ଆମ ଜିଲା ଖବର

ଦଣ୍ଡନୃତ୍ୟ ଗ୍ରାମୀଣ ସାଂସ୍କୃତିକ ଲୋକ ଜୀବନର ବିଭବ

ବଲାଙ୍ଗୀର ଅଫିସ,୧୫ା୧ – ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟ ଷଷ୍ଠ ସନ୍ଧ୍ୟାରେ ଲୋକ ସାହିତ୍ୟ ଆଲୋଚନାକ୍ରମରେ ଦଣ୍ଡନୃତ୍ୟ ସମ୍ପର୍କରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ା ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଆଲୋଚକଭାବେ ନାଟ୍ୟଶ୍ରୀ...

ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ: ‘ମଦ ରାଜସ୍ବ ସରକାରଙ୍କ ଲକ୍ଷ୍ୟ ନୁହେଁ’

ଅନୁଗୋଳ ଅଫିସ, ୧୫।୧ – ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ଅନୁଗୋଳ ଗସ୍ତରେ ଆସି ସର୍କିଟ ହାଉସ ଠାରେ ଜିଲା ଅବକାରୀ ବିଭାଗର ରାଜସ୍ବ ସଂଗ୍ରହ ଓ ମଲ୍ଟି ଡିସିପ୍ଲିନାରୀ ସ୍କ୍ବାଡ୍‌ର ନିୟମିତ ଚଢ଼ାଉ...

ରାଜସ୍ବ ଗାଁ ବଡ଼ମୂଳକୁ ମୁଖ୍ୟମନ୍ତ୍ରୀଙ୍କ ଆୱାର୍ଡ କମିଟିର ଗସ୍ତ

ଛେଣ୍ଡିପଦା,୧୫।୧(ସ୍ବ.ପ୍ର.)- ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତର ୮ନଂ ୱାର୍ଡ ବଡମୂଳ ଗ୍ରାମକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଆୱାର୍ଡ ଅଫ ଏକ୍ସଲାନ୍ସର ରାଜ୍ୟ ଅଧ୍ୟକ୍ଷ ରବିନାରାୟଣ ବହିଦାର, ପୂର୍ବତନ ଜିଲାପାଳ ତଥା...

ଆଇଆଇଏମ୍‌ସିରେ ଆରମ୍ଭ ହେଲା ‘ଫିଲ୍ମଚକ୍କର-୩’: ‘ଜୀବନକୁ ପ୍ରଭାବିତକରେ ପ୍ରଯୁକ୍ତିବିଦ୍ୟା’

ଢେଙ୍କାନାଳ ଅଫିସ, ୧୫।୧-ପୂର୍ବରୁ ଚଳଚ୍ଚିତ୍ର ନିର୍ମାଣ ଯେତିକି କଷ୍ଟକର ଥିଲା ସେଥିକି କଷ୍ଟ ଥିଲା ତାହାର ପ୍ରଦର୍ଶନ ଏବଂ ସାଇତି ରଖିବା ପଦ୍ଧତି। ଧୀରେ ଧୀରେ ଟେକ୍ନୋଲୋଜିର ଆଗମନ ହେଲା। ସାଉଣ୍ଡ ରେକର୍ଡିଂଠାରୁ ଆରମ୍ଭ କରି ଫିଲ୍ମକୁ ଡଜିଟାଇଜେଶନ କରିବା...

ରିତେଶଙ୍କୁ ମିଳୁନି ସହାୟତା

ଫୁଲବାଣୀ ଅଫିସ, ୧୫ା୧-ଟିକାବାଲି ବ୍ଲକ ଛତିଝର ଗାଁର ଭୋଳେଶ୍ୱର ବେହେରା ଓ ସଙ୍ଗୀତା ମୁଖିଙ୍କ ଏକମାତ୍ର ପୁଅ ରିତେଶ। ବୟସ ଏବେ ୭ ବର୍ଷ ୪ ମାସ। ସେ ଦେଢ଼ ବର୍ଷର ହୋଇଥିବା ବେଳେ କଥା କହୁଥିଲେ। ପ୍ରାୟ ବର୍ଷେ...

କନ୍ଧମାଳ ସାଂସ୍କୃତିକ ଦଳର ପଶ୍ଚିମବଙ୍ଗ ଯାତ୍ରା

ଫୁଲବାଣୀ ଅଫିସ,୧୫ା୧-ପଶ୍ଚିମବଙ୍ଗରେ ୧୨ତମ ଆଦିବାସୀ ଆଦାନପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ଭାଗ ନେବା ପାଇଁ କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ବରିଡ଼ିକିଆ ଗ୍ରାମର ଲଳିତା ବିଶାଖା ସାଂସ୍କୃତିକ ଦଳ ପଶ୍ଚିମବଙ୍ଗ ଗସ୍ତ କରିଛି। ନେହେରୁ ଯୁବକେନ୍ଦ୍ରର କମଳ ଲୋଚନ...

ପର୍ଯ୍ୟଟନ କେନ୍ଦ୍ରରେ ପାର୍କିଂ ଫି ଆଦାୟ ବିବାଦ ତୁଟିଲା: ଦାୟିତ୍ୱ ନେବ ବନ ସଂରକ୍ଷଣ ସମିତି

ଦାରିଙ୍ଗବାଡ଼ି,୧୫।୧(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଦାସିଂବାଡିଠାରେ ଥିବା ମିଡ଼ିୟୁବାନ୍ଦା ୱାଟରଫଲ ସମେତ କିରିକୁଟି ଲଭର୍ସ ପଏଣ୍ଟରେ ବେଆଇନ ଭାବେ ପାର୍କିଂ ଫି ଆଦାୟ କରାଯାଉଥିଲା। ଏନେଇ ବିଭିନ୍ନ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସମେତ ଗ୍ରାମବାସୀଙ୍କ ମଧ୍ୟରେ ମଧ୍ୟ ପାର୍କିଂ ଫି’...

ବୁଦ୍ଧଖୋଲ ମହୋତ୍ସବ ଉଦ୍‌ଯାପିତ: ଦର୍ଶକଙ୍କୁ ଝୁମାଇଲେ ଶଶାଙ୍କ, ଦୀପ୍ତିରେଖା

ବୁଗୁଡ଼ା,୧୫ା୧(ଡି.ଏନ.ଏ.)-ବୁଗୁଡ଼ା ନିକଟସ୍ଥ ମହୋତ୍ସବ ପଡ଼ିଆରେ ଶୁକ୍ରବାରରୁ ଆରମ୍ଭ ହୋଇଥିବା ବୁଦ୍ଧଖୋଲ ମହୋତ୍ସବ ସୋମବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ମହୋତ୍ସବର ଚତୁର୍ଥ ସନ୍ଧ୍ୟାକୁ ଯୋଜନା ଓ ସଂଯୋଜକ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଉଦ୍‌ଘାଟନ କରିଥିଲେ। ମହୋତ୍ସବର...

ଉତ୍କଳ ବାଳାଶ୍ରମରେ ଲାଗିଲା ସିସି କ୍ୟାମେରା

ଛତ୍ରପୁର,୧୫ା୧(ଡି.ଏନ୍‌.ଏ.)-ବ୍ରହ୍ମପୁରସ୍ଥିତ ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୭ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଆଉ ୬ ଜଣଙ୍କ ପତ୍ତା ମିଳିନି। ଏହି ବାଳାଶ୍ରମ ସମେତ ଜିଲାରେ ଥିବା ବିଭିନ୍ନ ଶିଶୁ ଯତ୍ନ...

ଦୁର୍ଘଟଣାରେ ୨ ଟ୍ରକ୍‌ ଚାଳକ ମୃତ

ଛତ୍ରପୁର,୧୫ା୧(ଡି.ଏନ୍‌.ଏ.)-ଛତ୍ରପୁରର ସତ୍ୟବାଦୀ ନଗର -ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ରାତିରେ ଏକ ଟ୍ରକ୍‌କୁ ଅନ୍ୟ ଏକ ଟ୍ରକ୍‌ ପଛରୁ ଧକ୍କା ଦେବା ଫଳରେ ୨ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ପଶ୍ଚିମବଙ୍ଗ ବର୍ଦ୍ଧମାନ ଅଞ୍ଚଳର...

ପରିବେଶ ପ୍ରଦୂଷଣ ରୋକିବାକୁ ଆଇଟିଆଇ ଛାତ୍ରଙ୍କ ପ୍ରୟାସ: ନିର୍ମାଣ କଲେ ‘ଇ-ସାଇକେଲ’

ବ୍ରହ୍ମପୁର ଅଫିସ,୧୫ା୧-ବିସ୍ମୟ ସୃଷ୍ଟି କଲେ ଆଇଟିଆଇ ଛାତ୍ର। ପରିବେଶ ପ୍ରଦୂଷଣ ରୋକିବା, ପ୍ରାକୃତିକ ତୈଳଜାତ ଦ୍ରବ୍ୟର ଅପଚୟ ରୋକିବାକୁ ନିର୍ମାଣ କଲେ ‘ଇ-ସାଇକେଲ’। ସାଇକେଲରେ ୧୨ ଭୋଲ୍ଟର ୨ ବ୍ୟାଟେରି, ୨୪ ୱାର୍ଟର ଗୋଟିଏ ଡିସି ମିଟର ଖଞ୍ଜାଯାଇ ଏହାକୁ...

ମାମଲା ନ କରିବାକୁ ଲାଞ୍ଚ: ଭିଜିଲାନ୍ସ ଜାଲରେ ରାମଗିରି ଫରେଷ୍ଟର

ବ୍ରହ୍ମପୁର ଅଫିସ/ରାମଗିରି,୧୫ା୧(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି ବ୍ଲକ ରାମଗିରି ବନଖଣ୍ଡ ଫରେଷ୍ଟର ଦିବାକର ଲେଙ୍କା ମଙ୍ଗଳବାର ଜଣେ କରତକଳ ମାଲିକଙ୍କ ନଁାରେ ମାମଲା ରୁଜୁ ନ କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ କର୍ମଚାରୀଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri