ଆମ ଜିଲା ଖବର

ସୁନ୍ଦର ଧାରା ଖଣ୍ଡାଧାର

କେନ୍ଦୁଝର, ୧୬ା୧ (ସ୍ବ.ପ୍ର.)-କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲା ସୀମାନ୍ତରେ ରହିଛି ମାଲାଙ୍ଗଟୋଲି ପର୍ବତମାଳା । ଏହି ପର୍ବତମାଳାରେ ଉଚ୍ଚ ମାନର ଖଣିଜସମ୍ପଦ ଗଚ୍ଛିତ ଥିବାବେଳେ ଏହା ହେଉଛି ପ୍ରକୃତିର ଗନ୍ତାଘର । ଏହି ପାହାଡ଼ରେ ରହିଛି ଏକାଧିକ ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ...

ଜଗତ୍‌ସିଂହପୁର ମକର ମେଳା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୬।୧: ଜଗତ୍‌ସିଂହପୁରରର ପ୍ରସିଦ୍ଧ ମକର ମେଳା ସ୍ବତନ୍ତ୍ର। ପ୍ରତିବର୍ଷ ଭଳି ଚଳିତବର୍ଷ ମକର ସଂକ୍ରାନ୍ତୀ ଅବସରରେ ବୁଧବାରଠାରୁ ସୋମନାଥ ହାଟ ପଡ଼ିଆଠାରେ ଏହି ମେଳା ଆରମ୍ଭ ହୋଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ପଡ଼ିଆଠାରେ ପୁସ୍ତକ ମେଳା ଓ...

ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳା ଉଦ୍‌ଘାଟିତ, ଗୀତା ପଠନ ଶ୍ରେଷ୍ଠ ଅଭ୍ୟାସ: ରାଜ୍ୟପାଳ

ଜଗତ୍‌ସିଂହପୁର ଅଫିସ୍‌, ୧୬।୧: ସାରା ବିଶ୍ୱରେ ୪ ପ୍ରକାର ପୁସ୍ତକ ପ୍ରକାଶ ପାଉଛି। ସେଗୁଡିକ ବିଶେଷକରି ପରିଚାଳନା, ସମ୍ବନ୍ଧ, ବନ୍ଧୁତ୍ୱର ଗୁଣାତ୍ମକ ବିକାଶ ଓ ଆତ୍ମବିକାଶ ଉପରେ ଆଧାରିତ ବୋଲି ବୁଧବାର ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳା ଉଦ୍‌ଘାଟନୀ ଅବସରରେ...

ଖୋଲା ସ୍ଥାନରେ ପୋଡ଼ାଯାଉଛି ବର୍ଜ୍ୟବସ୍ତୁ

ଯାଜପୁର ଅଫିସ,୧୬ା୧: କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ଦ୍ୱାରା ରାଜ୍ୟରେ ଡାକ୍ତରୀ ଜୈବ ଆବର୍ଜନା(ବାୟୋ ମେଡିକାଲ ୱେଷ୍ଟ) ପରିଚାଳନାର ଉନ୍ନତି ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଏଥିପାଇଁ ଯାଜପୁର ଜିଲାରେ ମେଡିଆରା ଆଡ୍‌ ପ୍ରାଇଭେଟ ଲିଃ ଓ ସାନି...

ଏଏନ୍‌ଏମ୍‌ ସେଣ୍ଟର ପାଲଟିଛି ଧାନ ଗୋଦାମ

ତିହିଡ଼ି,୧୬।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ବାରୋ ପଞ୍ଚାୟତରେ ଥିବା ଏଏନ୍‌ଏମ୍‌ ସେଣ୍ଟର ଧାନଗୋଦାମ ପାଲଟିଛି। ଏହାକୁ ନେଇ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସେମାନେ ବୁଧବାର ଏ ସମ୍ପର୍କରେ ଜିଲାପାଳଙ୍କ ନିକଟକୁ ଅଭିଯୋଗ ପଠାଇବା ସହ ଜିଲା...

୩ଟି ପର୍ଯ୍ୟାୟରେ ହେବ ବିଦ୍ୟୁତ୍‌ କାଟ: ୪୪ ହଜାର ଉପଭୋକ୍ତାଙ୍କ ୫୨ କୋଟି ଟଙ୍କା ବକେୟା

ନୟାଗଡ଼ ଅଫିସ,୧୬।୧: ନୟାଗଡ଼ ଜିଲା ସେସୁ ପକ୍ଷରୁ ଗୁରୁବାରଠାରୁ ବକେୟା ବିଲ୍‌ ଥିବା ବିଦ୍ୟୁତ୍‌ ଉପଭୋକ୍ତାଙ୍କର ବିଦ୍ୟୁତ୍‌ କାଟ କରାଯିବ। ୩ଟି ପର୍ଯ୍ୟାୟରେ ବିଦ୍ୟୁତ୍‌ କାଟ ହେବ। ପ୍ରଥମ ପର୍ଯ୍ୟାୟରେ ବିଦ୍ୟୁତ୍‌ ବିଲ୍‌ର ବକେୟା ଟଙ୍କା ଦେଇ ନ ଥିବା...

ଶ୍ରୀମନ୍ଦିର ହେରିଟେଜ କରିଡ଼ର: ସରିଲା ପ୍ରସ୍ତାବ ଗ୍ରହଣ ଅବଧି

ପୁରୀ ଅଫିସ,୧୬ା୧: ପୁରୀ ଶ୍ରୀମନ୍ଦିର ହେରିଟେଜ କରିଡ଼ର। ଏହାର ଚିଠା ଡିଜାଇନ ଗତ ମାସ ୩୦ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଥିଲେ। ଏହି ନକ୍ସାରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ନବକଳେବର ରୂପ ଦେଖିବାକୁ ମିଳିଥିଲା। ଏଥିରେ ଥିଲା ଆଖି ଝଲସାଇ...

ପରିବାରର ସାହାରା ଗୁରମଣି

ପଦ୍ମପୁର, ୧୬।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଦ୍ମପୁର ପଞ୍ଚାୟତ କପାଗଢ଼ିଆ ଗ୍ରାମର କୈଳାସ ସେଠୀଙ୍କ ବଡ଼ଝିଅ ଗୁରମଣି। ବୟସ ୨୯।  ଭୁଲ୍‌ ଇଞ୍ଜେକଶନ ଯୋଗୁ ୩ ବର୍ଷ ବୟସରୁ ସେ ଦିବ୍ୟାଙ୍ଗ ହୋଇଯାଇଛନ୍ତି। ଘରର ଅବସ୍ଥା ଭଲ ନ...

ଭୀମକୁଣ୍ଡ ମକର ମେଳାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଠାକୁରମୁଣ୍ଡା,୧୬ା୧(ଡ଼ି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଠାକୁରମୁଣ୍ଡା ବ୍ଲକ ଅଧୀନ ଭୀମକୁଣ୍ଡରେ ମକର ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲକ୍ଷାଧିକ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ। ଏଥି ସହିତ ଭୀମକୁଣ୍ଡ ମହୋତ୍ସବ କମିଟି ଓ କୁଣ୍ଡେଶର ବନସୁରକ୍ଷା କମିଟି ସହଯୋଗରେ ସେଠାରେ...

ଆରମ୍ଭ ହେଲା ମକର ମଉଜ

ବାରିପଦା ଅଫିସ,୧୬।୧- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲରେ ଗଣପର୍ବ ଭାବେ ଖ୍ୟାତି ଲାଭ କରିଥିବା ମକର ପର୍ବ ବୁଧବାର ଠାରୁ ମହାସମାରୋହରେ ଆରମ୍ଭ ହୋଇଛି। ବିଶେଷ କରି ଆଦିବାସୀ ସମ୍ପ୍ରଦାୟ ପାଇଁ ଏହି ଦିନଟି ବେଶ ଉତ୍କଣ୍ଠାର ଦିନ। ଏହି...

ଲୁଟ୍‌ ଉଦ୍ୟମ କରି ମାଡ଼ ଖାଇଲେ ଯୁବକ

ପୁରୀ ଅଫିସ,୧୬ା୧ : ଜଣେ ମହିଳାଙ୍କ ଭ୍ୟାନିଟି ବ୍ୟାଗ ଝାମ୍ପି ଫେରାର ହୋଇଯିବାକୁ ଉଦ୍ୟମବେଳେ ଧରାପଡି ନିର୍ଧୂମ ଛେଚା ଖାଇଲେ ଯୁବକ। ସ୍ଥାନୀୟ ଲୋକେ ତାଙ୍କୁ ପୋଲିସକୁ ଜିମା ଦେଇଥିଲେ। କୁମ୍ଭାରପଡା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି...

୪ ପୁଅ ଥାଇ ବି ବେସାହାରା

ବାଲେଶ୍ୱର ଅଫିସ,୧୬।୧- ବାଲେଶ୍ୱର ଜିଲା ଖଇରା ବ୍ଲକ ନନ୍ଦୁର ପଞ୍ଚାୟତ ରୁଡ଼ିଙ୍ଗିଆ ଗ୍ରାମର ହରେକୃଷ୍ଣ ନାୟକ(୮୭)। ୪ ପୁଅ ଥିବା ସତ୍ତ୍ୱେ ଭରଣପୋଷଣ ପାଇବା ତ ଦୂରର କଥା ପୈତୃକ ସମ୍ପତ୍ତି ବିକ୍ରି କରିବା ଆଶାରେ ବରିଷ୍ଠ ନାଗରିକ ତଥା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri