ଆମ ଜିଲା ଖବର

ଆଜି ଡଲ୍‌ଫିନ ଗଣନା

ପୁରୀ ଅଫିସ, ୧୯ା୧:  ପୁରୀ ବିନ୍ୟପ୍ରାଣୀ ଡିଭିଜନରେ ରବିବାର ଡଲ୍‌ଫିନ ଗଣନା ହେବ। ସକାଳେ ଏହି ଗଣନା କରାଯିବା ଲାଗି ସମସ୍ତ ପ୍ରସ୍ତୁତି ସରିଛି। କିନ୍ତୁ ଗତ କିଛିଦିନ ହେବ ଘନ କୁହୁଡ଼ି ରହୁଛି। ତେଣୁ କୁହୁଡ଼ି ଛାଡ଼ିିବା ପରେ...

ସାଇକେଲ ଚଲାନ୍ତୁ, ସୁସ୍ଥ ରୁହନ୍ତୁ

ପୁରୀ ଅଫିସ,୧୯ା୧: ସତ୍ୟବାଦୀ ଏଜୁକେଶନାଲ ଚାରିଟେବୁଲ ଟ୍ରଷ୍ଟ ଏବଂ ନେହେରୁ ଯୁବକେନ୍ଦ୍ର ମିଳିତ ଆନୁକୂଲ୍ୟରେ ଏକ ସାଇକେଲ ଶୋଭାଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ, ସୁରଜମଲ୍ଲ ଶାହା କଲେଜ, ବେଦ କର୍ମକାଣ୍ଡ ମହାବିଦ୍ୟାଳୟର ଶତାଧିକ ଛାତ୍ରୀଛାତ୍ର ପିକେଡିଏ...

ଗାନ୍ଧୀ ପାର୍କରେ ଦୁଇଦିନିଆ ପୁଷ୍ପ ପ୍ରଦର୍ଶନୀ ଆରମ୍ଭ, ଆକର୍ଷଣୀୟ ଫୁଲର ସମ୍ଭାର

ପୁରୀ ଅଫିସ, ୧୯ା୧: ଭଳିକି ଭଳି ଫୁଲର ସମ୍ଭାରରେ ବେଶ୍‌ ଆକର୍ଷଣୀୟ ଲାଗୁଛି ଗାନ୍ଧୀ ପାର୍କ। ପାର୍କକୁ ଯେଉଁମାନେ ବୁଲି ଆସିଥିଲେ ସେମାନେ ରଙ୍ଗ ବେରଙ୍ଗର ଫୁଲ ଦେଖି ଅଟକି ଯାଉଥିଲେ। କେହି କେହି ଫୁଲଗୁଡ଼ିକୁ ନିରିଖେଇ ତା’ର ସୌନ୍ଦର୍ଯ୍ୟକୁ...

ଚନ୍ଦ୍ରଭାଗା ବେଳାଭୂମି ବୁଲିଲେ ମୁଖ୍ୟ ଶାସନ ସଚିବ

କୋଣାର୍କ,୧୯ା୧(ଡି.ଏନ.ଏ): କୋଣାର୍କ ନିକଟରେ ଚାଲିଥିବା ମେରାଇନ୍‌ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌ ଉତ୍ସବସ୍ଥଳରେ ଶନିବାର ବରିଷ୍ଠ ଅଧିକାରୀମାନଙ୍କର ବୈଠକ ହୋଇଛି। ଏଥିରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ସମେତ ବହୁ ଆଇଏଏସ୍‌ ଅଧିକାରୀମାନେ ଯୋଗଦେଇଥିଲେ। ଏହି ଅବସରରେ ସକାଳ...

ପୁରୀରେ ଉଚ୍ଛେଦ ବେଳେ ଦୁର୍ଘଟଣା: ଭଙ୍ଗା ଅଂଶ ଛିଟିକି ଜେସିବି ଚାଳକ ଆହତ

ପୁରୀ ଅଫିସ, ୧୯ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ଯେଉଁମାନେ ଜମି ବିକ୍ରି କରିସାରିଛନ୍ତି ସେମାନଙ୍କ ଘର ଭଙ୍ଗାଯାଉଛି। ଶନିବାର କାକୁଡ଼ିଖାଇ ଛକରେ ଉଚ୍ଛେଦ କରାଯାଉଥିବା ବେଳେ ଦୁର୍ଘଟଣା ଘଟିଛି। ଏଥିରେ ଆହତ ହୋଇଛନ୍ତି ଉଚ୍ଛେଦ କାର୍ଯ୍ୟରେ...

ସଂସଦୀୟ ଷ୍ଟାଣ୍ଡିଂ କମିଟିର ସମୀକ୍ଷା ବୈଠକ: ଭୁବନେଶ୍ୱର ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନାହିଁ, ମାଷ୍ଟରପ୍ଲାନ ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ

ପୁରୀ ଅଫିସ, ୧୯ା୧: ଓଡ଼ିଶାରେ କେନ୍ଦ୍ରୀୟ ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନାହିଁ। ରାଜଧାନୀ ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥାରେ ଅନେକ ତ୍ରୁଟି ରହିଛି। ଏହା ଠିକ୍‌ ନାହିଁ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ବାସହୀନ ପରିବାରକୁ ଗୃହ ଯୋଗାଇବାରେ ମଧ୍ୟ...

ସିଦ୍ଧ ମହାବୀର ରେଲଓ୍ବେ ଓଭରବ୍ରିଜ୍‌ ପାଇଁ ଅଧିଗ୍ରହଣ ହେବ ୨.୬୬ ଏକର ଜମି: ମାପଚୁପ ଆରମ୍ଭ, ପୁରୀବାସୀ ଉତ୍ସାହିତ

ପୁରୀ ଅଫିସ,୧୯ା୧: ପୁରୀକୁ ବିଶ୍ୱସ୍ତରୀୟ ସହର କରିବା ଲାଗି ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରି ଦେଇଛନ୍ତି। ଗତ ୧୬ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କରିଥିବାବେଳେ ଦୀର୍ଘବର୍ଷ ଧରି ସହରବାସୀଙ୍କ ଆଉ ଏକ ଦାବି...

୩୦ମାର୍ଚ୍ଚ ସୁଦ୍ଧା ୧୨୦୦ ଆବାସ ଶେଷ କରିବାକୁ ନିର୍ଦ୍ଦେଶ

ରସୁଲପୁର,୧୯।୧(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣୀ ନାୟକ ବିଭିନ୍ନ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ସମୀକ୍ଷା କରିଛନ୍ତି। ଅପରାହ୍ନ ୧ଟା୨୦ ମିନିଟ୍‌ରେ ବ୍ଲକରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା...

ତ୍ରିଜଙ୍ଗା କଲୋନୀରେ ଡକାୟତି ଉଦ୍ୟମ ପଣ୍ଡ: ୪ ଗିରଫ, ମାରଣାସ୍ତ୍ର ଜବତ

କଳିଙ୍ଗନଗର,୧୯ା୧(ଡି.ଏନ.ଏ.): ଯାଜପୁରରୋଡ ଥାନା ପୋଲିସ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶୁକ୍ରବାର ବଳିମ୍ବିତ ରାତିରେ ଦାନଗଦୀ ତ୍ରିଜଙ୍ଗା କଲୋନୀରେ ଚଢାଉ କରି ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି। ଏଥିରେ ୪ଜଣଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରାଯାଇଛି।...

ଶିଶୁଙ୍କ ପାଇଁ ବିପଦ ସାଜିଛି ଖୋଲା ବୋରୱେଲ:ନିର୍ଦ୍ଦେଶ ସତ୍ତ୍ୱେ ପ୍ରତିକାର ପାଇଁ ନାହିଁ ପଦକ୍ଷେପ

ଯାଜପୁର ଅଫିସ,୧୯ା୧: ଖୋଲା କିମ୍ବା ପରିତ୍ୟକ୍ତ ଟ୍ୟୁବୱେଲ ଓ ବୋରୱେଲ ଛୋଟଛୋଟ ପିଲାଙ୍କ ପାଇଁ ବିଭିନ୍ନ ସମୟରେ ବିପଦ ସାଜିଛି। ଖୋଲା ବୋରୱେଲ ଓ ଟ୍ୟୁବୱେଲଗୁଡ଼ିକରେ ପଡ଼ି ଛୋଟଛୋଟ ପିଲାଙ୍କ ଜୀବନ ମଧ୍ୟ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା...

ଚିଲିକାରେ ଡଲଫିନ୍‌ ଗଣନା ଆଜି, ଗଠନ ହୋଇଛି ୧୮ ଦଳ

ବାଲୁଗାଁ,୧୯ା୧(ଡି.ଏନ୍‌.ଏ.): ସମଗ୍ର ଚିଲିକାରେ ରବିବାର ବିରଳ ‘ଇରାଓ୍ବାଡି’ ପ୍ରଜାତିର ଡଲଫିନ୍‌ ଗଣନା କରାଯିବ। ଚିଲିକା ବନ୍ୟପ୍ରାଣୀ ବିଭାଗ ଓ ସିଡିଏର ମିଳିତ ଆନୁକୂଲ୍ୟରେ ଏହି ଗଣନା କାର୍ଯ୍ୟ ହେଉଛି। ଏଥିପାଇଁ ବିଭାଗ ପକ୍ଷରୁ ଶନିବାର ବାଲୁଗାଁ ନିକଟ ଚନ୍ଦ୍ରାପୁଟସ୍ଥିତ ସିଡିଏ...

ଅଖା, ଧାନ କାଟ ବାବଦରେ ୬ କୋଟି ଦୁର୍ନୀତି ପାଇଁ ପ୍ରୟାସ

ଜଗତ୍‌ସିଂହପୁର ଅଫିସ୍‌, ୧୯ା୧: ଜଗତ୍‌ସିଂହପୁର ଜିଲାର ବିଭିନ୍ନ ମଣ୍ଡିରେ ଅଖା ଓ ଧାନ କାଟ ବାବଦରେ ପାଖାପାଖି ୬ କୋଟି ଟଙ୍କାର ଦୁର୍ନୀତି ଯୋଜନା ରହିଛି। ଶନିବାର ନବ ନିର୍ମାଣ କୃଷକ ସଙ୍ଗଠନ ଜଗତ୍‌ସିଂହପୁର ଶାଖା କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri