ଆମ ଜିଲା ଖବର

ଅଭ୍ୟାସ ବେଳେ ଭୟଙ୍କର ବିସ୍ଫୋରଣ: ରାଜସ୍ଥାନରେ ଓଡ଼ିଆ ଯବାନ ଶହୀଦ

ଭୁବନେଶ୍ୱର,୧୯।୧୨: ରାଜସ୍ଥାନରେ ଶହୀଦ ହେଲେ ଓଡ଼ିଆ ଯବାନ। ପୋଖରାନରେ ଫାୟାରିଂ ଅଭ୍ୟାସ ବେଳେ ଟ୍ୟାଙ୍କ୍‌ରେ ବିସ୍ଫୋରଣ ଘଟି ଜଣେ ଓଡିଆ ଯବାନ ଶହୀଦ ହୋଇଛନ୍ତି। ସେ ହେଲେ କୋରାପୁଟ ଜିଲା ବୈପାରୀଗୁଡା ଥାନା ଅନ୍ତର୍ଗତ କେନ୍ଦୁଗୁଡା ପଞ୍ଚାୟତ ବଡାଗୁଡା ଗ୍ରାମର...

ଗ୍ୟାସ ଟାଙ୍କି ଫାଟି ଚିକେନ୍‌ ଦୋକାନୀ ଗୁରୁତର

ବାଲିଗୁଡା,୧୯।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଚିକେନ୍‌ ଦୋକାନ ଭିତରେ ଗ୍ୟାସ ଟାଙ୍କି ଫାଟି ଜଣେ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମରେ। ସୂଚନା ମୁତାବକ ପ୍ରତ୍ୟେକ ଦିନ...

ଐତିହାସିକ ନିଷ୍ପତ୍ତି: ଶିମିଳିପାଳରେ ବାଘ ଜଗିବେ ସଶସ୍ତ୍ରବଳ

ଭୁବନେଶ୍ୱର,୧୯।୧୨: ମୟୂରଭଞ୍ଜ ଜିଲାର ଶିମିଳିପାଳ ଟାଇଗର ରିଜର୍ଭରେ ସୁରକ୍ଷା ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ସରକାର। ଶିକାର ତଥା ବନ୍ୟଜନ୍ତୁ ଅପରାଧରୁ ଏହି ଅଞ୍ଚଳକୁ ସୁରକ୍ଷିତ ରଖିବା ପାଇଁ ଏକ ୧୩୧ ସଦସ୍ୟ ବିଶିଷ୍ଟ...

ଆହତ ପ୍ରତାପ ଷଡ଼ଙ୍ଗୀଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଂସଦରେ ଠେଲାପେଲା କାରଣରୁ ଆହତ ହୋଇ ଚିକିତ୍ସିତ ହେଉଥିବା ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଯାଇ ସାକ୍ଷାତ କରିଛନ୍ତି କେନ୍ଦୁଝର ଏମ୍‌ପି ଅନନ୍ତ...

ଉତ୍ସବ ପାଳନ ପାଇଁ ପ୍ରସ୍ତୁତ ଆରମ୍ଭ: ସ୍ଥାନୀୟ କଳାକାରଙ୍କୁ ମିଳିବ ସୁଯୋଗ

କର୍ଲାମୁଣ୍ଡା:୧୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଆସନ୍ତା ଜାନୁୟାରୀରେ ହେବାକୁ ଥିବା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପାଳନ ପାଇଁ ଏକ ପ୍ରସ୍ତୁତ ବୈଠକ ଅନୁଷ୍ଠିତ...

ମୁରୁସୁଆଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା: କାର୍ଯ୍ୟାନୁଷ୍ଠାନ ଭୟରେ ଆଜି ଖୋଲିଲେ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ମୁରୁସୁଆଁ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ତାଲା ଗୁରୁବାର ଖୋଲାଯାଇଛି। ପ୍ରଶାସନ ତଥା ପୋଲିସର ତାଗିଦ ପରେ ତାଲା ପକାଇ ଥିବା ବ୍ୟକ୍ତି ଆଜି କେନ୍ଦ୍ରର ତାଲା ଖୋଲିଥିବା ଜଣାପଡ଼ିଛି। ଫଳରେ...

ଅଟକାଇ ନିର୍ଧୂମ ପିଟିଲେ, ପିଠି ଉପରେ ଚପଲ ମାଡ଼ି ଚଢ଼ିଗଲେ ପୋଲିସ

କଟକ,୧୯।୧୨: ପୋଲିସ ବାବୁଙ୍କ ଦବଙ୍ଗଗିରି। ଯୁବକଙ୍କୁ ଅଟକାଇ ନିର୍ଧୂମ ପିଟିଲେ। ପରେ ଗୋଇଠା ମାରି ରାସ୍ତାଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଗଲେ। ପୋଲିସ ଗୋଡ଼ ଦେଇ ଚଢ଼ିବା ସମୟର ଫଟୋ ସୋସିଶାଲ ମିଡିଆରେ ଭାଇରାଲ ହେଉଛି। ଏପରି...

 ପାଖରେ ନାହିଁ ଅର୍ଥ, ଝିଅର ଚିକିତ୍ସା ପାଇଁ  ସହାୟତା ନିବେଦନ କଲେ ମା’

ଛତ୍ରପୁର,୧୯।୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଜ୍ଞାପିତ ଅଞ୍ଚଳ ପରିଷଦର ବାସିନ୍ଦା ପ୍ରିୟଙ୍କା ଗୌଡ଼ଙ୍କ ଝିଅ  ଶ୍ରୀୟା ଦୀର୍ଘ ୧୦ ବର୍ଷ ହେବ ମସ୍ତିଷ୍କ ବିକୃତି ରୋଗରେ ପୀଡିତ ଅଛନ୍ତି । ଏଣୁ ସରକାରୀ ଆର୍ଥିକ ସାହାଯ୍ୟ ପ୍ରଦାନ ପାଇଁ...

ବଡ଼ଦିନ ପୂର୍ବରୁ ଦାରିଙ୍ଗବାଡ଼ି ଚଳଚଞ୍ଚଳ

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଆଉ କିଛିଦିନ ପରେ ଖ୍ରୀଷ୍ଟମାସ ପାଳନ କରାଯିବ। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନକୁ ଖ୍ରୀଷ୍ଟ ଶ୍ରଦ୍ଧାଳୁ ବଡ଼ଦିନ ଭାବେ ପାଳନ କରିବେ ଏଥିପାଇଁ ଏବେଠାରୁ ଅଞ୍ଚଳରେ ଖୁସିର ଲହରି ଦେଖିବାକୁ ମିଳିଛି। ଅଞ୍ଚଳ ଚଳ ଚଞ୍ଚଳ ହୋଇଉଠିଛି। ସବୁଠି ଉତ୍ସବ...

ଅମିତ ଶାହାଙ୍କ ଇସ୍ତଫା ଦାବି କଲା ଆମ୍‌ ଆଦ୍‌ମୀ ପାର୍ଟି

ଛତ୍ରପୁର,୧୯ା୧୨(ସନ୍ତୋଷ ପାଢ଼ୀ): ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ପ୍ରତି ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ସୂଚକ ମନ୍ତବ୍ୟ ପ୍ରତିବାଦରେ ଆମ ଆଦ୍‌ମୀ ପାର୍ଟି ଗଞ୍ଜାମ ଜିଲା ସଙ୍ଗଠନ ତରଫରୁ ତାଙ୍କର ଇସ୍ତଫା ଦାବି କରାଯାଇଛି। ଏନେଇ...

ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା: ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା

ପୁରୀ,୧୯ା୧୨: ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ। ସ୍ବତନ୍ତ୍ର ବ୍ୟାରିକେଡ ଯୋଗେ ନୂଆବର୍ଷରୁ ଶ୍ରୀଜିଉଙ୍କ ଶ୍ରଦ୍ଧାଳୁମାନେ ଦର୍ଶନ କରିବେ। ଏନେଇ ଓବିସିସି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଥିବା...

ବାଇକ୍‌କୁ ବଞ୍ଚାଇବାକୁ ଯାଇ ଗଛରେ ପିଟିହେଲା ଅଟୋ, ୨ ଗୁରୁତର

ପାଟଣା,୧୯ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମାଧପୁର ନିକଟରେ ଗୁରୁବାର ପୂର୍ବାହ୍ନ ଭାରସାମ୍ୟ ହରାଇ ଏକ ଅଟୋ ରାସ୍ତାକଡ଼ରେ ଥିବା ଏକ ଆକାଶିଆ ଗଛକୁ ଧକ୍କା ଦେବା ଫଳରେ ଅଟୋରେ ଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri