଗିଲା ନରହନ୍ତା ଦନ୍ତା: କପିଳାସ ପଠାଇ ପାରିଲାନି ବନ ବିଭାଗ

ତାଳଚେର,୨୧।୧(ନି.ପ୍ର.): ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ କପିଳାସ ଚିଡ଼ିଆଖାନା ପଠାଇବାକୁ ବନ ବିଭାଗ ସଫଳ ହୋଇପାରି ନାହିଁ। ହାତୀକୁ କପିଳାସ ନେବା ପାଇଁ ଟ୍ରକ୍‌ରେ ଚଢ଼ାଯାଇଥିଲେ ମଧ୍ୟ ସେ ଚେନ୍‌ ଛିଣ୍ଡାଇ...

ଏସ୍‌ସିବି ପ୍ରସୂତି ରୋଗ ବିଭାଗ ହେବ ସେଣ୍ଟର ଅଫ ଏକ୍ସିଲେନ୍ସ

କଟକ ଅଫିସ, ୨୧। ୧: ଏସ୍‌ସିବି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ଉତ୍କର୍ଷ ପ୍ରତିଷ୍ଠାନ ବା ସେଣ୍ଟର ଅଫ ଏକ୍ସିଲେନ୍ସ ମାନ୍ୟତା ପାଇବ। ୨୧୦ ବେଡ୍‌ ବିଶିଷ୍ଟ ଏହି ବିଭାଗରେ ଏବେ ବିଇଏମ୍‌ଓସି, ଇଏମ୍‌ଓସି, ଦକ୍ଷତା, ନବଜାତ...

ଏସୀୟ ରାଷ୍ଟ୍ରରେ ହେବ ଓଡ଼ିଶା ପର୍ଯ୍ୟଟନର ପ୍ରଚାର

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ୨୦୨୨ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଉଭୟ ଦେଶୀୟ ଓ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି...

ହାତୀ ଆକ୍ରମଣରେ ଚାଷୀ ମୃତ

ଦିଗପହଣ୍ଡି,୨୧।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ସାନାଦାଣ୍ଡ ସାହିର ଆଲୁ.ଲାଚ୍ଛେୟା। ସୂଚନାଯୋଗ୍ୟ, ମଙ୍ଗଳବାର ଦିଗପହଣ୍ଡି-ନିମପଲ୍ଲୀ କେନାଲ ରାସ୍ତାକଡ଼ରେ ଥିବା ସୁରେଶ ପଶୁପାଳକଙ୍କ ଧାନ ଖଳାରେ ଅମଳ ଧାନକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri