ଆମ ଜିଲା ଖବର

୩ କୋଠରିରେ ଚାଲିଛି ୮ ଶ୍ରେଣୀ

ବଅଁରପାଳ,୧୮।୧ (ଡି.ଏନ୍‌.ଏ.) – ବଅଁରପାଳ ବ୍ଲକ କଲଣ୍ଡାପାଳ ଗ୍ରାମରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଛି। ବର୍ତ୍ତମାନ ୩ଟି କୋଠରିରେ ୮ଟି ଶ୍ରେଣୀର ଛାତ୍ରୀଛାତ୍ର ପଢ଼ୁଥିବା ଅଭିଯୋଗ ହେଉଛି। ଏଥିସହ ଆବଶ୍ୟକ ଶିକ୍ଷକ ନ...

ଉପଖଣ୍ଡ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ପାଲଲହଡା,୧୮ା୧(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟକ ଡାକ୍ତର, କର୍ମଚାରୀ ନ ଥିବାବେଳେ କେତେକ ମେଶିନ ଅଚଳ ଅବସ୍ଥାରେ ରହିଛି। ଫଳରେ ଦୈନିକ ଏଠାକୁ ଆସୁଥିବା ଶତାଧିକ ରୋଗୀ ଉନ୍ନତ ଚିକିତ୍ସା ପାଇ ନ ପାରି...

ବକେୟା ବାଦ୍‌ ଦିଅ, ନଗଦ ବିଲ୍‌ ଆଦାୟ କର

ଢେଙ୍କାନାଳ ଅଫିସ, ୧୮।୧ – ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରୁଥିବା ଉପଭୋକ୍ତାଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି ସେସୁ। ଏହାକୁ ନେଇ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ ଶୁକ୍ରବାର ସନ୍ଧ୍ୟାରେ ଜିଲାର ବିଦ୍ୟୁତ୍‌ ଉପଭୋକ୍ତା...

ବୈଠକ ବର୍ଜନ, ଧାରଣା ଦେଲେ ପଞ୍ଚାୟତ ପ୍ରତିନିଧି

ବନ୍ତଳା,୧୮ା୧(ଡି.ଏନ.ଏ.) – ଅନୁଗୋଳ ବ୍ଲକ ପ୍ରଶାସନ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଅଣଦେଖା କରୁଥିବା ଅଭିଯୋଗ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟମାନେ ଶୁକ୍ରବାର ସକାଳେ ଆୟୋଜିତ ପଞ୍ଚାୟତ ସମିତି ବୈଠକକୁ ବର୍ଜନ କରିଥିଲେ। ଏଥିସହ...

ଆଗେଇପାରିନି ଟ୍ରାଙ୍କୁଲାଇଜ୍‌ ଅପରେଶନ

ବନ୍ତଳା,୧୮ା୧(ଡି.ଏନ.ଏ.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ନରହନ୍ତା ଦନ୍ତାକୁ ଟ୍ରାଙ୍କୁଲାଇଜ କରିବା ପାଇଁ ଶୁକ୍ରବାରଠାରୁ ଅପରେଶନ ଆରମ୍ଭ ହେବାକୁ ଥିଲେ ହେଁ ପ୍ରଥମ ଦିନରେ କାର୍ଯ୍ୟ ସେପରି କିଛି ଆଗେଇପାରି ନାହିଁ। କାରଣ ସାତକୋଶିଆ ଅଭୟାରଣ୍ୟ ଟିକରପଡାରେ...

ସଚେତନତାରେ ସୀମିତ ‘ରାବଣଛାୟା’

ପାଲଲହଡା,୧୮।୧ – କଳାର ରାଜ୍ୟ ଓଡ଼ିଶାରେ ଏକଦା ମନୋରଞ୍ଜନର ମୁଖ୍ୟ ମାଧ୍ୟମ ଥିଲା ଲୋକକଳା ରାବଣଛାୟା। ଅନୁଗୋଳ ଜିଲା ପାଲଲହଡ଼ା ଗଡ଼ଜାତରୁ ଦିନେ ଏହା ଦେଶବିଦେଶରେ ପହଞ୍ଚି ପାରିଥିଲା। ପୋଥି, ପୁରାଣମନସ୍କ ସେତେବେଳର ମଣିଷଙ୍କୁ ଆହୁରି ସଂସ୍କୃତିସମ୍ପନ୍ନ କରିବାରେ ଏହା...

ମୋ ସରକାର କାର୍ଯ୍ୟକ୍ରମର ତଦାରଖ

ଫୁଲବାଣୀ ଅଫିସ, ୧୮ା୧-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ମୋ ସରକାର କାର୍ଯ୍ୟକ୍ରମ କିପରି ଚାଲିଛି ତା’ର ତଦାରଖ କରିଛନ୍ତି ସଚିବସ୍ତରୀୟ ଏକ ଟିମ୍‌ ା ଶୁକ୍ରବାର ବିଭାଗୀୟ ଉପ ସଚିବ ଡା. ଯସ୍ମିନ ପଟ୍ଟନାୟକ ଏବଂ ଯୁଗ୍ମ ନିର୍ଦ୍ଦେଶକ ଡା....

ଅଚଳ ହେବାକୁ ବସିଛି ଖୁଚୁରା ଟଙ୍କା

ରାଇସୁଅଁ।, ୧୮।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଖୁଚୁରା ଟଙ୍କା ଅଚଳ ନେଇ ଗୁଜବ ଥମିବାର ନଁ। ଧରୁନି। ଏଭଳି ଗୁଜବ ଯୋଗୁ ଧୀରେ ଧୀରେ ଟଙ୍କିକିଆ ଓ ୨ ଟଙ୍କିଆ କଏନ ଅଚଳ ହେବାକୁ ବସିଛି। ସରକାର ଏହି...

ଜିଆର୍‌ଏସ୍‌ ସଂଯୁକ୍ତା ହତ୍ୟା ମାମଲା,୨ ମିଲିସିଆ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୮ା୧- ସାଧାରଣ ନିର୍ବାଚନ ବେଳେ କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅଞ୍ଚଳରେ ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଲଙ୍କୁ ମାଓବାଦୀମାନେ ହତ୍ୟା କରିଥିଲେ। ଏହି ଘଟଣାରେ ଗୋଚ୍ଛାପଡା ଥାନା ପୋଲିସ ୨ ମିଲିସିଆଙ୍କୁ ଗିରଫ କରିଛି। ସେମାନେ ହେଲେ ପାଙ୍ଗା...

ପାଇପ ଲାଇନ ପାଇଁ ରାସ୍ତା ଖୋଳିଦେଲେ, ଲୋକେ ହୀନସ୍ତା

ଯୋଡ଼ା, ୧୮।୧(ଡି.ଏନ.ଏ.) – କେନ୍ଦୁଝର ଜିଲା ଯୋଡା ସହରରେ ଜନ ସ୍ବାସ୍ଥ୍ୟ ବିଭାଗର ମନମୁଖୀ ରାସ୍ତା ଖୋଳା ଯୋଗୁ କଂକ୍ରିଟ ରାସ୍ତା ଖରାପ ହେବା ସହିତ ଯାତାୟାତ ଲାଗି ଜନସାଧାରଣ ହଇରାଣ ହେଉଛନ୍ତି। ଯୋଡା ସହରର ବିଭିନ୍ନ ସ୍ଥାନରେ ବିଭାଗ...

ବିଏମ୍‌ସି ଅବସରପ୍ରପ୍ତ କର୍ମଚାରୀ ପାଇବେ ପେନସନ

ବ୍ରହ୍ମପୁର ଅଫିସ,୧୮ା୧-ବ୍ରହ୍ମପୁର ମହାନଗର ନିଗମ ଅବସରପ୍ରାପ୍ତ କର୍ମଚାରୀ ସପ୍ତମ ବେତନ କମିଶନ ସୁପାରିସ ଅନୁସାର ପାଇବେ ପେନ୍‌ସନ। ରାଜ୍ୟ ସରକାରଙ୍କ ମଞ୍ଜୁରୀପତ୍ର ବିଏମ୍‌ସିରେ ପହଞ୍ଚତ୍ଛି ଓ ଚଳିତ ମାସରୁ ଲାଗୁ ହେବା ଜଣାପଡ଼ିଛି। ଏହାଦ୍ୱାରା ପ୍ରାୟ ୬ ଶହ ପେନ୍‌ସନଭୋଗୀ...

୬୨୩୮ ଡ୍ରାଇଭିଂ ଲାଇସେନ୍ସ ବାତିଲ, ୧୨୪୪ ଇ-ଚାଲାଣ

ଛତ୍ରପୁର,୧୮ା୧(ଡି.ଏନ.ଏ.)-ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ନେଇ ଗଞ୍ଜାମ ଜିଲାରେ ଗତ ୨ ବର୍ଷ ମଧ୍ୟରେ ୬୨୩୮ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ଆରଟିଓଙ୍କ ପକ୍ଷରୁ ରଦ୍ଦ କରାଗଲାଣି ା ୨୦୧୮ ରେ ୨୮୬୩ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଛି ା ୨୦୧୯...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri