ଆମ ଜିଲା ଖବର

ସିମେଣ୍ଟ ଗୋଦାମରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ବନ୍ତ,୨୦।୧(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ବଜାରରେ ଥିବା ଏକ ସିମେଣ୍ଟ ଗୋଦାମରେ ସୋମବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟଛି। ଏଥିରେ ୧ ହଜାରରୁ ଊର୍ଦ୍ଧ୍ୱ ସିମେଣ୍ଟ ବସ୍ତା ପୋଡିଯାଇଛି। ଖବରପାଇ ଆଗରପଡ଼ା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ...

ଏସ୍‌ସିଏସ୍‌ କଲେଜରେ ଉତ୍ତେଜନା

ପୁରୀ ଅଫିସ,୨୦।୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷାରେ ସମସ୍ତ ବିଷୟରେ ୩୩ ପ୍ରତିଶତ ପାସ୍‌ହାର ନିଷ୍ପତ୍ତିକୁ ଏସ୍‌ଇଏସ୍‌ କଲେଜ(ଏ) ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀଛାତ୍ର ତୀବ୍ର ବିରୋଧ କରିଛନ୍ତି। ଏନେଇ...

ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘର କର୍ମକର୍ତ୍ତା ନିର୍ବାଚନ

ବାଲିଗୁଡ଼ା,୨୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ରାଜ୍ୟ ସଭାପତି ସରୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର ସଭାଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି...

ସୁକନ୍ୟା ଯୋଜନାରେ ଜମାରାଶି ଆତ୍ମସାତ ଅଭିଯୋଗ, ମୁଖ୍ୟ ଡାକଘର ସମ୍ମୁଖରେ ଧାରଣା ଦେଲେ ଉପଭୋକ୍ତା

ବରଗଡ ଅଫିସ, ୨୦।୧- ବରଗଡ ବ୍ଳକ ଅନ୍ତର୍ଗତ ବରାହଗୋଡାସ୍ଥିତ ଡାକଘରରେ ସୁକନ୍ୟା ଯୋଜନାରେ ଜମା ହୋଇଥିବା ଜମାରାଶିକୁ କିଛି ଡାକ କର୍ମଚାରୀ ଆତ୍ମସାତ୍‌ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରି ଉକ୍ତ ଗ୍ରାମର ଗ୍ରାମବାସୀମାନେ ନିଜ ପିଲାଛୁଆଙ୍କୁ ଧରି...

ରାସ୍ତା ଉପରେ ଧାନ ଗଦାକରି ବିରୋଧ ପ୍ରଦର୍ଶନ କଲେ ଚାଷୀ

ପଦ୍ମପୁର,୨୦।୧(ଡି.ଏନ.ଏ.)-ବରଗଡ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦୁଇ ମାସ ବିତି ଯାଇଛି। ଅଥଚ ଜିଲାର ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ଏପର୍ଯ୍ୟନ୍ତ ସ୍ବାଭାବିକ ହୋଇପାରିନାହିଁ। ବିଭାଗୀୟ ଅବହେଳା ଯୋଗୁ ଜିଲାର ଏହି ଉପଖଣ୍ଡ ଅନ୍ତର୍ଗତ ଲଖମରା ପ୍ରାଥମିକ କୃଷି...

ତବଲା, ପଖଜରେ ଚଳୁଛି ୫ ଜୀବନ

ଗୋପ,୨୦।୧(ଡ଼ି.ଏନ୍‌.ଏ): ଆସ୍ତେ ଆସ୍ତେ ଗ୍ରାମାଞ୍ଚଳର ଲୋକମାନେ ଆଧୁନିକତାର ଛାପକୁ ଅଧିକ ପସନ୍ଦ କରୁଥିବାବେଳେ ଏହି ଆଧୁନିକତାରେ ହଜିଯାଉଛି ମୃଦଙ୍ଗ, ତବଲା ଓ ପଖଜର ବାଦନ। କିନ୍ତୁ ନିଜର ବୃତ୍ତିକୁ ଦୀର୍ଘ ୪୦ ବର୍ଷ ଧରି ଛାଡ଼ିପାରିନାହାନ୍ତି ଗୋପ ବ୍ଲକ୍‌ ଅଧୀନ...

ଛୁଟିଦିନରେ ବି ନେତାଜୀ ସଂଗ୍ରହାଳୟ ଖାଁ ଖାଁ

ପୁରୀ ଅଫିସ,୨୦।୧: ଦୀର୍ଘ ୩ ବର୍ଷ ଧରି ଅଦାଲତି ବିବାଦରେ ଛନ୍ଦି ହେବା ପରେ ଗତବର୍ଷ ଜାନୁୟାରୀ ୧୫ରେ ଲୋକାର୍ପିତ ହୋଇଥିଲା ନେତାଜୀ ସଂଗ୍ରହାଳୟ। ଇତିମଧ୍ୟରେ ସଂଗ୍ରହାଳୟ ଖୋଲାଯିବାକୁ ବର୍ଷେ ବିତିଯାଇଛି। କିନ୍ତୁ ଏବେ ବି ଏଠାକୁ ପର୍ଯ୍ୟଟକଙ୍କ ଆଗମନ...

ପିକ୍‌ନିକ୍‌ ବସ୍‌କୁ ଧକ୍କା ଦେଲା ଗୋରୁ ବୋଝେଇ ଟ୍ରକ୍‌: ୭ ଗୁରୁତର

ଜଳେଶ୍ବର,୨୦।୧(ଡି.ଏନ.ଏ): ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ନନ୍ଦିକା ଛକ ନିକଟରେ ଏକ ପିକନିକ୍‌ ବସ୍‌କୁ ଧକ୍କା ଦେଇଛି ଗୋରୁ ବୋଝେଇ ଟ୍ରକ୍‌। ଏହି ଦୁର୍ଘଟଣାରେ ୭ ଜଣ ପର୍ଯ୍ୟଟକ ଗୁରୁତର ଆହତ ହୋଇଛନ୍ତି।...

ଘରକୁ ଫେରିଲେ ଇଞ୍ଜିନିୟର ଭିକାରି

ପୁରୀ ଅଫିସ/ଭୁବନେଶ୍ୱର,୨୦।୧(ବ୍ୟୁରୋ): ଘରୁ ବିମୁଖ ହୋଇ ଶ୍ରୀକ୍ଷେତ୍ରକୁ ଚାଲି ଆସିଥିଲେ। ଜଣେ ଉଚ୍ଚଶିକ୍ଷିତ ହୋଇ ମଧ୍ୟ କୌଣସି କାମଧନ୍ଦା ପାଇ ନ ଥିଲେ। କିଛିଦିନ ଏଣେତେଣେ ବୁଲିବା ପରେ ବଡ଼ଦାଣ୍ଡରେ ଭିକ୍ଷାବୃତ୍ତିକୁ ଗ୍ରହଣ କରିନେଇଥିଲେ। ଭକ୍ତଙ୍କଠାରୁ ଯାହାକିଛି ମିଳୁଥିଲା ତାହାକୁ...

ମଠଖାଇ ମହୋତ୍ସବ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୦ା୧ : ସର୍ବଭାରତୀୟସ୍ତରୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ରବିବାର ଉଦ୍‌ଘାଟିତ ହୋଇଛି ା ମଠଖାଇ ମହୋତ୍ସବ କମିଟି ଅଧ୍ୟକ୍ଷ ବିଧାୟକ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ସନ୍ଧ୍ୟା ସଭାରେ ମୁଖ୍ୟଅତିଥି ଭାବେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ...

ଜଳିଗଲା ୧୧ ଏକର ଆଖୁ ଫସଲ

ଢେଙ୍କାନାଳ ଅଫିସ, ୨୦।୧: ଢେଙ୍କାନାଳ ସଦର ଥାନା ଭୋଜଦେଈପୁର ଗ୍ରାମ ଶିବ ମନ୍ଦିର ନିକଟ ଆଖୁ ଜମିରେ ରବିବାର ଅପରାହ୍ନ ୪ଟାରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୧୧ଏକର ଫସଲ ପୋଡ଼ିଯାଇଛି। ଏଥିରେ ବିନୋଦିନୀ ଖିଲାର, ସସ୍ମିତା ନନ୍ଦ, କୁମୁଦିନୀ ମଲ୍ଲିକ, ଅବନ୍ତୀ...

ଦିବ୍ୟାଙ୍ଗ ପୁଓର ଚିକିଛା ସାହାଯ୍‌ ଆଶ୍‌ରେ ମା’ବାପ୍‌

ଲାଠୋର, ୨୦।୧ (ଡି.ଏନ୍‌.ଏ)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ସଦର ଗଁାର ଗୋବର୍ଦ୍ଧନ ପୁଟେଲକଁର ପୁଓ ଈଶ୍ୱର ପୁଟେଲ(୧୨)। ସେ ଜନ୍‌ମୁ ଦିବ୍ୟାଙ୍ଗ ଆଏ। ଆଏଜ୍‌କେ ୧୨ ବଛର ହେଲା ସେ ଉଚ ଚିକିଛା ଅଭାବୁ ଖଟେ ପଡ଼ି ରହିଥିବାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri