ଆମ ଜିଲା ଖବର

ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର ନ ଥିବାରୁ ଉଦ୍‌ବେଗ

ଜଗତ୍‌ସିଂହପୁର ଅଫିସ୍‌, ୨୧ା୧: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି। ଏପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲାର ଶତାଧିକ ପରିବାର ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର ଅଭାବରୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି।...

ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳାର ୬ଷ୍ଠ ସନ୍ଧ୍ୟା: ‘ଗ୍ରନ୍ଥ ବି ସମାଜରେ ବିପ୍ଳବ ଆଣିପାରେ’

ଜଗତ୍‌ସିଂହପୁର ଅଫିସ୍‌, ୨୧ା୧: ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ସାହିତ୍ୟ ଉପରେ ଆଧାରିତ ଲିଖିତ ଗ୍ରନ୍ଥ ହୋମରୁଲ୍‌ ଓ ସର୍ବୋଦୟ ବେସ୍‌ ହୃଦୟସ୍ପର୍ଷୀ। ଆଦର୍ଶ ଓ ସମନ୍ବୟର ଏହି ଗ୍ରନ୍ଥ ମାଧ୍ୟମରେ ଗାନ୍ଧୀ ସମାଜକୁ ଦିଗ୍‌ଦର୍ଶନ ଦେବାକୁ ଚେଷ୍ଟା କରିଛନ୍ତି। ସେହିପରି...

ବେଆଇନ ଦର୍ଶାଇ ବନ୍ଦ କରାଯାଇଥିଲା ଭିନ୍ନକ୍ଷମଙ୍କ ୨୨ ମାସର ଭତ୍ତା କୋର୍ଟଙ୍କ ନିର୍ଦ୍ଦେଶ ପରେ ଦେଲା ବ୍ଲକ ପ୍ରଶାସନ

ଏରସମା,୨୧ା୧(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଭିତର ଅନ୍ଧାରୀ ପଞ୍ଚାୟତସ୍ଥିତ ଜାମୁକଣ ଗ୍ରାମର ଭିନ୍ନକ୍ଷମ ଲକ୍ଷ୍ମୀଧର ମହାପାତ୍ର ୨୨ମାସ ଧରି ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଥିଲେ। ଫଳରେ ଏ ନେଇ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ଏହା ଜାଣିବା ପରେ...

ରାୟଗଡ଼ାରେ ରାଜସ୍ଥାନ କୁମ୍ଭାରଙ୍କ ବେଶ୍‌ ଚାହିଦା

ରାୟଗଡ଼ା ଅଫିସ ,୨୧।୧ ରାଜ୍ୟ ବାହାର କୁମ୍ଭାରଙ୍କ ରାୟଗଡ଼ାରେ ବେଶ୍‌ ଚାହିଦା ା ରାୟଗଡ଼ାରେ ପ୍ରତି ବର୍ଷ ପୂଜା ପାର୍ବଣ ସମୟରେ ସେମାନଙ୍କୁ ଦେଖିବାକୁ ମିଳିଥାଏ ା ସେମାନେ ପୂଜାର କିଛି ମାସ ପୂର୍ବରୁ ଆସି ଏଠାରେ ବ୍ୟବସାୟ କରି...

ବର୍ଷବର୍ଷ ଧରି ବାରଣ୍ଡାରେ ପଢୁଛନ୍ତି ୨ ଶ୍ରେଣୀର ଛାତ୍ରୀଛାତ୍ର

ଝରିଗାଁ, ୨୧।୧(ସ୍ବ.ପ୍ର.) –  ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷା ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଏହାର ସଫଳ ରୂପାୟନ ହୋଇପାରୁନି କେଉଁଠି ପିଲାଙ୍କ ତୁଳନାରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି। ସେହିଭଳି ଶ୍ରେଣୀଗୃହ ଅଭାବରୁ...

ପ୍ରଶାସନ ଉଦାସୀନତାର ପ୍ରତିବାଦ:ସୁକୁମାରେ ମିିଶିବାକୁ ଯାଉଥିଲେ ଗ୍ରାମବାସୀ

ମାଲକାନଗିରି,୨୧।୧ (ଡି.ଏନ୍‌.ଏ.) ମାଲକାନଗିରି ଜିଲା ସଦର ବ୍ଲକ ମାଟାପାକା ପଞ୍ଚାୟତ କତାମାଟେରୁ ଗ୍ରାମର ୧୫୦ ଆଦିବାସୀ ପରିବାର ନିଜ ପୂର୍ବ ନିଷ୍ପତ୍ତି ଅନୁସାରେ ସୋମବାର ସୁକୁମାରେ ମିଶିବା ଲାଗି ସୁକୁମା ଜିଲାପାଳଙ୍କୁ ଭେଟିବାକୁ ଯାଉଥିଲେ। ଗତ ୧୩ରେ ଗ୍ରାମର ବିଭିନ୍ନ...

ପାଟରପଦା ସରପଞ୍ଚ ବହିଷ୍କୃତ

ପରଜଙ୍ଗ, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ଅଭିଯୋଗ ଘଟଣାରେ ବହିଷ୍କୃତ ହୋଇଛନ୍ତି ସରପଞ୍ଚ ଦୁଃଶାସନ ବିଶ୍ୱାଳ। ସରପଞ୍ଚଙ୍କ ବହିଷ୍କାର ସମ୍ପର୍କରେ ଫୋନ୍‌ ଯୋଗେ ଉଚ୍ଚ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚିତ...

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍‌

ଅନୁଗୋଳ ଅଫିସ, ୨୧।୧ ଅନୁଗୋଳ ଜିଲା ରେଙ୍ଗାଳି ଥାନା ଅଞ୍ଚଳରେ ୨୦୧୩ର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ସୋମବାର ଅନୁଗୋଳ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ପ୍ରଭାକର ଗଣ୍ଠିଆ ଅଭିଯୁକ୍ତ ପ୍ରଶାନ୍ତ...

ଫେବୃୟାରୀ ୨୧ରେ କପିଳାସ ଜାଗରଯାତ୍ରା

ଢେଙ୍କାନାଳ ଅଫିସ, ୨୧।୧ କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଫେବୃୟାରୀ ୨୧ରେ ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ କରିବାକୁ ସୋମବାର ଅପରାହ୍ନ ସାଢ଼େ ୩ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ...

ପଥର ବ୍ଲାଷ୍ଟିଂକୁ ନେଇ ତେଜିଲା ଅସନ୍ତୋଷ

କାମାକ୍ଷାନଗର, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଝିଲ୍ଲୀ ଗ୍ରାମରେ ପଥର ବ୍ଲାଷ୍ଟିଂକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଗତ ରବିବାର ଅଞ୍ଚଳର ଶତାଧିକ ମହିଳା କ୍ରଶର ଆଗରେ ଧାରଣାରେ ବସିଥିଲେ। ସମସ୍ୟା ସମାଧାନ ଦାବିରେ...

ମୌଳିକ ସୁବିଧା ଅପହଞ୍ଚ

ଛେଣ୍ଡିପଦା,୨୧।୧(ସ୍ବ.ପ୍ର.) ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକର ବଡ଼ମୂଳ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ଏଯାଏ ମିଳିନାହିଁ। ବିଶେଷକରି ଗଁ। କୁ ସଂଯୋଗ କରୁଥିବା ମାଟିରାସ୍ତାକୁ ସବୁଦିନିଆ ରାସ୍ତାରେ ପରିଣତ କରିବା ପାଇଁ ବାରମ୍ବାର ଦାବି କରାଯାଉଥିଲେ...

ସଞ୍ଚୟ ଦିଦିଙ୍କ ଠିକଣା ମହାନଦୀ ପଠା

ଅନୁଗୋଳ ସହର,୨୧।୧ ହାତ ଗଣତି କେତେଜଣଙ୍କୁ ବାଦ୍‌ ଦେଲେ ବାକି ପ୍ରାୟତଃ ମୂଲିଆ ଶ୍ରେଣୀର ଲୋକ। କେଉଁଠି କିଛି ମୂଲ ଲାଗିଲେ ସେମାନଙ୍କ ହାତକୁ ଆସେ ଦୁଇପଇସା। ସେଥିରୁ ପରିବାରର ପେଟ ପାଇଁ ରଖି ଅଳ୍ପ ସଞ୍ଚୟ କରିବାକୁ ଇଚ୍ଛା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri