ଆମ ଜିଲା ଖବର

ବଅଁରପାଳ ପୋଲିସ ଜାଲରେ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ: କାର୍‌, ଲୁଟ୍‌ ସାମଗ୍ରୀ ଜବତ

ଅନୁଗୋଳ ଅଫିସ, ୧୩।୧:  ଅନୁଗୋଳ ଜିଲା ବଅଁରପାଳ ପୋଲିସ ହାତରେ ଧରାପଡ଼ିଛନ୍ତି ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୫ ସଦସ୍ୟ। ସେମାନେ ହେଲେ ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲାର ଟାଟା ନୋନିଆ (୨୭), କୀର୍ତ୍ତନ ନୋନିଆ (୪୦), ଝାଡ଼ଖଣ୍ଡ ସାହେବ୍‌ଗଞ୍ଜ ଜିଲାର ଚନ୍ଦନ ମାଥୋ...

ବିନା ସରକାରୀ ସହାୟତାରେ ବି ସଫଳ; ନେଟ୍‌ ପହଞ୍ଚାଇଛି ଟପ୍‌ରେ

ବନ୍ତଳା,୧୩।୧:  ଶିକ୍ଷିତ ନୁହନ୍ତି କି ସରକାରଙ୍କ ପକ୍ଷରୁ ଆବଶ୍ୟକ ସହଯୋଗ ବି ପାଇନାହାନ୍ତି। ତଥାପି ଆଧୁନିକ ଚାଷ କ୍ଷେତ୍ରରେ ଜିଲାର ଟପ୍‌ରେ ପହଞ୍ଚିପାରିଛନ୍ତି ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମର ଭାବଗ୍ରାହୀ ଦେହୁରୀ(୪୭)। ନିଷ୍ଠା ଓ କଠିନ ପରିଶ୍ରମ ସହ...

ଶ୍ରୀନଅରରେ ଗଜପତିଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ, ୧୩ା୧:ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ଶ୍ରୀନଅରଠାରେ ରବିବାର ସନ୍ଧ୍ୟାରେ ସମ୍ପନ୍ନ ହୋଇଛି। ଏଥିରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ ପୂଜା ଏବଂ ରାମାଭିଷେକ ପଟିପୂଜା ଅନୁଷ୍ଠିତ ହୋଇଥିଲା। ରାଜଗୁରୁ ଦେବୀପ୍ରସାଦ ରାଜଗୁରୁ, ସୁଧାଂଶୁ...

ଜଳ ସମ୍ପଦ, ପିଆର ବିଭାଗରେ ପାଣ୍ଠିର ଅଭାବ:୯ଟି ରାସ୍ତା ଆରଡି ବିଭାଗକୁ ହସ୍ତାନ୍ତର ପ୍ରସ୍ତାବ

ଯାଜପୁର ଅଫିସ,୧୩ା୧: ଜଳ ସମ୍ପଦ ଓ ପଞ୍ଚାୟତିରାଜ(ପିଆର) ବିଭାଗରେ ପାଣ୍ଠିର ଅଭାବ ତଥା ସୀମିତ ଅନୁଦାନ ଯୋଗୁ ସମ୍ପୃକ୍ତ ରାସ୍ତାଗୁଡିକର ଆବଶ୍ୟକ ଉନ୍ନତି ସହ ରକ୍ଷଣାବେକ୍ଷଣ ହୋଇପାରୁ ନାହିଁ। ଏଣୁ ବିଞ୍ଝାରପୁର ଓ ଦଶରଥପୁର ବ୍ଲକର ଜଳ ସମ୍ପଦ ୧ଟି...

ବିବାଦୀୟ ଜମିରେ ଲଜିଷ୍ଟିକ ପାର୍କ ନିର୍ମାଣ ମାମଲା:ସ୍ପଷ୍ଟ କରିବାକୁ ନିର୍ଦ୍ଦେଶ ଦେଲା ଏନ୍‌ଜିଟି

ଯାଜପୁର ଅଫିସ, ୧୩ା୧: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ୧୧.୯୯୦ ଏକର ପରିମିତ ଶାଳ କିସମ ଜମିରେ ବିନା ପରିବେଶ ମଞ୍ଜୁରୀରେ ସାଇଜର ଲଜିଷ୍ଟିକ ପାର୍କ ନିର୍ମାଣ ହେଉଥିବା ଅଭିଯୋଗ ହୋଇଛି। ଏନେଇ କଳିଙ୍ଗନଗର ପରିବେଶ...

ଅର୍ଥାଭାବ ଯୋଗୁ ଚିକିତ୍ସାରୁ ବଞ୍ଚତ୍ତ ଯୁବକ

ଯାଜପୁର ଟାଉନ,୧୩ା୧(ଡିଏନ୍‌ଏ): ରାଜ୍ୟ ସରକାର ସାଧାରଣଙ୍କ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ସାଧାରଣ ଲୋକଙ୍କ ପାଖରେ ତାହା ପହଞ୍ଚତ୍ ପାରୁନାହିଁ। ଅନ୍ଧ ବିଶ୍ୱାସର ଶିକାର ହୋଇ ଗାଁ ଗହଳିରେ ବିଭିନ୍ନ ଲୋକ ନାନା ପ୍ରକାର ହଇରାଣ ହେଉଛନ୍ତି।...

ବଲାଙ୍ଗୀର ବହିହାଟ: ବହୁଭାଷୀ କବିତା ଆସର

ବଲାଙ୍ଗୀର ଅଫିସ, ୧୩।୧: ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟ ଚତୁର୍ଥ ଦିନ ଅପରାହ୍ନରୁ ବହୁଭାଷୀ କବିତା ଆସର ଅନୁଷ୍ଠିତ ହୋଇଥିଲା। ପରିଷଦ ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କବିତା ଆସରରେ ମୁଖ୍ୟଅତିଥି ଭାବେ କବି...

ଇଜିମାଇଲ ଜମି ଉପରେ ବିଜୁ ପକ୍କାଘର ନିର୍ମାଣ ଅଭିଯୋଗ:ତ୍ରୁଟିପୂର୍ଣ୍ଣ ପଟ୍ଟା ଦେଇ ସରକାରୀ ଅର୍ଥ ହଡ଼ପ

ରସୁଲପୁର,୧୩ା୧(ଡିଏନଏ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଯୋଜନାରେ ବାସହୀନଙ୍କୁ ଗୃହ ଯୋଗାଇ ଦିଆଯାଉଛି। ତେବେ ଏ ନେଇ ରହିଥିବା ନିୟମାବଳୀକୁ କଡାକଡ଼ି ପାଳନ କରାଯାଉ ନାହିଁ। ସର୍ବୋପରି ହିତାଧିକାରୀ ଦାଖଲ କରୁଥିବା ଜମିଜମା...

ପାହାଡ଼, ନଈଘେରରେ କଟୁଛି ବିଚ୍ଛିନ୍ନାଞ୍ଚଳ ଜୀବନ

ଦଶମନ୍ତପୁର,୧୩।୧(ଡି.ଏନ୍‌.ଏ.) ଚାରିପାଖେ ପାହାଡ଼, ପର୍ବତ ଓ ୩ଟି ନଦୀ। ତାହାରି ଘେର ଭିତରେ ବନ୍ଦୀ ଗୋଟିଏ ଗାଁ। ଯୋଗାଯୋଗ ନାହିଁ। ତେଣୁ ବିକାଶର ଛାଇ ବି ଗାଁ ମାଟି ମାଡ଼ିନାହିଁ। ସରକାରୀ ବାବୁ କି ନେତା ଆସନ୍ତିନି। କେବଳ ନିର୍ବାଚନ ବେଳେ...

ଅଜଣା ରୋଗରେ ପୀଡିତ ଦେବେନ୍ଦ୍ର

ଜାମଟିକ୍ରା, ୧୩।୧ (ଡି.ଏନ.ଏ) ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଜାମଟିକ୍ରା ଗ୍ରାମ ପଧାନପଡାର ଦାସ ନାଗଙ୍କ ସାନପୁଅ ଦେବେନ୍ଦ୍ର ନାଗ (୩୮)। ଦୀର୍ଘ ୪ ବର୍ଷ ହେଲା ସେ ଜୀବନ ସହ ସଂଘର୍ଷ କରି ଆସୁଛନ୍ତି । ଦେବେନ୍ଦ୍ରଙ୍କ ଚିକିତ୍ସା...

ସର୍ବଭାରତୀୟ ପ୍ରଧାନପାଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ :ନାଲକୋ ଚାମ୍ପିୟନ

ଦେବଗଡ଼଼,୧୩ା୧(ଡି.ଏନ.ଏ.): ଦେବଗଡ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି ା ଫାଇନାଲ ମ୍ୟାଚ ଅନୁଗୋଳ ଜିଲା ନାଲକୋ ଜିଆର୍‌ଏଫ୍‌ସି ଏବଂ କଲା(ଦେବଗଡ଼) ବନଦୁର୍ଗା ଫୁଟବଲ ଆସୋସିଏଶନ ମଧ୍ୟରେ ହୋଇଥିଲା। ବନଦୁର୍ଗା ଫୁଟବଲ...

ସର୍ବଭାରତୀୟ ବହୁଭାଷୀ ନାଟକ ପ୍ରତିଯୋଗିତା: ସମ୍ବୋଧନ, ଗାନ୍ଧୀଛକ ନାଟକ ମଞ୍ଚସ୍ଥ

ଦେବଗଡ଼,୧୩ା୧(ଡି.ଏନ.ଏ.) ଦେବଗଡ ଟାଉନ ହଲ୍‌ଠାରେ ନାଟ୍ୟାନୁଷ୍ଠାନ ଜାଗରଣ ଆର୍ଟ ଇଣ୍ଟର୍‌ ନ୍ୟାଶନାଲ ପକ୍ଷରୁ ୧୭ତମ ସର୍ବ ଭାରତୀୟ ବହୁଭାଷୀ କ୍ଷୁଦ୍ର ନାଟକ ଓ ନୃତ୍ୟ ପ୍ରତିଯୋଗିତାର ରବିବାର ତୃତୀୟ ସନ୍ଧ୍ୟାରେ ୨ଟି ନାଟକ ମଞ୍ଚସ୍ଥ ହୋଇଥିଲା। ଅତିଥି ଭାବେ ଜିଲା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri