ଆମ ଜିଲା ଖବର

ପଶ୍ଚିମ ଓଡ଼ିଶା ମତ୍ସ୍ୟଜୀବୀ ତିଅର ସମାଜର ମହାସଭା: ହକ୍‌ ପାଇଁ ଲଢେଇ ଦରକାର

ବଲାଙ୍ଗୀର ଅଫିସ,୧୩।୧: ବଲାଙ୍ଗୀରଠାରେ ପଶ୍ଚିମ ଓଡିଶା ମତ୍ସ୍ୟଜୀବୀ ତିଅର ସମାଜର ମହାସଭା ଅନୁଷ୍ଠିତ ହୋଇଯାଇଛି। ସମାଜ ସଭାପତି ଶ୍ରୀବତ୍ସ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହାସଭାରେ ମୁଖ୍ୟଅତିଥି ଭାବେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଯୋଗ ଦେଇଥିଲେ। ସମ୍ବିଧାନରେ ଦେଶର ମୂଳ...

ଶ୍ରୀମନ୍ଦିର ଭିତର ଫଟୋ, ଭିଡିଓ ଭାଇରାଲ

ପୁରୀ ଅଫିସ, ୧୩ା୧: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ ଓ ଭିଡିଓ। ବିଭିନ୍ନ ସମୟରେ ଭକ୍ତମାନେ ମନ୍ଦିର ଭିତରେ ସେଲ୍‌ଫି ନେଇ ଓ ଫଟୋ ଉଠାଇ ଏହାକୁ ସୋସିଆଲ ମିଡ଼ିଆରେ ପୋଷ୍ଟ କରୁଛନ୍ତି। ରବିବାର...

୨୪ ଦିନରେ ୨ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ: ଟୋକନ୍‌ ସମସ୍ୟାରେ ଚାଷୀ କଟ୍‌ନିଛଟ୍‌ନିକୁ ନେଇ ଅସନ୍ତୋଷ

ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ଜିଲାରେ ଗତମାସ ୧୮ ତାରିଖଠାରୁ ମଣ୍ଡିରେ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ (କ୍ରୟ) ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୪ ଦିନରେ ୫୬୫୭ ଚାଷୀଙ୍କଠାରୁ ୨ ଲକ୍ଷ କୁଇଣ୍ଟାଲ ଧାନ କ୍ରୟ କରାଯାଇଛି। ଜିଲା ପ୍ରଶାସନ...

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ଏନେଇ ଏକ ମାମଲା ନଂ-୬/୨୦ରୁଜୁ କରାଯିବା ସହ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ଅଧିକ ତଦନ୍ତ ଚଳାଇଛି। ପରେ ଘଟଣାସ୍ଥଳକୁ ଥାନାଧିକାରୀ...

ହାଜିପୁର ମଣ୍ଡଳ ଭାଜପାର ସାଙ୍ଗଠନିକ ବୈଠକ: ସିଏଏ ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ନିଷ୍ପତ୍ତି

ବାଲିଆ,୧୩ା୧: ବିରିଡ଼ି ବ୍ଲକ ଅଧୀନ ହାଜିପୁର ମଣ୍ଡଳ ଭାଜପାର ଏକ ସାଙ୍ଗଠନିକ ବୈଠକ ଅଲାଣ୍ଡୋସ୍ଥିତ ଜାଗୁଳାଇ ମନ୍ଦିର ପ୍ରାଙ୍ଗଣରେ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମଣ୍ଡଳର ନୂତନ ସଭାପତି ସୁଦର୍ଶନ ପଣ୍ଡା ସଭାପତିତ୍ୱ କରିଥିଲେ। ମଣ୍ଡଳ ପ୍ରଭାରୀ ତଥା ଜିଲା...

୧ମ ଜାତୀୟ ସଂହତି ଶିବିର ଓ ପଞ୍ଚବିଂଶ ସ୍କାଉଟ୍ସ, ଗାଇଡ୍ସ ମେଳା :‘ଯୁଦ୍ଧର ଭୟ ବେଳେ ଶିବିର ଗୁରୁତ୍ୱପୂର୍ଣ୍ଣ’

ଜଗତ୍‌ସିଂହପୁର ଅଫିସ୍‌,୧୩ା୧: ମାନବ ସମ୍ବଳର ସଫଳ ପରିଚାଳନାରେ ଯେଉଁ ଦେଶ ଯେତେ ପାରଙ୍ଗମ ସେ ଦେଶ ସେତେ ସମୃଦ୍ଧ। ସାମ୍ପ୍ରତିକ ବିଶ୍ୱରେ ଏବେ ଏକ ଯୁଦ୍ଧର ବିଭୀଷିକା ଭିତ୍ତି ସଞ୍ଚାର କରୁଛି। ଏ ପରିସ୍ଥିତିରେ ଜାତୀୟ ସଂହତି ବଜାୟ ରଖିବା...

ଧଳାଜହର ବଳୟରେ କୁଜଙ୍ଗ ଅଞ୍ଚଳ

କୁଜଙ୍ଗ,୧୩ା୧(ଡି.ଏନ.ଏ.): ନିଶା ସେବନ କରି ଯୁବସମାଜ ପଥଭ୍ରଷ୍ଟ ହେବା ସାଙ୍ଗକୁ ନାନଦି କୁକର୍ମରେ ଲିପ୍ତ ରହି ନିଜର ଉଜ୍ଜ୍ୱଳ ଭବିଷ୍ୟତକୁ ଅନ୍ଧକାରମଧ୍ୟକୁ ଠେଲି ଦେଉଛନ୍ତି। ଯଦ୍ଦ୍ବାରା ସେମାନଙ୍କ ମା’ବାପା ଚିନ୍ତାରେ ରହୁଛନ୍ତି। ନିଶା କାବାରକୁ ସାମାଜିକସ୍ତରରେ ବିରୋଧ କରାଯାଉଥିଲେବି ବାସ୍ତବରେ...

ପ୍ରେମରେ ପ୍ରତାରଣା ପରେ ଆତ୍ମହତ୍ୟା ଘଟଣା: ଯୁବତୀଙ୍କ ବିରୋଧରେ ଅଭିଯୋଗ କଲେ ମୃତକଙ୍କ ଭାଇ

କଟକ ଅଫିସ, ୧୩ା୧: ଯୁବତୀଙ୍କ ନିକଟରୁ ପ୍ରତାରଣାର ଶିକାର ହେବା ପରେ ମନୋଜ ସ୍ବାଇଁ ନାମକ ଯୁବକ ଶନିବାର କଟକ ଜିଲା ମଧୁପାଟଣା ଥାନା ଅଧୀନ ତାଳଦଣ୍ଡା କେନାଲ ନିକଟ ଟ୍ରେନ୍‌ ଲାଇନରେ ଆତ୍ମହତ୍ୟା କରିଥିଲେ। ହେଲେ ମନୋଜଙ୍କ ବଡଭାଇ...

ପ୍ଲାଷ୍ଟିକ ଆବର୍ଜନା ପରିଚାଳନା:ସର୍ବଭାରତୀୟ ସ୍ତରରେ ପୁରୀ ପୁରସ୍କୃତ

ପୁରୀ ଅଫିସ,୧୩ା୧: ପୁରୀକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଏକାଧିକ ପଦକ୍ଷେପ ଗ୍ରହଣ କରାଯାଇଛି। ‘ମୋ ବିଚ୍‌’ ହେଉ ଅବା ‘ମୋ ପୁରୀ ସ୍ବଚ୍ଛ ପୁରୀ’ ଭଳି କାର୍ଯ୍ୟକ୍ରମ ପାଇଁ ଧୀରେ ଧୀରେ ଜାତୀୟସ୍ତରରେ...

ଚିକିଟିରେ ଅଞ୍ଚଳରେ ହାତି ଉପଦ୍ରବ

ଚିକିଟି,୧୨ା୧(ଡି.ଏନ.ଏ.)-ଚିକିଟି ବନବିଭାଗ ଅଧୀନରେ ଥିବା ବିଭିନ୍ନ ଗ୍ରାମାଞ୍ଚଳରେ ଦୀର୍ଘ ୧୦ଦିନ ଧରି ହାତିଙ୍କ ଉପଦ୍ରବ ଲାଗି ରହିଛି। ଶନିବାର ବିଳମି୍ବତ ରାତ୍ରିରେ କୃଷ୍ଣନଗର, ବଇରବାଡ ଗ୍ରାମ ନିକଟରେ ଥିବା ପି.ବାଇରାମା ଓ ପି.ଧର୍ମାଙ୍କ ସମେତ ୪ ଜଣଙ୍କର ଧାନଖଳାରେ ହାତୀମାନେ...

ବୋଲେରୋ-ଟ୍ରାକ୍ଟର ମୁହାଁମୁହିଁ, ୧୧ ଆହତ

ଗଞ୍ଜାମ,୧୨ା୧(ଡି.ଏନ୍‌.ଏ.)- ରମ୍ଭା ଥାନା ଖଣ୍ଡଦେଉଳୀ ଛକଠାରେ ରବିବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଟ୍ରାକ୍ଟର ଓ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ୧୧ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୮ ଜଣ ଗୁରୁତର ଥିବା ଜଣାପଡ଼ିଛି। ଗୁରୁତରମାନେ ହେଲେ ମମତା...

ମା’ଙ୍କୁ ମୁଖାଗ୍ନି ଦେଇ ପୁଣି ଜେଲ ଗଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୧୨।୧: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେର ରବିବାର ପାଟଣାଗଡ଼ଠାରେ ମା’ଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇ ପୁଣି ଜେଲ ଯାଇଛନ୍ତି। ମା’ଙ୍କୁ ମୁଖାଗ୍ନି ଦେଇ ସେ ବଲାଙ୍ଗୀର ଜେଲଙ୍କୁ ଯାଇଥିବା ସୂଚନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri