ଆମ ଜିଲା ଖବର

୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ସିଆଇଏସ୍‌ଏଫ୍‌ କନଷ୍ଟେବଳ ଗିରଫ

ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ଅଞ୍ଚଳରେ ଶନିବାର ୪ ବର୍ଷୀୟା ନାବାଳିକାଙ୍କୁ ଜଣେ ସିଆଇଏସ୍‌ଏଫ୍‌ (ସେଣ୍ଟ୍ରାଲ୍‌ ଇଣ୍ଡଷ୍ଟ୍ରିଆଲ୍‌ ସିକ୍ୟୁରିଟି ଫୋର୍ସ)ର କନଷ୍ଟେବଳ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଆଧାରରେ ପାରାଦୀପ ଅଭୟଚାନ୍ଦପୁର ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ...

ପାରାଦୀପରେ ମତ୍ସ୍ୟଜୀବୀଙ୍କ ମହା ସମାବେଶ, ସମସ୍ୟା ସମାଧାନ ପାଇଁ ଗଠନ ହେବ କମିଟି

ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ପରିସରରେ ଶନିବାର ମତ୍ସ୍ୟଜୀବୀଙ୍କ ଏକ ମହା ସମାବେଶ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟଅତିଥିଭାବେ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ କହିଥିଲେ, ମତ୍ସ୍ୟଜୀବୀଙ୍କ ସମସ୍ୟା ସମ୍ପର୍କରେ ମୁଁ ପୂର୍ବରୁ...

ଘରୋଇ କଳି: ମଝିଆ ଭାଇଙ୍କୁ ହତ୍ୟା କଲେ ସାନ

ନାଉଗାଁ,୧୯ା୧(ସ୍ବ.ପ୍ର.): ଘରୋଇ କଳହକୁ ନେଇ ଶନିବାର ଜଗତ୍‌ସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ହରିଶପୁର ଗ୍ରାମରେ ସାନ ଭାଇ ମଝିଆ ଭାଇଙ୍କୁ ଶିଳପୁଆରେ ଛେଚି ହତ୍ୟା କରିଛନ୍ତି। ଏନେଇ ଥାନାରେ ବଡ଼ଭାଇଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା...

ଲୋକବାଦ୍ୟ ପରମ୍ପରା ପଶ୍ଚିମ ଓଡିଶାର ପରିଚୟ

ସୋନପୁର,୧୯।୧(ନି.ପ୍ର.) ପଶ୍ଚିମ ଓଡିଶାର ସଂସ୍କୃତି, ଲୋକବାଦ୍ୟ ଓ ପରମ୍ପରା ମହାନ। ଏଠାରେ ସମାଜ ଭିତ୍ତିକ ଲୋକବାଦ୍ୟ ରହିଛି। ପର୍ବ ପର୍ବାଣୀ ଅନୁସାରେ ବାଦ୍ୟର ପରିକଳ୍ପନା। ତେବେ ପ୍ରଥମେ ବାଦ୍ୟ ପରେ ପରମ୍ପରା ଆରମ୍ଭ ହୋଇଛି ଏବଂ ବାଦ୍ୟ ଅନୁସାରେ ନୃତ୍ୟର...

ସିଦ୍ରିଆ ସମାଜକୁ ମିଳିବ ଅଧିକାର

ସୋନପୁର/ବିନିକା,୧୯।୧(ନି.ପ୍ର./ଡି.ଏନ୍‌.ଏ.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଞ୍ଚାୟତ ଅନ୍ତର୍ଗତ ଜାମପାଲି ଗାଁର କେନାଲ ପଡା, ଟାଙ୍ଗର ପଡା ଓ ଜଙ୍ଗଲ ପଡାରେ ବହୁ ବର୍ଷ ହେଲା ରହି ଆସୁଛନ୍ତି ସିଦ୍ରିଆ ସମାଜର ୫୦ ପରିବାର। ଏମାନଙ୍କ ସଂଖ୍ୟା ୩୦୦ରୁ...

ଦାବି ପୂରଣ କରା ନ ଗଲେ ୨୧ରୁ ଆନ୍ଦୋଳନ

ତାଳଚେର,୧୯ା୧(ନି.ପ୍ର.) – ତାଳଚେର ପୌରାଞ୍ଚଳ ଦେଉଳବେଡା ତେଲିସାହିରେ ମାଟି ଦବିବା ଘଟଣାକୁ ନେଇ ହୋଇଥିବା ଦ୍ୱିପାକ୍ଷିକ ନିଷ୍ପତ୍ତି କାର୍ଯ୍ୟକାରୀ ନ ହେବା ପ୍ରତିବାଦରେ ଶନିବାର କ୍ଷତିଗ୍ରସ୍ତ ଗ୍ରାମବାସୀ ଓ ଯୁବ ସମାଜ ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।...

ଜବରଦଖଲ ଉଚ୍ଛେଦ ଦାବିରେ ଗଣଧାରଣା

ଛେଣ୍ଡିପଦା,୧୯।୧(ସ୍ବ.ପ୍ର.) – ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମ ଯାତ୍ରା ପଡ଼ିଆରୁ ଜବରଦଖଲ ଉଚ୍ଛେଦ ଦାବିରେ ଶନିବାର ଗ୍ରାମବାସୀ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଏଥିଯୋଗୁ ତହସିଲ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହିତ ସେଠାରେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀଙ୍କ ଅଭିଯୋଗ...

ପୁରୁଣା ଘର ଫଟୋ ଉଠାଇ ବିଲ୍‌

ପରଜଙ୍ଗ, ୧୯।୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ଯୁଆଡ଼େ ଉଣ୍ଡିଲେ ବାରି ହୋଇପଡୁଛି ଦୁର୍ନୀତିର ଗନ୍ଧ। ସବୁ ଅନିୟମିତତାର ଚେର ଯାଇ ଅଟକୁଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଖରେ। ପାଟରପଦା, କଲଦା ପଞ୍ଚାୟତରେ ଆବାସ ଯୋଜନା ହଟଚମଟକୁ ନେଇ...

ଗ୍ରାହକଙ୍କ ଲାଗି ତନିସ୍କର ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଅନୁଗୋଳ ଅଫିସ,୧୯।୧ – ପ୍ରମୁଖ ଗହଣା ବ୍ରାଣ୍ଡ ତନିସ୍କ ପକ୍ଷରୁ ଅନୁଗୋଳ ଶୋ’ରୁମରେ ଏହାର ଗ୍ରାହକଙ୍କ ଲାଗି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। କମ୍ପାନୀ ପକ୍ଷରୁ ହାତକୁ ନିଆଯାଇଥିବା ହୀରା ଉତ୍ସବ ‘ଦି ଗ୍ରେଟ୍‌ ଡାଇମଣ୍ଡ ସେଲ୍‌’ରେ ଗ୍ରାହକ...

ନିସ୍ତେଜ ହେଉଛି ନରହନ୍ତା ଦନ୍ତା

ବନ୍ତଳା/ତାଳଚେର,୧୯।୧(ନି.ପ୍ର.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ କରିବା ସହ ୬ ଜଣଙ୍କ ଜୀବନ ନେଇଥିବା ନରହନ୍ତା ଦନ୍ତା ହାତୀକୁ ଶନିବାର ଟ୍ରାଙ୍କୁଲାଇଜ୍‌ କରୁଛି ବନ ବିଭାଗ। ସନ୍ଧ୍ୟାରୁ ବିଳମ୍ବିତ ରାତି ମଧ୍ୟରେ ୪ଥର...

ଅଙ୍ଗନଓ୍ବାଡି କେନ୍ଦ୍ର ନିକଟରେ ମୁକୁଳା ଟ୍ରାନ୍ସଫର୍ମର

ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳ ସଦର ବ୍ଲକ ଗେଙ୍ଗୁଟିଆ ତଳସାହି ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ଥିବା ଉଚ୍ଚ କ୍ଷମତାସମ୍ପନ୍ନ ଦୁଇଟି ଟ୍ରାନ୍ସଫର୍ମର ମୁକୁଳା ପଡ଼ିଛି। ଘେରାବନ୍ଦୀ କରାଯାଇ ନ ଥିବାରୁ ପାଠ ପଢ଼ିବାକୁ ଆସୁଥିବା ପିଲାମାନେ ଅସୁରକ୍ଷିତ ଅବସ୍ଥାରେ...

୮୫ ପରୀକ୍ଷା କେନ୍ଦ୍ର, ୮ ନୋଡାଲ ସେଣ୍ଟର

ଅନୁଗୋଳ ଅଫିସ, ୧୯।୧ – ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ଫେବୃୟାରୀ ୧୯ରୁ ଆରମ୍ଭ ହେବ। ଏ ନେଇ ପରିଷଦ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବା ବେଳେ ଅନୁଗୋଳ ଜିଲା ଶିକ୍ଷା ବିଭାଗ ମଧ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri